ଅନ୍ତର୍ଜାତୀୟ

ସାମାନ୍ୟ ଥଣ୍ଡା-କାଶକୁ ଡରନ୍ତୁ ନାହିଁ, ହୋଇଯାନ୍ତୁ ଖୁସି: କାରଣ..

ଗ୍ଲାସଗୋ,୨୬।୪: ବିଶ୍ୱବ୍ୟାପୀ କରୋନା ମହାମାରୀ ବିପର୍ଯ୍ୟୟର କାରଣ ହୋଇଛି। ଭାରତରେ ପରିସ୍ଥିତି ଖରାପ ହେବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ରେକର୍ଡ ୩ ଲକ୍ଷ ୫୩ ହଜାର ନୂତନ କରୋନା ରୋଗୀ ଚିହ୍ନଟ ହୋଇଥିବାବେଳେ ୨୮୦୦ରୁ ଅଧିକ ଲୋକଙ୍କର…

ସବୁଠୁ ମହଙ୍ଗା ଛାଡ଼ପତ୍ର: ପିତାଙ୍କ ପକ୍ଷରୁ ପୁଅ ମା’ଙ୍କୁ ଦେବେ ୭୬୦ କୋଟି ଟଙ୍କା, ଜାଣନ୍ତୁ ପୂରା ମାମଲା…

ଲଣ୍ଡନ,୨୬।୪: ଅଧିକାଂଶ ଛାଡ଼ପତ୍ର ମାମଲା ସାମ୍ନାକୁ ଆସିଥାଏ। ଯେଉଁଥିରେ ଗୋଟିଏ ପକ୍ଷ ଅନ୍ୟ ପକ୍ଷକୁ ଭରଣପୋଷଣ ବାବଦ ବହୁ ଅର୍ଥ ଦେବାକୁ ପଡ଼ିଥାଏ ବୋଲି ନଜିର ରହିଛି। ମାତ୍ର ବ୍ରିଟେନ୍‌ରେ ଏମିତି ଏକ ଘଟଣା ସାମ୍ନାକୁ ଆସିଛି, ଯେଉଁଠି ସ୍ବାମୀ-ସ୍ତ୍ରୀଙ୍କ ଝଗଡ଼ାରେ…

ବିପଦ ବେଳର ବନ୍ଧୁ: ମଜଭୁତ ରହିବା ପାଇଁ ଭାରତକୁ ନିଆରା ବାର୍ତ୍ତା ଦେଲା ୟୁଏଇ

ଆବୁଧାବି,୨୬।୪: ଭାରତ କରୋନା ମହାମାରୀ ସହ ସଂଘର୍ଷ କରୁଛି। ଦିନକୁ ଦିନ ପରିସ୍ଥିତି ଖରାପ ହେବାରେ ଲାଗିଛି। ଏହି ଗୁରୁତର ସଙ୍କଟବେଳେ ଅନେକ ଦେଶ ଭାରତକୁ ସହାୟତାର ହାତ ବଢାଇଛନ୍ତି। କରୋନା ବିରୋଧରେ ଯୁଦ୍ଧରେ ଜିତିବା ପାଇଁ ନିଆରା ଢଙ୍ଗରେ ଭାରତର…

ଭାଇ ଚାହୁଁଥିଲେ ୫ମ ସନ୍ତାନ, ଏହି ଇଚ୍ଛାକୁ ସ୍ତ୍ରୀ ନୁହନ୍ତି; ଏମିତି ପୂରଣ କଲେ ଭଉଣୀ

ଓ୍ବାଶିଂଟନ,୨୬।୪: ସମାଜରେ ଭାଇ-ଭଉଣୀ ସମ୍ପର୍କ ସବୁଠୁ ପବିତ୍ର ସମ୍ପର୍କ ବୋଲି କୁହାଯାଏ। ମାତ୍ର ଯେତେବେଳେ ଶୁଣିବାକୁ ମିଳେ ଯେ, ଭାଇଙ୍କ ପିଲାକୁ ଭଉଣୀ ଜନ୍ମ ଦେଇଛନ୍ତି ତାହା ନିଶ୍ଚିତ ଆଶ୍ଚର୍ଯ୍ୟ ଲାଗେ। ମାତ୍ର ଏହା ସତ ହୋଇଛି ଓ୍ବାଶିଂଟନ୍‌ରେ। ଭାଇଙ୍କ ୫ମ…

୨୫ ହଜାର ବର୍ଷ ଧରି କନ୍ଦାଉଛି କରୋନା, କହିଲେ ବିଶେଷଜ୍ଞ…

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୬।୪: ପୃଥିବୀରେ ସମ୍ପ୍ରତି ଦେଖା ଦେଇଥିବା କରୋନା ମହାମାରୀ ନେଇ ଏକ ନୂଆ ଗବେଷଣା ରିପୋର୍ଟ ପ୍ରକାଶ ପାଇଛି। ରିପୋର୍ଟ ଉଲ୍ଲେଖ କରାଯାଇଛି ଯେ, ଏବେ ନୁହେଁ କରୋନା ମହାମାରୀ ଗତ ୨୫ ହଜାର ବର୍ଷ ଧରି ମାନବ ସଭ୍ୟତାକୁ କନ୍ଦାଉଛି।…

ବିନା ଚାକିରିରେ ୧୫ ବର୍ଷ ଧରି ଆକାଉଣ୍ଟକୁ ଆସୁଥିଲା ଟଙ୍କା, ଜଣା ପଡ଼ିବାରୁ…

ରୋମ,୨୬।୪: ଚାକିରି କରୁଥିବା ଲୋକ ସବୁବେଳେ ଭାବିଥାନ୍ତି ଯେତେ ପରିଶ୍ରମ କରୁଛନ୍ତି ସେହି ଅନୁଯାୟୀ ତାଙ୍କୁ ଦରମା ମିଳୁ। ମାତ୍ର କିଛି ଲୋକ ନିଜ ଦରମାକୁ ନେଇ ସନ୍ତୁଷ୍ଟ ନ ହୋଇ ଆଉ କିଛି ଇଚ୍ଛା ରଖିଥାନ୍ତି, ଯେମିତି କି ତାଙ୍କ…

ଭାରତକୁ ସହାୟତା ପାଇଁ ଆଗେଇ ଆସିଲା ଗୁଗ୍‌ଲ, ମାଇକ୍ରୋସଫ୍ଟ

ଓ୍ବାଶିଂଟନ୍‌,୨୬।୪: ସମଗ୍ର ଦେଶରେ ଦ୍ରୁତ ଗତିରେ କରୋନା ବ୍ୟାପି ଚାଲିଛି। ଏହି ସଙ୍କଟ ମଧ୍ୟରେ ଗୁଗଲର ସିଇଓ ସୁନ୍ଦର ପିଚାଇ ଭାରତକୁ ସାହାଯ୍ୟ କରିବାକୁ ଆଗେଇ ଆସିଛନ୍ତି। ସେ ଭାରତକୁ ୧୩୫ କୋଟି ଟଙ୍କା ସହାୟତା ଘୋଷଣା କରିଛନ୍ତି। ସୁନ୍ଦର ପିଚାଇ…

ଗୁଗଲ୍‌ ସିଇଓଙ୍କ ଦରମା କେତେ ଜାଣନ୍ତି

ଭାରତୀୟ ମୂଳ ସୁନ୍ଦର ପିଚାଇ ଏବେ ଗୁଗଲ୍‌ ସିଇଓ ଭାବେ କାର୍ଯ୍ୟ କରୁଛନ୍ତି। ୨୦୧୯ରେ ଗୁଗଲ୍‌ର ପ୍ୟାରେଣ୍ଟ କମ୍ପାନୀ ଆଲ୍‌ଫାବେଟ୍‌ର କାର୍ଯ୍ୟଭାର ମଧ୍ୟ ତାଙ୍କୁ ଦିଆଯାଇଥିଲା। ଏହାପରେ ସୁନ୍ଦର ପିଚାଇଙ୍କ କାର୍ଯ୍ୟ ଆଗ ଅପେକ୍ଷା ବଢିଯାଇଛି। କେବଳ କାର୍ଯ୍ୟ ନୁହେଁ, ତାଙ୍କ…

ଭାରତ ଭଳି ଆମେ ବି ସହାୟତା ଯୋଗାଇ ଦେବୁ: ବାଇଡେନ୍‌…

ଓ୍ବାଶିଂଟନ,୨୬।୪: ଦେଶରେ କରୋନା ସଂକ୍ରମଣ ଅସମ୍ଭାଳ ହେବାରେ ଲାଗିଛି। ଏପରିସ୍ଥଳେ ଆମେରିକା ରାଷ୍ଟ୍ରପତି କହିଛନ୍ତି ଯେ, ଆମେ ବିପଦରେ ପଡ଼ିଥିବାବେଳେ ଭାରତ ଆବଶ୍ୟକ ସହାୟତା ଯୋଗାଇ ଦେଇଥିଲା। ଏବେ ଆମର ପାଳି। ଭାରତର ସଙ୍କଟ ସମୟରେ ଆମେରିକା ସହାୟତା ଯୋଗାଇ ଦେବ…

ଅକ୍ସିଜେନ ଟାଙ୍କିରେ ବିସ୍ଫୋରଣ : ୮୨ ମୃତ

ବାଗ୍‌ଦାଦ, ୨୫।୪: ଇରାକ ରାଜଧାନୀ ବାଗ୍‌ଦାଦର ଦିୟାଲା ବ୍ରିଜ୍‌ ଅଞ୍ଚଳରେ ଥିବା ଇବ୍‌ନ ଖାଟିବ୍‌ ହସ୍ପିଟାଲରେ ଶନିବାର ଘଟିଥିବା ଅଗ୍ନିକାଣ୍ଡ ଯୋଗୁ ୮୨ ଜଣଙ୍କ ମୃତ୍ୟୁ ହୋଇଛି। ଏହି ଘଟଣା ୧୧୦ ଜଣ ଆହତ ହୋଇଛନ୍ତି। ଅକ୍ସିଜେନ୍‌ ଟାଙ୍କିରେ ବିସ୍ଫୋରଣ କାରଣରୁ…

ଭାରତର ପରିସ୍ଥିତି ଦେଖି ଦୁଃଖ ପ୍ରକାଶ କଲେ ଗ୍ରେଟା: କହିଲେ, ହିନ୍ଦୁସ୍ତାନକୁ ସହାୟତା କର

ଷ୍ଟକହୋମ,୨୫।୪: ସ୍ବେଡେନର ପରିବେଶ କାର୍ଯ୍ୟକର୍ତ୍ତା ଗ୍ରେଟା ଥନବର୍ଗ ଭାରତରେ କରୋନାର କରାଳ ରୂପକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି। ସେ ଟୁଇଟ୍‌ କରି ଭାରତକୁ ସହଯୋଗ ପାଇଁ ଅନୁରୋଧ କରିଛନ୍ତି। ସେ ଲେଖିଛନ୍ତି ଯେ, ଭାରତରେ କୋଭିଡ ପରିସ୍ଥିତି ବିଷୟରେ ଶୁଣି…

ଶ୍ରୀଲଙ୍କାରୁ ମିଳିଲା କରୋନାର ନୂଆ ଷ୍ଟ୍ରେନ୍‌, ଯାହା ସବୁଠୁ ମାରାତ୍ମକ; ଜାଣନ୍ତୁ ଏ ସମ୍ପର୍କରେ…

କଲମ୍ବୋ,୨୫।୪: ଭାରତ ସମେତ ବିଶ୍ୱରେ କରୋନା ସଂକ୍ରମଣ ଅଣାୟତ୍ତ ହୋଇପଡ଼ିଛି। ଏଭଳି ପରିସ୍ଥିତିରେ ଆଉ ଏକ ଦୁଃଖଦ ଖବର ଆସିଛି ପଡ଼ୋଶୀ ଶ୍ରୀଲଙ୍କାରୁ। ଏଠାରେ କରୋନା ଭୂତାଣୁର ଏକ ନୂଆ ଷ୍ଟ୍ରେନ୍‌ ଦେଖିବାକୁ ମିଳିଛି। ଯାହା ସବୁଠାରୁ ମାରାତ୍ମକ ଅଟେ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?