ଅନ୍ତର୍ଜାତୀୟ

କରୋନା ଭାଇରସ: ବ୍ରାଜିଲରେ ଗୋଟିଏ ପିପିଇକୁ ବାରମ୍ବାର ପିନ୍ଧୁଛନ୍ତି ସ୍ବାସ୍ଥ୍ୟକର୍ମୀ !

ବ୍ରସିଲିଆ,୨୧।୫: ଚାଇନାର ଉହାନ ସହରରୁ ଆରମ୍ଭ ହୋଇଥିବା କରୋନା ଭାଇରସ ଚାହୁଁ ଚାହୁଁ ସାରା ବିଶ୍ୱକୁ ବ୍ୟାପିଯାଇଛି। ପ୍ରଥମେ କରୋନାର ହଟ୍‌ସ୍ପଟ୍‌ ଉହାନ ହୋଇଥିବା ବେଳେ ଏବେ ଏହି ତାଲିକାରେ ଇଟାଲି, ଆମେରିକା, ଇରାନ ଆଦି ସାମିଲ ହୋଇ ସାରିଛନ୍ତି।...

ଅମ୍ଫନ୍‌ ବାତ୍ୟା ଯୋଗୁ ଭାରତ-ବାଂଲାଦେଶରେ କୋଟିଏ ୯୦ ଲକ୍ଷ ଶିଶୁ ପ୍ରଭାବିତ ହେବା ଆଶଙ୍କା: ୟୁନିସେଫ୍‌

ଜେନେଭା,୨୧।୫: ବୁଧବାର ଅମ୍ଫନ୍‌ ବାତ୍ୟା ଭାରତ ଏବଂ ବାଂଲାଦେଶରେ ତାଣ୍ଡବ ରଚିଛି। ବାତ୍ୟା ଯୋଗୁ ଭାରତ ଏବଂ ବାଂଲାଦେଶରେ କୋଟିଏ ୯୦ ଲକ୍ଷ ଶିଶୁ ପ୍ରଭାବିତ ହେବାର ଆଶଙ୍କା ରହିଛି। ଏନେଇ ୟୁନିସେଫ୍‌ ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି।...

ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ରିପୋର୍ଟ ୮୨ ଦିନ ପର୍ଯ୍ୟନ୍ତ ବି ଆସିଥାଏ କରୋନା ପିଜିଟିଭ୍‌

ସିଓଲ,୨୧।୫: ପୃଥିବୀରେ କରୋନା ସଂକ୍ରମଣ ନେଇ ଅଚଳାବସ୍ଥା ଜାରି ରହିଛି। ଏପରିସ୍ଥଳେ ଦକ୍ଷିଣ କୋରିଆର ଗବେଷକ ଦାବି କରିଛନ୍ତି ଯେ, ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ରିପୋର୍ଟ ୮୨ ଦିନ ପର୍ଯ୍ୟନ୍ତ ବି କରୋନା ପିଜିଟିଭ୍‌ ଆସିବାର ଆଶଙ୍କା ରହିଛି। ସୁସ୍ଥ...

କାର୍‌ ପାର୍ଟସକୁ ନେଇ ଭେଣ୍ଟିଲେଟର ତିଆରି କଲେ ଆଫଗାନିସ୍ତାନର ଯୁବତୀ

କାବୁଲ,୨୧।୫: କରୋନା ଭାଇରସ ସାରା ବିଶ୍ୱରେ କାୟା ବିସ୍ତାର କରିଚାଲିଥିବା ବେଳେ ଏବେ ଅନେକ ଦେଶରେ ଏହାର ଚିକିତ୍ସା ପାଇଁ ଭେଣ୍ଟିଲେଟରର ଅଭାବ ପରିଲକ୍ଷିତ ହେଉଛି। ଏହିକ୍ରମରେ ଏବେ ଆଫଗାନ୍ତିସ୍ତାନର କେତେଜଣ ଯୁବତୀ/ମହିଳା କାର୍‌ ପାର୍ଟସକୁ ନେଇ ଭେଣ୍ଟିଲେଟର ତିଆରି...

ପୃଥିବୀ ଆଡ଼କୁ ମାଡ଼ି ଆସୁଛି ଧୂମକେତୁ ସ୍ବାନ୍‌: ମେ ୨୭ରେ ହେବ ନିକଟବର୍ତ୍ତୀ, ଆକାଶର ରଙ୍ଗ ପାଲଟିବ ହଳଦିଆ

ଓ୍ବାଶିଂଟନ,୨୧ା୫: ପୃଥିବା ଆଡ଼କୁ ଦ୍ରୁତ ଗତିରେ ଧୂମକେତୁ ସ୍ବାନ୍‌ ମାଡ଼ିଆସୁଛି। ମେ ୨୭ରେ ଏହା ପୃଥିବୀର ନିକଟବର୍ତ୍ତୀ ହେବ। ସେ ସମୟରେ ଏହାକୁ ଭୋର୍‌ ସମୟରେ ଖାଲି ଆଖିରେ ଦେଖିହେବ। ସୂର୍ଯ୍ୟଠାରୁ ଏହା ପୃଥିବୀ ଆଡ଼କୁ ମାଡ଼ି ଆସୁଛି। ସ୍ବାନ୍‌...

୫୦ଦିନ ତାଲାବନ୍ଦ, ମାସେ କୋହଳ

ଲଣ୍ଡନ, ୨୧।୫: କୋଭିଡ୍‌-୧୯ ସଂକ୍ରମଣ ରୋକିବାକୁ ବିଶ୍ୱସ୍ତରରେ ଚାଲିଛି ଗବେଷଣା। ଏନେଇ ନିର୍ଦ୍ଦିଷ୍ଟ କୌଣସି ଔଷଧ ବାହାରି ନ ଥିବାରୁ ସାମାଜିକ ଦୂରତ୍ୱ, ସ୍ବଚ୍ଛତା ବଜାୟକୁ ଗୁରୁତ୍ୱ ଦିଆଯାଉଛି। ଏପରି କି ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ସଙ୍ଗରୋଧ କେନ୍ଦ୍ରରେ ରଖାଯିବା ସହ...

ଚାଇନା ଲାବ୍‌ରେ କରୋନା ଔଷଧ

ବେଜିଂ,୨୧ା୫: ଚାଇନାର ଏକ ଲାବରେଟୋରିରେ ଏଭଳି ଔଷଧ ବିକଶିତ କରାଯାଇଛି, ଯାହା ମହାମାରୀ କରୋନା ଭାଇରସ୍‌କୁ ରୋକିପାରିବ ବୋଲି ବୈଜ୍ଞାନିକମାନେ ଦାବି କରିଛନ୍ତି। ସେମାନେ କହିଛନ୍ତି ଯେ, ଟିକା ବିନା କରୋନା ଚିକିତ୍ସା ସମ୍ଭବ ହୋଇପାରିବ। ଗତବର୍ଷ ଶେଷଭାଗରେ ଚାଇନାରୁ...

କେମ୍ବ୍ରିଜ୍‌ ବିଶ୍ୱବିଦ୍ୟାଳୟରେ ଅନ୍‌ଲାଇନ୍‌ରେ ହେବ ପାଠପଢ଼ା

ଲଣ୍ଡନ,୨୦।୫: କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ବ୍ରିଟେନ୍‌ର କେମ୍ବ୍ରିଜ୍‌ ବିଶ୍ୱବିଦ୍ୟାଳୟରେ ଅନ୍‌ଲାଇନ୍‌ରେ ପାଠପଢ଼ା ହେବ ବୋଲି ଘୋଷଣା କରାଯାଇଛି। ଶିକ୍ଷାର୍ଥୀମାନେ ଏହା ଦ୍ୱାରା ସାମାଜିକ ଦୂରତା ବଜାୟ ରଖିପାରିବେ। ସେମାନଙ୍କ ମଧ୍ୟରେ କରୋନା ସଂକ୍ରମଣର ଆଶଙ୍କା ରହିବ ନାହିଁ...

କରୋନା ସଂକ୍ରମିତଙ୍କ ସଂଖ୍ୟା ଟପିଲା ୫୦ ଲକ୍ଷ: ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୨୫ ହଜାର

ଓ୍ବାଶିଂଟନ,୨୦।୫: ପୃଥିବୀରେ କରୋନା ମହାମାରୀ ଜାରି ରହିଛି। ବୁଧବାର ସୁଦ୍ଧା ସଂକ୍ରମିତଙ୍କ ସଂଖ୍ୟା ୫୦ ଲକ୍ଷ ୨ ହଜାର ୫୯୯ରେ ପହଞ୍ଚିଛି। ସେହିପରି ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୨୫ ହଜାର ୧୭୨ ରହିଛି। ୧୯ ଲକ୍ଷ ୭୦ ହଜାର...

କରୋନା ସଂକ୍ରମଣ ରୋକିବା ଲାଗି ଆଫ୍ରିକାଠାରୁ ଶିକ୍ଷାଲାଭର ରହିଛି ଆବଶ୍ୟକତା: ଜାତିସଂଘ ମହାସଚିବ

ଜେନେଭା,୨୦।୫: ପୃଥିବୀରେ କରୋନା ସଂକ୍ରମଣ ନେଇ ଅଚଳାବସ୍ଥା ଜାରି ରହିଛି। ଏପରିସ୍ଥଳେ ଜାତିସଂଘ ମହାସଚିବ ଆଣ୍ଟୋନିଓ ଗ୍ୟୁଟେରସ୍‌ କହିଛନ୍ତି ଯେ, କରୋନା ସଂକ୍ରମଣ ରୋକିବା ପାଇଁ ବିକଶିତ ରାଷ୍ଟ୍ରମାନେ ଆଫ୍ରିକୀୟ ଦେଶ ଗୁଡ଼ିକଠାରୁ ଶିକ୍ଷାଲାଭର ଆବଶ୍ୟକତା ରହିଛି। ଆଫ୍ରିକୀୟ ଦେଶରେ...

ଅଧିକ କରୋନା ସଂକ୍ରମଣ ହେବା ସମ୍ମାନର କଥା: ଟ୍ରମ୍ପ୍‌

ଓ୍ବାଶିଂଟନ,୨୦।୫: ଆମେରିକାରେ କରୋନା ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଇତିମଧ୍ୟରେ ଏଠାରେ ୧୫ ଲକ୍ଷ ୭୦ ହଜାର ୫୮୩ ଜଣ ସଂକ୍ରମିତ ହୋଇଥିବାବେଳେ ମୃତକଙ୍କ ସଂଖ୍ୟା ୯୩ ହଜାର ୫୩୩ରେ ପହଞ୍ଚିଛି। ଏପରିସ୍ଥଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌...

ମଣିଷ ଦେହରେ କରୋନା ଟିକା :ପ୍ରଥମ ପ୍ରୟୋଗ ସଫଳ

ଓ୍ବାଶିଂଟନ,୨୦ା୫: ମହାମାରୀ କରୋନା ସଂକ୍ରମଣରୁ ମୁକ୍ତି ପାଇଁ ବିଭିନ୍ନ ଦେଶର ବୈଜ୍ଞାନିକମାନେ ଟିକା ଖୋଜିବାରେ ଲାଗିଛନ୍ତି। ବୈଜ୍ଞାନିକମାନଙ୍କ ୮୦ଟି ଟିମ୍‌ ମଧ୍ୟରୁ ଅନୂ୍ୟନ ୮ଟି ଟିକା ସନ୍ଧାନର ନିକଟତର ହୋଇଥିବା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ କିଛିଦିନ ତଳେ କୁହାଯାଇଥିଲା।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri