ୟୁଏଇରୁ ଭାରତ ଫେରିବାକୁ ପଞ୍ଜିକରଣ କଲେ ଦେଢ଼ଲକ୍ଷରୁ ଅଧିକ ଭାରତୀୟ
ଆବୁଧାବି,୩।୫: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଏହାକୁ ରୋକିବା ପାଇଁ ବହୁ ଦେଶରେ ଲକ୍ଡାଉନ୍ ଜାରି ରହିଛି। ଏପରିସ୍ଥଳେ ୟୁଏଇରୁ ସ୍ବଦେଶ ଫେରିବାକୁ ଚାହୁଁଥିବା ଦେଢ଼ ଲକ୍ଷରୁ ଅଧିକ ଭାରତୀୟ ପଞ୍ଜିକରଣ କରିଛନ୍ତି। ଏନେଇ ୟୁଏଇରେ...
ଗୋଟିଏ ଦିନରେ ରୁଷ୍ରେ ୧୦ ହଜାର ନୂଆ କରୋନା ସଂକ୍ରମିତ ଚିହ୍ନଟ
ମସ୍କୋ,୩।୫: ରୁଷ୍ରେ କରୋନା ସଂକ୍ରମଣରେ ରେକର୍ଡ ବୃଦ୍ଧି ହୋଇଛି। ଗୋଟିଏ ଦିନରେ ଏଠାରେ ୧୦ ହଜାର ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ମସ୍କୋରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଧୀରେଧୀରେ ବଢୁଥିବା ଦେଖିବାକୁ ମିଳିଛି। ଚାଇନା, ଇଟାଲି, ଆମେରିକା ତୁଳନାରେ ରୁଷ୍ରେ...
ସୁସ୍ଥ ହେଲା ପରେ ବି କରୋନା ପଜିଟିଭ୍ ରିପୋର୍ଟ ଆସୁଛି କିପରି
ଓ୍ବାଶିଂଟନ,୩।୫: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। କରୋନା ଲଢ଼େଇରେ ଧୀରେଧୀରେ ସଫଳତାର ଆଶା ସୃଷ୍ଟି ହେବାରେ ଲାଗିଛି। ଚିକିତ୍ସା ପରେ ବହୁ ସଂକ୍ରମିତ ସୁସ୍ଥ ହେଉଛନ୍ତି। ମାତ୍ର ସୁସ୍ଥ ହେଉଥିବା କିଛି ଲୋକଙ୍କ କରୋନା ସଂକ୍ରମଣ...
କରୋନା ଭାଇରସ: ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କୁ ମୃତ ଘୋଷଣା କରିବାକୁ ପ୍ରସ୍ତୁତ ହେଉଥିଲେ ଡାକ୍ତର
ଲଣ୍ଡନ,୩।୫: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ କିଛିଦିନ ହେବ କରୋନାରେ ପୀଡ଼ିତ ଥିବା ବେଳେ ଏବେ ସେ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ଯାଇଛନ୍ତି। ହେଲେ ସେ ଯେତେବେଳେ କରୋନାରେ ପୀଡ଼ିତ ହୋଇ ଚିକତ୍ସିତ ହେଉଥିଲେ ସେହି ସମୟର ଅନୁଭୂତିକୁ ସେ...
କରୋନା ଯୋଦ୍ଧାଙ୍କ ପିପିଇ ଅସୁରକ୍ଷିତ
ବେଜିଂ,୩।୫: ମହାମାରୀ କରୋନା ସଂକ୍ରମିତଙ୍କୁ ଚିକିତ୍ସା କରୁଥିବା ଡାକ୍ତର ଓ ପାରା ମେଡିକାଲ ଷ୍ଟାଫ୍ଙ୍କ ପାଇଁ ବ୍ୟକ୍ତିଗତ ସୁରକ୍ଷା ଉପକରଣ (ପିପିଇ) ଅନିବାର୍ଯ୍ୟ। ଏହାଦ୍ୱାରା ସେମାନେ ଚିକିତ୍ସା କରିବାବେଳେ ନିଜେ କରୋନା ସଂକ୍ରମଣରୁ ରକ୍ଷା ପାଇବେ। ହେଲେ ଏକ ନୂତନ...
ଚାଇନାରେ ସଂକ୍ରମଣ ୧କୁ ହ୍ରାସ
ବେଜିଂ,୩।୫: କରୋନା ଭୂତାଣୁର ଉତ୍ପତ୍ତିସ୍ଥଳ ଚାଇନାରେ ଶୁକ୍ରବାର ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ତାହା ବାହାରୁ ଆସିଥିବା ମାମଲା ବୋଲି କୁହାଯାଉଛି। ଡିସେମ୍ବର ମାସରେ ପ୍ରଥମେ ଏହି ଭୂତାଣୁ ସଂକ୍ରମଣ ଜଣାପଡିଥିଲା। ସେଠାରେ କରୋନାରେ ୪୬୩୩ ଜଣଙ୍କର ମୃତ୍ୟୁ ଘଟିଥିଲା।...
ଦିନକରେ ୩୮ ହଜାର ନୂଆ ମାମଲା
ଓ୍ବାଶିଂଟନ/ରୋମ୍/ ଲଣ୍ଡନ, ୩।୫: କରୋନା ମହାମାରୀ ଯୋଗୁ ବିଶ୍ୱ ଏବେ ଥରହର। ୨୧୨ ଦେଶରେ ଏହି ଭୂତାଣୁ ରାଜୁତି କରୁଥିବା ବେଳେ ଅନାୟାସରେ ଗୋଟିକ ପରେ ଗୋଟିଏ ଜୀବନ ଯାଉଛି। ଶନିବାର ସୁଦ୍ଧା ବିଶ୍ୱରେ ୩୪.୩ ଲକ୍ଷରୁ ଊର୍ଦ୍ଧ୍ୱ ଭୂତାଣୁ...
ବିଶ୍ୱକୁ ମିଛ କହିଥିଲା ଚାଇନା
ବେଜିଂ, ୩।୫: କରୋନା ଭୂତାଣୁ ସାରାବିଶ୍ୱରେ ଆତଙ୍କ ଖେଳାଇଛି। ବିଶ୍ୱକୁ ବ୍ୟାପିଥିବା ଏହି ଭୂତାଣୁର ଉତ୍ପତ୍ତି ଓ ସଂକ୍ରମଣ ସମ୍ପର୍କରେ ଚାଇନା ଜାଣିଶୁଣି ତଥ୍ୟ ଲୁଚାଇଥିଲା, ଯାହା ଫଳରେ ଏହି ପ୍ରାଣଘାତୀ ଭୂତାଣୁ କବଳରୁ ରକ୍ଷା ପାଇବା ଲାଗି ସଫଳ...
ସଙ୍କଟରେ ବିଶ୍ୱର ଅଧା ଶ୍ରମଶକ୍ତି
ଜେନେଭା,୩।୫ : ମହାମାରୀ କରୋନା ମୁକାବିଲା ପାଇଁ ଜାରି ଲକ୍ଡାଉନ୍ ଯୋଗୁ ଅଣସଙ୍ଗଠିତ ଅର୍ଥନୀତିର ପ୍ରାୟ ୧୬୦ କୋଟି ଶ୍ରମିକ ଜୀବିକା ହରାଇବେ, ଯାହାଙ୍କୁ ବିଶ୍ୱର ଅଧା ଶ୍ରମଶକ୍ତି ବୋଲି ଧରାଯାଇଥାଏ। ସେହିପରି ୪୩୬ ନିୟୁତ ଉଦ୍ୟୋଗ ବନ୍ଦ ହେବା...
ବିଶେଷ ଧରଣର ଟୋପି ପିନ୍ଧି ସାମାଜିକ ଦୂରତ୍ୱ ରକ୍ଷାକଲେ ଚାଇନା ଛାତ୍ରୀଛାତ୍ର
ବେଜିଂ,୨।୫: ବିଗତ ୪ ମାସ ଧରି କରୋନା ସଂକ୍ରମଣରେ ଛଟପଟ ହେଉଥିବା ଚାଇନା ଏକ ପ୍ରକାର ଏହି ଯୁଦ୍ଧରେ ବିଜୟୀ ହୋଇଛି ବୋଲି କହୁଥିବା ବେଳେ ଏବେବି ସେଠି କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଉଥିବା ଖବର ବେଳେ ବେଳେ ନଜରକୁ...
ଏଲୋନ୍ ମୁସ୍କ୍ଙ୍କ ବିବାଦୀୟ ଟୁଇଟ୍: ଟେସଲାର ୧୫ ଶହ କୋଟି ଡଲାର କ୍ଷତି
ନ୍ୟୁୟର୍କ,୨।୫: ଟେସଲା ଇଲେକ୍ଟ୍ରିକ୍ କାର୍ କମ୍ପାନୀ ପ୍ରାୟ ୧୫ ଶହ କୋଟି ଡଲାରର କ୍ଷତି ସହିଛି। ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ କାର୍ଯ୍ୟନିବାହୀ ଏଲୋନ୍ ମୁସ୍କ୍ଙ୍କର ଏକ ବିବାଦୀୟ ଟୁଇଟ୍ ଯୋଗୁ ଏଭଳି ଘଟିଛି। ସୂଚନାଯୋଗ୍ୟ, କମ୍ପାନୀର ଶେୟାର ଦାମ...
କରୋନାର କରୁଣ ଦୃଶ୍ୟ: ମୃତ ଲୋକଙ୍କ ପାଇଁ ମିଳୁନି କଫିନ!
ସାଓ ପୋଲୋ,୨।୫: ବ୍ରାଜିଲର ମାନୁସ ସହରରେ କରୋନାର କରୁଣ ଦୃଶ୍ୟ ଦେଖିବାକୁ ମିଳିଛି। ମିଳିଥିବା ଖବର ଅନୁଯାୟୀ, ଏଠାରେ ପ୍ରତିଦିନ କରୋନା ସଂକ୍ରମଣରେ ଶହ ଶହ ଲୋକଙ୍କ ମୃତ୍ୟୁ ହେଉଛି। ମୃତଦେହ ରଖିବାକୁ ଶବଗୃହରେ ସ୍ଥାନର ଅଭାବ ପଡିଥିବା ବେଳେ...
Archives


