ଦକ୍ଷିଣ କୋରିଆରେ ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ
ସିଓଲ,୧୨ା୫: ଦକ୍ଷିଣ କୋରିଆରେ ଦ୍ୱିତୀୟ ପର୍ଯ୍ୟାୟ କରୋନା ସଂକ୍ରମଣ ଆରମ୍ଭ ହୋଇଥିବା ନେଇ ସତର୍କ କରିଦିଆଯାଇଛି। କଟକଣା କୋହଳ ହେବା ପରେ ରବିବାର ସଂକ୍ରମଣ ମାସକ ମଧ୍ୟରେ ସର୍ବାଧିକ ରହିଛି। ଦକ୍ଷିଣ କୋରିଆ ରାଷ୍ଟ୍ରପତି ମୁନ୍ ଜାଏ-ଇନ୍ କହିଛନ୍ତି, ସଂକ୍ରମଣ...
ଇଟାଲୀକୁ ଟପି ୪ର୍ଥ ସ୍ଥାନରେ ରୁଷିଆ
ଓ୍ବାଶିଂଟନ/ମସ୍କୋ/ଲଣ୍ଡନ, ୧୨ା୫: ବିଗିିଡ଼ିବାରେ ଲାଗିଛି କରୋନା ସ୍ଥିତି। ବିଶ୍ୱକୁ ଥରହର କରି ଆତଙ୍କର ବାତାବରଣ ସୃଷ୍ଟିକରିଛି ଏହି ମହାମାରୀ ଭୂତାଣୁ। ସୋମବାର ସୁଦ୍ଧା ବିଶ୍ୱରେ ସଂକ୍ରମିତଙ୍କ ସଂଖ୍ୟା ବଢ଼ି ୪୨ ଲକ୍ଷ ୨୧ ହଜାର ଅତିକ୍ରମ କରିଥିବା ବେଳେ ଗଲାଣି...
ଚାଇନାକୁ ଫେରିଲା କରୋନା: ଶୁଲାନ ସହର ଲକ୍ଡାଉନ
ବେଜିଂ,୧୧।୫: ଚାଇନାକୁ ପୁଣି ଫେରିଛି କରୋନା। ରୁଷ ସୀମା ନିକଟରେ ଅବସ୍ଥିତ ଜିଲିନ ଅଞ୍ଚଳରେ ଥିବା ଶୁଲାନ ସହରରେ ୧୭ ଜଣ କରୋନାରେ ସଂକ୍ରମିତ ହୋଇଥିବା ସୂଚନା ମିଳିଛି। ଏହି ଘଟଣା ପରେ କାଳ ବିଳମ୍ବ ନ କରି ସରକାର...
ବ୍ରିଟେନ୍ରେ କରୋନା ସଂକ୍ରମଣ ଯୋଗୁ ମୃତ୍ୟୁ ସଂଖ୍ୟା ୬ ଲକ୍ଷ ଟପିବା ଆଶଙ୍କା: ୨୦୨୪ ପର୍ଯ୍ୟନ୍ତ ମାନିବାକୁ ପଡ଼ିବ ସାମାଜିକ ଦୂରତା ନିୟମ
ଲଣ୍ଡନ,୧୧।୫: ବ୍ରିଟେନ୍ରେ କରୋନା ସଂକ୍ରମଣ ନେଇ ସଙ୍କଟ ଦେଖାଦେଇଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ଲୋକଙ୍କୁ ଆସନ୍ତା ୨୦୨୪ ପର୍ଯ୍ୟନ୍ତ ସାମାଜିକ ଦୂରତା ନିୟମ ମାନିବାକୁ ପଡ଼ିବ। ସେହିପରି ସଂକ୍ରମଣ ଯୋଗୁ ଏଠାରେ ମୃତ୍ୟୁ ସଂଖ୍ୟା ୬ ଲକ୍ଷ ଟପିବାର...
ଇରାନ୍ ଯୁଦ୍ଧ ଜାହାଜର ମିଜାଇଲ୍ ଲକ୍ଷ୍ୟଚ୍ୟୁତ: ୨୦ରୁ ଅଧିକ ନାବିକ ମୃତ
ତେହେରାନ,୧୧।୫: ଇରାନ୍ରେ ଏକ ଯୁଦ୍ଧ ଜାହାଜର ମିଜାଇଲ୍ ଲକ୍ଷ୍ୟଚ୍ୟୁତ ହୋଇଛି। ଏହାଦ୍ୱାରା ଅନ୍ୟ ଏକ ମାଲବାହୀ ଜାହାଜ ଧ୍ୱଂସ ହୋଇଯାଇଛି। ଜାହାଜରେ ୩୦ରୁ ୪୦ ନାବିକ ଥିଲେ। ସେଥିମଧ୍ୟରୁ ୨୦ରୁ ଅଧିକଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ଯୁଦ୍ଧ ଜାହାଜ ଜମରାନ୍ରୁ...
ପୃଥିବୀ ଉପରେ ମାଡ଼ି ଆସୁଛି ବିପଦ: ୮୦ ବର୍ଷ ମଧ୍ୟରେ ସମୁଦ୍ର ଜଳସ୍ତର ୧ ମିଟରରୁ ଅଧିକ ହେବ ବୃଦ୍ଧି, ବୁଡ଼ିଯିବ ବହୁ ଉପକୂଳ ଅଞ୍ଚଳ
ଓ୍ବାଶିଂଟନ,୧୧।୫: ବିଶ୍ୱତାପନ ଯୋଗୁ ଜଳବାୟୁ ପରିବର୍ତ୍ତନ ହେବା ସହିତ ପୃଥିବୀର ବାୟୁମଣ୍ଡଳର ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ଏହାଯୋଗୁ ଆସନ୍ତା ୮୦ ବର୍ଷ ମଧ୍ୟରେ ୨୧୦୦ ବେଳକୁ ବାୟୁମଣ୍ଡଳର ତାପମାତ୍ରା ୩.୫ ଡିଗ୍ରୀ ସେଲସିୟସ୍ ବଢ଼ିବାର ଆଶଙ୍କା ଦେଖାଦେଇଛି। ଏପରି...
ସହାୟକ ହୋଇପାରେ ୟୁଭି ଲ୍ୟାମ୍ପ୍
ନ୍ୟୁୟର୍କ,୧୧ା୫: ବିପଜ୍ଜନକ ଭାଇରସ୍କୁ ମାରିବା ପାଇଁ ଷ୍ଟେଶନ, ଉଡ଼ାଜାହାଜ ଓ ସ୍କୁଲଗୁଡ଼ିକରେ ଏକ ନୂଆ ପ୍ରକାର ଅତିବାଇଗଣି (ୟୁଭି) ଲ୍ୟାମ୍ପ୍ ବ୍ୟହବାର କରାଯାଇପାରିବ, ଯାହାକି କୋଭିଡ୍-୧୯ ବିରୋଧୀ ଲଢ଼େଲରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିପାରେ। କଲମ୍ବିଆ ୟୁନିଭର୍ସିଟିର ଗବେଷକମାନେ ଦୀର୍ଘବର୍ଷ...
କରୋନା ପ୍ରତିଷେଧକ ଟୀକା ପ୍ରସ୍ତୁତି ଲାଗି ଉଦ୍ୟମ ଜାରି ରଖିଛନ୍ତି ୮୦ ଦେଶର ୧୦୨ ସ୍ବାସ୍ଥ୍ୟ ସଂସ୍ଥା
ଓ୍ବାଶିଂଟନ/ନୂଆଦିଲ୍ଲୀ,୧୦।୫: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ସଙ୍କଟ ଦେଖାଦେଇଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ବହୁ ଦେଶରେ ଲକ୍ଡାଉନ୍ ଜାରି ରହିଛି। ଇତିମଧ୍ୟରେ କରୋନା ମହାମାରୀ ସଂକ୍ରମଣକୁ ୧୩୧ ଦିନ ବିତିଛି। ତେବେ ବି ସଂକ୍ରମଣ ଥମିବାର ନାଁ...
ବ୍ରିଟେନରେ ୯୦ ପ୍ରତିଶତ ଲୋକ ଚାହୁଁନାହାନ୍ତି ଲକ୍ଡାଉନରେ କୋହଳ
ଲଣ୍ଡନ,୧୦।୫: କରୋନା ଭାଇରସ ସାରା ବିଶ୍ୱରେ ତା’ର କାୟା ବିସ୍ତାର କରି ଚାଲିଥିବା ବେଳେ ଏଥିରୁ ଦୂରେଇ ରହିବାର ମୁଖ୍ୟମାଧ୍ୟମ ହେଉଛି ଲକ୍ଡାଉନ। ତେଣୁ ବିଶ୍ୱର ଅଧିକାଂଶ ଦେଶ ଏବେ ଲକ୍ଡାଉନ ନିୟମକୁ ପାଳନ କରି ଚାଲିଛନ୍ତି। ଯେଉଁଠି ସଂକ୍ରମଣର...
ଏବେ ବି ତଥ୍ୟ ଲୁଚାଉଛି ଚାଇନା
ଓ୍ବାଶିଂଟନ,୧୦।୫: ମହାମାରୀ କରୋନା ସଂକ୍ରମଣ (କୋଭିଡ୍-୧୯)କୁ ନେଇ ଚାଇନା ବିରୋଧରେ ଆମେରିକାର ଦୋଷାରୋପ ଜାରି ରହିଛି। ଚାଇନା କୋଭିଡ୍-୧୯ ସମ୍ପର୍କିତ ତଥ୍ୟ ଲୁଚାଇ ଚାଲିଛି ବୋଲି ଆମେରିକାର ପରରାଷ୍ଟ୍ର ସଚିବ ମାଇକ୍ ପମ୍ପିଓ କହିଛନ୍ତି। ଚାଇନାର ଉହାନ୍ସ୍ଥିତ ରିସର୍ଚ୍ଚ ଲାବ୍ରୁ...
ହ୍ବାଇଟ ହାଉସ ପହଞ୍ଚିଲା କରୋନା
ଓ୍ବାଶିଂଟନ,୯।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କରୋନା ସଂକ୍ରମଣର ଶେଷ ପର୍ଯ୍ୟାୟକୁ ଅପେକ୍ଷା ରଖିଛନ୍ତି। ଯେତେଶୀଘ୍ର କରୋନାର ପ୍ରକୋପ କମ୍ ହେବ ସେତେଶୀଘ୍ର ସେ ଲକ୍ଡାଉନ ଖୋଲି ଦେଶର ଅର୍ଥବ୍ୟବସ୍ଥାକୁ ସୁଧାରିବେ ବୋଲି କହିଛନ୍ତି। ହେଲେ ଏବେ ଏହି କରୋନା...
କରୋନା ସଂକ୍ରମଣର ୩ ଦିନ ପରେ ହ୍ରାସ ପାଏ ଘ୍ରାଣ ଶକ୍ତି !
ନ୍ୟୁୟର୍କ,୯।୫: କରୋନା ମହାମାରୀ ଏବେ ସାରା ବିଶ୍ୱରେ ତାଣ୍ଡବ ରଚିଥିବା ବେଳେ ଏହାର ଚିକିତ୍ସା ପାଇଁ ଏପର୍ଯ୍ୟନ୍ତ କୌଣସି ଔଷଧ ମିଳିପାରି ନାହିଁ। କରୋନାରୁ ମୁକ୍ତି ପାଇବାକୁ ଏବେ ସାରା ବିଶ୍ୱରେ ଗବେଷଣା ଜାରି ରହିଛି। ଏବେ ପର୍ଯ୍ୟନ୍ତ ମଧ୍ୟ...
Archives


