ଅନ୍ତର୍ଜାତୀୟ

‘ପୋପ୍‌ ଲାଇକ୍‌ କଲେ, ସ୍ବର୍ଗକୁ ଯିବି’

ଭାଟିକାନ୍‌ ସିଟି,୨୩ା୧୧:ରୋମାନ୍‌ କ୍ୟାଥୋଲିକ୍‌ ଚର୍ଚ୍ଚର ସର୍ବୋଚ୍ଚ ଧର୍ମଗୁରୁ ପୋପ୍‌ ଫ୍ରାନ୍ସିସ୍‌ଙ୍କ ଅଫିସିଆଲ୍‌ ଇନ୍‌ଷ୍ଟାଗ୍ରାମ୍‌ ଆକାଉଣ୍ଟରୁ ଏକ ଉତ୍ତେଜକ ଫଟୋକୁ ଲାଇକ୍‌ କରାଯିବା ପରେ ବିବାଦ ମୁଣ୍ଡ ଟେକିଛି। ଫଟୋଟି ହେଉଛି ବ୍ରାଜିଲୀୟ ମଡେଲ ନଟାଲିଆ ଗରିବୋଟୋଙ୍କର, ଯେଉଁଠି ସେ ସ୍କୁଲ ୟୁନିଫର୍ମ…

ପରଲୋକରେ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ମା’

ଲାହୋର,୨୨।୧୧-ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ସରିଫଙ୍କ ମା’ ବେଗମ ଶମୀମ ଅଖତରଙ୍କ ରବିବାର ପରଲୋକ ହୋଇଯାଇଛି। ଲଣ୍ଡନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଦୀର୍ଘଦିନ ଧରି ବେଗମ ଅସୁସ୍ଥ ଥିଲେ। ଗତ ଫେବ୍ରୁଆରୀରେ ବେଗମ ଲଣ୍ଡନ ଯାତ୍ରା କରିଥିଲେ। ସେଠାରେ…

ଭାଇରାଲ ହେଉଛି ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଫଟୋ

ଢାକା,୨୨।୧୧: ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ଏବେ ଚର୍ଚ୍ଚାରେ। ତାଙ୍କର ୨ଟି ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଯାହାକୁ ଦେଖିଲେ ଜଣେ ନେତ୍ରୀଙ୍କ ଭିତରେ ଥିବା ଆଉ ଏକ ଛବି ବା ଅସାଧାରଣ ବ୍ୟକ୍ତିତ୍ୱକୁ ଦର୍ଶାଉଛି। ପ୍ରଥମ…

ଟ୍ରମ୍ପ୍‌ଙ୍କୁ ସୁସ୍ଥ କରିଥିଲା ଏହି ଔଷଧ, ଯାହା ଆମେରିକୀୟଙ୍କ ପାଇଁ ହେବ ବରଦାନ

ଓ୍ବାଶିଂଟନ,୨୨ା୧୧: କରୋନା ଭୂତାଣୁ ପୁଣି ଥରେ ଲେଉଟିଛି। ଫଳରେ ଲୋକେ ଏଥିରେ ଶିକାର ହେବାର ଲାଗିଲେଣି। ଏଭଳି ପରିସ୍ଥିତିରେ ଆମେରିକାର ଖାଦ୍ୟ ଏବଂ ଔଷଧ ବିଭାଗ ଶନିବାର ଜରୁରୀକାଳିନ ପରିସ୍ଥିତିରେ ରେଜେନେରନ ଚିକିତ୍ସା ପାଇଁ ଅନୁମତି ଦେଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ…

ମଙ୍ଗଳରେ ଜନବସତି: କାଚ ଘରେ ରହିବେ ଲୋକେ

ଓ୍ବାଶିଂଟନ,୨୨।୧୧: ମଙ୍ଗଳରେ ଘର କରିବା ପାଇଁ ଯୋଜନା ଜାରି ରହିଛି। ପୃଥିବୀ ସହିତ କେତେକ ସାମ୍ୟତା ରଖୁଥିବା ମଙ୍ଗଳରେ ଜୀବନର ସନ୍ଧାନ ଲାଗି ଦୀର୍ଘ ଦିନ ଧରି ମଣିଷ ନାନା ଗବେଷଣା ଜାରି ରଖିଛି। ଅନ୍ୟ ଗ୍ରହରେ ଜୀବନ ଖୋଜୁଥିବା ଏଲନ…

କର୍କଟ ଯୋଗୁ ଆସନ୍ତା ବର୍ଷ ରାଷ୍ଟ୍ରପତି ପଦ ଛାଡି ପାରନ୍ତି ପୁଟିନ୍‌ !

ମସ୍କୋ,୨୨।୧୧: ରୁଷ୍‌ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ ଦେଶର ସର୍ବୋଚ୍ଚ ପଦବୀରେ ୨୦୩୪ ପର୍ଯ୍ୟନ୍ତ ରହିବା ପାଇଁ ସାମ୍ବିଧାନିକ ବ୍ୟବସ୍ଥାର ସଂଶୋଧନ କରିଥିଲେ। ତେବେ ଏବେ ଏହା ସମ୍ଭବ ନ ହେବା ପରି ଲାଗୁଛି। ପୁଟିନ୍‌ଙ୍କୁ କର୍କଟ ହୋଇଛି। ଆସନ୍ତା ବର୍ଷ ଆରମ୍ଭରୁ…

ପାକିସ୍ତାନର ଜେହାଦ୍‌ ବିଶ୍ୱବିଦ୍ୟାଳୟ: ନିଜ ଦେଶ ପାଇଁ ସୃଷ୍ଟି କରୁଛି ସମସ୍ୟା

ନୂଆଦିଲ୍ଲୀ/ଇସଲାମାବାଦ୍‌,୨୨।୧୧: କୁହାଯାଏ ବୁଡ଼ିଗଲା ଗୋଡ଼ ତଳକୁ ତଳକୁ। ଏଭଳି ଅବସ୍ଥା ଏବେ ପାକିସ୍ତାନରେ ଦେଖାଦେଇଛି। ପାକିସ୍ତାନରେ ଗଢ଼ିଉଠିଥିବା ଜେହାଦ୍‌ ବିଶ୍ୱବିଦ୍ୟାଳୟ ଏବେ ଦେଶ ପାଇଁ ସମସ୍ୟା ସୃଷ୍ଟି କରିବାରେ ଲାଗିଛି। ଏହି ଶିକ୍ଷାନୁଷ୍ଠାନରୁ ସୃଷ୍ଟି ହେଉଥିବା ଆତଙ୍କବାଦୀମାନେ ପାକିସ୍ତାନ ଲାଗି ଆତଙ୍କ…

ମହାତ୍ମାଙ୍କ ଘଣ୍ଟା ୧୧ ଲକ୍ଷ ୮୨ ହଜାରରେ ନିଲାମ

ବ୍ରିଷ୍ଟଲ,୨୨।୧୧: ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଘଣ୍ଟା ୧୧ ଲକ୍ଷ ୮୨ ହଜାର ଟଙ୍କା(୧୨ ହଜାର ପାଉଣ୍ଡ)ରେ ନିଲାମ ହୋଇଛି। ଏହି ଘଣ୍ଟାକୁ ମହାତ୍ମା ପକେଟରେ ରଖୁଥିଲେ। ଏହା ଭାଙ୍ଗିଯାଇଥିବା ନିଲାମ ହାଉସ୍‌ ଇଷ୍ଟ ବ୍ରେଷ୍ଟଲ ପକ୍ଷରୁ କୁହାଯାଇଛି। ଏହାକୁ ଆମେରିକାର…

ପାକିସ୍ତାନକୁ ଧମକ ଦେଲେ ଗୁଗୁଲ, ଫେସବୁକ୍‌, ଟୁଇଟର

ଇସ୍‌ଲାମାବାଦ,୨୨ ।୧୧: ପାକିସ୍ତାନରେ ଡିଜିଟାଲ ମିଡିଆକୁ ନେଇ ହୋଇଥିବା ନୂଆ ନିୟମ ଯୋଗୁ ଏବେ ଉଠିଛି ବିବାଦ । ଏହାକୁ ନେଇ ଗୁଗୁଲ ,ଫେସବୁକ୍‌, ଟୁଇଟର ଭଳି ବଡ ଟେକ୍ କମ୍ପାନୀ ଦେଶ ଛାଡିବାକୁ ଧମକ ଦେଇଛନ୍ତି । ନୂଆ ନିୟମ…

ବ୍ରିଟେନ ଲେବର ପାର୍ଟିରୁ ମେଘନାଦ ଦେଶାଇଙ୍କ ଇସ୍ତଫା

ଲଣ୍ଡନ, ୨୨।୧୧: ଭାରତୀୟ ବଂଶୋଦ୍ଭବ ଅର୍ଥନୀତିଜ୍ଞ ତଥା ଲେଖକ ଲର୍ଡ ମେଘନାଦ ଦେଶାଇ ବ୍ରିଟେନର ବିରୋଧୀ ଦଳ ଲେବର ପାର୍ଟିର ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଜାତିବାଦକୁ ସଫଳତାର ସହ ମୁକାବିଲା କରିବାରେ ଦଳ ବିଫଳ ହୋଇଥିବା ଦର୍ଶାଇ ସେ ଏଭଳି…

ଆଇନ ଊର୍ଦ୍ଧ୍ୱରେ ଆଜୀବନ ରାଷ୍ଟ୍ରପତି

ମସ୍କୋ,୨୨ା୧୧:୬୮ ବର୍ଷୀୟ ରୁଷୀୟ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ୨୦୦୦ ମସିହାରୁ କ୍ଷମତାର ଶୀର୍ଷରେ ରହିଛନ୍ତି। କେତେବେଳେ ପ୍ରଧାନମନ୍ତ୍ରୀ ତ ପୁଣି କେବେ ରାଷ୍ଟ୍ରପତି ପଦ ଅଳଙ୍କୃତ କରି କ୍ଷମତାର ଭରପୂର ଉପଯୋଗ କରିଛନ୍ତି। ପୁଟିନଙ୍କ ଦୁଇ ଝିଅ ଅଛନ୍ତି। ସେ ଉଭୟଙ୍କ…

ଦୁବଇ ଶାସକଙ୍କ ରାଜକୁମାରୀ ପତ୍ନୀଙ୍କର ରହିଛି ସୁରକ୍ଷାକର୍ମୀଙ୍କ ସହ ସମ୍ପର୍କ!

ଦୁବଇ,୨୧ ।୧୧: ଦୁବଇର ଶାସକ ଶେଖ ମହମ୍ମଦ ବିନ ରଶିଦ ଅଲ ମକତୁମଙ୍କ ରାଜକୁମାରୀ ପତ୍ନୀଙ୍କର ନିଜର ସୁରକ୍ଷାକର୍ମୀଙ୍କ ସହ ସମ୍ପର୍କ ରହିଥିବା କୁହାଯାଉଛି । ଏହାକୁ ନେଇ ରାଜକୁମାରୀ ହୟା ସୁରକ୍ଷାକର୍ମୀଙ୍କୁ ଏ ସମ୍ପର୍କରେ ମୁହଁ ନ ଖୋଲିବାକୁ କହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri