ଏଡ୍ସ ଚିକିତ୍ସା ଖୋଜିବାର ପରିଣାମ କରୋନା ଭାଇରସ !
ପ୍ୟାରିସ,୧୯।୪: କରୋନା ଭାଇରସ ଏବେ ସାରା ବିଶ୍ୱରେ କାୟା ବିସ୍ତାର କରି ସାରିଥିବା ବେଳେ ଏହାର ଚିକିତ୍ସା ପାଇଁ ଏବେ ସବୁ ବିକାଶଶୀଳ ଦେଶରେ ଚାଲିଛି ଗବେଷଣା। ଏଚ୍ଆଇଭି ବା ହ୍ୟୁମାନ ଇମ୍ୟୁନୋଡେଫିସିଏନ୍ସି ଭାଇରସ ଉପରେ ଗବେଷଣା କରୁଥିବା ଫ୍ରାନ୍ସର...
ଆମେରିକାକୁ କାଳ ଅସିଦ୍ଧ ପରୀକ୍ଷା
ଓ୍ବାଶିଂଟନ,୧୯।୪: କରୋନା ଭାଇରସ୍ ବିଶ୍ୱକୁ ଗ୍ରାସକରି ଚାଲିଥିବା ବେଳେ ଆମେରିକା ଏଥିରେ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଛି। ସର୍ବାଧିକ ଭୂତାଣୁ ଆକ୍ରାନ୍ତ ଓ ମୃତ୍ୟୁସଂଖ୍ୟା ଏଠାରେ ଦେଖିବାକୁ ମିଳିଛି। କିପରି ଏହି ମହାମାରୀରୁ ଦେଶ ମୁକୁଳିବ, ସେନେଇ ଚିନ୍ତା ବଢ଼ିଯାଇଛି। ପ୍ରତିଦିନ...
୨ ମାସ ମଧ୍ୟରେ ପ୍ରଥମଥର ଦକ୍ଷିଣ କୋରିଆରେ ୨୦ ତଳକୁ ଖସିଲା କରୋନା ସଂକ୍ରମିତଙ୍କ ସଂଖ୍ୟା
ସିଓଲ,୧୮।୪: ଗତ ୨ ମାସ ମଧ୍ୟରେ ଦକ୍ଷିଣ କୋରିଆରେ କାୟା ବିସ୍ତାର କରି ଚାଲିଛି କରୋନା ଭାଇରସ। ଏଠାରେ ପ୍ରତିଦିନ ୩୦ରୁ ଅଧିକ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଉଥିବା ବେଳେ ଶନିବାର ପ୍ରଥମ କରି ଏଠାରେ କରୋନା ପଜିଟିଭ ସଂଖ୍ୟା...
କରୋନା ସଂକ୍ରମଣକୁ ନେଇ ତଥ୍ୟ ଲୁଚାଉଛି ପାକିସ୍ତାନ !
ଇସ୍ଲାମାବାଦ,୧୮।୪: କରୋନା ଭାଇରସ ଏବେ ସାରା ବିଶ୍ୱର ମେରୁଦଣ୍ଡକୁ ଏକ ପ୍ରକାର ଦୋହଲାଇ ଦେଇଥିବା ବେଳେ ପାକିସ୍ତାନ ବି ଏଥିରୁ ବାଦ୍ ପଡିନାହିଁ। ପାକିସ୍ତାନରେ କରୋନା ମୁକାବିଲା କରିବାକୁ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କ ପାଖରେ ବ୍ୟକ୍ତିଗତ ସୁରକ୍ଷା ଉପକରଣ(ପିପିଇ), ମାସ୍କ...
ଭାରତୀୟଙ୍କୁ ଭାଗ୍ୟବାନ ବୋଲି କହିଲେ ଆମେରିକା ଡାକ୍ତର
ଓ୍ବାଶିଂଟନ,୧୮।୪: ଆମେରିକାର ନ୍ୟୁଜର୍ସିରେ ଏବେ କରୋନା ସଂକ୍ରମିତଙ୍କ ଚିକିତ୍ସା କରୁଥିବା ଭାରତୀୟ ଡାକ୍ତର କ୍ରିତି ଅଗ୍ରଓ୍ବାଲ କୁହନ୍ତି ପ୍ରତିଦିନ ସେ ଚିକିତ୍ସା କରୁଥିବା ହସ୍ପିଟାଲରେ ଶହ ଶହ କରୋନା ସଂକ୍ରମିତ ଲୋକ ଆସୁଛନ୍ତି। ଏହାସହ ଆମେରିକାରେ ପ୍ରତିଦିନ ହଜାର ହଜାର...
ଆଲପ୍ସ ପର୍ବତର ୮୦୦ ମିଟର ଉଚ୍ଚରେ ତ୍ରିରଙ୍ଗା: କରୋନା ଲଢ଼େଇରେ ଭାରତୀୟ ଏକଜୁଟ କହିଲେ ମୋଦି
ନୂଆଦିଲ୍ଲୀ/ବେର୍ନ,୧୮।୪: ଭାରତରେ କରୋନା ସଂକ୍ରମଣ ରୋକିବା ଲାଗି ସରକାରଙ୍କ ପକ୍ଷରୁ ଲକ୍ଡାଉନ୍ ସମୟ ସୀମାକୁ ମେ ୩ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏପରିସ୍ଥଳେ ଭାରତବାସୀଙ୍କ ଏକତାକୁ ରୂପାୟନ କରି ସୁଇଜରଲାଣ୍ଡ୍ର ଆଲପ୍ସ୍ ପର୍ବତରେ ଲାଇଟ୍ ଇଫେକ୍ଟ ଦ୍ୱାରା ଭାରତୀୟ ଜାତୀୟ...
ସିମ୍ପାଜିର ସାନିଟାଇଜେଶନକୁ ନେଇ ଆସିଲା ଅଭିଯୋଗ!
ବ୍ୟାକଂକ,୧୮।୪: ସାରା ବିଶ୍ୱକୁ କରୋନା ଭାଇରସ ସଂକ୍ରମଣ ହେବା ଫଳରେ ପ୍ରାୟ ସବୁଦିନ କିଛି ନା କିଛି ଦୁଃଖଦ ଖବର ସାମ୍ନାକୁ ଆସୁଛି। ତେବେ କରୋନାଠାରୁ ଦୂରେଇ ରହିବାକୁ ହେଲେ ସାନିଟାଇଜେଶନକୁ ସବୁଠି ଗୁରୁତ୍ୱ ଦିଆଯାଉଛି। ଏହି ସମୟରେ ଏମିତି...
କରୋନା ମୃତ୍ୟୁର ୫ ବଡ଼ କାରଣ
ନୂଆଦିଲ୍ଲୀ/ଓ୍ବାଶିଂଟନ,୧୮।୪: କରୋନା ସଂକ୍ରମଣ ନେଇ ପୃଥିବୀରେ ଆତଙ୍କ ଜାରି ରହିଛି। ତେବେ ସଂକ୍ରମିତଙ୍କ ମୃତ୍ୟୁର ୫ ବଡ଼ କାରଣ ସମ୍ପର୍କରେ ଏବେ ପ୍ରକାଶ ପାଇଛି। ଆମେରିକାର ସେଣ୍ଟର ଫର୍ ଡିଜିଜ୍ କଣ୍ଟ୍ରୋଲ୍ ଆଣ୍ଡ୍ ପ୍ରିଭେଶନ ବିଭାଗ ପକ୍ଷରୁ କୁହାଯାଇଛି ଯେ,...
ଗୁରୁତର କରୋନା ସଂକ୍ରମିତଙ୍କୁ ଶାନ୍ତି ମୃତ୍ୟୁ: ବ୍ରିଟେନ୍ରେ ଅଫ୍ କରି ଦିଆଯାଉଛି ଭେଣ୍ଟିଲେଟର ସ୍ବିଚ୍ !
ଲଣ୍ଡନ,୧୮।୪: କରୋନା ବିରୋଧରେ ସାରା ପୃଥିବୀରେ ଲଢ଼େଇ ଜାରି ରହିଛି। ବ୍ରିଟେନ୍ରେ କରୋନା ସଂକ୍ରମିତଙ୍କ ଚିକିତ୍ସା କରୁଥିବା ଡାକ୍ତର, ନର୍ସ ତଥା ସ୍ବାସ୍ଥ୍ୟକ୍ରର୍ମୀ ଅଧିକ ବିସାଦଗ୍ରସ୍ତ ହେଉଥିବା ଏକ ରିପୋର୍ଟ ପ୍ରକାଶ ପାଇଛି। ଏଠାରେ ଗୁରୁତର କରୋନା ସଂକ୍ରମିତଙ୍କୁ ଅଧିକ...
ସେପ୍ଟେମ୍ବର ସୁଦ୍ଧା ଆସିବ କରୋନା ଟିକା !
ଲଣ୍ଡନ,୧୮।୪: କରୋନା ଭାଇରସର ସଂକ୍ରମଣ ସାରା ବିଶ୍ୱକୁ ଚିନ୍ତାରେ ପକାଇଥିବା ବେଳେ ଏବେ ସବୁ ବିକାଶଶୀଳ ଦେଶ ଏହାକୁ ନେଇ ଗବେଷଣା ଜାରି ରଖିଛନ୍ତି। ବିଶେଷ କରି ଏହି ଭୂତାଣୁକୁ ମାରିବାକୁ ଏପର୍ଯ୍ୟନ୍ତ କୌଣସି ନିର୍ଦ୍ଦିଷ୍ଟ ଔଷଧ ନ ଥିବାରୁ...
କରୋନା ସଂକ୍ରମଣ: ଆମେରିକା-ଚାଇନା ପରସ୍ପର ମୁଣ୍ଡରେ ଅଠା ବୋଲିବାକୁ କରୁଛନ୍ତି ଯୋଜନା; ମିଳିତ ରିସର୍ଚ୍ଚରେ ଫାଟ !
ଓ୍ବାଶିଂଟନ/ବେଜିଂ,୧୮।୪: ପୃଥିବୀରେ ହୋଇଥିବା କରୋନା ସଂକ୍ରମଣ ନେଇ ଏବେ ଆମେରିକା ଚାଇନା ପରସ୍ପର ମୁଣ୍ଡରେ ଅଠା ବୋଳିବାକୁ ଯୋଜନା କରୁଛନ୍ତି। ଗଣମାଧ୍ୟମ ସମ୍ମିଳନୀରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଏକ ପ୍ରଶ୍ନର ଉତ୍ତରରେ କହିଛନ୍ତି ଯେ, ଚାଇନାର ଉହାନ ସ୍ଥିତ...
ପ୍ରାଣୀଙ୍କ ମିନି ରେଷ୍ଟୁରାଣ୍ଟ
ନୂଆଦିଲ୍ଲୀ: ବିଶ୍ୱର ବିଭିନ୍ନ ସହରରେ ଏବେ ଲକ୍ଡାଉନ୍ ଚାଲିଥିବାରୁ ରାଜରାସ୍ତା ଉପରେ ବେଶ୍ ଆରାମରେ ବୁଲୁଛନ୍ତି ବିଭିନ୍ନ ଜୀବ। ରାସ୍ତା ଉପରେ ସେମାନଙ୍କୁ ହଇରାଣ କରିବା ପାଇଁ କେହି ରହୁ ନାହାନ୍ତି। କିନ୍ତୁ ଅନେକ ସ୍ଥାନରେ ପ୍ରାଣୀମାନେ ନିଜର ଖାଦ୍ୟ...
Archives


