ଟାରିଫ୍ ଧମକ ପରେ ଟ୍ରମ୍ପଙ୍କୁ ଫୋନ୍ କଲେ ପ୍ରଧାନମନ୍ତ୍ରୀ ମୋଦି, କହିଲେ ଏସବୁ କଥା
ନୂଆଦିଲ୍ଲୀ,୧୧।୧୨: ଆମେରିକା ମଧ୍ୟରେ ଚାଲିଥିବା ବାଣିଜ୍ୟିକ ତିକ୍ତତା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଟେଲିଫୋନ ଯୋଗେ କଥାବାର୍ତ୍ତା କରିଛନ୍ତି। ଏହି ସମୟରେ ଉଭୟ ନେତା ଦିଲ୍ଲୀ ଓ ୱାଶିଂଟନ୍ ମଧ୍ୟରେ ଥିବା ‘ବ୍ୟାପକ…
ବାଜିଲା ବାଂଲାଦେଶ ନିର୍ବାଚନ ବିଗୁଲ, ଲଢ଼ିପାରିବନି ଶେଖ ହସିନାଙ୍କ ପାର୍ଟି
ନୂଆଦିଲ୍ଲୀ,୧୧ା୧୨: ବାଂଲାଦେଶର ତ୍ରୟୋଦଶ ସଂସଦୀୟ ନିର୍ବାଚନ ଆସନ୍ତା ଫେବୃଆରୀ 12 ତାରିଖରେ ଅନୁଷ୍ଠିତ ହେବ । ବାଂଲାଦେଶର ମୁଖ୍ୟ ନିର୍ବାଚନ କମିଶନର ଏଏମଏମ ନାସିର ଉଦ୍ଦିନ ବର୍ତ୍ତମାନ ନିର୍ବାଚନ କାର୍ଯ୍ୟସୂଚୀ ଘୋଷଣା କରିଛନ୍ତି । ୧୨ ଫେବୃଆରୀ ସକାଳ ୭:୩୦ ରୁ…
ପାକିସ୍ତାନ ସହ ପ୍ରତିରକ୍ଷା ଚୁକ୍ତି ଭିତରେ ଭାରତକୁ କଡ଼ା ବାର୍ତ୍ତା ଦେଲେ ଟ୍ରମ୍ପ? F-16ର ଶକ୍ତି ବଢାଇବ ଆମେରିକା
ଓ୍ବାଶିଂଟନ,୧୧।୧୨: ଆମେରିକା ପାକିସ୍ତାନକୁ ଏହାର F-16 ଲଢ଼ୁଆ ବିମାନକୁ ଅପଗ୍ରେଡ କରିବା ପାଇଁ ୬୮୬ ଡଲାର ନିୟୁତ (ପ୍ରାୟ ୫,୮୦୦କୋଟି) ମୂଲ୍ୟର ଉନ୍ନତ ପ୍ରଯୁକ୍ତିବିଦ୍ୟା ଏବଂ ସମର୍ଥନ ବିକ୍ରୟକୁ ଅନୁମୋଦନ କରିଛି। ଆମେରିକା ପ୍ରତିରକ୍ଷା ସୁରକ୍ଷା ସହଯୋଗ ଏଜେନ୍ସି (DSCA) ଏ…
ସଂସଦରେ ସ୍ପିକର ହଲାଇଲେ ଟଙ୍କା! ଏକ ଡଜନରୁ ଅଧିକ ସାଂସଦ କହିଲେ …
ଇସଲାମାବାଦ,୧୧।୧୨: ପାକିସ୍ତାନରେ ରାଜନେତାମାନେ ପ୍ରାୟତଃ ନିଜ ଭାଷଣରେ ସଚ୍ଚୋଟତା ଏବଂ ନ୍ୟାୟର କଥା କୁହନ୍ତି, କିନ୍ତୁ ଯେତେବେଳେ ପ୍ରକୃତ ପରୀକ୍ଷାର କଥା ଆସେ, ସାଂସଦମାନଙ୍କ କାର୍ଯ୍ୟ ଭିନ୍ନ କାହାଣୀ କହିଥାଏ। ଜାତୀୟ ବିଧାନସଭା ଭିତରେ ଏକ ଛୋଟ ଘଟଣା ଏବେ ସୋସିଆଲ…
ନାସାକୁ ବଡ଼ ଝଟକା, ମଙ୍ଗଳ ଗ୍ରହରୁ ଗାୟବ ହେଲା MAVEN!
ନୂଆଦିଲ୍ଲୀ,୧୧ା୧୨: ଆମେରିକାର ଅନ୍ତରୀକ୍ଷ ସଂସ୍ଥା ନାସା ମଙ୍ଗଳ ଗ୍ରହରୁ କିଛି ବିଚଳିତକର ଖବର ସାମ୍ନାକୁ ଆସିଛି । ଗତ 11 ବର୍ଷ ଧରି ଲାଲ ଗ୍ରହ ଉପରେ ନଜର ରଖିଥିବା ନାସାର ଏକ ଗୁରୁତ୍ୱପୂର୍ଣ୍ଣ ମହାକାଶଯାନ ହଠାତ୍ ଗାୟବ ହୋଇଯାଇଛି ।…
ଆମେରିକା ପରେ ଏବେ ଏହି ଦେଶ ଭାରତ ଉପରେ ଲଗାଇଲା ୫୦% ଟାରିଫ୍, ଜାଣନ୍ତୁ କେବେଠୁ ହେବ ଲାଗୁ…
ନୂଆଦିଲ୍ଲୀ,୧୧।୧୨: ଡିସେମ୍ବର ୧୦ ତାରିଖରେ, ମେକ୍ସିକୋ ସିନେଟ ଏକ ବଡ଼ ବିଲ ପାସ କରିଛି। ଯାହା ଚାଇନା ଭାରତ, ଦକ୍ଷିଣ କୋରିଆ, ଥାଇଲ୍ୟାଣ୍ଡ ଏବଂ ଇଣ୍ଡୋନେସିଆ ଭଳି ଏସୀୟ ଦେଶଗୁଡ଼ିକ ଉପରେ ୫୦% ପର୍ଯ୍ୟନ୍ତ ଟାରିଫ୍ ଲାଗୁ କରିବ। ଏହା ଟ୍ରମ୍ପଙ୍କ…
ଆମେରିକାରେ ରହିବାକୁ ହେଲେ ଦେବାକୁ ହେବ ମୋଟା ଅଙ୍କର ଟଙ୍କା, ଟ୍ରମ୍ପ ଆରମ୍ଭ କଲେ Gold Card
ନୂଆଦିଲ୍ଲୀ,୧୧|୧୨ : ଦିନକୁ ଦିନ ଭାରତ ଏବଂ ଆମେରିକା ମଧ୍ୟରେ ବିବାଦ ବଢିବାରେ ଲାଗିଛି । ଭାରତୀୟଙ୍କୁ ଆମେରିକାରେ ରହିବା ଏକ ପ୍ରକାର ସ୍ବପ୍ନ ହୋଇଯାଇଛି । ଏହାରି ଭିତରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୋଲ୍ଡ କାର୍ଡ ଲଞ୍ଚ କରିଛନ୍ତି…
‘ସୁନ୍ଦର ମୁହଁ’, ‘ମେସିନ୍ ଗନ୍ ପରି ଓଠ”, ଟ୍ରମ୍ପଙ୍କ ମନ୍ତବ୍ୟ ଶୁଣି ବିଶ୍ୱରେ ଚର୍ଚ୍ଚା
ନୂଆଦିଲ୍ଲୀ,୧୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ନିକଟରେ ତାଙ୍କର ହ୍ୱାଇଟ୍ ହାଉସ୍ ପ୍ରେସ୍ ସେକ୍ରେଟେରୀ କାରୋଲିନ୍ ଲେଭିଟ୍ଙ୍କୁ ତାଙ୍କର “ସୁନ୍ଦର ମୁହଁ” ଏବଂ “ଓଠ”କୁ ନେଇ ଅତ୍ୟଧିକ ପ୍ରଶଂସା କରିଛନ୍ତି। ୭୯ ବର୍ଷୀୟ ଟ୍ରମ୍ପ୍ ପେନସିଲଭାନିଆରେ ଏକ ରାଲିରେ ତାଙ୍କ ପ୍ରଶାସନର…
ଭାରତୀୟ ଚାଉଳ ଉପରେ ଟାରିଫ୍ ଲଗାଇବାକୁ ଟ୍ରମ୍ପ୍ଙ୍କ ଧମକ
ଓ୍ବାଶିଂଟନ୍,୧୦ା୧୨:ଭାରତ ସମେତ ବିଭିନ୍ନ ଦେଶରୁ ରପ୍ତାନି ହେଉଥିବା ଚାଉଳ ଉପରେ ଅତିରିକ୍ତ ଟାରିଫ୍ ଲଗାଇବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଧମକ ଦେଇଛନ୍ତି। ଭାରତ ଆମେରିକା ବଜାରରେ ଚାଉଳ ଗଦେଇବା ଉଚିତ ନୁହେଁ। ଟାରିଫ୍ ହିଁ ଏହି ସମସ୍ୟାର ସହଜ…
ବିଶ୍ୱର ପ୍ରଥମ ଦେଶ ଭାବେ ସୋସିଆଲ ମିଡିଆ ବ୍ୟାନ କଲା ଅଷ୍ଟ୍ରେଲିଆ, ଏତିକି ବର୍ଷରୁ କମ୍ ପିଲା…
ନୂଆଦିଲ୍ଲୀ,୯।୧୨: ପିଲାମାନଙ୍କୁ ସୋସିଆଲ ମିଡିଆର କୁପ୍ରଭାବରୁ ରକ୍ଷା କରିବା ପାଇଁ ଅଷ୍ଟ୍ରେଲିଆ ଏକ ଐତିହାସିକ ପଦକ୍ଷେପ ନେଇଛି। ବୁଧବାର ମଧ୍ୟରାତ୍ରିରୁ ଅଷ୍ଟ୍ରେଲିଆ ୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ସୋସିଆଲ ମିଡିଆକୁ ସମ୍ପୂର୍ଣ୍ଣ ନିଷିଦ୍ଧ କରିବାରେ ବିଶ୍ୱର ପ୍ରଥମ ଦେଶ…
ପୁଣି ଭାଗ ଭାଗ ହୋଇଯିବ ପାକିସ୍ତାନ: ସ୍ୱତନ୍ତ୍ର ସିନ୍ଧୁଦେଶ ଦାବି କରାଚୀରେ ହିଂସା
ନୂଆଦିଲ୍ଲୀ,୮।୧୨: ୧୯୭୧ ମସିହାରେ ପୂର୍ବ ପାକିସ୍ତାନକୁ ହରାଇବା ପରେ ପାକିସ୍ତାନରେ ପୁଣି ଥରେ ପ୍ରାଦେଶିକ ବିଭାଜନ ନେଇ ଜୋରଦାର ଆଲୋଚନା ଚାଲିଛି। ଦେଶରେ ଉତ୍ତମ ଶାସନ ଓ ଉନ୍ନତ ସେବା ପ୍ରଦାନ ପାଇଁ ଛୋଟ ଛୋଟ ପ୍ରଦେଶ ଗଠନ କରିବାକୁ ବର୍ତ୍ତମାନର…
ଜାପାନ ଭୂକମ୍ପରେ ୩୩ ଆହତ, ପ୍ରଧାନମନ୍ତ୍ରୀ ଗଠନ କଲେ ଏମରଜେନ୍ସି ଟାସ୍କ ଫୋର୍ସ
ଟୋକିଓ,୯।୧୨: ସୋମବାର ରାତିରେ ଜାପାନରେ ୭.୫ ତୀବ୍ରତାର ଭୂମିକମ୍ପ ହେବା ପରେ ଲୋକମାନେ ଏବେ ବି ଭୟଭୀତ ଅଛନ୍ତି। ଭୂମିକମ୍ପ ପରେ ଜାପାନର ଉପକୂଳବର୍ତ୍ତୀ ଅଞ୍ଚଳରେ ମଧ୍ୟ ସୁନାମି ଆସିଛି। ଏହି ବିପର୍ଯ୍ୟୟ ସମଗ୍ର ଦେଶକୁ ଥରାଇ ଦେଇଛି। ଜାପାନ ପ୍ରଧାନମନ୍ତ୍ରୀ…
Archives


