ଅନ୍ତର୍ଜାତୀୟ

ପ୍ରବଳ ଥଣ୍ଡାରେ ୧୦୦ କିଲୋମିଟର ମାରାଥନ୍‌: ଅଧାବାଟରେ ୨୧ ଜଣଙ୍କ ମୃତ୍ୟୁ…

ବେଜିଂ,୧୨।୬: ଚାଇନାରେ ଏକ ମରାଥନ ଦୌଡ଼ ସମୟରେ ୨୧ ଜଣ ପ୍ରତିଯୋଗୀଙ୍କ ମୃତ୍ୟୁ ଘଟିଛି। ପ୍ରବଳ ଥଣ୍ଡା ଯୋଗୁ ସେମାନଙ୍କର ମୃତ୍ୟୁ ଘଟିଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଗାସୁଁ ପ୍ରଦେଶରେ ମେ ୨୩ରେ ୧୦୦ କିଲୋମିଟର ମାରାଥନ୍‌…

ସ୍ବାମୀଙ୍କଠାରୁ ଛାଡ଼ପତ୍ର କଥା ଶୁଣି ସ୍ତ୍ରୀ ନେଲେ ଚରମ ପଦକ୍ଷେପ, ଜାଣିଲେ…

ବ୍ରାସିଲିଆ,୧୨ା୬: ବ୍ରାଜିଲରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଜଣେ ସ୍ବାମୀ ତାଙ୍କ ସ୍ତ୍ରୀଙ୍କୁ ଛାଡ଼ପତ୍ର ଦେବା ପାଇଁ କହିବାରୁ ସ୍ତ୍ରୀ ରାଗି କି ଏମିତି ପଦକ୍ଷେପ ନେଇଛନ୍ତି ଯାହା ଆଗରୁ କେବେ ଶୁଣି ନ ଥିବେ। ଏପରି ଚରମ ପଦକ୍ଷେପ…

ପଳାତକ ମେହୁଲ ଚୋକସିଙ୍କ ଜାମିନ ଆବଦେନ ଡୋମିନିକା ହାଇକୋର୍ଟରେ ଖାରଜ

ରୋସେୟୁ,୧୨।୬: ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକସିଙ୍କୁ ପୁଣି ଥରେ ଏକ ଶକ୍ତ ଧକ୍‌କା ଲାଗିଛି। ଶୁକ୍ରବାର ଡୋମିନିକା ହାଇକୋର୍ଟ ମେହୁଲଙ୍କ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି। ଫ୍ଲ୍ଲାଇଟ୍‌ ରିସ୍କ ଯୋଗୁ ହାଇକୋର୍ଟ ତାଙ୍କ ଏହି ଆବେଦନ ଖାରଜ କରିଦେଇଥିବା ଜଣାପଡ଼ିଛି।…

ସର୍ବ ସମ୍ମୁଖରେ ଛାତ୍ରଙ୍କୁ ମୃତ୍ୟୁଦଣ୍ଡ

ନାଇରୋବି,୧୨ା୬: ଇଥିଓପିଆର ସରକାରୀ ବଳ ଜଣେ ନାବାଳକଙ୍କୁ ସ୍ପଷ୍ଟ ଦିବାଲୋକରେ ମୃତ୍ୟୁଦଣ୍ଡ ଦେଇଥିବା ହ୍ୟୁମାନ ରାଇଟ୍ସ ଓ୍ବାଚ୍‌ ପକ୍ଷରୁ ସୂଚନା ଦିଆଯାଇଛନ୍ତି। ଓରୋମିଆ ଅଞ୍ଚଳରେ ସୈନ୍ୟମାନେ ୧୭ ବର୍ଷୀୟ ଏମାନ୍ୟୁଏଲ୍‌ ଓଣ୍ଡିମୁଙ୍କ ବେକରେ ବନ୍ଧୁକ ରଖି ଗୁଳି ଚଳାଇଥିଲେ। ଡେମ୍ବି ଡୋଲୋ…

ଦୁର୍ଭିକ୍ଷ ଆଁରେ ଇଥିଓପିଆ

ଆଡିସ୍‌ ଆବାବା,୧୨ା୬: ପୂର୍ବ ଆଫ୍ରିକୀୟ ରାଷ୍ଟ୍ର ଇଥିଓପିଆରେ ସରକାରୀ ବଳ ଓ ବିଦ୍ରୋହୀଙ୍କ ମଧ୍ୟରେ ଲଢ଼େଇ ଟିଗ୍ରେ ଅଞ୍ଚଳ ପାଇଁ ବିପତ୍ତିକୁ ଡାକି ଆଣିଛି। ଫଳରେ ଉକ୍ତ ଅଞ୍ଚଳର ୩,୫୦,୦୦୦ ଜଣ ଦୁର୍ଭିକ୍ଷ ମୁହଁକୁ ଠେଲିହୋଇ ଯାଇଛନ୍ତି। ଜାତିସଂଘ ପକ୍ଷରୁ ଏହି…

ନଦୀକୁ ଖସିଲା ବସ୍‌: ୧୮ ତୀର୍ଥଯାତ୍ରୀଙ୍କ ମୃତ୍ୟୁ

କରାଚୀ,୧୧।୬ : ପାକିସ୍ତାନର ଦକ୍ଷିଣପଶ୍ଚିମ ଉପତ୍ୟାକାରୁ ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ବସ୍‌ ଶୁକ୍ରବାର ନଦୀରେ ଖସି ପଡ଼ିଛି। ଏଥିରେ ୧୮ ଜଣଙ୍କ ମୃତ୍ୟୁ ଘଟିଥିବା ଅଧିକାରୀମାନେ ସ୍ପଷ୍ଟ କରିଛନ୍ତି। ବେଲୁଚିସ୍ଥାନ ପ୍ରଦେଶର ସୁଦୂର ଜିଲାରେ ପ୍ରବେଶ କରିବା ସମୟରେ ଏହି…

କୋଭାକ୍ସିନର ଜରୁରିକାଳୀନ ବ୍ୟବହାରକୁ ମଞ୍ଜୁରୀ ଦେଲା ନାହିଁ ଆମେରିକା

ଓ୍ବାଶିଂଟନ୍‌,୧୧।୬: ଆମେରିକାରେ ଜରୁରିକାଳୀନ ବ୍ୟବହାର ପାଇଁ ସ୍ବଦେଶୀ ଟିକା କୋଭାକ୍ସିନ୍‌ ନିର୍ମାତା ଭାରତ ବାୟୋଟେକକୁ ଟିକିଏ ଅଧିକ ସମୟ ଅପେକ୍ଷା କରିବାକୁ ପଡ଼ିବ। କୋଭାକ୍ସିନର ଜରୁରିକାଳୀନ ବ୍ୟବହାରକୁ ଅନୁମୋଦନ ନ କରିବାକୁ ଆମେରିକା ନିଷ୍ପତ୍ତି ନେଇଛି। ଆମେରିକାର ଫୁଡ୍‌ ଏବଂ ଆଡମିନିଷ୍ଟ୍ରେଶନ୍‌…

ମାଲାଲାଙ୍କୁ ଧମକ ଦେଇ ପାକ୍‌ ମୌଲବୀ ଗିରଫ

ପେଶାଓ୍ବର, ୧୧।୬(ପି.ଟି.):ନୋବେଲ ପୁରସ୍କାର ବିଜେତା ମାଲାଲା ୟୁସୁଫ୍‌ଜାଇଙ୍କୁ ଆକ୍ରମଣ ଧମକ ଦେଇଥିବା ପାକିସ୍ତାନର ଜଣେ ମୌଲବୀଙ୍କୁ ଗିରଫ କରାଯାଇଛି। ଖାଇବର ପଖ୍‌ତୁନ୍‌ଖ୍ବା ପ୍ରଦେଶ ମରଓ୍ବାତ ଜିଲାର ମୌଲବୀ ମୁଫ୍‌ତି ସର୍ଦ୍ଦାର ଅଲି ହାକ୍କାନିଙ୍କ ଘର ଉପରେ ବୁଧବାର ପୋଲିସ ଚଢ଼ାଉ କରି…

ଆମେରିକାରେ ୫୦% ଭାରତୀୟ ବୈଷମ୍ୟର ସମ୍ମୁଖୀନ

ଓ୍ବାଶିଂଟନ, ୧୧।୬:ଆମେରିକାରେ ଦ୍ୱିତୀୟ ସର୍ବାଧିକ ପ୍ରବାସୀ ଭାବେ ଜଣାଶୁଣା ଭାରତୀୟମାନେ ନିୟମିତ ଭାବେ ବୈଷମ୍ୟ ଓ ଧ୍ରୁବୀକରଣର ଶିକାର ହେଉଥିବା ଏକ ସର୍ଭେରୁ ଜଣାପଡ଼ିଛି। ୟୁଏସ୍‌ରେ ପ୍ରାୟ ୪୦ ଲକ୍ଷ ଭାରତୀୟ ରହିଛନ୍ତି। ଶିକ୍ଷା, ପେସା ଓ ଆର୍ଥତ୍କ ଦୃଷ୍ଟିରୁ ସେମାନେ…

ସେନା ବିମାନ ଦୁର୍ଘଟଣା: ୧୨ ମୃତ

ନାପିତାଉ,୧୦ା୬: ମ୍ୟାନ୍‌ମାର ସେନାର ଏକ ବିମାନ ଗୁରୁବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ସେନା ପକ୍ଷରୁ କୁହାଯାଇଛି। ବିମାନଟି ରାଜଧାନୀ ନାପିତାଉରୁ ପିନ୍‌ ଓ’ ଲ୍ବିନ୍‌କୁ ଯାଉଥିବା ବେଳେ ଖରାପ ପାଗ ଯୋଗୁ ଅବତରଣ ପୂର୍ବରୁ ମାଣ୍ଡେଲୟ…

ପାର୍ଲାମେଣ୍ଟରେ ମରାମରି ହେଲେ ଏମ୍‌ପି

ଲା ପାଜ୍‌,୧୦।୬: ପାର୍ଲାମେଣ୍ଟରେ ହୋ ହଲ୍ଲା ଓ ଚପଲ ଫୋପାଡ଼ିବା ଘଟଣା କିଛି ନୂଆ ନୁହେଁ। କିନ୍ତୁ ଚୁଟି ଟଣାଟଣି ସହ ମୁଥ ମରାମରି ହେବା ଭଳି ଘଟଣା ଘଟିଛି ବଲିଭିଆ ପାର୍ଲାମେଣ୍ଟରେ। ପୂର୍ବତନ ରାଷ୍ଟ୍ରପତି ଜେନିନ୍‌ ଅନେଜ୍‌ଙ୍କ ଗିରଫକୁ ନେଇ…

ଚାଇନା ଆପ୍‌ ଉପରୁ ପ୍ରତିବନ୍ଧକ ହଟାଇଲେ ବାଇଡେନ୍‌

ଓ୍ବାଶିଂଟନ,୧୦ା୬: ଆମେରିକାର ରାଷ୍ଟ୍ରପତି ଜୋ-ବାଇଡେନ୍‌ ତାଙ୍କର ପ୍ରଥମ ବିଦେଶ ଗସ୍ତ ପୂର୍ବରୁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ଚାଇନିଜ ଆପ ଉପରେ ଥିବା ପ୍ରତିବନ୍ଧକକୁ ହଟାଇ ଦେଇଛନ୍ତି। ଏହି ପ୍ରତିବନ୍ଧକକୁ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜାନୁୟାରୀ ୫ରେ ଲାଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?