କରୋନା ଯୋଗୁ ଆମେରିକା ଅର୍ଥନୀତିରେ ସଙ୍କଟ: ୩୦୦,୦୦୦ କୋଟି ଡଲାରର ଋଣ ଆବଶ୍ୟକ
ଓ୍ବାଶିଂଟନ,୫।୫: କରୋନା ସଂକ୍ରମଣ ନେଇ ଆମେରିକାରେ ଆତଙ୍କ ଦେଖାଦେଇଛି। ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିଚାଲିଛି। ସେହିପରି ଦେଶର ଅର୍ଥନୀତିରେ ସଙ୍କଟ ସୃଷ୍ଟି ହୋଇଛି। ବିଗୁଡୁଥିବା ଅର୍ଥନୀତିରେ ସୁଧାର ଆଣିବା ପାଇଁ ଆମେରିକା ୩୦୦,୦୦୦ କୋଟି ଡଲାରର ଋଣ ଆବଶ୍ୟକ...
‘ଉହାନ୍ ଲାବ୍ରୁ କରୋନା ଉତ୍ପତ୍ତିର ବଳିଷ୍ଠ ପ୍ରମାଣ ରହିଛି’
ଓ୍ବାଶିଂଟନ,୫ା୫: ଚାଇନାର ଉହାନ୍ସ୍ଥିତ ଲାବ୍ରୁ ହିଁ କରୋନା ଭାଇରସ୍ ଉତ୍ପତ୍ତି ହୋଇଛି ବୋଲି ଆମେରିକାର ସେକ୍ରେଟାରୀ ଅଫ୍ ଷ୍ଟେଟ୍ ମାଇକ୍ ପୋମ୍ପେଓ ଦାବି କରିଛନ୍ତି। ଆମ ପାଖରେ ଏନେଇ ବଳିଷ୍ଠ ପ୍ରମାଣ ରହିଛି ବୋଲି ସେ ଗଣମାଧ୍ୟମ ସଂସ୍ଥା ଏବିସିକୁ...
ଚାଇନାରେ ପୁଣି ଦେଖାଦେଇପାରେ କରୋନା ପ୍ରକୋପ
ବେଜିଂ,୫ା୫: ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଥିବା କରୋନା ଭାଇରସ୍ ପୁଣିଥରେ ଚାଇନାରେ ତାହାର ପ୍ରକୋପ ଦେଖାଇପାରେ। ଏଭଳି ଆଶଙ୍କା ପ୍ରକାଶ କରିଛନ୍ତି ଚାଇନାର ଜଣେ ପ୍ରମୁଖ ସ୍ବାସ୍ଥ୍ୟ ଅଧିକାରୀ। ଗତ ଦୁଇ ସପ୍ତାହ ମଧ୍ୟରେ ଦେଶର ୧୦ ପ୍ରଦେଶରେ...
କରୋନା ଭୂତାଣୁ ଚାଇନାର ଉହାନ୍ ଲ୍ୟାବ୍ରୁ ଲିକ୍ ହୋଇଥିବାର ରହିଛି ପ୍ରମାଣ: ମାଇକ୍ ପୋମ୍ପିଓ
ଓ୍ବାଶିଂଟନ,୪।୫: ଚାଇନାର ଉହାନ୍ ସ୍ଥିତ ଲ୍ୟାବ୍ରୁ କରୋନା ଭୂତାଣୁ ଲିକ୍ ହୋଇଥିବାର ପ୍ରମାଣ ରହିଛି। ଏନେଇ ଆମେରିକା ସେକ୍ରେଟାରୀ ଅଫ୍ ଷ୍ଟେଟ୍ ମାଇକ୍ ପୋମ୍ପିଓ ସୂଚନା ଦେଇଛନ୍ତି। ପୂର୍ବରୁ ଏନେଇ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଉନାକୁ ଦାୟୀ କରୁଥିବାବେଳେ ଏବେ...
୧୯ କୋଟିରେ ନିଲାମ ହେବ ଚନ୍ଦ୍ର ପଥର
ଲଣ୍ଡନ,୪।୫: ବ୍ରିଟେନ୍ରେ ରହିଥିବା ଚନ୍ଦ୍ର ପଥର ୧୯ କୋଟି ଟଙ୍କାରେ ନିଲାମ ହେବ। ଏହି ୧୩.୫ କିଲୋଗ୍ରାମ୍ ଓଜନର ପଥରକୁ ଲଣ୍ଡନର କ୍ରିଷ୍ଟି ନିଲାମ ହାଉସ୍ରେ ରଖାଯାଇଛି। ଏହାକୁ ଏନ୍ଡବ୍ଲ୍ୟୁଏ-୧୨୬୯୧ ଭାବେ ନାମିତ କରାଯାଇଛି। ପୃଥିବୀ ପୃଷ୍ଠରେ ମିଳିଥିବା ଏହା...
ଛେଳି-ଫଳ ସବୁ କରୋନା ପଜିଟିଭ, ଟେଷ୍ଟ କିଟ୍ ଯାଞ୍ଚ ପାଇଁ ନିର୍ଦ୍ଦେଶ ଦେଲେ ରାଷ୍ଟ୍ରପତି
ଦାର ଏସ୍ ସଲାମ,୪।୫: ଆଫ୍ରିକୀୟ ଦେଶ ତାଞ୍ଜାନିଆରେ କରୋନା ଟେଷ୍ଟ ପାଇଁ ବ୍ୟବହାର କରାଯାଉଥିବା କିଟ୍ ଗୁଡିକର ଯାଞ୍ଚ ନିର୍ଦ୍ଦେଶ ଦେଇଛନ୍ତି ରାଷ୍ଟ୍ରପତି ଜନ ମଗୁଫୁଲି। ସୂଚନାଯୋଗ୍ୟ, ରବିବାର ତାଞ୍ଜାନିଆରେ ଗୋଟିଏ ଛେଳି ଓ ଏକ ଫଳ ପଓ ପଓ(pawpaw)...
ଲକ୍ଡାଉନରେ କୋହଳ ଯୋଗୁ କିଛି ଦେଶରେ ଚିନ୍ତା ବଢାଇଲାଣି ଦ୍ରୁତ ସଂକ୍ରମଣ!
ରୋମ,୪।୫: ଲକ୍ଡାଉନରେ କୋହଳ ପରେ ବିଶ୍ୱର ଅଧିକ ଜନସଂଖ୍ୟା ବିଶିଷ୍ଟ ଦେଶରେ ଲୋକେ ଲକ୍ଷ ଲକ୍ଷ ସଂଖ୍ୟାରେ ବାହାରକୁ ବାହାରିବାର ଫଳ ଏବେ ସମସ୍ତଙ୍କୁ ଏକ ପ୍ରକାର ଚିନ୍ତାରେ ପକାଇ ଦେଇଛି। କାରଣ ବିଶେଷଜ୍ଞଙ୍କ କହିବା କଥା ହେଲା ଲକ୍ଡାଉନ...
ସିଙ୍ଗାପୁରରେ ୪୮୦୦ ଭାରତୀୟ କରୋନା ସଂକ୍ରମିତ: ସେମାନଙ୍କ ମଧ୍ୟରେ ୯୦ ପ୍ରତିଶତ ଶ୍ରମିକ
ସିଙ୍ଗାପୁର,୪।୫: ସିଙ୍ଗାପୁରରେ ୪୮୦୦ ଭାରତୀୟ କରୋନା ସଂକ୍ରମିତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୯୦ ପ୍ରତିଶତ ଶ୍ରମିକ ଥିବା କୁହାଯାଉଛି। ସ୍ଥାନୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ, ସମ୍ପ୍ରତି ସିଙ୍ଗାପୁରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୮,୨୦୫ ରହିଛି। ସେହିପରି ମୃତକଙ୍କ...
ଲକ୍ଷେ ଟପିବ ଆମେରିକା କରୋନା ମୃତ୍ୟୁ ସଂଖ୍ୟା: ଟ୍ରମ୍ପ୍
ଓ୍ବାଶିଂଟନ,୪।୫: କରୋନା ସଂକ୍ରମଣ ଯୋଗୁ ଆମେରିକାରେ ପ୍ରତିଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଆଗାମୀ ଦିନରେ କରୋନା ମୃତ୍ୟୁ ସଂଖ୍ୟା ଆମେରିକାରେ ଲକ୍ଷେ ଟପିବ ବୋଲି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ସତର୍କ ସୂଚନା ଦେଇଛନ୍ତି। ତାଙ୍କ ସରକାର...
ଲକ୍ଡାଉନରେ ବହି ପଢ, ଗଛ ଲଗାଅ: ଇମ୍ରାନ
ଇସ୍ଲାମାବାଦ,୪।୫: କରୋନା ସଂକ୍ରମଣ ରୋକିବାକୁ ଏବେ ବିଶ୍ୱର ଅଧିକାଂଶ ଦେଶରେ ଲକ୍ଡାଉନ ଫର୍ମୁଲାକୁ ଲାଗୁ କରାଯାଇଛି। ପାକିସ୍ତାନରେ ମଧ୍ୟ କରୋନା ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଥିବାରୁ ଏହା ଇମ୍ରାନ ଖାଁ ସରକାରଙ୍କ ପାଇଁ ଚିନ୍ତାର କାରଣ ପାଲଟି...
କରୋନା ସଙ୍କଟ ପରେ ଚାଇନା: ୩ ଦିନରେ ବୁଲି ବାହାରିଲେ ୮.୫ କୋଟି ପର୍ଯ୍ୟଟକ
ବେଜିଂ,୪।୫: କରୋନା ସଂକ୍ରମଣର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନାରେ ଏବେ ସ୍ଥିତି ସ୍ବାଭାବିକ ହେବାରେ ଲାଗିଛି। ଲୋକେ ନିଜର କାର୍ଯ୍ୟକ୍ଷେତ୍ରରେ ଯୋଗଦେବାକୁ ଆରମ୍ଭ କରିଛନ୍ତି। ମେ ମାସରେ ଚାଇନାରେ ହୋଇଥିବା ଛୁଟିରେ ଲୋକେ ବୁଲିବାକୁ ବାହାରିଛନ୍ତି। ଗତ ୩ ଦିନ ମଧ୍ୟରେ...
କରୋନା ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୪୮ ହଜାର ଟପିଲା
ଓ୍ବାଶିଂଟନ,୪।୫: କରୋନା ସଂକ୍ରମଣ ଯୋଗୁ ପୃଥିବୀରେ ଆତଙ୍କ ଦେଖାଦେଇଛି। ଇତିମଧ୍ୟରେ ପୃଥିବୀରେ ମୃତକଙ୍କ ସଂଖ୍ୟା ୨ ଲକ୍ଷ ୪୮ ହଜାର ୨୪୧ରେ ପହଞ୍ଚିଛି। ସେହିପରି ସଂକ୍ରମିତଙ୍କ ସଂଖ୍ୟା ୩୫ ଲକ୍ଷ ୬୫ ହଜାର ୧୧୦ ଛୁଇଁଛି। ୧୧ ଲକ୍ଷ ୫୩...
Archives


