ବୋତଲରେ ବନ୍ଦ କରି ୭୪ ବିଲୁପ୍ତ ପ୍ରଜାତି ଶୁଆ ଚୋରା ଚାଲାଣ: ବନ୍ଦର ଅଧିକାରୀଙ୍କ ହାତରେ ପଡ଼ିଲା ଧରା
ପାପୁଆ,୨୧।୧୧: ଇଣ୍ଡୋନେସିଆର ପାପୁଆ ବନ୍ଦରରେ ପ୍ଲାଷ୍ଟିକ୍ ବୋତଲରେ ବନ୍ଦ ଥିବା ୭୪ ବିଲୁପ୍ତ ପ୍ରଜାତିର ଶୁଆ ଚୋରା ଚାଲାଣ ହେଉଥିବା ସମୟରେ ଧରା ପଡ଼ିଛି। ବନ୍ଦର ଅଧିକାରୀମାନେ ବୋତଲରୁ ଶୁଆଗୁଡ଼ିକୁ ବାହାର କରିଥିଲେ। ସେଥିମଧ୍ୟରୁ ୬୪ ଜୀବିତ ଥିବାବେଳେ ୧୦ଟି ଶୁଆଙ୍କର…
ପାକିସ୍ତାନକୁ ଫ୍ରାନ୍ସ ଦେଲା ବଡ ଝଟ୍କା
ପ୍ୟାରିସ,୨୧ ।୧୧: ଭାରତର ମିତ୍ର ଫ୍ରାନ୍ସ ପାକିସ୍ତାନ ସେନାକୁ ଏକ ବଡ ଝଟ୍କା ଦେଇଛି । ଫ୍ରାନ୍ସ ପାକିସ୍ତାନର ମିରାଜ ଫାଇଟର ଜେଟ୍, ଏୟାର ଡିଫେନ୍ସ ସିଷ୍ଟମ ଓ ଅଗୋସ୍ତା ୯୦ବି କ୍ଲାସର ସବମରିନକୁ ଅପଗ୍ରେଡ ନ କରିବାକୁ ନିଷ୍ପତ୍ତି ନେଇଛି…
ପାକିସ୍ତାନରେ ୧୩ ଶହ ବର୍ଷ ପୁରାତନ ବିଷ୍ଣୁ ମନ୍ଦିରର ସନ୍ଧାନ
ଇସଲାମାବାଦ୍,୨୧।୧୧: ପାକିସ୍ତାନର ଉତ୍ତରପଶ୍ଚିମ ଅଞ୍ଚଳରେ ଥିବା ଖାତ୍ ଜିଲାରେ ୧୩ ଶହ ବର୍ଷ ପୁରାତନ ବିଷ୍ଣୁ ମନ୍ଦିରର ସନ୍ଧାନ ମିଳିିଛି। ଏହା ହିନ୍ଦୁ ଶାହୀ ଅବା କାବୁଲ ଶାହୀ ରାଜଙ୍କ ସମୟରେ ନିର୍ମାଣ କରାଯାଇଥିବା ଅନୁମାନ କରାଯାଉଛି। ଖାଇବର ପସ୍ତୁନଖ୍ବା ଅଞ୍ଚଳରେ…
ବାଇଡେନ୍ଙ୍କ ଟିମ୍ରେ ମୂଳ ଭାରତୀୟ ବାସିନ୍ଦା ମାଲା ଅଡିଗାଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ସ୍ଥାନ
ୱାଶିଂଟନ,୨୧ ।୧୧: ଆମେରିକାର ଅଗାମୀ ରାଷ୍ଟ୍ରପତି ଜୋ ବାଇଡେନ୍ ତାଙ୍କ ଟିମ୍ରେ ଆଉ ଜଣେ ଭାରତୀୟ ମୂଳ ବାସିନ୍ଦା ଆମେରିକୀୟ ମାଲା ଅଡିଗାଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଦେଇଛନ୍ତି । ବାଇଡେନ୍ ତାଙ୍କ ସହଧର୍ମିଣୀ ଜିଲ ବାଇଡେନ୍ଙ୍କ ପାଇଁ ମାଲାଙ୍କୁ ନୀତି…
କ୍ୱାରାଣ୍ଟାଇନରେ ଟ୍ରମ୍ପଙ୍କ ବଡ଼ ପୁଅ
ୱାଶିଂଟନ,୨୧ ।୧୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ପୁଅ ଡୋନାଲ୍ଡ ଟ୍ରମ୍ପ ଜୁନିୟର କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି । ତାଙ୍କ ପ୍ରବକ୍ତା ଏହି ସୂଚନା ଦେଇଛନ୍ତି । ଟ୍ରମ୍ପଙ୍କ ପରିବାରରେ କରୋନା ସଂକ୍ରମିତ ହେବାରେ ସେ ହେଉଛନ୍ତି ଚତୁର୍ଥ…
ଅଲ୍ କାଏଦା ମୁଖ୍ୟ ଅଲ୍ ଜଓ୍ବାହରି ମୃତ
କାବୁଲ, ୨୧ା୧୧: ଆତଙ୍କବାଦୀ ସଙ୍ଗଠନ ଅଲ୍ କାଏଦାର ମୁଖ୍ୟ ଅଲ୍ ଜଓ୍ବାହରି ଆଫଗାନିସ୍ତାନରେ ମୃତ୍ୟୁବରଣ କରିଥିବା ଜଣାପଡ଼ିଛି। ଆରବ ନ୍ୟୁଜ୍ରେ ଏଭଳି ଖବର ପ୍ରକାଶ ପାଇଛି। ଗଜ୍ନିରେ ସେ ଆଜ୍ମା ଯୋଗୁ କଷ୍ଟ ସହି ନ ପାରି ମାସେ ହେବ ପ୍ରାଣ…
ଡବ୍ଲ୍ୟୁଏଚ୍ଓରେ ଯୋଗଦେବ ଆମେରିକା
ଓ୍ବାଶିଂଟନ, ୨୧।୧୧: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍ଓ)ରେ ଆମେରିକା ପୁନର୍ବାର ଯୋଗଦେବ ବୋଲି ନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍ କହିଛନ୍ତି। ଚାଇନା ଯେପରି ନିୟମ ଅନୁଯାୟୀ କାର୍ଯ୍ୟ କରିବ ସେଥିପାଇଁ ବ୍ୟବସ୍ଥା କରିବାକୁ ସେ ଚାହାନ୍ତି ବୋଲି କହିଛନ୍ତି। ଚାଇନାରେ କରୋନା…
ଡୌଗ୍ଲାସ୍ଙ୍କୁ ବୁକର
ଲଣ୍ଡନ, ୨୧।୧୧: ନ୍ୟୁୟର୍କରେ ରହୁଥିବା ସ୍କଟଲାଣ୍ଡ ଲେଖକ ଡୌଗ୍ଲାସ୍ ଷ୍ଟୁଆର୍ଟ ତାଙ୍କର ଆତ୍ମଜୀବନୀ ଆଧାରିତ ଉପନ୍ୟାସ ‘ଶୁଗି ବେନ୍’ ପାଇଁ ଚଳିତବର୍ଷର ମର୍ଯ୍ୟାଦାଜନକ ବୁକର୍ ପ୍ରାଇଜ୍ ମିଳିଛି। ପୁରସ୍କାର ଲାଗି ସଂକ୍ଷିପ୍ତ ତାଲିକାରେ ଥିବା ଭାରତୀୟ ବଂଶୋଦ୍ଭବ ଅବନୀ ଦୋଶୀଙ୍କ ସମେତ…
ଟ୍ରମ୍ପଙ୍କ ନିଷ୍ପତ୍ତିକୁ ବଦଳାଇଲେ ବାଇଡେନ୍, ଡବ୍ଲୁଏଚ୍ଓରେ ପୁଣିଥରେ ସାମିଲ ହେବ ଆମେରିକା!
ୱାଶିଂଟନ,୨୦ ।୧୧: ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିଷ୍ପତ୍ତିକୁ ବଦଳାଇବାକୁ ଯାଉଛନ୍ତି । ବାଇଡେନ୍ କହିଛନ୍ତି ଆମେରିକା ପୁଣିଥରେ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚ୍ଓ)ରେ ସାମିଲ ହେବ । ଏହା ପୂର୍ବରୁ ଟ୍ରମ୍ପ କରୋନା ଭାଇରସ…
୭୮ ବର୍ଷରେ ବାଇଡେନ୍: ଡେଟିଂରେ ଯାଇଥିବା ବେଳେ ପାଖରେ ବିଲ୍ ଭରିବାକୁ ଅର୍ଥ ନ ଥିଲା
ୱାଶିଂଟନ, ୨୦ ।୧୧: ଆମେରିକାର ଆଗାମୀ ରାଷ୍ଟ୍ରପତି ଜୋ ବାଇଡେନ୍ ୭୮ ବର୍ଷରେ ପଦାର୍ପଣ କରଛନ୍ତି । ସେ ବତ୍ତମାନ ଆମେରିକାର ସବୁଠାରୁ ଅଧିକ ବୟସର ରାଷ୍ଟ୍ରପତି । ଯାହାକୁ ନେଇ ରାଷ୍ଟ୍ରପତି ନିର୍ବାଚନ ସମୟରେ ଡୋନାଲ୍ଡ ଟ୍ରମ୍ପ ସ୍ଲିପି ଜୋ…
ପାକିସ୍ତାନକୁ ବଡ ଝଟ୍କା
ୟୁଏଇ,୨୦।୧୧: ସଂଯୁକ୍ତ ଆରବ ଏମିରେଟ୍ସ(ୟୁଏଇ) ପାକିସ୍ତାନ ସମେତ ୧୨ଟି ଦେଶର ଲୋକଙ୍କ ପାଇଁ ନୂତନ ଭିସା ପ୍ରଦାନ ଉପରେ ଅସ୍ଥାୟୀ ପ୍ରତିବନ୍ଧକ ଲଗାଇଛି। ପାକିସ୍ତାନର ବୈଦେଶିକ ମନ୍ତ୍ରଣାଳୟ ମଧ୍ୟ ଏହା ନିଶ୍ଚିତ କରିଛି। ୟୁଏଇର ଏହି ନିଷ୍ପତ୍ତି ପରେ ପାକିସ୍ତାନ ଆର୍ଥିକ…
ଆମେରିକାରେ ଝଡ଼ବାତ୍ୟା: ୩୫ ମୃତ
ସାନ୍ ସାଲ୍ଭାଡର, ୨୦ା୧୧:କେନ୍ଦ୍ରୀୟ ଆମେରିକାରେ ଝଡ଼ବାତ୍ୟା ଯୋଗୁ ୩୫ ଜଣଙ୍କ ପ୍ରାଣହାନି ଘଟିଛି। ସବୁଠାରୁ ଅଧିକ କ୍ଷତିଗ୍ରସ୍ତ ହୋଇଛି ନିକାରଗୁଆରେ। ଏଠାରେ ୧୮ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ହଣ୍ଡୁରାସ୍ରେ ୧୪ ଜଣ ପ୍ରାଣ ହରାଇଛନ୍ତି। ଦୁଇ ସପ୍ତାହ ପୂର୍ବରୁ ବାତ୍ୟା ‘ଇଟା’…
Archives


