ବାଇଡେନ୍ ଆମେରିକା ରାଷ୍ଟ୍ରପତି
ଓ୍ବାଶିଂଟନ,୭।୧୧-ଆମେରିକାର ୪୬ତମ ରାଷ୍ଟ୍ରପତି ଭାବେ ଡେମୋକ୍ରାଟିକ୍ ପାର୍ଟି ପ୍ରାର୍ଥୀ ଜୋ ବାଇଡେନ୍ ଶନିବାର ବିଜୟୀ ହୋଇଛନ୍ତି। ସେ ରିପବ୍ଲିକାନ ପାର୍ଟି ନେତା ତଥା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କୁ ପରାସ୍ତ କରି ମହାମାରୀ ଓ ସାମାଜିକ ତଥା ଅର୍ଥନୈତିକ ଦୁଃସ୍ଥିତି ସମୟରେ ଦେଶର…
ଜାତିସଂଘ ଉପଦେଷ୍ଟା କମିଟିରେ ବିଦିଶା
ଜାତିସଂଘ,୭।୧୧: ଭାରତୀୟ କୂଟନୀତଜ୍ଞ ବିଦିଶା ମୈତ୍ର ଜାତିସଂଘ ଉପଦେଷ୍ଟା (ପ୍ରଶାସନିକ ଓ ବଜେଟାରୀ) କମିଟିକୁ ମନୋନୀତ ହୋଇଛନ୍ତି। ତାଙ୍କୁ ୧୨୬ ଖଣ୍ଡ ଭୋଟ ମିଳିଛି। ୧୯୩ ସଦସ୍ୟଯୁକ୍ତ ସାଧାରଣ ସଭାରେ ଯୋଗ୍ୟତା, ଅଭିଜ୍ଞତା ଓ ଭୌଗୋଳିକ ଜ୍ଞାନକୁ ନେଇ ସଦସ୍ୟଙ୍କୁ ବଛାଯାଇଥାଏ।…
ଟ୍ରମ୍ପ ହାରିବା ନିଶ୍ଚିତ: ସ୍ୱାସ୍ଥ୍ୟ-ଅର୍ଥବ୍ୟବସ୍ଥା ଉପରେ କାମ ଆରମ୍ଭ କଲେ ବାଇଡେନ!
ୱାଶିଂଟନ,୭ ।୧୧: ଆମେରିକା ରାଷ୍ଟ୍ରପତି ନିର୍ବାଚନର ଦୁଇ ଦିନ ପରେ ବି ଫଳାଫଳ ସ୍ପଷ୍ଟ ହୋଇ ପାରିନାହିଁ । ଭୋଟ ଗଣନା ବେଳେ ଡେମୋକ୍ରେଟ୍ ପ୍ରାର୍ଥୀ ଜୋ ବାଇଡେନ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କଠାରୁ ଆଗରେ ରହିଛନ୍ତି । ତେବେ ନିଜର…
ଏହି ହୋଟେଲ୍ର ୫ମ ମହଲାକୁ ଯିବା ମନା: ଗଲେ ମିଳୁଛି ଛାତି ଥରିଗଲା ଭଳି ଦଣ୍ଡ
ଉତ୍ତର କୋରିଆକୁ ଏକ ରହସ୍ୟମୟ ଦେଶ ଭାବରେ ବେଶ୍ ଜଣାଶୁଣା। ସାଧାରଣତଃ ଅତିଥିମାନଙ୍କୁ ହୋଟେଲର କୌଣସି ମହଲା ପରିଦର୍ଶନ କରିବାକୁ ଅନୁମତି ଦିଆଯାଏ ନାହିଁ ଏଭଳି କେଉଁଠି ହୋଇ ନଥାଏ। କିନ୍ତୁ ଉତ୍ତର କୋରିଆରେ ଏପରି ଏକ ହୋଟେଲ ଅଛି ଯେଉଁଠାରେ…
ନିର୍ବାଚନ ପରିଣାମ ଆସିବା ପୂର୍ବରୁ ହ୍ବାଇଟ୍ ହାଉସ୍ ଛାଡ଼ୁଛନ୍ତି କି ଟ୍ରମ୍ପ? ଭାଇରାଲ ହେଉଛି ଏହି ଭିଡିଓ, ଦେଖନ୍ତୁ…
ଓ୍ବାଶିଂଟନ,୭।୧୧: ଆମେରିକା ରାଷ୍ଟ୍ରପତି ନିର୍ବାଚନ ଉପରେ ବିଶ୍ୱ ସମୁଦାୟର ନଜର କେନ୍ଦ୍ରୀଭୂତ ହୋଇଥିବା ବେଳେ ୭୭ ବର୍ଷୀୟ ଡେମୋକ୍ରାଟ ଜୋ ବାଇଡେନ୍ ଜିତିବା ଧିରେ ଧିରେ ସ୍ପଷ୍ଟ ହେଉଛି। ଅପରପକ୍ଷେ ରିପବ୍ଲିକାନ୍ ଡୋନାଲ୍ଡ ଟ୍ରମ୍ପ ଏହି ଜନାଦେଶକୁ ଗ୍ରହଣ କରିବାକୁ ଅସ୍ବୀକାର…
ଏଠାରେ ହୁଏ ହୀରା ବର୍ଷା !
ଓ୍ବାଶିଂଟନ,୭।୧୧: ଆକାଶରୁ ହୀରା ବର୍ଷା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। ତେବେ ଏହା ସତ୍ୟ। ଆମ ସୌରମଣ୍ଡଳର ନେପ୍ଚୁନ୍ ଗ୍ରହରେ ଏଭଳି ଘଟଣା ଘଟିଥାଏ। ସୌରମଣ୍ଡଳର ୪ଟି ଗ୍ରହରେ ଗ୍ୟାସ୍ ଭରି ରହିଥିବା ମହାକାଶ ବିଜ୍ଞାନୀମାନେ କହିଥାନ୍ତି। ସେଥିମଧ୍ୟରେ ଶନି,…
ଚାଇନାର ଠକାମୀ ପଡ଼ିଲା ଧରା: ୪ ବନ୍ଧୁଦେଶଙ୍କୁ ବିକ୍ରି କରିଛି ନକଲି ଅସ୍ତ୍ରଶସ୍ତ୍ର
ବେଜିଂ,୭।୧୧: ଚାଇନାକୁ ବିଶ୍ୱାସ କରିଥିବା ଦେଶ ଏବେ ପଶ୍ଚାତାପ କରୁଛନ୍ତି। ବନ୍ଧୁ ବୋଲି କହି ଚାଇନା ସେମାନଙ୍କୁ ଠକି ଦେଇଛି। ୪ଟି ବନ୍ଧୁଦେଶକୁ ଚାଇନା ନକଲି ଅସ୍ତ୍ରଶସ୍ତ୍ର ବିକ୍ରି କରିଛି। ଏବେ ଏହି ଘଟଣା ଧରା ପଡ଼ିଛି। ବାଂଲାଦେଶ, ନେପାଳ, ପାକିସ୍ତାନ…
ଆଇଇଡି ବିସ୍ଫୋରଣ: ଗଣମାଧ୍ୟମ ପ୍ରତିନିଧି ମୃତ
କାବୁଲ,୭।୧୧: ଆଫଗାନିସ୍ତାନର କାବୁଲରେ ଶନିବାର ସକାଳ ୭ଟା ୩୦ରେ ଏକ ଆଇଇଡି ବିସ୍ଫୋରଣରେ ଜଣେ ଗଣମାଧ୍ୟମ ପ୍ରତିନିଧିଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଅନ୍ୟ ୨ ଜଣ ସାଧାରଣ ଲୋକଙ୍କ ମୃତ୍ୟୁ ଘଟିଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ମୃତ…
ଟ୍ରମ୍ପ୍ଙ୍କୁ ତାଙ୍କ ଭାଷାରେ କଟାକ୍ଷ କଲେ ଗ୍ରେଟା
ଓ୍ବାଶିଂଟନ, ୭।୧୧(ଆଇଏଏନ୍ଏସ୍): ଆମେରିକା ରାଷ୍ଟ୍ରପତି ନିର୍ବାଚନ ଫଳାଫଳକୁ ନେଇ ଉତ୍ତେଜନା ଲାଗି ରହିଥିବାବେଳେ ସ୍ବିଡେନ୍ର ପରିବେଶ କର୍ମୀ ଗ୍ରେଟା ଥନ୍ବର୍ଗ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କୁ ତାଙ୍କ ନିଜ ଭାଷାରେ କଟାକ୍ଷ କରିଛନ୍ତି। ଭୋଟ ଗଣତି ବନ୍ଦ କରିବା ଲାଗି ଟ୍ରମ୍ପ୍ ଟୁଇଟ୍…
ବିଜୟ ଆଉ ପାଦେ
ଓ୍ବାଶିଂଟନ,୭ା୧୧: ୭୭ ବର୍ଷୀୟ ଡେମୋକ୍ରାଟ୍ ଜୋ ବାଇଡେନ୍ ଏବେ ହ୍ବାଇଟ୍ ହାଉସ୍ଠାରୁ ମାତ୍ର ଗୋଟିଏ ପାଦ ଦୂରରେ ଅଛନ୍ତି। ଆରିଜୋନା ଓ ଜର୍ଜିଆ ଭଳି ବ୍ୟାଟଲଗ୍ରାଉଣ୍ଡ ଷ୍ଟେଟ୍ରେ ଭୋଟ ଗଣତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଥିବାବେଳେ ରିପବ୍ଳିକାନ୍ ଡୋନାଲ୍ଡ ଟ୍ରମ୍ପ୍ ବହୁ ପଛରେ…
ବିଶ୍ୱର ରହସ୍ୟମୟ ଜୀବ : ଯିଏ ନିଃଶ୍ୱାସ ବିନା ରହିପାରେ ଜୀବିତ
କୌଣସି ପ୍ରାଣୀ କିମ୍ବା ମଣିଷ ନିଃଶ୍ୱାସ ପ୍ରଶ୍ୱାସ ବିନା ବଞ୍ଚିବା ଅତ୍ୟନ୍ତ କଷ୍ଟକର। ସମସ୍ତେ ଜାଣନ୍ତି ନିଃଶ୍ୱାସ ନ ନେଇ କେହି ବଞ୍ଚିପାରିବେ ନାହିଁ । ମାତ୍ର ବୈଜ୍ଞାନିକମାନେ ଏପରି ରହସ୍ୟମୟ ଜୀବ (ପରଜୀବୀ) ପାଇଛନ୍ତି, ଯାହା ନିଃଶ୍ୱାସ ବିନା ବଞ୍ଚିପାରିବ।…
ଆସନ୍ତା ବର୍ଷ ରାଷ୍ଟ୍ରପତି ପଦ ଛାଡି ପାରନ୍ତି ପୁଟିନ
ମସ୍କୋ,୬ ।୧୧: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ଆସନ୍ତା ବର୍ଷ ରାଷ୍ଟ୍ରପତି ପଦ ଚାଡି ପାରନ୍ତି ବୋଲି ଏକ ରିପୋର୍ଟରେ ପ୍ରକାଶ ପାଇଛି । ଏଥିରେ କୁହାଯାଇଛି କି ପୁଟିନ ପାର୍କିନସନ ରୋଗରେ ପୀଡ଼ିତ ହୋଇଥିବାରୁ ସେ ତାଙ୍କ ପଦ ଛାଡି…
Archives


