ଅନ୍ତର୍ଜାତୀୟ

ଭାରତ ତେଲ ନ କିଣିଲେ ବଡ଼ କ୍ଷତି ସହିବ ରୁଷିଆ! ହେବ ଏତେ କୋଟିର ଘାଟା…

ନୂଆଦିଲ୍ଲୀ,୪।୨: ଭାରତ କ’ଣ ପ୍ରକୃତରେ ରୁଷିଆରୁ ତେଲ କିଣିବା ବନ୍ଦ କରିଦେବ? ଆମେରିକା ସହିତ ବାଣିଜ୍ୟ ଚୁକ୍ତି ପରେ ଭାରତର ଶକ୍ତି ରଣନୀତି ସମ୍ପୂର୍ଣ୍ଣ ପରିବର୍ତ୍ତନ ହେବ କି? ରୁଷ ନିଜେ କହିଛି ଯେ ଭାରତଠାରୁ ଏପରି କୌଣସି ବାର୍ତ୍ତା ପାଇନାହିଁ,…

୬୦ ଜଣ ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ବସ୍‌ ଦୁର୍ଘଟଣାଗ୍ରସ୍ତ: ଶିଶୁ, ମହିଳା ସମେତ ୧୫ ମୃତ

ବ୍ରାଜିଲ,୪।୨: ବ୍ରାଜିଲରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛ। ଯେଉଁଥିରେ ୧୫ ଜଣଙ୍କର ମୃତ୍ୟୁ ହୋଇଛି। ଉତ୍ତର-ପୂର୍ବ ବ୍ରାଜିଲର ଆଲାଗୋଆସ ରାଜ୍ୟର ଏକ ଗ୍ରାମାଞ୍ଚଳରେ ଏହି ଦୁର୍ଘଟଣା ଘଟିଛି। ୬୦ ଜଣ ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ବସ୍‌ ଏକ ମୋଡ଼…

ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିର ୪ ପ୍ରମୁଖ ସର୍ତ୍ତ, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ,୪।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର ବିଳମ୍ବିତ ରାତିରେ ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଘୋଷଣା କରିଛନ୍ତି। ସେ ଭାରତ ଉପରେ ଲାଗୁ ହୋଇଥିବା ଟାରିଫ୍‌ରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ଘୋଷଣା କରିଛନ୍ତି, ଯାହା ଟାରିଫ୍‌କୁ ୧୮ପ୍ରତିଶତକୁ ହ୍ରାସ କରିଛି। ସପ୍ତାହର…

ବାଣିଜ୍ୟ ଚୁକ୍ତି ପରେ ଆମେରିକା ସହ ଭାରତର ବଡ଼ ବୈଠକ: ଜାଣନ୍ତୁ କ’ଣ ହେଲା…

ନୂଆଦିଲ୍ଲୀ,୪।୨: ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ମଙ୍ଗଳବାର ଆମେରିକାର ଏକ ଉଚ୍ଚସ୍ତରୀୟ ଗସ୍ତ ଆରମ୍ଭ କରିଛନ୍ତି। ତାଙ୍କ ଗସ୍ତର ପ୍ରଥମ ଦିନରେ, ସେ ଆମେରିକାର ଅର୍ଥ ସଚିବ ସ୍କଟ ବେସାଣ୍ଟ ଏବଂ ବୈଦେଶିକ ସଚିବ ମାର୍କୋ ରୁବିଓଙ୍କ ସହିତ ଦୁଇଟି…

ରୁଷିଆଠାରୁ ତେଲ କିଣିବ ନାହିଁ ଭାରତ? ଟ୍ରମ୍ପଙ୍କ ଦାବି ପରେ ଆସିଲା ପୁଟିନ୍‌ଙ୍କ ପ୍ରତିକ୍ରିୟା! ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ/ମସ୍କୋ,୩।୨: ଆମେରିକା ଓ ଭାରତ ମଧ୍ୟରେ ହୋଇଥିବା ନୂତନ ବାଣିଜ୍ୟ ଚୁକ୍ତିନାମା ପରେ ରୁଷିଆ ପକ୍ଷରୁ ଆଧିକାରୀକ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସେହି ଦାବିକୁ ରୁଷିଆ ଅସ୍ବୀକାର କରିଛନ୍ତି। କ୍ରେମଲିନ ତଥା ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ…

କିଣିବାକୁ ନୁହେଁ ସୁନା ବିକ୍ରି କରିବାକୁ କାହିଁକି ଏଠି ଲୋକଙ୍କ ଲମ୍ବା ଲାଇନ? ଜାଣନ୍ତୁ ଏହାର କାରଣ, ପଡିବ ବଡ଼ ପ୍ରଭାବ!

ବେଜିଂ,୩।୨: ଗତ କିଛି ଦିନ ଧରି ସୁନା ଏବଂ ରୂପା ମୂଲ୍ୟରେ ଯଥେଷ୍ଟ ପରିବର୍ତ୍ତନ ଆସିଛି। ବଜାରରେ ଏପରି ଏକ ସମୟ ଆସିଥିଲା ଯେତେବେଳେ ସୁନାର ମୂଲ୍ୟ ହଠାତ ୧୮,୦୦୦ ପ୍ରତି ଗ୍ରାମ ପହଞ୍ଚିଥିଲା ଏବଂ ପରେ ପରେ ଏହା ୧୪,୦୦୦…

ତାଲିବାନର ନୂଆ ନିୟମ, ଆଉ ମିଳିବ ନାହିଁ ଗର୍ଭନିରୋଧକ ଔଷଧ!

କାବୁଲ,୩।୨: କ୍ଷମତାକୁ ଆସିବା ପରଠାରୁ, ତାଲିବାନ ମହିଳାମାନଙ୍କ ସହ ଜଡିତ ଅନେକ ଜିନିଷ ଉପରେ କଠୋର କଟକଣା ଜାରି କରିଛି। ଏହି ତାଲିକାରେ ଏବେ ଗର୍ଭନିରୋଧକ ଔଷଧ ଯୋଡା ହୋଇଛି। ତାଲିବାନ ଗର୍ଭନିରୋଧକ ବଟିକାକୁ ସମ୍ପୂର୍ଣ୍ଣ ନିଷେଧ କରିଛି। ତାଲିବାନ ସରକାର…

US-India ବାଣିଜ୍ୟ ଚୁକ୍ତି ଚାଇନା-ପାକିସ୍ତାନ ପାଇଁ ବଡ଼ ଝଟକା, ଭାରତ ତୁଳନାରେ ଉଭୟଙ୍କୁ କେତେ ଦେବାକୁ ପଡିବ ଟାରିଫ୍‌, ଜାଣନ୍ତୁ…

ନୂଆଦିଲ୍ଲୀ,୩।୨: ଭାରତ ଏବଂ ଆମେରିକା ମଧ୍ୟରେ ଏକ ବାଣିଜ୍ୟ ଚୁକ୍ତି ହୋଇଛି। ଆମେରିକା ଭାରତ ଉପରେ ଲାଗୁ ହୋଇଥିବା ୫୦ ପ୍ରତିଶତ ଟାରିଫ୍‌କୁ ୧୮ ପ୍ରତିଶତକୁ ହ୍ରାସ କରିଛି। ରାଷ୍ଟ୍ରପତି ଟ୍ରମ୍ପ ନୂତନ ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିକୁ ୟୁକ୍ରେନ-ରୁଷିଆ ଯୁଦ୍ଧ ସମାପ୍ତ…

ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ପରେ ଷ୍ଟକ ମାର୍କେଟରେ ଫେରିଛି ଖୁସି, ସେନସେକ୍ସ ୨୪୦୦ ପଏଣ୍ଟ ଟପିଛି, ବୃଦ୍ଧି ପାଇଛି ନିଫ୍ଟି

ନୂଆଦିଲ୍ଲୀ,୩।୨: ଆମେରିକା ବାଣିଜ୍ୟ ଚୁକ୍ତିର ପ୍ରଭାବ ଭାରତୀୟ ଷ୍ଟକ ବଜାରରେ ଅନୁଭୂତ ହେଉଛି। ମଙ୍ଗଳବାର ପ୍ରାରମ୍ଭିକ କାରବାରରେ ଭାରତୀୟ ଷ୍ଟକ ବଜାରରେ ଏକ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି। ପ୍ରାରମ୍ଭିକ ସେସନରେ ସେନ୍ସେକ୍ସ ୩,୩୦୦ ପଏଣ୍ଟରୁ ଅଧିକ ବୃଦ୍ଧି ପାଇଥିଲା, ଯେତେବେଳେ…

ଭାରତ-ଆମେରିକା ମଧ୍ୟରେ ବାଣିଜ୍ୟ ଚୁକ୍ତି ଯୋଗୁ କ’ଣ ସବୁ ହେବ ଶସ୍ତା, ଦେଖନ୍ତୁ ପୂରା ଲିଷ୍ଟ…

ନୂଆଦିଲ୍ଲୀ,୩।୨: ଭାରତ ଏବଂ ଆମେରିକା ମଧ୍ୟରେ ସ୍ବାକ୍ଷରିତ ବାଣିଜ୍ୟ ଚୁକ୍ତିକୁ ଭାରତର ଅର୍ଥନୀତି ପାଇଁ ଏକ ଐତିହାସିକ ମୋଡ଼ ବୋଲି ବିବେଚନା କରାଯାଉଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଧ୍ୟରେ ଫୋନ ମାଧ୍ୟମରେ ହୋଇଥିବା ଆଲୋଚନା ପରେ…

ଚାଇନା, ପାକିସ୍ତାନ, ବାଂଲାଦେଶକୁ ବଡ଼ ଝଟକା…, ଜାଣନ୍ତୁ ଟ୍ରେଡ ଡିଲ ପରେ ଆମେରିକା ବଜାରରେ କେମିତି ରାଜ୍‌ କରିବ ଭାରତ

ନୂଆଦିଲ୍ଲୀ,୩।୨: ସୋମବାର ରାତିରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ଉପରେ ଶୁଳ୍କ ହ୍ରାସ ଘୋଷଣା କରିଛନ୍ତି। ସେ ଏହା ମଧ୍ୟ ଦାବି କରିଛନ୍ତି ଯେ ସେ ଭାରତ ସହିତ ଏକ ବାଣିଜ୍ୟ ଚୁକ୍ତିରେ ପହଞ୍ଚିଛନ୍ତି, ଯେଉଁଥିରେ ୫୦୦ ବିଲିୟନ ଡଲାରରୁ…

ଟାରିଫ ହଟିଲା, ଟ୍ରେଡ ଡିଲ ଘୋଷଣା, ମୋଦିଙ୍କୁ ପ୍ରଶଂସା, କେମିତି ଗୋଟିଏ ଫୋନ କଲରେ ବଦଳିଲା ଟ୍ରମ୍ପଙ୍କ ସ୍ବର? ଜାଣନ୍ତୁ ଟାଇମଲାଇନ

ନୂଆଦିଲ୍ଲୀ/ଓ୍ବାଶିଂଟନ,୩।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର ବିଳମ୍ବିତ ସାରେ ଟେଲିଫୋନରେ କଥା ହୋଇଥିଲେ। ଏହା ପରେ, ରାଷ୍ଟ୍ରପତି ଟ୍ରମ୍ପ ଦୁଇ ଦେଶ ମଧ୍ୟରେ ଏକ ‘ତୁରନ୍ତ ବାଣିଜ୍ୟ ଚୁକ୍ତି’ ଘୋଷଣା କରିଥିଲେ। ଏଥିରେ ଭାରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?