ଉହାନରେ କରୋନା ମୃତ୍ୟୁସଂଖ୍ୟା ୫୦% ବଢ଼ିଲା
ବେଜିଂ/ଉହାନ,୧୮ା୪(ପି.ଟି.): ଚାଇନା ସରକାର ପୂର୍ବରୁ ପ୍ରକାଶିତ କରୋନାଜନିତ ମୃତ୍ୟୁସଂଖ୍ୟାରେ ଶୁକ୍ରବାର ସଂଶୋଧନ କରିଛନ୍ତି। ଦେଶରେ କରୋନା ସଂକ୍ରମଣରେ ୪,୬୩୨ ଜଣଙ୍କ ମୃତ୍ୟୁ ଘଟିଥିବା ଏହି ରିପୋର୍ଟରେ କୁହାଯାଇଛି। ଭୂତାଣୁ ଉତ୍ପତ୍ତିର କେନ୍ଦ୍ରସ୍ଥଳ ଉହାନ ସହରରେ ମୃତ୍ୟୁସଂଖ୍ୟା ୫୦ ପ୍ରତିଶତ ବୃଦ୍ଧି...
ବ୍ରିଟେନ ଆକାଶରେ ରହସ୍ୟମୟ ଧୂଆଁ
ଲଣ୍ଡନ,୧୮ା୪: ବ୍ରିଟେନ ଆକାଶରେ ଗୁରୁବାର ରାତି ୮ଟାରେ ଏକ ରହସ୍ୟଜନକ ବସ୍ତୁ ଜଳି ଜଳି ଯାଉଥିବାବେଳେ ତା’ ପଛପଟରୁ ଧୂଆ ବାହାରୁଥିବା ଦେଖିବାକୁ ମିଳିଥିଲା। ତାହା ୨୦ ମିନିଟ ଜଳିବା ସହ ଆକାଶରେ ଧୂମ ବଳୟ ସୃଷ୍ଟି କରିଥିଲା। କେମ୍ବ୍ରିଜ୍ଶାୟରର...
ସତର୍କ କରିବାରେ ବିଫଳ ହୋଇଥିଲା ଚାଇନା
ବେଜିଂ,୧୭।୪: କରୋନା ଭୂତାଣୁ ବିଶ୍ୱରେ ମହାମାରୀର ରୂପ ନେଇଛି। ୨୧୦ ଦେଶ ଏବେ ଏହା କବଳରେ ପଡ଼ି ଛଟପଟ ହେଉଛନ୍ତି। ଚାଇନାରୁ ଆସିଥିବା ଏହି ଭୂତାଣୁ ଏବେ ସମସ୍ତଙ୍କ ମେରୁଦଣ୍ଡ ଭାଙ୍ଗିପକାଇଛି। ପ୍ରାରମ୍ଭରୁ ଏନେଇ ଲୋକଙ୍କୁ ସତର୍କ କରାଯାଇଥିଲେ ସୁଫଳ...
‘ହାଇଡ୍ରୋକ୍ସିକ୍ଲୋରୋକୁଇନ୍ ଫଳପ୍ରଦ ହୋଇ ନ ପାରେ’
ବେଜିଂ, ୧୭।୪: କରୋନା ଭୂତାଣୁ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ହାଇଡ୍ରୋକ୍ସିକ୍ଲୋରୋକୁଇନ୍ ଏକ ଉପାଦେୟ ଔଷଧ ବୋଲି ଭାରତ ସମେତ ଅନେକ ରାଷ୍ଟ୍ର ଏହାର ବ୍ୟବହାର ଉପରେ ଜୋର ଦେଉଛନ୍ତି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଓ ବ୍ରାଜିଲ ପ୍ରତିପକ୍ଷ...
ଆମେରିକାରେ ୩୩ ହଜାର ମୃତ
ଓ୍ବାଶିଂଟନ,୧୭।୪: ଆମେରିକା ଏବେ ଉଦ୍ବେଗଜନକ ସ୍ଥିତିରେ ପହଞ୍ଚିଛି। କରୋନା ସଂକ୍ରମିତଙ୍କ ସଂଖ୍ୟା ଗୁରୁବାର ଏଠାରେ ବଢ଼ି ୬ ଲକ୍ଷ ୫୨ ହଜାରରେ ପହଞ୍ଚି ଥିବାବେଳେ ୩୩ ହଜାର ଲୋକ ପ୍ରାଣ ହରାଇଥିବା ଜଣାପଡ଼ିଛି। ଗତ ୨୪ ଘଣ୍ଟାରେ ୩,୨୦୦ ନୂଆରୋଗୀ...
୨୦୨୨ ଯାଏ ଜାରି ରହିପାରେ ସାମାଜିକ ଦୂରତ୍ୱ
ଓ୍ବାଶିଂଟନ,୧୭ା୪: କରୋନା ଭାଇରସ୍ ସଂକ୍ରମଣ ରୋକିବା ପାଇଁ ଅଦ୍ୟାବଧି ବିଶ୍ୱର କୌଣସି ରାଷ୍ଟ୍ର ଭାକ୍ସିନ ପ୍ରସ୍ତୁତ କରିପାରି ନାହାନ୍ତି। ସାମାଜିକ ଦୂରତ୍ୱ ବା ସୋସିଆଲ ଡିଷ୍ଟାନ୍ସିଂ ହିଁ ଏହି ଘାତକ ମହାମାରୀରୁ ମୁକ୍ତି ପାଇଁ ଏକମାତ୍ର ଔଷଧ ବୋଲି ବିବେଚନା...
କରୋନାକୁ ପରାସ୍ତ କରିବ ଭାରତ; ପୋଲିଓ ଅଭିଯାନରୁ ମିଳିଥିବା ଅଭିଜ୍ଞତା ହେବ ଉପଯୋଗୀ: ଡବ୍ଲ୍ୟୁଏଚ୍ଓ
ଜେନେଭା,୧୬।୪: ଭାରତରେ କରୋନା ବିରୋଧରେ ଜାରି ରହିଥିବା ଲଢ଼େଇକୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍ଓ) ପକ୍ଷରୁ ପ୍ରଶଂସା କରାଯାଇଛି। ଭାରତ ସରକାରଙ୍କ ପକ୍ଷରୁ ଗ୍ରହଣ କରାଯାଇଥିବା ପଦକ୍ଷେପ ଯୋଗୁ କରୋନା ପରାସ୍ତ ହେବାର ଆଶା ରହିଥିବା ଡବ୍ଲ୍ୟୁଏଚ୍ଓ କହିଛି। ବିଗତ...
ସାବଧାନ ! କରୋନା ସଂକ୍ରମଣ ପୂର୍ବରୁ ପାଦରେ ଦେଖାଦିଏ ଏଭଳି ଦାଗ
ମାଦ୍ରିଦ୍,୧୬।୪: କରୋନା ସଂକ୍ରମଣ ପୂର୍ବରୁ ଶରୀରରେ କେତେକ ଲକ୍ଷଣ ପାଇଥାଏ। ସେସବୁ ମଧ୍ୟରେ ଥଣ୍ଡା, କାଶ, ସର୍ଦ୍ଦି, ଜ୍ୱର, ଗଳା ଦରଜ ଆଦି ରହିଛି। ଏହାସହିତ କେତେକଙ୍କ ଘ୍ରାଣ ଶକ୍ତି କମି ଯାଉଥିବା କୁହାଯାଉଛି। ସେହିପରି କିଛି ଲୋକଙ୍କଠାରେ ଆଖି...
ପ୍ରକୃତିର ଶୋଷଣ ନୂଆ ରୋଗର ପ୍ରକୋପ ବଢ଼ାଇବ
ଓ୍ବାଶିଂଟନ,୧୬ା୪: ମହାମାରୀ କରୋନା ଯୋଗୁ ବିଶ୍ୱ ଏବେ ଥରହର। କେହି କେହି ଏହା ମାନବୀୟ ଅବହେଳାର ପରିଣାମ ବୋଲି କହୁଥିବା ବେଳେ ପ୍ରକୃତିର ଶୋଷଣ ଏଭଳି ରୋଗକୁ ଆମନ୍ତ୍ରଣ କରିଛି ବୋଲି ମଧ୍ୟ କେତେକ ତଥ୍ୟରୁ ଜଣାପଡ଼ିଛି। କରୋନା ମହାମାରୀ...
ପ୍ରାଣୀ ପାଲଟିବେ ପ୍ରାଣୀଙ୍କ ଖାଦ୍ୟ
ବର୍ଲିନ୍,୧୬ା୪: କରୋନା ଭାଇରସ୍ ସଂକ୍ରମଣ ଯୋଗୁ ପୃଥିବୀରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ସୁରକ୍ଷା ଦୃଷ୍ଟିରୁ ୯୦ରୁ ଅଧିକ ଦେଶରେ ଲକ୍ଡାଉନ୍ ଜାରି ହୋଇଛି। ଏପରିସ୍ଥଳେ ପରିବହନ ବ୍ୟବସ୍ଥା ବ୍ୟାହତ ହେବାରୁ ମଣିଷଠାରୁ ଆରମ୍ଭ କରି ପ୍ରାଣୀଜଗତ ପର୍ଯ୍ୟନ୍ତ ସଭିଙ୍କ ପାଇଁ...
କରୋନାକୁ ଡରି ଭୋକରେ ମରିବାକୁ ଚାହୁଁ ନାହାଁନ୍ତି ଇଟାଲିର ଜନସାଧାରଣ: ମରିବୁ ପଛେ ବାହାରକୁ ଯାଇ କରିବୁ କାମ !
ମିଲାନ,୧୬।୪: କରୋନା ସଂକ୍ରମଣ ଯୋଗୁ ଇଟାଲିର ଆର୍ଥିକ ମେରୁଦଣ୍ଡ ଭାଙ୍ଗି ଯାଇଛି। ସଂକ୍ରମଣକୁ ରୋକିବା ପାଇଁ ସରକାରଙ୍କ ପକ୍ଷରୁ ଲକ୍ ଡାଉନ୍ ଜାରି ହୋଇଛି। ତେବେ ଏହାଦ୍ୱାରା ଅଣ-ସଂଗଠିତ କ୍ଷେତ୍ର ଏବଂ ନିଜେ ଛୋଟମୋଟ ବ୍ୟବସାୟ କରୁଥିବା ବହୁ ଲୋକଙ୍କ...
ଗତ ୨୪ ଘଣ୍ଟାରେ ଆମେରିକାରେ କରୋନା ମୃତ୍ୟୁସଂଖ୍ୟା ୨,୬୦୦
ଓ୍ବାଶିଂଟନ,୧୬।୪: ଗତ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ବୁଧବାର ଆମେରିକାରେ ସର୍ବାଧିକ ୨,୬୦୦ ଲୋକଙ୍କ ମୃତ୍ୟୁ ହୋଇଛି। ତେବେ କରୋନା ସଂକ୍ରମଣରେ କୌଣସି ଦେଶରେ ୧୪ ଘଣ୍ଟାରେ ଏତେ ସଂଖ୍ୟକ ଲୋକଙ୍କ ମୃତ୍ୟୁ ହେବା ଏହା ପ୍ରଥମ ଘଟଣା ବୋଲି...
Archives


