କରୋନା ମହାମାରୀରେ ବି ଭାରତରେ ଶିଶୁ ଜନ୍ମ ହାର ରହିବ ସର୍ବାଧିକ: ଜନ୍ମନେବେ ୨ କୋଟିରୁ ଅଧିକ ଶିଶୁ
ଜେନେଭା/ନୂଆଦିଲ୍ଲୀ,୭।୫: କରୋନା ସଂକ୍ରମଣ ଯୋଗୁ ପୃଥିବୀରେ ସଙ୍କଟ ଦେଖାଦେଇଛି। ଏଥିରୁ ଦୂରେଇ ରହିବା ପାଇଁ ବହୁ ଦେଶରେ ଲକ୍ଡାଉନ୍ ଜାରି ହୋଇଛି। କରୋନା ମହାମାରୀ ସମୟରେ ମଧ୍ୟ ପୃଥିବୀରେ ୧୧ କୋଟି ୬୦ ଲକ୍ଷରୁ ଅଧିକ ଶିଶୁ ଜନ୍ମ ନେବେ...
କରୋନା ସଂକ୍ରମଣରୁ ମୁକ୍ତ ହେଲେ ଇଧି ଫାଉଣ୍ଡେଶନର ମୁଖ୍ୟ
ଇସ୍ଲାମାବାଦ,୭।୫: ପାକିସ୍ତାନରେ ଥିବା ଇଧି ଫାଉଣ୍ଡେଶନର ମୁଖ୍ୟ ଫୈଜଲ ଇଧି କରୋନା ସଂକ୍ରମଣରୁ ମୁକ୍ତ ହୋଇଥିବା ଜଣାପଡିଛି। ଗତ ମାସରେ ସେ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିବା ପରେ ଏବେ ପ୍ରଥମଥର ଲାଗି ତାଙ୍କ ରିପୋର୍ଟ ନେଗେଟିଭ ଆସିଛି। ଏହାପରେ...
ମେ ୧୩ରେ ଶପଥ ନେବେ ନେତାନ୍ୟାହୁ
ଜେରୁଜେଲମ୍,୭।୫: ଇସ୍ରାଏଲ୍ର ପ୍ରଧାନମନ୍ତ୍ରୀ ଭାବେ ବେଞ୍ଜାମିନ୍ ନେତାନ୍ୟାହୁ ମେ ୧୩ରେ ଶପଥ ନେବେ। ତାଙ୍କୁ ଅଯୋଗ୍ୟ ଘୋଷିତ କରିବା ପାଇଁ କରାଯାଇଥିବା ଏକ ଆବେଦନକୁ ସ୍ଥାନୀୟ ସୁପ୍ରିମ୍କୋର୍ଟ ଖାରଜ କରିଦେଇଛନ୍ତି। ଏହା ସହିତ ତାଙ୍କୁ ସରକାର ଗଠନ ଲାଗି ଅନୁମତି...
ପୃଥିବୀ ନିକଟରେ ଥିବା ବ୍ଲାକ୍ ହୋଲ୍ର ମିଳିଲା ସନ୍ଧାନ
ଓ୍ବାଶିଂଟନ,୭।୫: ପୃଥିବୀ ନିକଟରେ ଥିବା ଏକ ବ୍ଲାକ୍ ହୋଲ୍ର ସନ୍ଧାନ ମିଳିଛି। ଏହା ପୃଥିବୀଠାରୁ ପ୍ରାୟ ୧୦୦୦ ଆଲୋକ ବର୍ଷ ଦୂରରେ ରହିଛି ବୋଲି ୟୁରୋପିଆନ୍ ମାହାକାଶ ବିଜ୍ଞାନୀ ସୂଚନା ଦେଇଛନ୍ତି। ଏହା ବ୍ୟାସ ୪୦ କିଲୋମିଟର ବୋଲି ଅନୁମାନ...
ରୂପ ବଦଳାଉଛି କରୋନା ଭାଇରସ୍
ଓ୍ବାଶିଂଟନ,୭ା୫: କରୋନା ଭାଇରସ୍ ବିଷୟରେ ନୂଆ ନୂଆ ତଥ୍ୟ ହସ୍ତଗତ ହେଉଛି। ହେଲେ ଆମେରିକାର ଲସ୍ ଆଲାମୋସ୍ ନ୍ୟାଶନାଲ୍ ଲାବରେଟୋରି(ଏଲ୍ଏଏନ୍ଏଲ୍)ର ବୈଜ୍ଞାନିକମାନେ ଏକ ଚାଞ୍ଚଲ୍ୟକର ତଥ୍ୟ ପ୍ରଘଟ କରିଛନ୍ତି। ଅଦ୍ୟାବଧି ୨ ଲକ୍ଷ ୬୦ ହଜାର ଲୋକଙ୍କ ଜୀବନ ନେଇଥିବା...
କରୋନାକୁ ନିଷ୍ପ୍ରଭ କରିବ ବିକଶିତ ଟିକା
ରୋମ୍, ୭ା୫: ମହାମାରୀ କରୋନା ତାଣ୍ଡବ ବିଶ୍ୱବ୍ୟାପୀ ଜାରି ରହିଛି। ୨୧୨ ଦେଶର ଲୋକମାନେ ଏହାକୁ ନେଇ କୋକୁଆ ଭୟରେ ରହିଛନ୍ତି। ସାରା ବିଶ୍ୱରେ ଏବେ ପ୍ରାୟ ୩୮ ଲକ୍ଷ ଲୋକ କରୋନା ଭୂତାଣୁ ଜାଲରେ ଫସିଥିବା ବେଳେ ୨...
ଆସନ୍ତା ୫୦ ବର୍ଷ ମଧ୍ୟରେ ଭାରତରେ ଅନୁଭୂତ ହେବ ସାହାରା ମରୁଭୂମି ଭଳି ତାତି: ୧୨୦ କୋଟି ଭାରତୀୟ ହେବେ ପ୍ରଭାବିତ
ଲଣ୍ଡନ/ନୂଆଦିଲ୍ଲୀ,୬।୫: ସାରା ପୃଥିବୀରେ ବିଶ୍ୱତାପନ ଯୋଗୁ ଜଳବାୟୁ ପରିବର୍ତ୍ତନ ହେବାରେ ଲାଗିଛି। ଏହାର ପ୍ରଭାବ ଯଦି ଜାରି ରୁହେ, ତେବେ ଆସନ୍ତା ୫୦ ବର୍ଷ ମଧ୍ୟରେ ଭାରତରେ ସାହାରା ମରୁଭୂମି ଭଳି ତାତି ଅନୁଭୂତ ହେବ। ଏହାଦ୍ୱାରା ୧୨୦ କୋଟି...
ସାମାଜିକ ଦୂରତା ବଜାୟ ନ ରଖିବାରୁ ବୈଜ୍ଞାନିକ ଫର୍ଗୁସନ୍ଙ୍କୁ ଦେବାକୁ ପଡ଼ିଲା ଇସ୍ତଫା
ଲଣ୍ଡନ,୬।୫: ବ୍ରିଟେନ୍ରେ କରୋନା ସଂକ୍ରମଣ ଥମିବାର ନାଁ ଧରୁନି। ପ୍ରତିଦିନ ଏଠାରେ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସାଧାରଣ ଲୋକେ ସାମାଜିକ ଦୂରତା ବଜାୟ ରଖିବାକୁ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ତେବେ ଏପରିସ୍ଥଳେ ଏହି...
ଜୁନ୍ରେ ଆମେରିକାରେ ପ୍ରତିଦିନ ୨ ଲକ୍ଷ ନୂଆ କରୋନା ସଂକ୍ରମିତ ହେବେ ଚିହ୍ନଟ: ମୃତକଙ୍କ ସଂଖ୍ୟା ପ୍ରତିଦିନ ଛୁଇଁବ ୩ ହଜାର
ଓ୍ବାଶିଂଟନ,୬।୫: କରୋନା ସଂକ୍ରମଣ ଯୋଗୁ ଆମେରିକାରେ ଅଚଳାବସ୍ଥା ଦେଖାଦେଇଛି। ଇତିମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨ ଲକ୍ଷ ୩୭ ହଜାର ୬୩୩ ଥିବାବେଳେ ମୃତ୍ୟୁ ସଂଖ୍ୟା ୭୨ ହଜାର ୨୭୧ ରହିଛି। ଏହି ଧାରା ଜାରି ରହିଲେ ଆସନ୍ତା...
କରୋନା ସଙ୍କଟ: ୮୬ ପ୍ରତିଶତ ଭାରତୀୟଙ୍କୁ ଘାରିଛି ଚାକିରି ହରାଇବା ଭୟ
ଓ୍ବାଶିଂଟନ,୬।୫: କରୋନା ସଂକ୍ରମଣ ଯୋଗୁ ପୃଥିବୀର ବହୁ ଦେଶରେ ଲକ୍ଡାଉନ୍ ଜାରି ରହିଛି। ପୃଥିବୀ ସହିତ ବହୁ ଦେଶର ଆର୍ଥିକ ମାନଦଣ୍ଡକୁ କରୋନା ଦୋହଲାଇ ଦେଇଛି। ଏପରିସ୍ଥଳେ ଭାରତର ୮୬ ପ୍ରତିଶତ ଲୋକଙ୍କ ମନରେ ଏବେ ଚାକିରି ହରାଇବା ଭୟ...
କରୋନା ମୃତ୍ୟୁ ସଂଖ୍ୟା ଛୁଇଁଲା ୨ ଲକ୍ଷ ୫୮ ହଜାର
ଓ୍ବାଶିଂଟନ/ନୂଆଦିଲ୍ଲୀ,୬।୫: ପୃଥିବୀର ବିଭିନ୍ନ ଦେଶରେ କରୋନା ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ପ୍ରତିଦିନ ବଢ଼ିବାରେ ଲାଗିଛି। ଇତିମଧ୍ୟରେ ପୃଥିବୀରେ ମୃତକଙ୍କ ସଂଖ୍ୟା ୨ ଲକ୍ଷ ୫୮ ହଜାର ୩୪୪ ଛୁଇଁଛି। ସେହିପରି ସଂକ୍ରମିତଙ୍କ ସଂଖ୍ୟା ୩୭ ଲକ୍ଷ ୨୭ ହଜାର...
ତେଜୁଛି ଚାଇନା ବିରୋଧୀ ଚିନ୍ତାଧାରା
ବେଜିଂ,୬ା୫: କରୋନା ଭାଇରସ୍ ସାରା ବିଶ୍ୱକୁ ଭୟଙ୍କର ଭାବେ ଗ୍ରାସିଛି। ପ୍ରାୟ ୩୭ ଲକ୍ଷ ଲୋକ କରୋନାରେ ସଂକ୍ରମିତ ହୋଇଥିବାବେଳେ ଅଢ଼େଇ ଲକ୍ଷରୁ ଊର୍ଦ୍ଧ୍ୱ ଆଖିବୁଜିଲେଣି। ଏଭଳି ପରିସ୍ଥିତି ପାଇଁ କରୋନାର ଉତ୍ପତ୍ତିସ୍ଥଳ ଚାଇନାକୁ ଦାୟୀ କରାଯାଉଛି। ବିଶେଷକରି ସବୁଠୁ...
Archives


