ଅନ୍ତର୍ଜାତୀୟ

ଟିକା ନେଇଥିବା ସେକ୍ସପିୟରଙ୍କ ମୃତ୍ୟୁ

କୋଭିଡ୍‌ ଟିକା ନେଇଥିବା ପ୍ରଥମ ପୁରୁଷ ତଥା ବିଶ୍ୱର ଦ୍ୱିତୀୟ ବ୍ୟକ୍ତି ବ୍ରିଟେନ ବାସିନ୍ଦା ବିଲ୍‌ ସେକ୍ସପିୟର(୮୧)ଙ୍କ ମୃତ୍ୟୁ ଘଟିଛି। ଗତ ବର୍ଷ ଡିସେମ୍ବର ୮ରେ ସେକ୍ସପିୟରଙ୍କୁ ଫାଇଜରର ପ୍ରଥମ ଡୋଜ୍‌ ଦିଆଯାଇଥିଲା। ତାଙ୍କ ପୂର୍ବରୁ ବିଶ୍ୱର ପ୍ରଥମ ବ୍ୟକ୍ତି ଭାବେ…

୩ ଦେଶରେ ଟିକାକରଣର ୬୦%

ଜାତିସଂଘ,୬।୬(ପି.ଟି.): ସାରା ବିଶ୍ୱରେ ଏପର୍ଯ୍ୟନ୍ତ କୋଭିଡ୍‌-୧୯ ଟିକାର ୨୦୦ କୋଟି ଡୋଜ୍‌ ଆବଣ୍ଟନ ହୋଇଛି। ଏହାର ୬୦ ପ୍ରତିଶତ ଭାରତ, ଆମେରିକା ଓ ଚାଇନାରେ ଦିଆଯାଇଥିବା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ କୁହାଯାଇଛି। ଡବ୍ଲ୍ୟୁଏଚ୍‌ଓ ମହାନିର୍ଦ୍ଦେଶକ ଟେଡ୍ରୋସ୍‌ ଆଧାନମ ଘେବ୍ରେୟେସସ୍‌ଙ୍କ…

୧୬୦ ବର୍ଷ ପରେ ଦ୍ୱୀପ ଫେରିପାଇଲେ

ଓ୍ବାଶିଂଟନ୍‌, ୬ା୬: ୟୁରୋପୀୟମାନଙ୍କ ସହିତ ପ୍ରଥମେ ଯୋଗାଯୋଗ ସ୍ଥାପନ କରିବାରେ ଆମେରିକୀୟ ଗୋଷ୍ଠୀଙ୍କ ମଧ୍ୟରୁ ଅନ୍ୟତମ ପାସାମାକୋଡି ଉପନିବେଶବାଦୀଙ୍କ ଚକ୍ରାନ୍ତର ଶିକାର ହୋଇଥିଲେ। ଧୀରେ ଧୀରେ ସେମାନଙ୍କଠାରୁ ନିଜର ହଜାର ହଜାର ବର୍ଷର ବାସସ୍ଥାନ ଛଡ଼ାଇ ନିଆଯାଇଥିଲା। ହେଲେ ବିଲୁପ୍ତ ପ୍ରାୟ…

ବନ୍ୟାରେ ଭାସିଗଲା କାର୍‌, ଉଦ୍ଧାର କରିବା ପାଇଁ ପାଣିକୁ ଡେଇଁଲେ ମହିଳା, ଆଉ ତା’ ପରେ…

ଆମେରିକାର ଟେକ୍ସାସରେ ହୋଇଥିବା ବନ୍ୟା ପାଣିରେ ଏକ କାର୍‌ ଭାସିଗଲା। ଜଣେ ମହିଳା ଏହି କାର୍‌କୁ ପାଣିରୁ ଉଦ୍ଧାର କରିବା ପାଇଁ ପାଣିକୁ ଡେଇଁ ପଡ଼ିଥିଲେ। ତେବେ ଏହାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ମହିଳା ଜଣଙ୍କ…

ଅନିରୁଦ୍ଧ ଜଗନ୍ନାଥଙ୍କ ପରଲୋକ, ଭାରତରେ ରାଷ୍ଟ୍ରୀୟ ଶୋକ

ନୂଆଦିଲ୍ଲୀ,୫ା୬: ମରିସସ୍‌ ପ୍ରଧାନମନ୍ତ୍ରୀ ପ୍ରବିନ୍ଦ ଜଗନ୍ନାଥଙ୍କ ବାପା ତଥା ପୂର୍ବତନ ରାଷ୍ଟ୍ରପତି ଅନିରୁଦ୍ଧ ଜଗନ୍ନାଥ(୯୧)ଙ୍କ ଗୁରୁବାର ପରଲୋକ ହୋଇଯାଇଛି। ତାଙ୍କ ସମ୍ମାନରେ ଭାରତରେ ଶନିବାର ଦିନିକିଆ ରାଷ୍ଟ୍ରୀୟ ଶୋକ ପାଳନ କରାଯିବ। ଏହି ସମୟରେ ଜାତୀୟ ପତାକା ଅର୍ଦ୍ଧନମିତ ରହିବ ଏବଂ…

୩.୫ ଘଣ୍ଟାରେ ନ୍ୟୁୟର୍କରୁ ଲଣ୍ଡନ

ନ୍ୟୁୟର୍କ, ୫।୬: ଆମେରିକାର ନ୍ୟୁୟର୍କରୁ ବ୍ରିଟେନ ରାଜଧାନୀ ଲଣ୍ଡନକୁ ବିମାନରେ ଯାତ୍ରା କରିବାକୁ ହେଲେ ମାତ୍ର ୩.୫ ଘଣ୍ଟା ଲାଗିବ। ଏହି ଅନ୍ତର୍ଜାତୀୟ ଯାତ୍ରାକୁ ସୁଗମ କରିବା ପାଇଁ ଏୟାରଲାଇନ୍‌ ଷ୍ଟାର୍ଟଅପ୍‌ ବୁମ୍‌ ସୁପରସୋନିକ୍‌ଠାରୁ ୟୁନାଇଟେଡ୍‌ ଏୟାରଲାଇନ୍ସ ୧୫ଟି ବିମାନ କିଣିବ।…

୨୦୨୩ ପର୍ଯ୍ୟନ୍ତ ଫେସବୁକ୍‌ ବ୍ୟବହାର କରିପାରିବେ ନାହିଁ ଟ୍ରମ୍ପ

ଓ୍ବାଶିଂଟନ,୪।୬: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅତିକମ୍‌ରେ ୨୦୨୩ ପର୍ଯ୍ୟନ୍ତ ଫେସ୍‌ବୁକ ବ୍ୟବହାର କରିପାରିବେ ନାହିଁ। କାରଣ ଲୋକପ୍ରିୟ ସୋସିଆଲ ମିଡିଆ ପ୍ଲାଟଫର୍ମ ତାଙ୍କୁ ଶୁକ୍ରବାର ୨ ବର୍ଷ ପାଇଁ ବାସନ୍ଦ କରିଛି। ଏଭଳି ନିଷ୍ପତ୍ତି ଦ୍ୱାରା ଫେସବୁକ୍‌ ଦର୍ଶାଇ…

ଟୁଇଟରକୁ ବ୍ୟାନ କଲା ନାଇଜେରିଆ

ଅବୁଜ,୪।୬: ନାଇଜେରିଆରେ ସୋସିଆଲ ମିଡିଆ ପ୍ଲାଟଫର୍ମ ଟୁଇଟରକୁ ଶୁକ୍ରବାର ବ୍ୟାନ୍‌ କରିଦିଆଯାଇଛି। ଦେଶର କର୍ପୋରେଟ୍‌ ବ୍ୟବସ୍ଥାକୁ ଦୁର୍ବଳ କରୁଥିବାରୁ ଆମେରିକୀୟ କମ୍ପାନୀ ବିରୋଧରେ କେନ୍ଦ୍ର ସରକାର କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ସୂଚନା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି, କେନ୍ଦ୍ର ସରକାର ଟୁଇଟରକୁ…

୧୨ରୁ ୧୫ ବର୍ଷର ପିଲାଙ୍କୁ ଦିଆଯିବ ଟିକା

ଲଣ୍ଡନ,୪।୬: କରୋନା ମହାମାରୀ ସାରା ବିଶ୍ୱରେ ତାଣ୍ଡବ ରଚିଛି। ଏହି ସଙ୍କଟରୁ ଶୀଘ୍ର ମୁକୁଳିବା ପାଇଁ ସମଗ୍ର ଦେଶ ଟିକାକରଣକୁ ଗୁରୁତ୍ୱ ଦେଇ ଏହି ଅଭିଯାନକୁ ତ୍ୱରାନ୍ବିତ କରିଛନ୍ତି। କରୋନା ଲଢ଼େଇରେ ସବୁଠାରୁ ବଡ଼ ଅସ୍ତ୍ର କୁହାଯାଉଥିବା ଭାକ୍ସିନର ଟିକାଦାନ ପାଇଁ…

ଟ୍ରମ୍ପ କହିଲେ, ମୋ ଅନୁମାନ ଠିକ୍‌ ଥିଲା

ନ୍ୟୁୟର୍କ, ୪।୬: କରୋନା ଭୂତାଣୁ ଚାଇନାର ଉହାନ ଲ୍ୟାବରୁ ଆସିଥିବା ଅନେକ ଅନୁସନ୍ଧାନରୁ ଜଣାପଡିଛି। ପୂର୍ବରୁ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟ କରୋନା ଭୂତାଣୁ ଚାଇନାରୁ ଆସିଛି ବୋଲି ଦାବି କରିଥିଲେ। ଏବେ ବିଭିନ୍ନ ଅନୁସନ୍ଧାନ ଏହା ସତ…

ଚାଇନା ଭାକ୍ସିନ ଲଗାଇବା ଏହି ଦେଶକୁ ପଡ଼ିଲା ଭାରି, ସାମ୍ନାକୁ ଆସିଲା ସତ

ଓ୍ବାଶିଂଟନ,୪ା୬: ବାହାରେନ୍‌ ଏବଂ ସେଚେଲ୍ସ ଦେଶ ଚାଇନା ଭାକ୍ସିନ ସିନୋଭାକ୍‌ ଏବଂ ସିନୋଫର୍ମକୁ ଅଧିକାଂଶ ନାଗରିକଙ୍କୁ ପ୍ରଦାନ କରିଛନ୍ତି। ଏହା ସତ୍ତ୍ୱେ କରୋନା ସଂକ୍ରମଣ ମାମଲା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଫଳରେ ଏହି ଦେଶରେ ବର୍ତ୍ତମାନ ଫାଇଜର ଭାକ୍ସିନ ଲଗାଇବା…

ଡେଭିଡ୍‌ଙ୍କୁ ଅନ୍ତର୍ଜାତୀୟ ବୁକର ପୁରସ୍କାର

ଲଣ୍ଡନ,୪ା୬:ଏକ ଦୁଃଖଦ କିନ୍ତୁ ଉପନିବେଶବାଦ ଓ ଯୁଦ୍ଧଭୟର କାବି୍ୟକ କାହାଣୀକୁ ନେଇ ଗତିଶୀଳ ହୋଇଥିବା ‘ଆଟ୍‌ ନାଇଟ୍‌ ଅଲ୍‌ ବ୍ଲଡ୍‌ ଇଜ୍‌ ବ୍ଲାକ୍‌’କୁ ମିଳିଛି ଚଳିତ ବର୍ଷର ମର୍ଯ୍ୟାଦାଜନକ ଇଣ୍ଟରନ୍ୟାଶନାଲ ବୁକର ପ୍ରାଇଜ୍‌। ଫ୍ରାନ୍ସର ବିଶିଷ୍ଟ ସାହିତି୍ୟକ ଡେଭିଡ୍‌ ଡିଓପ୍‌ଙ୍କ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?