ଅତ୍ୟାବଶ୍ୟକ ସାମଗ୍ରୀ ତାଲିକାରେ ଖବର କାଗଜକୁ ସାମିଲ୍ କରନ୍ତୁ ଲୋକେ: ବ୍ରିଟେନ୍ ସଂସ୍କୃତି ମନ୍ତ୍ରୀ
ଲଣ୍ଡନ,୨୧।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଆଥିକ ମାନ୍ଦାବସ୍ଥା ସୃଷ୍ଟି ହୋଇଛି। ଏପରିସ୍ଥଳେ ଗଣମାଧ୍ୟମ ଶିଳ୍ପ ବିଶେଷ ଫତିଗ୍ରସ୍ତ ହୋଇଛି। ଏହାକୁ ଦୃଷ୍ଟିରେ ରଖି ବ୍ରିଟେନ୍ ସଂସ୍କୃତି ମନ୍ତ୍ରୀ ଓଲିଭର ଡାଓ୍ବଡେନ୍ କହିଛନ୍ତି ଯେ, ଲୋକେ ଖବର କାଗଜକୁ...
ଆମେରିକାରେ ନୂଆ ପ୍ରବାସନ ନେଇ କଟକଣା: ଟୁଇଟ୍ କଲେ ଟ୍ରମ୍ପ୍
ଓ୍ବାଶିଂଟନ,୨୧।୪: ପୃଥିବୀ ସାରା କରୋନା ସଂକ୍ରମଣ ଯୋଗୁ କୋକୁଆ ଭୟ ସୃଷ୍ଟି ହୋଇଛି। କରୋନା ଯୋଗୁ ଆମେରିକାରେ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍ ଟ୍ରମ୍ପ୍ ନୂଆ ପ୍ରବାସନ କଟକଣା ଜାରି କରିବାକୁ...
କିମ୍ ଜୋଙ୍ଗ୍ ଉନ୍ଙ୍କ ବ୍ରେନ୍ ଡେଡ୍: ଗଣମାଧ୍ୟମ ରିପୋର୍ଟ !
ଓ୍ବାଶିଂଟନ,୨୧।୪: ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍ ଜୋଙ୍ଗ୍ ଉନ୍ଙ୍କ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ତାଙ୍କର ବ୍ରେନ୍ ଡେଡ୍ ହୋଇଯାଇଥିବା କେତେକ ବିଦେଶୀ ଗଣମାଧ୍ୟମ ପକ୍ଷରୁ କୁହାଯାଇଛି। ତେବେ ଏନେଇ ଅଧିକ ତଥ୍ୟ ସଂଗ୍ରହ କରାଯାଉଛି। ଗଣମାଧ୍ୟମ...
ଚାଇନା ଉପରେ ବ୍ରିଟେନ୍ ଲଗାଇଲା କଟକଣା: ସହାୟତାକାରୀଙ୍କ ବିରୋଧରେ ହେବ ତଦନ୍ତ
ଲଣ୍ଡନ,୨୧।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ଏପରିସ୍ଥଳେ ଅନ୍ତର୍ଜାତୀୟ ବ୍ୟବସାୟ କ୍ଷେତ୍ରରେ ଚାଇନାର ବିସ୍ତାରବାଦ ନୀତିକୁ ବିଟ୍ରେନ୍ ନାପସନ୍ଦ କରିବା ସହି କଟକଣା...
ବିଲ୍ ଗେଟ୍ସଙ୍କ ଭାରତୀୟ ଏଜେଣ୍ଡାର ପର୍ଦ୍ଦାଫାଶ
ଓ୍ବାଶିଂଟନ,୨୧ା୪: ଆମେରିକାର ବିଶିଷ୍ଟ ବ୍ୟବସାୟୀ ଓ୍ବିଲିୟମ୍ ବିଲ୍ ଗେଟ୍ସଙ୍କ ଭାରତୀୟ ଏଜେଣ୍ଡାର ପର୍ଦ୍ଦାଫାଶ ହୋଇଛି। ଭାରତରେ ଭାକ୍ସିନ ବେପାର କରିବା ପାଇଁ ଗେଟ୍ସଙ୍କୁ କିପରି ନିଶା ଘାରିଛି ସେନେଇ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଜନ୍ ଏଫ୍. କେନେଡି (ଜେଏଫ୍କେ)ଙ୍କ ପୁତୁରା...
ପ୍ୟାରିସ୍ ପାଣିରେ କରୋନା ପଜିଟିଭ
ପ୍ୟାରିସ୍,୨୧ା୪: କରୋନା ମହାମାରୀର ପ୍ରକୋପରେ ଘାଣ୍ଟି ହେଉଥିବା ଦେଶଗୁଡ଼ିକ ମଧ୍ୟରେ ଫ୍ରାନ୍ସର ସ୍ଥାନ ବିଶ୍ୱରେ ୪ର୍ଥ ଏବଂ ୟୁରୋପରେ ୩ୟ। ଏଠାରେ ଅଦ୍ୟାବଧି ଦେଢ଼ ଲକ୍ଷ ଲୋକ ସଂକ୍ରମିତ ହୋଇଥିବାବେଳେ ପ୍ରାୟ ୨୦ ହଜାର ଲୋକଙ୍କ ମୃତ୍ୟୁ ଘଟିଲାଣି। ଏଭଳି...
ଚାଇନାକୁ ଜର୍ମାନୀର ୧୬୫ ବିଲିୟନ ଡଲାରର ବିଲ୍
ନୂଆଦିଲ୍ଲୀ,୨୧ା୪: କରୋନା ଭାଇରସ୍ ସଂକ୍ରମଣ ଦ୍ୱାରା ସାରା ବିଶ୍ୱରେ ବ୍ୟାପକ ଭାବେ ଧନଜୀବନ କ୍ଷତି ଘଟିବାରେ ଲାଗିଛି। ଚାଇନାର ଉହାନରୁ ପ୍ରଥମେ ଏହି ସଂକ୍ରମଣ ଦେଖାଦେଇଥିଲା ଏବଂ ତାହା ସାରା ବିଶ୍ୱକୁ ବ୍ୟାପିଛି। ଏଥିପାଇଁ ଚାଇନାକୁ ଦାୟୀ କରୁଛନ୍ତି ଆମେରିକା,...
ବିଜୟ ମାଲ୍ୟାଙ୍କୁ ବଡ଼ ଝଟ୍କା
ଲଣ୍ଡନ,୨୦।୪: କିଙ୍ଗ୍ଫିଶର ଏୟାରଲାଇନ୍ସର ମାଲିକ ତଥା ପଳାତକ ମଦ ବ୍ୟବସାୟୀ ବିଜୟ ମାଲ୍ୟାଙ୍କୁ ବଡ଼ ଝଟ୍କା ଲାଗିଛି। ଭାରତ ପ୍ରତ୍ୟର୍ପଣ ବିରୋଧରେ ମାଲ୍ୟା କରିଥିବା ଆବେଦନକୁ ବ୍ରିଟେନ ହାଇକୋର୍ଟ ଖାରଜ କରିଦେଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ସୋମବାର ଲଣ୍ଡନର ରୟାଲ କୋର୍ଟ...
କରୋନା ଭାଇରସ: ମୌଲାନାଙ୍କ ଅନ୍ତିମ ସଂସ୍କାରରେ ଯୋଗଦେଲେ ଲକ୍ଷାଧିକ ଲୋକ
ଢାକା,୨୦।୪: ପାକିସ୍ତାନରେ ଇମ୍ରାନ ଖାଁ ସରକାର ଓ ମୌଳବାଦୀ ନେତାଙ୍କ ମଧ୍ୟରେ ଲକ୍ଡାଉନକୁ ନେଇ ଚାଲିଥିବା ତୁତୁମେଁମେଁ ଭିତରେ ଏବେ ବାଂଲାଦେଶରେ ମଧ୍ୟ ଏଭଳି ଘଟଣା ସାମ୍ନାକୁ ଆସଛି। ଢାକାରେ ଶନିବାର ଜଣେ ମୌଲାନାଙ୍କ ଅନ୍ତିମ ସଂସ୍କାର ସମୟରେ ଲକ୍ଡାଉନ...
ଉହାନ କମ୍ ବିପଦପୂର୍ଣ୍ଣ ଅଞ୍ଚଳ ଘୋଷିତ
ବେଜିଂ, ୨୦ା୪- କରୋନା ଭାଇରସର ଉତ୍ପତ୍ତିସ୍ଥଳ କୁହାଯାଉଥିବା ଚାଇନାର ଉହାନ ସହରକୁ ଏକ କମ୍ ବିପଦପୂର୍ଣ୍ଣ ଅଞ୍ଚଳ ଭାବେ ଘୋଷଣା କରାଯାଇଛି। କରୋନା ଯୋଗୁ ସହରର ମୃତକଙ୍କ ସଂଖ୍ୟା ପୂର୍ବ ସଂଖ୍ୟାର ୫୦ ପ୍ରତିଶତ ବଢାଇବା ପରେ ଏବେ ଏହି...
କରୋନା ରିଲିଫ୍ ପାଣ୍ଠିରୁ ୨୬୧ କୋଟି ଲୁଟି ନେଲେ ହ୍ୟାକର
ବର୍ଲିନ୍,୨୦।୪: କରୋନା ସଂକ୍ରମଣ ନେଇ ପୃଥିବୀରେ ଆତଙ୍କ ଜାରି ରହିଛି। ସହାୟତା ପାଇଁ ବିଭିନ୍ନ ଅନୁଷ୍ଠାନ ତଥା ବ୍ୟକ୍ତି ବିଶେଷ କରୋନା ରିଲିଫ୍ ପାଣ୍ଠିକୁ ଦାନ ମଧ୍ୟ ଦେଉଛନ୍ତି। ଏହି ଅର୍ଥ କରୋନା ଲଢ଼େଇରେ ବିନିଯୋଗ ହେବ। ଯାହାଦ୍ୱାରା ସମାଜର...
ଲକ୍ ଡାଉନ୍: ରମଜାନ ନମାଜ ଉପରୁ ହଟିଲା କଟକଣା
ଇସଲାମାବାଦ୍,୨୦।୪: କରୋନା ବିରୋଧରେ ସାରା ପୃଥିବୀରେ ଲଢ଼େଇ ଜାରି ରହିଛି। ସୁରକ୍ଷା ଦୃଷ୍ଟିରୁ ବହୁ ଦେଶରେ ଲକ୍ ଡାଉନ୍ ଜାରି ହୋଇଛି। ଏପ୍ରିଲ୍ ୨୪ଠାରୁ ରମଜାନ ମାସ ଆରମ୍ଭ ହେଉଥିବାରୁ ଏହି ସମୟରେ ମସଜିଦ୍ରେ ସାମୁହିକ ନମାଜ ପାଠକୁ ସୌଦି...
Archives


