କଏଦୀରୁ ରାଷ୍ଟ୍ରପତି
ବିସ୍କେକ୍,୨୯।୧: ପପୁଲିଷ୍ଟ ସାଦିର ଜାପାରୋଭ ଗୁରୁବାର କିର୍ଗିଜସ୍ତାନ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଛନ୍ତି। ମାତ୍ର କିଛି ମାସରେ ଜଣେ କଏଦୀରୁ ଦେଶର ସର୍ବୋଚ୍ଚ ସ୍ଥାନ ଅଳଙ୍କୃତ କରି ସେ ବେଶ୍ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ୫୨ ବର୍ଷୀୟ ଜାପାରୋଭ ନିକଟରେ…
ଗର୍ଲଫ୍ରେଣ୍ଡଙ୍କ ଜନ୍ମଦିନ ପାଇଁ କୋଭିଡ୍ ନିୟମ ଭାଙ୍ଗିଲେ ଏହି ପ୍ରସିଦ୍ଧ ଖେଳାଳି
ଜୁଭେଣ୍ଟସ,୨୯।୧: ଫୁଟବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ କରୋନା ଭାଇରସ ଯୋଗୁ ଯାତାୟତ ଉପରେ ଲାଗିଥିବା କଟକଣାକୁ ଭଙ୍ଗ କରିଛନ୍ତି। ଇଟାଲିର ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଥିବା ରିପୋର୍ଟ ଅନୁଯାୟୀ, ଜୁଭେଣ୍ଟସ ଷ୍ଟ୍ରାଇକର ରୋନାଲ୍ଡୋ ତାଙ୍କ ଗର୍ଲଫ୍ରେଣ୍ଡ ଜର୍ଜିନା ରୋଡ୍ରିଗୁଏଜଙ୍କୁ ଦେଖା କରିବା…
ଘରେ ପିଲାଙ୍କୁ କୁକୁର ମାଂସ ରାନ୍ଧି ଖାଇବାକୁ ଦେଉଥିଲେ ଏହି ମହିଳା, ଜଣାପଡ଼ିବା ପରେ…
କ୍ୱିଭ୍,୨୮।୧: ୟୁକ୍ରେନରୁ ଏକ ଆଶ୍ଚର୍ଯ୍ୟକର ଖବର ସାମ୍ନାକୁ ଆସିଛି। ଏଠାକାର ଜଣେ ମହିଳା ନିଜ ପିଲାଙ୍କୁ ଘରେ କୁକୁର ମାଂସ ରାନ୍ଧି ଖାଇବାକୁ ଦେଉଥିବାରୁ ପୋଲିସ ସଂପୃକ୍ତ ମହିଳାଙ୍କୁ ଗିରଫ କରିଛି। ୟୁକ୍ରେନ୍ ଉତ୍ତର-ପୂର୍ବ ଅଞ୍ଚଳସ୍ଥିତ ଖାରକ୍ୱିଓ ସହରରେ ୩୦ ବର୍ଷୀୟା…
ପାକିସ୍ତାନୀ ପାଇଲଟ ଆକାଶରେ ଦେଖିଲେ ଅଜବ ଦୃଶ୍ୟ: ଏହାକୁ ନେଇ ହେଉଛି ବିଭିନ୍ନ ଚର୍ଚ୍ଚା
ଇସଲାମାବାଦ୍,୨୮।୧: ପାକିସ୍ତାନର ଜଣେ ପାଇଲଟ ଆକାଶରେ ଏକ ଅଜବ ଦୃଶ୍ୟ ଦେଖିଥିବା କହିଛନ୍ତି। ସେ ଏଲିଅନଙ୍କୁ ଦେଖିଥିବା ଜୋର୍ ଦେଇ କୁହନ୍ତି। ଏହି ଖବର ପାକିସ୍ତାନୀ ମିଡିଆରେ ଚର୍ଚ୍ଚା ହେଉଛି। ଖାଲି ଦୃଶ୍ୟ ଦେଖିନାହାନ୍ତି, ଏହାର ଭିଡିଓ ମଧ୍ୟ ପ୍ରସ୍ତୁତ କରିଛନ୍ତି।…
ରାସ୍ତା ମଝିରେ ଜଳିଗଲା ବସ୍: ୫୩ ଯାତ୍ରୀଙ୍କ ଜୀବନଗଲା, ବଢ଼ିପାରେ ମୃତ୍ୟୁସଂଖ୍ୟା
କାଇରୋ,୨୮।୧: ଏକ ଗ୍ୟାସ ବୋଝେଇ ଟ୍ରକ ସହ ଯାତ୍ରୀବାହୀ ବସ୍ର ଧକ୍କା ହେବାରୁ ରାସ୍ତା ମଝିରେ ନିଆଁ ଲାଗିଯାଇଛି। ଫଳରେ ୫୩ ଯାତ୍ରୀଙ୍କ ଜୀବନ ଯାଇଛି। ଏହି ଦୁର୍ଘଟଣାରେ ୨୯ରୁ ଊର୍ଦ୍ଧ୍ୱ ଲୋକ ଆହତ ହୋଇଛନ୍ତି। ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରାଯାଇ…
କରୋନା ଟିକା ମିଳିବା ପରେ ମୋଦିଙ୍କୁ ଧନ୍ୟବାଦ ଦେଲେ ଶ୍ରୀଲଙ୍କା ରାଷ୍ଟ୍ରପତି
କଲମ୍ବୋ,୨୮ ।୧: କରୋନା ମହାମାରୀଠାରୁ ଦୂରେଇ ରହିବାକୁ ଏବେ ପ୍ରାୟ ସମସ୍ତ ବିକାଶଶୀଳ ଦେଶ ଏହାର ଟିକା ବା ଭ୍ୟାକ୍ସିନ ପ୍ରସ୍ତୁତ କରି ସାରିଲେଣି । ଭ୍ୟାକ୍ସିନ ପ୍ରସ୍ତୁତ ହେବା ପରେ ଏବେ କିଛି ଦେଶ ଏହାକୁ ନେବା ପାଇଁ ଅନ୍ୟ…
୧୮ ବର୍ଷ ପରେ ପାକିସ୍ତାନ ଜେଲ୍ରୁ ମୁକୁଳିବା ପରେ ମହିଳା କହିଲେ, ଭାରତ ସ୍ବର୍ଗ ଭଳି
ଔରଙ୍ଗାବାଦ,୨୭।୧: ଦୀର୍ଘ ୧୮ ବର୍ଷ ପରେ ପାକିସ୍ତାନ ଜେଲ୍ରୁ ମୁକୁଳିଛନ୍ତି ଜଣେ ଭାରତୀୟ ମହିଳା। ସେ ହେଲେ ହସିନା ବେଗମ୍। ୨୦୦୨ରେ ନିଜ ସମ୍ପର୍କୀୟଙ୍କୁ ଭେଟିବାକୁ ଲାହୋର ଯାଇଥିଲେ। କିନ୍ତୁ ସେଠାରେ ତାଙ୍କୁ ପାସପୋର୍ଟ ହଜିଯାଇଥିଲା। ଏହାପରେ ତାଙ୍କ ଉପରେ ଦୋଷର…
ଭାରତ ସରକାର ଅହିଂସା ପ୍ରଦର୍ଶନ ଅଧିକାରକୁ ସମ୍ମାନ ଦେବା ଆବଶ୍ୟକ: ଜାତିସଂଘ
ଜେନେଭା, ୨୭।୧: କୃଷି ଆଇନ ବିରୋଧରେ ରାଜଧାନୀ ଦିଲ୍ଲୀରେ ହୋଇଥିବା ପ୍ରଦର୍ଶନ ସମୟରେ ଘଟିଥିବା ହଂସାକାଣ୍ଡ ନେଇ ଜାତିସଂଘ ମୁହଁ ଖୋଲିଛି। ଜାତିସଂଘର ମହାସଚିବଙ୍କ ପ୍ରବକ୍ତା ଷ୍ଟିଫନ ଦୁଜାରିକ କହିଛନ୍ତି ଯେ, ଭାରତ ସରକାର ଅହିଂସା ପ୍ରଦର୍ଶନ ଅଧିକାରକୁ ସମ୍ମାନ ଦେବା…
ବ୍ରିଟେନରେ କରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ଟପିଲା
ଲଣ୍ଡନ,୨୭।୧: ବ୍ରିଟେନରେ କରୋନା ମୃତ୍ୟୁସଂଖ୍ୟା ୧ ଲକ୍ଷ ଟପିଛି। ପ୍ରଧାନମନ୍ତ୍ରୀ ବୋରିସ ଜନସନ ଏନେଇ ଦୁଃଖ ପ୍ରକାଶ କରିବା ନିଜ ମୁଣ୍ଡକୁ ଦାୟିତ୍ୱ ନେଇଛନ୍ତି। କରୋନା ମୃତ୍ୟୁରେ ଦୁଃଖ ପ୍ରକାଶ କରି ପ୍ରଧାନମନ୍ତ୍ରୀ ଜନସନ କହିଛନ୍ତି ଯେ ମୁଁ ଏଥିପାଇଁ ସମ୍ପୂର୍ଣ୍ଣ…
ଡବ୍ଲୁଏଚ୍ଓ ଟିମ୍କୁ ଭେଟିବାକୁ ଚାହୁଁଛନ୍ତି ଜଣେ ଚାଇନା ଯୁବକ
ବେଜିଂ,୨୭।୧: କରୋନା ସଂକ୍ରମଣରେ ପ୍ରାଣ ହରାଇଥିବା ଜଣେ ବ୍ୟକ୍ତିଙ୍କ ପୁଅ ଚାଇନାର ଉହାନ ସହରରେ ପହଞ୍ଚିଥିବା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲୁଏଚ୍ଓ) ଦଳକୁ ଭେଟିବାକୁ ଚେଷ୍ଟା କରିଛନ୍ତି। ଏହି ବ୍ୟକ୍ତି ଜଣକ କହିଛନ୍ତି ଯେ, ଡବ୍ଲୁଏଚ୍ଓ ବିଶେଷଜ୍ଞ ଦଳ ପ୍ରଭାବିତ ପରିବାରକୁ…
ପ୍ରେମିକାଙ୍କୁ ଜନ୍ମଦିନରେ ସ୍ବତନ୍ତ୍ର ଉପହାର ଦେଲେ ରାଜା
ଥାଇଲାଣ୍ଡର ୬୮ ବର୍ଷୀୟ ରାଜା ମହା ଭାଜିରାଲଙ୍ଗକର୍ନ ନିଜ ୩୨ ବର୍ଷୀୟା ପ୍ରେମିକା ସିନିନଟ ଓ୍ବଙ୍ଗଭାଜିରାପକଡିଙ୍କୁ ତାଙ୍କ ଜନ୍ମଦିନରେ ସ୍ବତନ୍ତ୍ର ଉପହାର ଦେଇଛନ୍ତି। ରାଜା ମହା ତାଙ୍କୁ ମୁକୁଟ ପିନ୍ଧାଇ ଦେଶର ଦ୍ୱିତୟ ରାଣୀ କରିଛନ୍ତି। ସିନିନଟ ଓ୍ବଙ୍ଗଭାଜିରାପକଡି ପୂର୍ବରୁ ଅନେକ…
ଆମେରିକାରେ ବ୍ରାଜିଲ କରୋନା ଭାଇରସ!
ୱାଶିଂଟନ,୨୬ ।୧: କରୋନା ମାହାମରୀ ଦ୍ୱାରା ସବୁଠାରୁ ଅଧିକ ପ୍ରଭାବିତ ହୋଇଛି ଆମେରିକା । ଏବେ ପୁଣିଥରେ ଆମେରିକାବାସୀଙ୍କ ଚିନ୍ତା ବୃଦ୍ଧି ପାଇଛି । ଗଣମାଧ୍ୟମର ସୂଚନା ଅନୁଯାୟୀ ବ୍ରାଜିଲରେ ମିଳିଥିବା କରୋନା ଭାଇରସର ନୂଆ ଷ୍ଟ୍ରେନ୍ ଏବେ ଆମେରିକାରେ ଦେଖାଯାଇଛି…
Archives


