ଅନ୍ତର୍ଜାତୀୟ

ରାଜ ପରିବାରରୁ ବିଚ୍ଛେଦ

ଲଣ୍ଡନ, ୨୦।୨: ବ୍ରିଟିଶ୍‌ ରାଜ ପରିବାରରୁ ପ୍ରିନ୍ସ ହ୍ୟାରି ଓ ତାଙ୍କ ସ୍ତ୍ରୀ ମେଘାନ ଚୂଡ଼ାନ୍ତ ସମ୍ପର୍କ ଛିନ୍ନ କରିଛନ୍ତି। ସେମାନେ ରାଜତନ୍ତ୍ରର କାର୍ଯ୍ୟକାରୀ ସଦସ୍ୟ ଭାବେ ଫେରିବେ ନାହିଁ ବୋଲି ରାଣୀ ଏଲିଜାବେଥ୍‌ଙ୍କୁ ଜଣାଇଦେଇଥିବା ବଙ୍କିହାମ୍‌ ପ୍ୟାଲେସ୍‌ ପକ୍ଷରୁ ଶୁକ୍ରବାର…

ମଙ୍ଗଳ ମାଟିରେ ରୋଭର

ଓ୍ବାଶିଂଟନ୍‌, ୨୦ା୨: ଲୋହିତ ଗ୍ରହରେ ଜୀବସତ୍ତା ସନ୍ଧାନ ଦିଗରେ ଆମେରିକା ମହାକାଶ ଗବେଷଣା ସଂସ୍ଥା ନାସା(ନ୍ୟାଶନାଲ ଏରୋନଟିକ୍ସ ସ୍ପେଶ୍‌ ଆଡମିନିଷ୍ଟ୍ରେଶନ)କୁ ମିଳିଛି ଐତିହାସିକ ସଫଳତା। ନାସା ପକ୍ଷରୁ ମଙ୍ଗଳକୁ ପଠାଯାଇଥିବା ଯାନ ‘ପର୍ସିଭରେନ୍ସ ରୋଭର’ ଭାରତୀୟ ସମୟ ଗୁରୁବାର ରାତି ୨ଟା…

ମାଟିରେ ମିଶିଲା ଟ୍ରମ୍ପଙ୍କ ୩୪ ମହଲା ପ୍ଲାଜା

ୱାଶିଂଟନ,୨୦ ।୨: ରାଷ୍ଟ୍ରପତି ପଦ ଯିବାପରେ ଡୋନାଲ୍ଡ ଟ୍ରମ୍ପଙ୍କ ପ୍ଲାଜାକୁ ପ୍ରାୟ ୩ହଜାର ଡିନାମାଇଟ ଲଗାଇ ଭାଙ୍ଗି ଦିଆଯାଇଛି । ପ୍ଲାଜାଟି କମ୍‌ଜୋର ହୋଇଯାଇଥିବା ଗତବର୍ଷ ଜୁନରେ ଆଟଲାଣ୍ଟିକ ସହରର ମେୟର ମାର୍ଟି ସ୍ମାଲ ସୂଚନା ଦେବା ସହ ଏହାକୁ ଭାଙ୍ଗି…

କ୍ୟାମେରା ଆଗରେ ରିପୋର୍ଟରକୁ ଲୁଟିଲେ

କ୍ୱିଟୋ,୨୦।୨: ଜଣେ ରିପୋର୍ଟର ଓ ଟିଭି କ୍ରୁ ମେମ୍ବରଙ୍କୁ ବନ୍ଧୁକ ମୁନରେ ଲୁଟିଛନ୍ତି। ତାହା ପୁଣି ଲାଇଭ କ୍ୟାମେରା ଆଗରେ। ଇକ୍ୱାଡରରେ ଘଟିଥିବା ଏହି ଅବିଶ୍ୱସନୀୟ ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଯାଇଛି। ଭିଡିଓରେ ଜଣେ ଲୁଟେରା ବନ୍ଧୁକ ଦେଖାଇ…

ଇତିହାସ ରଚିଲା ନାସା: ମଙ୍ଗଳରେ ଓହ୍ଲାଇଲା ପର୍ସଭରେନ୍ସ ରୋଭର

ୱାଶିଂଟନ,୧୯ ।୨: ଆମେରିକାର ମହାକାଶ ଗବେଷଣା ସଂସ୍ଥା ନାସାର ପର୍ସଭରେନ୍ସ ରୋଭର ଗୁରୁବାର ମଙ୍ଗଳରେ ଓହ୍ଲାଇଛି । ନାସା ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି କି ପର୍ସଭରେନ୍ସ ରୋଭର ମଙ୍ଗଳ ଗ୍ରହରେ ସଫଳତା ପୂର୍ବକ ଲ୍ୟାଣ୍ଡ କରିଛି । ଏହା…

ଶେଷରେ ମାନିଲା ଚାଇନା

ବେଜିଂ,୧୯ ।୨: ପୂର୍ବ ଲଦ୍ଦାଖର ଏଲ୍‌ଏସିରେ ଗତ ବର୍ଷ ମେ’ ମାସରୁ ଭାରତ-ଚାଇନା ମଧ୍ୟରେ ତୁତୁମେମେ ଆରମ୍ଭ ହୋଇଛି । ଏହି ଦୁଇ ଦେଶ ମଧ୍ୟରେ ଜମି ରହିଥିବା ବରଫ ଧୀରେ ଧୀରେ ତରଳିବା ଆରମ୍ଭ କଲାଣି । ଏବେ ପୂର୍ବ…

ନ୍ୟୁଜ୍‌ ଶେୟାର ବନ୍ଦକଲା ଫେସ୍‌ବୁକ୍‌

କାନ୍‌ବେରା,୧୯ା୨: ମାର୍କ ଜୁକରବର୍ଗଙ୍କ ଫେସ୍‌ବୁକ୍‌ ଓ ଅଷ୍ଟ୍ରେଲିଆ ସରକାରଙ୍କ ମଧ୍ୟରେ ନ୍ୟୁଜ୍‌ କଣ୍ଟେଣ୍ଟ ପାଇଁ ପେମେଣ୍ଟକୁ ନେଇ ତିକ୍ତତା ବଢ଼ିବାରେ ଲାଗିଛି। ନୂଆ ଆଇନ ଉପରେ ଆପତ୍ତି ଜଣାଇ ଫେସ୍‌ବୁକ୍‌ ଅଷ୍ଟ୍ରେଲିଆର ବିରୋଧୀ ନେତାମାନଙ୍କ ସମେତ ସ୍ବାସ୍ଥ୍ୟ ବିଭାଗ ଓ ପାଣିପାଗ…

ବର୍ଣ୍ଣବୈଷମ୍ୟ ଅଭିଯୋଗ: ଇସ୍ତଫା ଦେଲେ ରଶ୍ମୀ ସାମନ୍ତ

ନୂଆଦିଲ୍ଲୀ/ଲଣ୍ଡନ,୧୮।୨: ପ୍ରଥମ ଭାରତୀୟ ମହିଳା ଭାବେ ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ଛାତ୍ରସଂଘର ସଭାପତି ନିର୍ବାଚିତ ହୋଇଥିବା ରଶ୍ମୀ ସାମନ୍ତ ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି। ଏନେଇ ଫେସ୍‌ବୁକ୍‌ରେ ସେ ସୂଚନା ଦେଇଛନ୍ତି। ତାଙ୍କ ବିରୋଧରେ ବର୍ଣ୍ଣବୈଷମ ଅଭିଯୋଗ ଆସିବା ପରେ ସେ ମର୍ମାହତ…

ସାମରିକ ଶାସକଙ୍କ କଟକଣା: ପ୍ରଭାବିତ ହେଉଛି ମ୍ୟାନ୍‌ମାର ଅର୍ଥନୀତି

ନାପିତ୍ୱ,୧୮।୨: ମ୍ୟାନ୍‌ମାରରେ ସାମରିକ ଶାସକଙ୍କ କଟକଣା ଯୋଗୁ ସ୍ଥିତି ଏବେ ସଙ୍କଟ ଜନକ ହେବାରେ ଲାଗିଛି। ଦେଶରେ ରାତ୍ର କାଳୀନ କର୍ଫ୍ୟୁ ଜାରି ହେବା ସହିତ ଇଣ୍ଟରନେଟ୍‌ ସେବା ଉପରେ ରାତ୍ର ୧ଟାରୁ ପୂର୍ବାହ୍ନ ୯ଟା ପର୍ଯ୍ୟନ୍ତ ପ୍ରତିବନ୍ଧକ ଲଗାଯାଇଛି। ଏହା…

ନ୍ୟୁଜ୍‌ ଓ୍ବେବସାଇଟ୍‌କୁ ବ୍ୟାନ୍‌ କଲା ଫେସବୁକ୍‌

କାନବେରା,୧୮।୨: ସୁରକ୍ଷାକୁ ଦୃଷ୍ଟିରେ ରଖି ଅଷ୍ଟ୍ରେଲିଆରେ ଫେସବୁକ୍‌ ପକ୍ଷରୁ କେତେକ ନ୍ୟୁଜ୍‌ ଓ୍ବେସାଇଟ୍‌ ସହିତ ଅନ୍ୟ ପେଜ୍‌କୁ ବ୍ୟାନ୍‌ କରିଛି। ଏହାଦ୍ୱାରା ଜରୁରିକାଳୀନ ସେବା ପ୍ରଭାବିତ ହୋଇଛି। କରୋନା ସଂକ୍ରମଣ ସମ୍ପର୍କରେ ୟୁଜରଙ୍କୁ ଅବଗତ କରାଉଥିବା ପେଜ୍‌ ମଧ୍ୟ ଅକାମୀ ହୋଇ…

ମଲାଲାଙ୍କୁ ହତ୍ୟା ଧମକ ଦେଲେ ତାଲିବାନ ଆତଙ୍କବାଦୀ: ଟୁଇଟର ଦ୍ୱାରା ଆକାଉଣ୍ଟ ଡିଲିଟ

ଇସ୍‌ଲାମାବାଦ,୧୮ ।୨: ନୋବେଲ ପୁରସ୍କାର ବିଜେତା ମଲାଲା ୟୁଶୁଫଜଇଙ୍କ ଉପରେ ୯ ବର୍ଷ ପୂର୍ବେ ଜୀବନରୁ ମାରିଦେବାଲାଗି ଉଦ୍ୟମ କରିଥିବା ପାକିସ୍ତାନୀ ତାଲିବାନ ଆତଙ୍କବାଦୀ ପୁଣିଥରେ ତାଙ୍କୁ ହତ୍ୟା କରିବାକୁ ଧମକ ଦେଇଛନ୍ତି । ଟୁଇଟ୍ କରି ଆତଙ୍କବାଦୀମାନେ ଲେଖିଛନ୍ତି ଏଥର…

ଚାହୁଁଚାହୁଁ ହଠାତ୍‌ ବିମାନବନ୍ଦରରେ ମାଟିରେ ମିଶିଲା ୮୪ ଫୁଟର ଟାଓ୍ବାର, ଦେଖନ୍ତୁ ପୂରା ଭିଡିଓ

ଓ୍ବାଶିଂଟନ,୧୭।୨: ଆମେରିକାର ୟୁଟାରେ ସଲ୍ଟ ଲେକ୍‌ ସିଟି ଇଣ୍ଟରନ୍ୟାଶନାଲ ବିମାନବନ୍ଦରରେ ୮୪ ଫୁଟର ଏକ ଷ୍ଟିଲ୍‌ ଏବଂ କଂକ୍ରିଟ ଟାଓ୍ବାର ଧ୍ୱଂସ ହୋଇଯାଇଛି। ବିମାନବନ୍ଦର ପକ୍ଷରୁ ଜାରି କରାଯାଇଥିବା ଭିଡିଓରେ ଏହି ବିଶାଳକାୟ ଟାଓ୍ବାର ତଥା ‘ଡେଲ୍‌ଟା ଟାଓ୍ବାର’ କିଛି ସମୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri