ଚିନ୍ତା ବଢାଉଛି କରୋନା: ବ୍ରିଟେନରେ ସରି ଆସୁଛି ପିପିଇ, ସଂକ୍ରମଣରେ ୮୦ ଡାକ୍ତର, ନର୍ସଙ୍କ ମୃତ୍ୟୁ
ଲଣ୍ଡନ,୨୦।୪: ବ୍ରିଟେନରେ କରୋନା ସଂକ୍ରମଣ ଏବେ କମ୍ ଥିବା ସୂଚନା ରହିଛି। ହେଲେ ଏବେ ସେଠାରେ ଆଉ ଏକ ସମସ୍ୟା ହେଉଛି ଆଉ ମାତ୍ର ଗୋଟିଏ ଦିନ ପାଇଁ ସେମାନଙ୍କ ପାଖରେ ପର୍ସନାଲ ପ୍ରୋଟେକ୍ଟିଭ ଇକ୍ୟୁପମେଣ୍ଟ(ପିପିଇ) ବା ବ୍ୟକ୍ତିଗତ ସୁରକ୍ଷା...
ବିତ୍ତଶାଳୀ ଆମେରିକାରେ କରୋନା ତାଣ୍ଡବ: ଅନ୍ତିମ ସଂସ୍କାର ନ କରି ମୃତଦେହକୁ ରାସ୍ତାକଡ଼ରେ ଛାଡିଯାଉଛନ୍ତି ଲୋକେ; ଚିକିତ୍ସା ପାଇଁ ପାଖରେ ନାହିଁ ଅର୍ଥ
ଓ୍ବାଶିଂଟନ,୨୦।୪: କରୋନା ସଂକ୍ରମଣର ତାଣ୍ଡବ ଯୋଗୁ ବିତ୍ତଶାଳୀ ଆମେରିକାର ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଲକ୍ ଡାଉନ୍ ଯୋଗୁ ଲୋକଙ୍କ ଆର୍ଥିକ ସ୍ଥିତି ଖରାପ ହେବାରେ ଲାଗିଛି। ଖାଦ୍ୟ ସଂଗ୍ରହ ଲାଗି ଲୋକେ ଘଣ୍ଟା ଘଣ୍ଟା ଧାଡ଼ିବାନ୍ଧି ଫୁଡ୍ ବ୍ୟାଙ୍କ...
ଆମେରିକାରେ ହୃଦୟ ବିଦାରକ ଦୃଶ୍ୟ: କାର୍-ଆମ୍ବୁଲାନ୍ସ-ଘର-ରାସ୍ତାକଡ଼ରେ ପଡ଼ି ରହିଛି ମୃତଦେହ
ଓ୍ବାଶିଂଟନ,୨୦।୪: କରୋନା ସଂକ୍ରମଣ ନେଇ ଆମେରିକା ଏବେ ହଟ୍ସ୍ପଟ୍ ପାଲଟିଛି। ଏଠାରେ ପ୍ରତିଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସରକାରୀ ରିପୋର୍ଟ ପାଇଁ ମୃତକଙ୍କ ସଂଖ୍ୟା ଗଣିବା ଲାଗି ଯାଉଥିବା ଲୋକେ ବାସ୍ତବିକତା ଅନୁଭବ କରିପାରୁଛନ୍ତି। ଦକ୍ଷିଣ...
କରୋନା ସଂକ୍ରମଣ: କେଉଁ ଖାଦ୍ୟ ଖାଇଲେ ବଢ଼ିବ ରୋଗପ୍ରତିରୋଧକ ଶକ୍ତି
ଓ୍ବାଶିଂଟନ,୨୦।୪: କରୋନା ସଂକ୍ରମଣ ଯୋଗୁ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। କରୋନ ସଂକ୍ରମଣରୁ ଦୂରେଇ ରହିବା ନେଇ ଭିନ୍ନ ଭିନ୍ନ ଗୁଜବ ମଧ୍ୟ ଉଠୁଛି। କେହି କେହି ଭିଟାମିନ୍-ସି, ଭିଟାମିନ୍-ଇ ଖାଇବା ଉପରେ ଗୁରୁତ୍ୱାରୋପ କରୁଛନ୍ତି। ଶରୀରରେ କୌଣସି ଭିଟାମିନ୍ର ଅଭାବ...
କରୋନା ନେଲାଣି ଲକ୍ଷେ ୬୫ ହଜାର ଜୀବନ: ଆମେରିକାରେ ମୃତକଙ୍କ ସଂଖ୍ୟା ୪୦,୦୦୦ ଟପିଲା
ଓ୍ବାଶିଂଟନ,୨୦।୪: ପୃଥିବୀ ସାରା କରୋନା ସଂକ୍ରମଣ ଯୋଗୁ କୋକୁଆ ଭୟ ସୃଷ୍ଟି ହୋଇଛି। ବର୍ତ୍ତମାନ ସୁଦ୍ଧା ପୃଥିବୀରେ ଲକ୍ଷେ ୬୫ ହଜାର ୨୨୯ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ସେହିପରି ସଂକ୍ରମିତଙ୍କ ସଂଖ୍ୟା ୨୪ ଲକ୍ଷ ୪ ହଜାର ୭୧...
କରୋନା ସଂକ୍ରମଣ ରୋକିବାକୁ ସକ୍ଷମ କି କ୍ଲୋରିନ୍ ଡାଇଅକ୍ସାଇଡ୍
ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୪: ସାରା ପୃଥିବୀରେ କରୋନା ସଂକ୍ରମଣ ନେଇ ଆତଙ୍କ ଜାରି ରହିଛି। ଏପରିସ୍ଥଳେ କେତେକ ଲୋକ ବିଭିନ୍ନ ସୋସିଆଲ୍ ମିଡ଼ିଆରେ କରୋନା ସଂକ୍ରମଣଠାରୁ ଦୂରେଇ ରହିବା ପାଇଁ ବହୁ ଗୁଜବ ସୃଷ୍ଟିକାରୀ ଭିଡ଼ିଓ ଏବଂ ଲେଖାମାନ ପ୍ରକାଶିତ କରୁଛନ୍ତି। ସମ୍ପ୍ରତି...
ସାବଧାନ ! କରୋନା ପରେ ବି ଆସିପାରେ ଭୟଙ୍କର ସଂକ୍ରମଣ: ଆମିଷଠାରୁ ଦୂରେଇ ରହିବା ହୋଇପାରେ ଆବଶ୍ୟକ
ଓ୍ବାଶିଂଟନ,୨୦।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। କରୋନା ଯୋଗୁ ବହୁ ବିକଶିତ ଦେଶରେ ଅଚଳାବସ୍ଥା ସୃଷ୍ଟି ହୋଇଛି। କରୋନା ସଂକ୍ରମଣ ନେଇ ମାନବ...
କର୍ତାରପୁର ଗୁରୁଦ୍ୱାର ଗମ୍ବୁଜ ଭୁଶୁଡ଼ିଲା
ନୂଆଦିଲ୍ଲୀ/ଇସ୍ଲାମାବାଦ: ୨୦ା୪(ଆଇଏଏନ୍ଏସ୍): ଝଡ଼ବର୍ଷା ଯୋଗୁ କର୍ତାରପୁର ଗୁରୁଦ୍ୱାର ଦର୍ବାର ସାହିବର ୮ଟି ନବନିର୍ମିତ ଗମ୍ବୁଜ ଭୁଶୁଡ଼ିପଡ଼ିଛି। ଏହି ଘଟଣା ଶିଖ୍ମାନଙ୍କୁ ବ୍ୟଥିତ କରିଛି। ଭାରତ ସରକାର ଏ ସମ୍ପର୍କରେ ପାକ୍ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିବା ସହ ତୁରନ୍ତ ଏହାର...
ଆମେରିକାରେ ଛୋଟ ସହର ସହିତ ଗ୍ରାମାଞ୍ଚଳରେ ବ୍ୟାପିଲା କରୋନା: ସେପ୍ଟେମ୍ବର ସୁଦ୍ଧା ମୃତ୍ୟୁ ସଂଖ୍ୟା ୨୨ ଲକ୍ଷ ଛୁଇଁବା ଆଶଙ୍କା
ଓ୍ବାଶିଂଟନ,୧୯।୪: କରୋନା ସଂକ୍ରମଣ ନେଇ ଆମେରିକାରେ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏବେ ଏହି ମହାମାରୀ ଏଠାରେ ଗୋଷ୍ଠୀ ସଂକ୍ରମଣର ରୂପ ନେଇଛି। ଧୀରେଧୀରେ କରୋନା ସଂକ୍ରମଣ ଛୋଟ ସହର ସହିତ ଗ୍ରାମାଞ୍ଚଳରେ ବ୍ୟାପିବାରେ ଲାଗିଛି। କରୋନା ସଂକ୍ରମଣ ରୋକିବାରେ...
କରୋନା ଯୋଗୁ ଆମେରିକାରେ ଅଚଳାବସ୍ଥା: ଖାଦ୍ୟ ପାଇଁ ଘଣ୍ଟା ଘଣ୍ଟା ଅପେକ୍ଷା କରୁଛନ୍ତି ଲୋକେ
ଓ୍ବାଶିଂଟନ,୧୯।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। କରୋନା ଯୋଗୁ ବିକଶିତ ଦେଶ ଆମେରିକାରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ଏଠାରେ ଲଖ୍ ଡାଉନ୍ ଯୋଗୁ...
କରୋନା ସହ ଲଢିବାକୁ ୪୧ ଆଫ୍ରିକୀୟ ଦେଶରେ ରହିଛି ୨ ହଜାରରୁ କମ୍ ଭେଣ୍ଟିଲେଟର!
ଓ୍ବାକାଣ୍ଡା,୧୯।୪: କରୋନା ଭାଇରସ ଏବେ ଆଫ୍ରିକା ମହାଦେଶରେ ପ୍ରବେଶ କରିବା ଆରମ୍ଭ କରିଛି। ହେଲେ ସବୁଠାରୁ ଚିନ୍ତାର ବିଷୟ ଏହାର ଅନେକ ଦେଶରେ କରୋନା ସହ ଲଢିବାକୁ ଚିକିତ୍ସା ସୁବିଧା ନାହିଁ। ଏମିତିକି ପାଖାପାଖି ୪୧ ଆଫ୍ରିକୀୟ ଦେଶରେ ୨...
୬୮ ବର୍ଷରେ ପ୍ରଥମଥର: ପାଳନ ହେବନି ବ୍ରିଟେନ ରାଣୀଙ୍କ ଜନ୍ମଦିନ
ଲଣ୍ଡନ,୧୯।୪: ବ୍ରିଟେନ ମହାରାଣୀ ଏଲିଜାବେଥଙ୍କ ଜନ୍ମଦିନ ଚଳିତ ବର୍ଷ ପାଳନ କରାଯିବନାହିଁ। ୬୮ ବର୍ଷରେ ପ୍ରଥମଥର ମହାରାଣୀଙ୍କ ଜନ୍ମଦିନ ପାଳନକୁ ବନ୍ଦ କରିଦିଆଯାଇଛି। ଦେଶରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି। ଏହାସହ ଜନ୍ମଦିନରେ ତାଙ୍କୁ ଦିଆଯାଉଥିବା...
Archives


