ଅନ୍ତର୍ଜାତୀୟ

ସମଲିଙ୍ଗୀ ବିବାହକୁ ଚର୍ଚ୍ଚର ନା

କ୍ୟାଥୋଲିକ୍‌ ଚର୍ଚ୍ଚ ସମଲିଙ୍ଗୀ ବିବାହ କରିଥିବା ଯୋଡ଼ିଙ୍କୁ ଆଶୀର୍ବାଦ ଦେବନାହିଁ ବୋଲି ସୋମବାର ଭାଟିକାନ ଘୋଷଣା କରିଛି। ଭଗବାନ ପାପକୁ ଆଶୀର୍ବାଦ ଦେଇପାରିବେ ନାହିଁ ବୋଲି କୁହାଯାଇଛି। ଭାଟିକାନ୍‌ର ଧର୍ମୀୟ କାର୍ଯ୍ୟାଳୟ ପକ୍ଷରୁ ଏକ ବିବୃତିରେ କ୍ୟାଥୋଲିକ୍‌ ପାଦ୍ରୀ ସମଲିଙ୍ଗୀ ବିବାହକୁ…

ଆଷ୍ଟ୍ରାଜେନିକାକୁ ଅବିଶ୍ୱାସ

ଜେନେଭା, ୧୭ା୩: ଭାରତର ସିରମ୍‌ ଇନଷ୍ଟିଚ୍ୟୁଟ୍‌ ଦ୍ୱାରା ପ୍ରସ୍ତୁତ ଆଷ୍ଟ୍ରାଜେନିକା ଟିକାର ବ୍ୟବହାର ଉପରେ ଜର୍ମାନୀ, ଇଟାଲୀ, ଫ୍ରାନ୍ସ ସମେତ ୟୁରୋପିଆନ ୟୁନିୟନର ଅନେକ ଦେଶ ସୋମବାର ଅସ୍ଥାୟୀ ଭାବେ ରୋକ ଲଗାଇଛନ୍ତି। ଏହି ଟିକା ନେବା ଦ୍ୱାରା ଶରୀରରେ ରକ୍ତ…

ସୌଦି ଆରବରେ ଭାରତୀୟ ହିନ୍ଦୁଙ୍କ ମୃତଦେହକୁ ପୋତା ଯାଇଥିବା ଅଭିଯୋଗ

ନୂଆଦିଲ୍ଲୀ,୧୬।୩ : ଦିଲ୍ଲୀ ହାଇକୋର୍ଟଙ୍କ ସାମ୍ନାକୁ ଆସିଛି ଏକ ବିଚିତ୍ର ମାମଲା। ସୌଦି ଆରବରେ ଜଣେ ଭାରତୀୟ ହିନ୍ଦୁଙ୍କୁ ଭୁଲ ବଶତଃ ମୁସଲିମ ପରମ୍ପରା ରୀତିନୀତିରେ ପୋତି ଦିଆଯାଇଛି। ମୃତ୍ୟୁ ପ୍ରମାଣପତ୍ରରେ ଧର୍ମ ପାଇଁ ନିର୍ଦ୍ଧାରିତ ସ୍ଥାନରେ ହିନ୍ଦୁ ବଦଳରେ ମୁସଲିମ…

ବରଯାତ୍ରୀଙ୍କ ଉପରେ ଆକାଶରୁ ଟଙ୍କା ବର୍ଷା

କରାଚୀ,୧୬।୩ : ବରଯାତ୍ରୀଙ୍କ ଉପରେ ଫୁଲ ବର୍ଷା ହେବା ସାଧାରଣ କଥା। କିନ୍ତୁ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି, ଯେଉଁଥିରେ ଆକାଶରୁ ଟଙ୍କା ବର୍ଷା ହେଉଥିବା ଦେଖିବାକୁ ମିଳିଛି। ଏହି ଘଟଣାଟି ଘଟିଛି ପାକିସ୍ତାନର ପଞ୍ଜାବ ପ୍ରଦେଶର ମଣ୍ଡି…

ଏମିତି ଆସେ ମୃତ୍ୟୁ! କାର ଉପରେ ଖସି ପଡ଼ିଲା ବିମାନ

ଫ୍ଲୋରିଡା,୧୬।୩ : ଫ୍ଲୋରିଡାର ପେମବ୍ରୋକସ୍ଥିତ ନର୍ଥ ପେରି ବିମାନ ବନ୍ଦର ନିକଟରେ ଏକ ଦୁର୍ଘଟଣା ଘଟିଛି । ବିମାନ ବନ୍ଦରରୁ ଏକ ଛୋଟିଆ ବିମାନ ଉଡ଼ାଣ ଆରମ୍ଭ କରିବାର କିଛି ସମୟ ପରେ ଦୁର୍ଘଟଣା ଗ୍ରସ୍ତ ହୋଇ ଖସି ପଡ଼ିଥିଲା ଚଳନ୍ତା…

ମାଡ଼ି ଆସୁଛି ବିପଦ: ପୃଥିବୀ ମୁହାଁ ଜଳନ୍ତା ଗ୍ରହପିଣ୍ଡ

ରୋମ,୧୬।୩: ପୃଥିବୀ ଉପରେ ଏକ ବଡ଼ ଧରଣର ବିପଦ ମାଡ଼ି ଆସୁଛି। ୧୭୦୦ ମିଟର ଚୌଡ଼ା ଜଳନ୍ତା ଗ୍ରହପିଣ୍ଡ ୨୦୦୧-ଏଫ୍‌ଓ-୩୨(୨୩୧୯୩୭) ମାର୍ଚ୍ଚ ୨୧ରେ ପୃଥିବୀକୁ ଅତିକ୍ରମ କରିବ। ଏହାର ଫଟୋକୁ ଇଟାଲୀସ୍ଥିତ ଭର୍ଚ୍ୟୁଆଲ୍‌ ଟେଲିସ୍କୋପ୍‌ ଦ୍ୱାରା ଉତ୍ତୋଳନ କରାଯାଇଛି। ଏହା ପୃଥିବୀଠାରୁ…

ହେଲିକପ୍ଟରରୁ ଟଙ୍କା ବର୍ଷା

ଇସଲାମାବାଦ୍‌,୧୬।୩: ଆକାଶରୁ ହେଲିକପ୍ଟରରେ ଟଙ୍କା ଏବଂ ଫୁଲ ବର୍ଷା ହେଉଥିବାରୁ ଏକ ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ରାଜରାସ୍ତାରେ ଲୋକେ ଭିଡ଼ ଜମାଇ ଟଙ୍କା ଗୋଟାଉଥିବାରୁ ଦୃଶ୍ୟ ୧ ମିନିଟ୍‌ ୫୮ ସେକେଣ୍ଡର ଏହି ଭିଡ଼ିଓରେ…

ଏହି ଦେଶରେ ଚଳାଚଳ କରିବ ‘କରୋନା ଫ୍ରି’ ଟ୍ରେନ୍‌

ରୋମ୍‌,୧୫।୩: ଇଟାଲୀରେ ସବୁଠୁ ଅଧିକ କରୋନା ସଂକ୍ରମଣ ଦେଖାଦେଇଥିଲା। ଏବେ ଏହି ଦେଶ ‘କରୋନା ଫ୍ରି’ ଟ୍ରେନ୍‌ ଚଳାଚଳ କରିବାକୁ ନିଷ୍ପତ୍ତି ନେଇଛି। ସାଧାରଣ ସ୍ଥାନକୁ ଛାଡ଼ିଦେଲେ ପର୍ଯ୍ୟଟନ ସ୍ଥଳକୁ ବି ‘କରୋନା ଫ୍ରି’ ଟ୍ରେନ୍‌ ସୁବିଧା ଉପଲବ୍ଧ ହେବ। କରୋନା…

ଯୁବକଙ୍କ ସହ ମଝି ଆକାଶରେ ଘଟିଲା ଏମିତି, ଜାଣିଲେ…

କାନ୍‌ବେରା,୧୫।୩: ଅଷ୍ଟ୍ରେଲିଆରେ ରବିବାର ଭର୍ଚୁଆଲ ନ୍ୟାଶନାଲ ସ୍କାଏଡ୍ରାଇଭିଂ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା। ଏଥିରେ ଜଣେ ଯୁବକ ଭାଗ ନେଇଥିଲେ। ତେବେ ଏହି ପ୍ରତିଯୋଗିତାରେ ସଂପୃକ୍ତ ଯୁବକଙ୍କ ମୃତ୍ୟୁ ଘଟିଛି। କାରଣ ସେ ଠିକ୍‌ ଭାବରେ ତାଙ୍କର ପାରାଚ୍ୟୁଟ୍‌ ଖୋଲିପାରି ନ ଥିଲେ।…

ଚାଇନାରେ ନୂଆ ବିପଦ: ଦେଶରେ ହାହାକାର

ବେଜିଂ,୧୫।୩: କରୋନା ମହାମାରୀର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନାରେ ଏବେ ନୂଆ ବିପଦ ଦେଖାଦେଇଛି। ଏହାଯୋଗୁ ଲୋକଙ୍କ ମଧ୍ୟରେ ହାହାକାର ସୃଷ୍ଟି ହୋଇଛି। ଗୋବି ମରୁଭୂମି ପଟୁ ଆସିଥିବା ଧୂଳିଝଡ଼ରେ ଇତିମଧ୍ୟରେ ରାଜଧାନୀ ବେଜିଂର ୩୪୧ ଜଣ ଲୋକ ନିଖୋଜ ରହିଛନ୍ତି। ଇତିମଧ୍ୟରେ…

ତୁର୍କୀ ଉପରେ କ୍ଷେପଣାସ୍ତ୍ର ମାଡ଼ କଲା ସିରିଆ

ଆଙ୍କରା,୧୫।୩: ତୁର୍କୀ ପ୍ରଶାସନ ନିୟନ୍ତ୍ରଣରେ ଥିବା ଉତ୍ତର ସିରିଆରେ କ୍ଷେପଣାସ୍ତ୍ର ମାଡ଼ କରାଯାଇଛି। ସିରିଆ ପକ୍ଷରୁ ହୋଇଥିବା ଏହି ଆକ୍ରମଣରେ ବହୁ ସାଧାରଣ ଲୋକ ଆହତ ହୋଇଛନ୍ତି। ଏନେଇ ତୁର୍କୀର ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ସୋମବାର ସୂଚନା ଦିଆଯାଇଛି। ସିରିଆ ଜାଣିଶୁଣି…

ଲୋକଙ୍କ ଉପରେ ଆଖିବୁଜା ଗୁଳିମାଡ଼ କଲେ ସୈନ୍ୟ ବାହିନୀ: ୫୧ ଜଣଙ୍କ ମୃତ୍ୟୁ

ନାପିତଓ୍ବ,୧୫।୩: ମ୍ୟାନ୍‌ମାରରେ ସୈନ୍ୟ ବାହିନୀ ଦ୍ୱାରା କ୍ଷମତା ଦଖଲ କରାଯିବା ପରେ ଦେଶରେ ଆଇନ ଶୃଙ୍ଖଳା ସ୍ଥିତି ଧୀରେଧୀରେ ବିପର୍ଯ୍ୟସ୍ତ ହେବାରେ ଲାଗିଛି। ରବିବାର ଉତ୍ୟକ୍ତ ଲୋକ ଏକ ଚାଇନା ଫ୍ୟାକ୍ଟ୍ରିରେ ନିଆଁ ଲଗାଇ ଦେଇଥିଲେ। ଲୋକଙ୍କୁ ଘଉଡ଼େଇବା ପରିବର୍ତ୍ତେ ସୈନ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri