ଅନ୍ତର୍ଜାତୀୟ

ଟାରିଫ୍‌ ହ୍ରାସ: ଭାରତ ଉପରେ ପଡ଼ିପାରେ ତେଲ ବୋଝ

ନୂଆଦିଲ୍ଲୀ,୩ା୨: ଭାରତ-ଆମେରିକା ବାଣିଜ୍ୟ ବୁଝାମଣା ପରେ ଆମେରିକା ଭାରତ ଉପରୁ ଟାରିଫ୍‌ ହ୍ରାସ କରିବାକୁ ଘୋଷଣା କରିଛି। ପୂର୍ବରୁ ଭାରତ ଉପରେ ୫୦% ଟାରିଫ୍‌ ରହିଥିଲା ବେଳେ ଏବେ ଏହା ୧୮%କୁ ଖସିଛି। ରୁଷିଆରୁ ଭାରତ ତୈଳ ଆମଦାନୀ ବନ୍ଦ କରିବାକୁ…

୨ ଦିନରେ ୧୭୭ ଆତଙ୍କବାଦୀ ନିହତ

ଇସ୍‌ଲାମାବାଦ,୩ା୨: ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶରେ ବେଲୋଚ ଆତଙ୍କବାଦୀ ଏବଂ ପାକିସ୍ତାନ ସେନା ମଧ୍ୟରେ ଲାଗି ରହିଥିବା ସଂଘର୍ଷ ଏବେ ମଧ୍ୟ କିଛି ଇଲାକାରେ ଜାରି ରହିଛି। ଇତିମଧ୍ୟରେ ପାକ୍‌ ସେନା ଗୁଳିରେ ଆଉ ୨୨ ବେଲୋଚ ଆତଙ୍କବାଦୀ ନିହତ ହୋଇଛନ୍ତି। ବର୍ତ୍ତମାନ…

ଭାରତ ପାଇଁ ଖୁସି ଖବର: ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା ପରେ ଟ୍ରମ୍ପ କଲେ ବଡ ଘୋଷଣା

ନୂଆଦିଲ୍ଲୀ,୨।୨: ଭାରତ ପାଇଁ ଏକ ବଡ଼ ଖୁସି ଖବର ସାମ୍ନାକୁ ଆସିଛି । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତୀୟ ସାମଗ୍ରୀ ଉପରେ ଲାଗୁ ହୋଇଥିବା ଟ୍ୟାରିଫ୍ ବା ଆମଦାନୀ ଶୁଳ୍କକୁ ୨୫ ପ୍ରତିଶତରୁ ୧୮ ପ୍ରତିଶତକୁ ହ୍ରାସ କରିବା ପାଇଁ…

ଭାରତର ବଜେଟ୍‌ ଯୋଗୁ କେଉଁ ଦେଶକୁ ବଡ଼ କ୍ଷତି, କାହାକୁ ମିଳିଲା ଫାଇଦା, ଜାଣନ୍ତୁ …

ନୂଆଦିଲ୍ଲୀ,୨।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର ସଂସଦରେ କେନ୍ଦ୍ର ବଜେଟ ୨୦୨୬-୨୭ ଉପସ୍ଥାପନ କରିଥିଲେ। ଘରୋଇ ପ୍ରାଥମିକତା ଉପରେ ଧ୍ୟାନ କେନ୍ଦ୍ରିତ ରହିଥିଲେ ମଧ୍ୟ, ବଜେଟ ଭାରତର ସୀମା ବାହାରେ ମଧ୍ୟ ଦୃଢ଼ ସଙ୍କେତ ଦେଇଛି। ବୈଦେଶିକ ସହାୟତା ଆବଣ୍ଟନରେ ପରିବର୍ତ୍ତନ…

ବାଂଲାଦେଶକୁ ଜୋରଦାର ଝଟ୍‌କା ଦେଲା ଭାରତ: ଶେଷରେ ପଶ୍ଚାତାପ କରିବା ଛଡା…

ନୂଆଦିଲ୍ଲୀ,୨।୨: ଏଥର କେନ୍ଦ୍ର ବଜେଟ ୨୦୨୬-୨୭ରେ ଭାରତର ବୈଦେଶିକ ସହାୟତା ନୀତି ବିଷୟରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହେଉଛି। ବାଂଲାଦେଶକୁ ଆବଣ୍ଟିତ ସହାୟତାରେ ଉଲ୍ଲେଖନୀୟ ହ୍ରାସ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ବଜେଟ ବାଂଲାଦେଶକୁ କେବଳ ୬୦ କୋଟି ଯୋଗାଇବାକୁ ନିଷ୍ପତ୍ତି ନେଇଛି,…

ଶେଖ ହାସିନାଙ୍କୁ ବଡ଼ ଝଟ୍‌କା: କୋର୍ଟ ଦେଲେ ବଡ଼ ରାୟ

ଢାକା,୨।୨: ବାଂଲାଦେଶର ଏକ କୋର୍ଟ ସରକାରୀ ଗୃହ ପ୍ରକଳ୍ପ ଜମି ଆବଣ୍ଟନରେ ଅନିୟମିତତା ସହିତ ଜଡିତ ଦୁଇଟି ପୃଥକ ଦୁର୍ନୀତି ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କୁ ୧୦ ବର୍ଷ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି। ଢାକାର ସୱତନ୍ତ୍ର ବିଚାରପତି କୋର୍ଟ-୪ର ବିଚାରପତି…

ହେବ ତୃତୀୟ ବିଶ୍ୱ ଯୁଦ୍ଧ! କାହିଁକି ଉଠୁଛି ଭାରତ-ପାକିସ୍ତାନ ନାମ? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨।୨: ୨୦୨୬ ମସିହାର ପ୍ରଥମ ମାସରେ, ବିଶ୍ୱର ଅଧିକାଂଶ ସ୍ଥାନରେ ଉତ୍ତେଜନା ଦେଖାଦେଇଛି। ଇରାନ ଉପରେ ଆମେରିକାର ସମ୍ଭାବ୍ୟ ଆକ୍ରମଣର ଭୟ ସମଗ୍ର ପଶ୍ଚିମ ଏସିଆରେ ଘୂରି ବୁଲୁଛି। ଏହି ସମୟରେ, ଗ୍ରୀନଲ୍ୟାଣ୍ଡକୁ ମିଶାଇବା ପାଇଁ ଆମେରିକାର ଯୋଜନା ୟୁରୋପରେ ଚିନ୍ତାକୁ…

୨୦୨୫ରେ ଦେଶ ଛାଡିଛନ୍ତି ୭ ଲକ୍ଷରୁ ଅଧିକ ପାକିସ୍ତାନୀ, ରିପୋର୍ଟରେ ବଡ଼ ଦାବି

ଇସଲାମାବାଦ,୧।୨: ୨୦୨୫ ମସିହାରେ ୭,୬୦,୦୦୦ ରୁ ଅଧିକ ପାକିସ୍ତାନୀ ନିଯୁକ୍ତି ଖୋଜିବାକୁ ଦେଶ ଛାଡିଥିଲେ। ଏହି ସଂଖ୍ୟା ଦେଶରେ ବଢୁଥିବା ଆର୍ଥିକ ଚାପ ଏବଂ ନିଯୁକ୍ତି ସୁଯୋଗର ଅଭାବକୁ ଦର୍ଶାଉଛି। ପାକିସ୍ତାନ ଅର୍ଥ ମନ୍ତ୍ରଣାଳୟର ମାସିକ ଅର୍ଥନୈତିକ ଅପଡେଟ ଏବଂ ଆଉଟଲୁକ…

ଏପ୍‌ଷ୍ଟିନ୍‌ ଫାଇଲ୍‌ରେ ମୀରା ନାୟାର

ଓ୍ବାଶିଂଟନ,୧।୨: ଯୌନ କେଳେଙ୍କାରୀ ମାମଲାରେ ଦୋଷୀସାବ୍ୟସ୍ତ ନିୟୁତପତି ଫାଇନାନ୍ସର ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କ ସମ୍ପର୍କିତ ଅଧିକ ଅନୁସନ୍ଧାନଯୋଗ୍ୟ ଫାଇଲ୍‌ ତଥ୍ୟକୁ ଆମେରିକା ନ୍ୟାୟ ବିଭାଗ ଶୁକ୍ରବାର ପ୍ରକାଶ କରିଛି। ଏପ୍‌ଷ୍ଟିନ୍‌ଙ୍କ ସଦ୍ୟ ପ୍ରକାଶିତ ୩ ନିୟୁତରୁ ଊର୍ଦ୍ଧ୍ୱ ପୃଷ୍ଠାର ଫାଇଲ୍‌ରେ ଭାରତୀୟ ବଂଶୋଦ୍ଭବ…

ଗାଜାରେ ଇସ୍ରାଏଲୀ ଆକ୍ରମଣ: ୨୯ ମୃତ

ଡେଇର ଅଲ୍‌-ବଲାହ,୧।୨: ଇସ୍ରାଏଲ୍‌- ଗାଜା ଯୁଦ୍ଧ ବନ୍ଦ କରିବା ଲକ୍ଷ୍ୟରେ ଗତବର୍ଷ ଅକ୍ଟୋବରରେ ଅସ୍ତ୍ରବିରତି କାର୍ଯ୍ୟକାରୀ ହୋଇଥିଲା। ଏହା ସତ୍ତ୍ୱେ ଇସ୍ରାଏଲୀ ସେନା ଶନିବାର ଗାଜା ଉପରେ ଆକ୍ରମଣ କରିଛି। ଏଥିରେ ଅନୂ୍ୟନ ୨୯ ଜଣ ପାଲେଷ୍ଟିନୀୟ ନିହତ ହୋଇଛନ୍ତି। ଅସ୍ତ୍ରବିରତି…

ଖଣି ଭୁଶୁଡ଼ି ଚାଲିଗଲା ୨୦୦ ଲୋକଙ୍କ ଜୀବନ, ପଶି ରହିଛନ୍ତି ଅନେକ…

ଗୋମା(କଙ୍ଗୋ),୩୧ା୧ପୂର୍ବ କଙ୍ଗୋର କୋଲଟାନ ଖଣି ଅଞ୍ଚଳରେ କେତେକ ଖଣି ଭୁଶୁଡ଼ିପଡ଼ିବାରୁ ଅନୂ୍ୟନ ୨୦୦ ଲୋକଙ୍କ ମୃତ୍ୟୁ ଘଟିଥିବା ଶନିବାର ବିଦ୍ରୋହୀ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏମ୍‌୨୩ ବିଦ୍ରୋହୀଙ୍କ ନିୟନ୍ତ୍ରଣରେ ଥିବା ରୁବାୟା ଖଣି ହଠାତ୍‌ ଭୁଶୁଡ଼ି ପଡ଼ିଥିଲା। ପ୍ରବଳ ବର୍ଷା…

ବେଲୁଚିସ୍ତାନରେ ପୁଣି ଜଳିଲା ବିଦ୍ରୋହର ନିଆଁ! BLA ଚଳାଇଛି Operation Herof 2.0 , ୧୨ ପାକିସ୍ତାନୀ ସେନା ନିହତ

କ୍ୱେଟା,୩୧।୧: ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶ ପୁଣି ଥରେ ଯୁଦ୍ଧକ୍ଷେତ୍ର ପାଲଟିଛି, ଶନିବାର (ଜାନୁଆରୀ ୩୧) ବେଲୁଚି ଆର୍ମିମାନେ ଏକକାଳୀନ ୧୦ଟି ସହରରେ ପାକିସ୍ତାନୀ ସେନା ଏବଂ ISI ଘାଟି ଉପରେ ଆକ୍ରମଣ କରିଛନ୍ତି। ବେଲୁଚିସ୍ତାନ ଲିବରେସନ ଆର୍ମି (BLA) ଏହି ଆକ୍ରମଣକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?