ମୋବାଇଲ ଲକ୍ ଖୋଲିବାକୁ ଏହି ମଡେଲଙ୍କ ଆଙ୍ଗୁଠି କାଟିନେଲେ ଦୁର୍ବୃତ୍ତ
ମସ୍କୋ,୨୮ା୧୦: ରୁଷିଆର ଜଣେ ମହିଳା ବୈଜ୍ଞାନିକ ତଥା ମଡେଲଙ୍କ ମୃତ୍ୟୁ ଘଟିଛି। ତେବେ ସବୁଠାରୁ ଆଶ୍ଚର୍ଯ୍ୟର କଥା ହେଉଛି ହତ୍ୟାକାରୀ ମଡେଲଙ୍କ ମୋବାଇଲରୁ ଲକ୍ ଖୋଲିବାକୁ ତାଙ୍କ ହାତ ଆଙ୍ଗୁଠି ମଧ୍ୟ କାଟି ନେଇଛନ୍ତି। କାରଣ ଆଙ୍ଗୁଠି କାଟିଦେଲେ ଫିଙ୍ଗର ପ୍ରିଣ୍ଟ…
ମାତ୍ର ୧୫ ମିନିଟ୍ରେ କରୋନାକୁ ହରାଇଥିଲେ ପୁଅ: ଟ୍ରମ୍ପ
ନ୍ୟୁୟର୍କ,୨୮।୧୦: ଆସନ୍ତା ନଭେମ୍ବର ୩ରେ ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏହାପୂର୍ବରୁ ପ୍ରଚାର ଜୋରଦାର ଚାଲିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ରାଲିରେ ଦାବି କରିଛନ୍ତି ଯେ ତାଙ୍କ ପୁଅ ବାରୋନ ମାତ୍ର ୧୫ ମିନିଟରେ ବିପଜ୍ଜନକ…
ପ୍ରଦୂଷଣ ଯୋଗୁ ବଢିଛି ୧୫ ପ୍ରତିଶତ କରୋନା ମୃତ୍ୟୁ ସଂଖ୍ୟା
ୱାଶିଂଟନ,୨୮ ।୧୦: କରୋନା ଭାଇରସ ସଂକ୍ରମଣ ସାରା ବିଶ୍ୱକୁ ଅସ୍ତବ୍ୟସ୍ତ କରି ପକାଇଛି । ଏହାରି ଭିତରେ ଲକ୍ଷ ଲକ୍ଷ ଲୋକଙ୍କ ମୃତ୍ୟୁ ହୋଇଛି ଏହି କରୋନା ମହାମାରୀ ଯୋଗୁ । ଏବେ ଏକ ଅଧ୍ୟୟନରୁ ଜଣାପଡିଛି ଯେ ପ୍ରଦୂଷଣ ଯୋଗୁ…
ଭୟଙ୍କର ବୋମା ବିସ୍ଫୋରଣ: ୪ ମୃତ, ୨୬ ଆହତ
ପେଶଓ୍ବାର,୨୭।୧୦: ପାକିସ୍ଥାନର ପେଶୱାରରେ ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ଏଥିରେ ପ୍ରାୟ ୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୬ ଜଣ ଆହତ ହୋଇଥିବା ସୂଚନା ମିଳିଛି। ଦୁର୍ଘଟଣାରେ ୧୯ ଶିଶୁ ସାମିଲ ଥିବା ଜଣାପଡିଛି। ଏହି ବିସ୍ଫୋରଣ ସମ୍ପର୍କରେ ପାକିସ୍ତାନ…
ଚନ୍ଦ୍ରରେ ମିଳିଲା ଜଳର ସନ୍ଧାନ
ନ୍ୟୁୟର୍କ,୨୭।୧୦: ଚନ୍ଦ୍ରରେ ମାନବ ବସତି ସ୍ଥାପନ କରିବାର ବୈଜ୍ଞାନିକ ଆଶା ଅଧିକ ଶକ୍ତିଶାଳୀ ହୋଇଛି। ଆମେରିକାର ସ୍ପେସ ଏଜେନ୍ସି ନାସା ଚନ୍ଦ୍ର ପୃଷ୍ଠରେ ଜଳ ଆବିଷ୍କାର କରିଛି। ନାସାର ‘ମୁନ ମିଶନ’ରେ ଜଳର ସନ୍ଧାନ ମିଳିଛି। ନାସାର ଷ୍ଟ୍ରାଟୋସାଇଫର୍ ଅବଜରଭେଟୋରୀ ଫର…
ମାସ୍କ ନ ପିନ୍ଧିଲେ ମିଳିବନି ସରକାରୀ ସୁବିଧା ସୁଯୋଗ
ଢାକା, ୨୬।୧୦: କରୋନା ମହାମାରୀ ସଂକ୍ରମଣକୁ ରୋକିବା ଲାଗି ବାଂଲାଦେଶ ସରକାର ନୂଆ ଆଇନ ପ୍ରଣୟନ କରିଛନ୍ତି। ଏଣିକି ମାସ୍କ ପିନ୍ଧି ନ ଥିବା ଲୋକଙ୍କୁ କୌଣସି ସରକାରୀ ସୁବିଧା ସୁଯୋଗ ମିଳିବନି ବୋଲି ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ପ୍ରଧାନମନ୍ତ୍ରୀ…
ଭାରତ ଶକ୍ତିଶାଳୀ ବୋଲି ସ୍ବୀକାର କଲା ଆମେରିକା: ମିଳିମିଶି କାମ କରିବାକୁ କହିଲା
ଓ୍ବାଶିଂଟନ, ୨୬।୧୦: ଭାରତକୁ ଏକ ଶକ୍ତିଶାଳୀ ରାଷ୍ଟ୍ର ଭାବେ ଆମେରିକା ସ୍ବୀକାର କରିଛି। ଭାରତ ସହିତ ମିଳିମିଶି କାମ କରିବାକୁ ଆମେରିକା ଆଗ୍ରହୀ ବୋଲି କହିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ସରକାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ କାର୍ଯ୍ୟକୁ ପୂର୍ବରୁ ପ୍ରଶଂସା…
କାରଗିଲ୍ ଯୁଦ୍ଧ ଭୋକିଲା ଲଢ଼ିଥିଲେ ପାକିସ୍ତାନୀ ସୈନ୍ୟ: ନଓ୍ବାଜ ଶରିଫ୍
ଲଣ୍ଡନ, ୨୬।୧୦: ଭାରତ ପାକିସ୍ତାନ ମଧ୍ୟରେ ୧୯୯୯ରେ ହୋଇଥିବା କାରଗିଲ୍ ଯୁଦ୍ଧ ସମ୍ପର୍କରେ ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫ୍ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ସେ ସମୟରେ ପାକିସ୍ତାନୀ ସୈନ୍ୟଙ୍କ ପାଖରେ ଖାଇବାକୁ ଖାଦ୍ୟର ଅଭାବ ଥିଲା। ସେମାନେ ଭୋକିଲା ଯୁଦ୍ଧ ଲଢ଼ିଥିଲେ…
୨୯ ଦିନ ପରେ ଯୁଦ୍ଧ ଶେଷ: ଆର୍ମେନିଆ-ଅଜରବୈଜାନ ଅସ୍ତ୍ରବିରତି
ୟେରେଭାନ୍/ବାକୁ, ୨୬।୧୦: ଦୀର୍ଘ ୨୯ ଦିନ ପରେ ଆର୍ମେନିଆ ଏବଂ ଅଜରବୈଜାନ ମଧ୍ୟରେ ଅସ୍ତ୍ରବିରତି ଘୋଷଣା କରାଯାଇଛି। ଦୁଇ ଦେଶ ଅକ୍ଟୋବର ୨୫-୨୬ ତାରିଖ ମଧ୍ୟ ରାତିରେ ଲାଗି ରହିଥିବା ଯୁଦ୍ଧରେ ବିରାମ ଲଗାଇବା ପାଇଁ ସହମତି ପ୍ରକାଶ କରିଛନ୍ତି। ଅସ୍ତ୍ରବିରତି…
ପ୍ରାଥମିକ ସ୍କୁଲରେ ଆଖିବୁଜା ଗୁଳିମାଡ଼: ୮ ମୃତ, ୧୨ ଆହତ
ୟାଉଣ୍ଡେ, ୨୫।୧୦: ଆଫ୍ରିକୀୟ ଦେଶ କ୍ୟାମେରୁନ୍ରେ କେତେକ ଅଜଣା ବନ୍ଧୁକଧାରୀ ଏକ ପ୍ରାଥମିକ ସ୍କୁଲରେ ପଶି ଆଖିବୁଜା ଗୁଳିମାଡ଼ କରିଛନ୍ତି। ଏଥିରେ ୮ ଜଣ ପିଲାଙ୍କ ମୃତ୍ୟୁ ଘଟିଥିବାବେଳେ ୧୨ରୁ ଅଧିକ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ଲାଗି…
ଚାଇନାର ବନ୍ଧୁ ପଣିଆ: ନେପାଳର ୭ ଜିଲାରେ ଅବୈଧ କବ୍ଜା, ଭାରତୀୟ ସେନା ସତର୍କ
କାଠମାଣ୍ଡୁ, ୨୫।୧୦: ଚାଇନାର ବନ୍ଧୁ ପଣିଆ ଧରାପଡ଼ିଯାଇଛି। ନେପାଳ ସହିତ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ରଖିବା ଆଳରେ ଚାଇନା ସୀମାବର୍ତ୍ତୀ ୭ ଜିଲାରେ ଅବୈଧ କବ୍ଜା କରିଛି। ଏସବୁ ଜିଲାଗୁଡ଼ିକ ଭାରତୀୟ ସୀମାରେ ରହିଛି। ନେପାଳର ସୀମାବର୍ତ୍ତୀ ଜିଲାରେ କବ୍ଜା କରି ଚାଇନା…
ଜିିତିଲେ ମାଗଣା ଟିକା: ବିଡେନ୍
ଓ୍ବାଶିଂଟନ, ୨୫।୧୦: ନଭେମ୍ବର ୩ରେ ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ହେବାକୁ ଯାଉଛି। ଏନେଇ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଏବଂ ଡୋମୋକ୍ରାଟିକ୍ ଦଳର ପ୍ରାର୍ଥୀ ଜୋ ବିଡେନ୍ଙ୍କ ମଧ୍ୟରେ ବାକ୍ଯୁଦ୍ଧ ଜାରି ରହିଛି। ବିଡେନ୍ ଟ୍ରମ୍ପ୍ଙ୍କୁ ଟାର୍ଗେଟ୍ କରି କହିଛନ୍ତି ଯେ, ଆମେରିକା…
Archives


