ଇରାନ ପରମାଣୁ ବୈଜ୍ଞାନିକଙ୍କୁ ହତ୍ୟା ପଛରେ ଇସ୍ରାଏଲ୍ ହାତ ସନ୍ଦେହ
ତେହରାନ୍,୨୮।୧୧: ଇରାନ୍ର ଖ୍ୟାତି ସମ୍ପନ୍ନ ପରମାଣୁ ବୈଜ୍ଞାନିକ ମୋହସିନ୍ ଫଖରିଜାଦେହଙ୍କୁ ତେହରାନ୍ ନିକଟରେ ହତ୍ୟା କରାଯାଇଛି। ସେ କାର୍ରେ ଯାଉଥିବା ସମୟରେ ତାଙ୍କୁ ଗୁଳି କରାଯାଇଥିଲା। ଗୁରୁତର ଅବସ୍ଥାରେ ମୋହସିନ୍ଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ…
ଚାଇନାର ମିଥ୍ୟା ପ୍ରଚାର: ଭାରତ ଯୋଗୁ ବ୍ୟାପିଛି କରୋନା
ବେଜିଂ,୨୮।୧୧: ଚାଇନା ଏବେ ଭାରତ ବିରୋଧରେ ମିଥ୍ୟା ପ୍ରଚାର ଆରମ୍ଭ କରିଛି। ଉହାନ ସହର କରୋନାର ଏନ୍ତୁଡ଼ିଶାଳ ପାଲଟିଥିବାବେଳେ ଚାଇନା ଭାରତରୁ କରୋନାର ସଂକ୍ରମଣ ପୃଥିବୀରେ ବ୍ୟାପି ଥିବା ଭ୍ରମାତ୍ମକ ଖବର ପ୍ରସାର କରୁଛି। ଚାଇନାର ବୈଜ୍ଞାନିକ କହିଛନ୍ତି ଯେ, ଭାରତରେ…
ମାସ୍କରେ ରହିବ ପଲିପ୍ରୋପାଇଲିନ୍ ଫିଲ୍ଟର
ଓଟାଓ୍ବା, ୨୮।୧୧: କରୋନା ସଂକ୍ରମଣ ରୋକିବା ଲାଗି ଏବେ କପଡ଼ା ପ୍ରସ୍ତୁତ ଫେସ୍ ମାସ୍କରେ ପଲିପ୍ରୋପାଇଲିନ୍ କପଡ଼ାର ତୃତୀୟ ସ୍ତର ରଖିବା ଲାଗି କାନାଡାର ଜନସ୍ବାସ୍ଥ୍ୟ ସଂସ୍ଥା ସୁପାରିସ କରିଛି। ବିଭିନ୍ନ ଅଧ୍ୟୟନରୁ ଜଣାପଡ଼ିଛି ଯେ, ଫେସ୍ ମାସ୍କରେ ଅତିରିକ୍ତ ସ୍ତର…
ଶିଶୁକନ୍ୟାକୁ ବଳାତ୍କାର: ନାବାଳକଙ୍କୁ ମିଳିଲା ଏମିତି ଦଣ୍ଡ, ଯାହା ସମସ୍ତଙ୍କୁ କଲା ଚକିତ
ଜାକର୍ତ୍ତା,୨୭ା୧୧: ଇଣ୍ଡୋନେସିଆର ୧୯ ବର୍ଷୀୟ ନାବାଳକ ଜଣେ ଶିଶୁକନ୍ୟାକୁ ବଳାତ୍କାର କରିବା ଅଭିଯୋଗରେ ଏମିତି ଦଣ୍ଡ ପାଇଲେ ଯେଉଁଥିରେ ସେ ଚେତାଶୂନ୍ୟ ହୋଇଗଲେ। ପରେ ତାଙ୍କର ଚିକିତ୍ସା କରାଯାଇଥିଲା। ସେ ସୁସ୍ଥ ହେବା ପରେ ତାଙ୍କୁ ପୁଣି ଦଣ୍ଡ ଦିଆଯାଇଥିଲା। ନାବାଳକ…
ହ୍ବାଇଟ୍ ହାଉସ୍ ଛାଡିବା ନେଇ ଟ୍ରମ୍ପଙ୍କ ମତ
ନ୍ୟୁୟର୍କ,୨୭।୧୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିର୍ବାଚନ ହାରିଯାଇଛନ୍ତି। ଜୋ ବାଇଡେନ୍ ଆମେରିକାର ଆଗାମୀ ରାଷ୍ଟ୍ରପତି ହେବା ସ୍ପଷ୍ଟ ହୋଇଯାଇଛି। କିନ୍ତୁ ଏପର୍ଯ୍ୟନ୍ତ ସେ ଟ୍ରମ୍ପ ହ୍ବାଇଟ ହାଉସ୍ ଛାଡିନାହାନ୍ତି। ଥ୍ୟାଙ୍କ୍ସଗିଭିଙ୍ଗ୍ ଡେ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ଟ୍ରମ୍ପ ପୁଣି ନିର୍ବାଚନରେ…
ଘରେ ମଜା କରୁଛନ୍ତି ମୁମ୍ବାଇ ଆକ୍ରମଣ ମାଷ୍ଟରମାଇଣ୍ଡ
ଲାହୋର,୨୭।୧୧: ୨୬/୧୧ ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ତଥା ପାକିସ୍ତାନର କୁଖ୍ୟାତ ଆତଙ୍କବାଦୀ ହଫିଜ ସଇଦ ନିଜ ଲାହୋରସ୍ଥିତ ଘରେ ରହି ମଜା କରୁଛନ୍ତି। ପାକିସ୍ତାନ ସଂଗଠନ ଲସ୍କର-ଏ-ତୋଇବା ନେତା ସଇଦଙ୍କୁ ଚୁପଚାପ ଜେଲରୁ ବାହାର କରାଯାଇଛି। ଗୁଇନ୍ଦା ବିଭାଗର ଏକ ରିପୋର୍ଟରୁ…
ସୁଉଚ୍ଚ ପର୍ବତର ଉଚ୍ଚତା ମାପିବ ନେପାଳ
କାଠମାଣ୍ଡୁ୨୭।୧୧: ନେପାଳ ଓ ଚାଇନା ଏକାସାଙ୍ଗରେ ଖୁବ୍ଶ୍ରୀଘ୍ର ସୁଉଚ୍ଚ ପର୍ବତ କୁହାଯାଉଥିବା ମାଉଣ୍ଟ ଏଭରେଷ୍ଟର ସଠିକ୍ ଉଚ୍ଚତା ବିଷୟରେ ସାରା ଦୁନିଆକୁ ଜଣାଇବେ। ଏଥିପାଇଁ ଚାଇନା ଗୃହମନ୍ତ୍ରୀ ନଭେମ୍ବର ୨୯ରେ ନେପାଳ ଗସ୍ତ କରିବେ ବୋଲି ଗୁରୁବାର ନେପାଳ ମିଡିଆ ପକ୍ଷରୁ…
‘ଅକ୍ସଫୋର୍ଡ’ର ସଫଳତାକୁ ନେଇ ପ୍ରଶ୍ନବାଚୀ
ଲଣ୍ଡନ, ୨୭।୧୧:ଅଷ୍ଟ୍ରାଜେନିକା ପ୍ରସ୍ତୁତ କରୁଥିବା ଅକ୍ସଫୋର୍ଡ ଟିକା ୯୦ ପ୍ରତିଶତ ଫଳପ୍ରଦ ହୋଇଛି ଓ ଏହା ସବୁଠୁ ଶସ୍ତାରେ ଉପଲବ୍ଧ ହେବ ବୋଲି କମ୍ପାନୀ ପକ୍ଷରୁ ଘୋଷଣା କରାଯିବା ପରେ ସାଧାରଣରେ ଟିକାକୁ ନେଇ ବେଶ୍ ଉତ୍ସାହ ଦେଖାଦେଇଥିଲା। ଅକ୍ସଫୋର୍ଡ ଟିକାର…
ବିନା ମାସ୍କରେ ବିକ୍ନୀ ଗର୍ଲଙ୍କ ସହ ପାର୍ଟି କରୁଥିଲେ ଡାକ୍ତର, ଫଟୋ ଭାଇରାଲ ପରେ…
ଓ୍ବାଶିଂଟନ,୨୬ା୧୧: କରୋନା ଭାଇରସ ରୋକିବା ପାଇଁ ଲୋକଙ୍କୁ ନିୟମ ବୁଝାଉଥିବା ଡାକ୍ତର ନିଜେ ନିୟମ ଭାଙ୍ଗି ଆଜି ଚର୍ଚ୍ଚାରେ। ଜଣେ ଯୁବ ଡାକ୍ତର ବିନା ମାସ୍କ ଏବଂ ବିକ୍ନୀ ପିନ୍ଧିଥିବା ୧୨ରୁ ଅଧିକ ଯୁବତୀଙ୍କ ସହ ପାର୍ଟି କରୁଥିବା ଫଟୋ ସୋସିଆଲ…
ଏକଦା ପ୍ରେମିକାଙ୍କୁ ଚେନ୍ରେ ବାନ୍ଧି ବୁଲାଉଥିଲେ ଏହି ବ୍ୟକ୍ତି: ଏବେ ୬ ପ୍ରେମିକା ଏକା ସାଙ୍ଗରେ ଗର୍ଭବତୀକୁ ନେଇ ଚର୍ଚ୍ଚାରେ
ନାଇଜେରିଆର ଜଣେ ବ୍ୟକ୍ତିଙ୍କୁ ଏକ ପାର୍ଟିରେ ୬ ଗର୍ଭବତୀଙ୍କ ସହ ଏକତ୍ର ଦେଖିବାକୁ ମିଳିଥିଲା। ସମସ୍ତ ଗର୍ଭବତୀ ମହିଳା ଏକାପରି ପୋଷାକ ପିନ୍ଧିଥିଲେ। ହେଲେ ଆଶ୍ଚର୍ଯ୍ୟର କଥା ହେଲେ ଏହି ସମସ୍ତ ମହିଳା ଜଣେ ବ୍ୟକ୍ତିଙ୍କ ପିଲାର ମା’ ହେବାକୁ ଯାଉଛନ୍ତି।…
ସମୁଦ୍ର କୂଳରେ ଏମିତି ଦୃଶ୍ୟ ଦେଖି ଭୟରେ ଥରି ଉଠିଥିଲେ ମହିଳା, ଯାଞ୍ଚ୍ ପରେ ଜଣାପଡ଼ିଲା ସତ
ଓ୍ବାଶିଂଟନ,୨୬ା୧୧: ଆମେରିକାର ଫ୍ଲୋରିଡା ସମୁଦ୍ର କୂଳକୁ ବୁଲିବାକୁ ଯାଇଥିବା ଜଣେ ମହିଳା ଏମିତି ଏକ ଜିନିଷ ଦେଖି ଭୟରେ ଥରି ଉଠିଥିଲେ। ସଙ୍ଗେ ସଙ୍ଗେ ମହିଳା ଜଣଙ୍କ ପୋଲିସକୁ ଫୋନ୍ କରି ସୂଚନା ଦେଇଥିଲେ। ସୂଚନା ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି…
ସଂସ୍କୃତରେ ଶପଥ ନେଲେ ମୂଳ ଭାରତୀୟ ସାଂସଦ: ଭିଡ଼ିଓ ଭାଇରାଲ
ଓ୍ବିଲିଂଟନ୍,୨୬।୧୧: ନ୍ୟୁଜିଲାଣ୍ଡରେ ମୂଳ ଭାରତୀୟ ସାଂସଦ ଡ. ଗୌରବ ଶର୍ମା ଇତିହାସ ରଚିଛନ୍ତି। ସେ ସଂସ୍କୃତରେ ପଦ ଏବଂ ଗୋପନୀୟତାର ଶପଥ ପାଠ କରିଛନ୍ତି। ହିମାଚଳ ପ୍ରଦେଶର ବାସିନ୍ଦା ଗୌରବ ନିର୍ବାଚନରେ ଲେବର ପାର୍ଟିର ସାଂସଦ ଭାବେ ନିର୍ବାଚିତ ହୋଇଛନ୍ତି। ନ୍ୟୁଜିଲାଣ୍ଡରେ…
Archives


