ମହାମାରୀ ମାଡ: ମାତ୍ର ଗୋଟିଏ ଡଲାରରେ ବିକ୍ରି ହେବ ଗଣମାଧ୍ୟମ ସଂସ୍ଥା
ଓ୍ବିଲିଙ୍ଗଟନ,୨୬।୫: କରୋନା ଭାଇରସ ସଂକ୍ରମଣର ପ୍ରଭାବ ସବୁଠି ପଡିଥିବା ଲକ୍ଷ୍ୟ କରାଯାଇଛି। ଗଣମାଧ୍ୟମ ସଂସ୍ଥା ମଧ୍ୟ ଏଥିରୁ ବାଦ୍ ପଡିନାହିଁ। ଏବେ ନ୍ୟୁଜିଲାଣ୍ଡର ଏକ ଗଣମାଧ୍ୟମ ସଂସ୍ଥା ମାତ୍ର ୧ ଡଲାରରେ ବିକ୍ରି ହେବ ବୋଲି ଜଣାପଡିଛି। ନ୍ୟୁଜିଲାଣ୍ଡର ବଡ...
ମୂଳ ଭାରତୀୟ ଦମ୍ପତି ତିଆରି କଲେ ଶସ୍ତା ଭେଣ୍ଟିଲେଟର: ଦାମ ସାଢ଼େ ୭ ହଜାର
ଓ୍ବାଶିଂଟନ,୨୬।୫: ପୃଥିବୀରେ କରୋନା ସଂକ୍ରମଣ ଥମିବାର ନାଁ ଧରୁନି। କରୋନା ସଂକ୍ରମିତଙ୍କ ଚିକିତ୍ସା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପାଲଟି ଥିବା ଭେଣ୍ଟିଲେଟର ମୁଖ୍ୟ ସମସ୍ୟା ଭାବେ ଉଭା ହୋଇଛି। କମ୍ ସଂଖ୍ୟକ ଭେଣ୍ଟିଲେଟର ଥିବାରୁ ବହୁ ବିକଶିତ ଦେଶରେ ମଧ୍ୟ ମୃତ୍ୟୁ...
ମାସ୍କ ନ ପିନ୍ଧିଲେ ଡ୍ରାଇଭିଂ ମନା
ସିଓଲ,୨୬।୫: କରୋନା ଭାଇରସ ସଂକ୍ରମଣକୁ ଦେଖି ସାଉଥ୍ କୋରିଆ ସରକାର ଏକ କଡ଼ା ପଦକ୍ଷେପ ନେଇଛନ୍ତି। ମାସ୍କ ନ ପିନ୍ଧିଲେ ଟ୍ୟାକ୍ସି ବା ବସ୍ ଚଳାଇବାକୁ ଅନୁମତି ମିଳିବ ନାହିଁ ବୋଲି ସରକାର କହିଛନ୍ତି। ଅର୍ଥାତ୍ ସରକାର ଏବେ ‘ନୋ...
କରୋନା ସଂକ୍ରମଣ ଯୋଗୁ ୯୫ ଦେଶରେ ମିଳିମିଳା- ପୋଲିଓ ପ୍ରତିଷେଧକ ଟୀକା ପ୍ରଦାନ କାର୍ଯ୍ୟ ପ୍ରଭାବିତ: ସଙ୍କଟରେ ୮କୋଟି ଶିଶୁ
ଓ୍ବାଶିଂଟନ,୨୬।୫: କରୋନା ସଂକ୍ରମଣ ଯୋଗୁ ପୃଥିବୀରେ ସଙ୍କଟ ଦେଖାଦେଇଛି। ଏପରିସ୍ଥଳେ ୯୫ଟି ଦେଶରେ ମିଳିମିଳା ଓ ପୋଲିଓ ପ୍ରତିଷେଧକ ଟୀକା ପ୍ରଦାନ କାର୍ଯ୍ୟ ପ୍ରଭାବିତ ହୋଇଛି। ଏନେଇ ଗଣମାଧ୍ୟମ ସଂସ୍ଥା ନ୍ୟୁୟର୍କ ଟାଇମ୍ସ୍ରେ ଉଲ୍ଲେଖ କରାଯାଇଛି। ଏସମ୍ପର୍କରେ ବିଶ୍ୱସ୍ବାସ୍ଥ୍ୟ ସଂଗଠନ,...
ଡବ୍ଲୁଏଚ୍ଓର ଚେତାବନୀ ପୁଣିଥରେ ଫେରିପାରେ କରୋନା
ଜେନେଭା,୨୬।୫: ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚ୍ଓ) ସୋମବାର କରୋନା ମହାମାରୀକୁ ନେଇ ଆଉ ଏକ ଚେତାବନୀ ଦେଇଛି। ଡବ୍ଲୁଏଚ୍ଓ କହିଛି ଯେଉଁ ଦେଶରେ କରୋନା ସଂକ୍ରମଣ କମ୍ ହୋଇଛି ସେଠାରେ ପୁଣିଥରେ କରୋନା ଫେରିପାରେ। କାରଣ ବିଶ୍ୱର ଅନେକ ବିଶେଷଜ୍ଞ କହୁଛନ୍ତି...
ଅଷ୍ଟ୍ରେଲିଆରେ ମନୁଷ୍ୟଙ୍କ ଉପରେ କରୋନା ପ୍ରତିଷେଧକ ଟୀକାର ପରୀକ୍ଷା ଆରମ୍ଭ କରିବ ଆମେରିକା
କାନବେରା,୨୬।୫: କରୋନା ସଂକ୍ରମଣ ନେଇ ପୃଥିବୀରେ ଅଚଳାବସ୍ଥା ଜାରି ରହିଛି। ଏପରିସ୍ଥଳେ ପ୍ରତିଷେଧକ ଟୀକା ପ୍ରସ୍ତୁତି ପାଇଁ ବିଭିନ୍ନ ଦେଶରେ ଉଦ୍ୟମ ଅବ୍ୟାହତ ରହିଛି। ଆମେରିକାର ଏକ ବାୟୋ ଟେକ୍ନୋଲୋଜି କମ୍ପାନୀ ଅଷ୍ଟ୍ରେଲିଆରେ କରୋନା ପ୍ରତିଷେଧକ ଟୀକାର ପରୀକ୍ଷା ମନୁଷ୍ୟଙ୍କ...
ଭାରତ ମହାସାଗର ତଳେ ଭାଙ୍ଗିବାରେ ଲାଗିଛି ଟେକ୍ଟୋନିକ୍ ପ୍ଲେଟ୍
ପ୍ୟାରିସ୍,୨୬।୫: ଭାରତ ଉପରେ ବିପଦ ମାଡ଼ି ଆସୁଛି। ଭାରତ ମହାସାଗର ତଳେ ଥିବା ଟେକ୍ଟୋନିକ୍ ପ୍ଲେଟ୍ ଧୀରେଧୀରେ ଭାଙ୍ଗିବାରେ ଲାଗିଛି। ଏହାଯୋଗୁ ଆଗାମୀ ଦିନରେ ତୀବ୍ରତାଯୁକ୍ତ ଭୂକମ୍ପ ହେବାର ଆଶଙ୍କା ରହିଥିବା ପ୍ୟାରିସ୍ର ଆର୍ଥ ଫିଜିକ୍ସ୍ ଇନଷ୍ଟିଚ୍ୟୁଟ୍ର ମେରାଇନ୍ ଜିଓସାଇନ୍ସ୍...
କରୋନା ଭାଇରସ୍ ସୋପ୍ ମେଶିନ
ନ୍ୟୁୟର୍କ: ସୃଜନଶୀଳତାର ବିକଳ୍ପ ନାହିଁ। ଭାବୁକ ଆଉ ଉଦ୍ୟମୀ ମନଟିଏ ଥିଲେ ସୃଜନଶକ୍ତିର ବିକାଶ ହୋଇପାରେ। ଏହାର ଏକ ଉଦାହରଣ ହେଉଛନ୍ତି ଲାଉରେଲ୍ ଓ ମେରିଲାଣ୍ଡ। ଏହି ଦୁଇ ଭାଇ ଏବେ ନ୍ୟୁୟର୍କର ରୁବେ ଗୋଲ୍ଡବର୍ଗ ବାର୍ଷିକ ପ୍ରତିଯୋଗିତାରେ ଭାଗନେବା...
ଲକ୍ଡାଉନ୍ ହଟିଲେ ମଧୁମେହ ରୋଗୀଙ୍କୁ ବିପଦ
ଲଣ୍ଡନ,୨୬ା୫: ଲକ୍ଡାଉନ ହଟାଯିବା ପରେ ମଧ୍ୟ ମଧୁମେହ ରୋଗୀଙ୍କୁ ଘର ଭିତରେ ରହିବାକୁ ପଡ଼ିପାରେ। କାରଣ କରୋନା ସଂକ୍ରମଣର ଅଧିକ ଆଶଙ୍କା ଥିବା ବର୍ଗରେ ସେମାନେ ରହିଛନ୍ତି। ଏପରି କି ସେମାନଙ୍କ ମୃତ୍ୟୁ ହେବାର ଆଶଙ୍କା ଅଧିକ ବୋଲି ଗବେଷକମାନେ...
ଜାପାନରୁ ଉଠିଲା ଜରୁରୀ ସ୍ଥିତି
ଟୋକିଓ,୨୬ା୫: ଜାପାନରେ ଲାଗୁ ହୋଇଥିବା କରୋନା ଜନିତ ଜରୁରୀ ସ୍ଥିତିକୁ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେ ସୋମବାର ଉଠାଇ ଦେଇଛନ୍ତି। ପୂର୍ବରୁ କେତେକ ଅଞ୍ଚଳରୁ ଇମର୍ଜେନ୍ସି ଉଠିଥିବାବେଳେ ସୋମବାର ଟୋକିଓ ସମେତ ଅବଶିଷ୍ଟ ୪ଟି ଅଞ୍ଚଳରୁ ଏହାକୁ ହଟାଇଦିଆଯାଇଛି। ଟୋକିଓ, କନଗଓ୍ବା,...
ବିଶ୍ୱରେ ୫୫ ଲକ୍ଷ ଅତିକ୍ରମ କଲା କରୋନା ସଂକ୍ରମିତଙ୍କ ସଂଖ୍ୟା: ଟପ୍ ଟେନ୍ରେ ଭାରତ
ଓ୍ବାଶିଂଟନ,୨୫।୫: କରୋନା ସଂକ୍ରମିତ ଦେଶଙ୍କ ଟପ୍ ଟେନ୍ ତାଲିକାରେ ଏବେ ଭାରତ ସାମିଲ ହୋଇଛି। ଏବେ ଭାରତ ସଂକ୍ରମିତଙ୍କ ସଂଖ୍ୟାକୁ ନେଇ ଇରାନକୁ ପଛରେ ପକାଇ ଦେଇଛି। ଅନ୍ୟପଟେ ଲଗାତାର ଚତୁର୍ଥ ଦିନ ବି ବିଶ୍ୱରେ ୨୪ ଘଣ୍ଟାରେ ୧...
ବ୍ରାଜିଲରୁ ଆସୁଥିବା ଲୋକଙ୍କୁ ଆମେରିକା ମନା: ଟ୍ରମ୍ପ
ଓ୍ବାଶିଂଟନ,୨୫।୫: କରୋନା ଭାଇରସ ସଂକ୍ରମଣରେ ଆମେରିକାର ସ୍ଥିତି ବେହାଲ ହୋଇଥିବା ବେଳେ ଏବେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଖୁବ୍ଶୀଘ୍ର ଆମେରିକାରେ ସ୍କୁଲ ଖୋଲିବାକୁ କହିଛନ୍ତି। ଟୁଇଟ୍ କରି ଟ୍ରମ୍ପ କହିଛନ୍ତି ଆମେରିକାରେ ସ୍କୁଲ ଯେତେଶୀଘ୍ର ଖୋଲିଦେବା କଥା। ଟ୍ରମ୍ପ ସ୍କୁଲ...
Archives


