ଚାଇନାରେ ଆଫ୍ରିକୀୟଙ୍କୁ ଦୁର୍ବ୍ୟବହାର
ବେଜିଂ,୧୬।୪: କରୋନା ଭାଇରସ୍ ଆତଙ୍କ ମଧ୍ୟରେ ଚାଇନାରେ ଆଫ୍ରିକୀୟଙ୍କୁ ନିର୍ଯାତନା ଦିଆଯିବା ଘଟଣାରୁ କୂଟନୈତିକ ବାକ୍ଯୁଦ୍ଧ ଆରମ୍ଭ ହୋଇଯାଇଛି। ଦକ୍ଷିଣ ଚାଇନାର ଗୁଆଙ୍ଗଝୋଉରେ ଥିବା ଆଫ୍ରିକୀୟ ପ୍ରବାସୀ ଓ ଛାତ୍ରୀଛାତ୍ରଙ୍କୁ ଜୋର୍ଜବରଦସ୍ତ କରୋନା ଭାଇରସ୍ ପରୀକ୍ଷା କରାଯିବା ସହ ୧୪...
ଡବ୍ଲ୍ୟୁଏଚ୍ଓକୁ ସହାୟତା ବନ୍ଦ କଲେ ଟ୍ରମ୍ପ୍
ଓ୍ବାଶିଂଟନ,୧୬ା୪(ପି.ଟି.): କୋଭିଡ୍ ଭୂତାଣୁ ସାରା ବିଶ୍ୱକୁ ବ୍ୟାପିଥିବାବେଳେ ଏଥିପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍ଓ)କୁ ଦାୟୀ କରିଛି ଆମେରିକା। ଚାଇନାରେ ଏହି ଭୂତାଣୁ ସଂକ୍ରମଣ ସମ୍ପର୍କରେ ଜାଣି ମଧ୍ୟ ଡବ୍ଲ୍ୟୁଏଚ୍ଓ ଏହାକୁ ଲୋକଲୋଚନକୁ ଆଣିବାରେ ବିଳମ୍ବ କରିଥିଲା। ଏହି ସଂସ୍ଥାର...
ପୃଥିବୀରେ କରୋନା ସଂକ୍ରମଣ କରାଇ ବି ଚାଇନାର ମନରେ ନାହିଁ ଅବଶୋଷ: ବନ୍ଦକଲା ମେକାଙ୍ଗ୍ ନଦୀର ପାଣି; ୪ ଦେଶରେ ମରୁଡ଼ି !
ବେଜିଂ,୧୫।୪: ପୃଥିବୀ ସାରା କରୋନା ସଂକ୍ରମଣ କରାଇଥିବା ଚାଇନା ମନରେ ଏବେ ମଧ୍ୟ ଅବଶୋଷ ନାହିଁ। ଏହାର ପ୍ରମାଣ ପାଲଟଛି ଚାଇନାର ଅମାନବୀୟ କାର୍ଯ୍ୟ। ଚାଇନା ମେକାଙ୍ଗ୍ ନଦୀର ପାଣିକୁ ରୋକି ଦେଇଛି। ଏହି ନଦୀ ଥାଇଲାଣ୍ଡ୍, ଲାଓସ, କାମ୍ବୋଡ଼ିଆ...
ଭୂତାଣୁ ସଂକ୍ରମଣ ପରେ ଶରୀରର ରୋଗ ପ୍ରତିରୋଧକ ଶକ୍ତି ହୁଏ ବୃଦ୍ଧି: କରୋନା କ୍ଷେତ୍ରରେ ବି ଏହା ସମ୍ଭବ !
ଓ୍ବାଶିଂଟନ,୧୫।୪: କରୋନା ସଂକ୍ରମଣ ଯୋଗୁ ପୃଥିବୀରେ ଅଚଳାବସ୍ଥା ଦେଖାଦେଇଛି। ମାନବ ସମାଜରୁ ଏହି ମହାମାରୀକୁ ଦୂରେଇବା ପାଇଁ ନାନା ପ୍ରକାର ଗବେଷଣା ଜାରି ରହିଛି। ଏହି ମର୍ମରେ ହୋଇଥିବା ଗବେଷଣା ରିପୋର୍ଟରେ ପ୍ରକାଶ ପାଇଛି ଯେ, ସାଧାରଣତଃ ଭୂତାଣୁ ସଂକ୍ରମଣ...
ଆମେରିକାରୁ ଆସିଲା ଖୁସି ଖବର: କରୋନା ସଂକ୍ରମଣରେ ଫୁସ୍ଫୁସ୍କୁ ସୁରକ୍ଷିତ ରଖିବ ‘ଇଆଇଡିଡି-୨୮୦୧’ ଟ୍ୟାବଲେଟ୍ !
ନ୍ୟୁୟର୍କ,୧୫।୪: କରୋନା ସଂକ୍ରମଣକୁ ରୋକିବା ପାଇଁ ପୃଥିବୀର ବିଭିନ୍ନ ଦେଶରେ ବୈଜ୍ଞାନିକମାନେ ଔଷଧ ପ୍ରସ୍ତୁତିରେ ଲାଗି ରହିଛନ୍ତି। ଦିନରାତି ଏନେଇ ଉଦ୍ୟମ ଅବ୍ୟାହତ ରହିଛି। ତେବେ ଆମେରିକାରୁ ଖୁସି ଖବର ମିଳିଛି। ଆମେରିକା ନ୍ୟୁୟର୍କରେ ବୈଜ୍ଞାନିକମାନେ ‘ଇଆଇଡିଡି-୨୮୦୧’ ଟ୍ୟାବଲେଟ୍ ପ୍ରସ୍ତୁତ...
ବାରମ୍ବାର ମୁହଁରେ ହାତ ମାରିବା ଅଭ୍ୟାସ: ରହିଛି କରୋନା ସଂକ୍ରମଣ ଆଶଙ୍କା; ଲକ୍ଷେ ୨୫ ହଜାର ଜୀବନ ଯିବାପରେ ବି ଲୋକେ ନୁହଁନ୍ତି ସତର୍କ !
ନୂଆଦିଲ୍ଲୀ/ନ୍ୟୁୟର୍କ,୧୫।୪: ସାରା ପୃଥିବୀରେ କରୋନା ସଂକ୍ରମଣ ଦେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣକୁ କିପରି ରୋକାଯିବ ସେନେଇ ବହୁ ଉଦ୍ୟମ ଜାରି ରହିଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ବାରମ୍ବାର ମୁହଁରେ ହାତ ନ ମାରିବାକୁ...
୧୧ କୋଟି ୭୦ ଲକ୍ଷ ଶିଶୁଙ୍କୁ ମିଳିମିଳା ହେବା ଆଶଙ୍କା: ଜାତିସଂଘ
ଜେନେଭା,୧୫।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ଏପରିସ୍ଥଳେ ଜାତିସଂଘ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ଚେତାବନୀ ଦିଆଯାଇଛି। ଜାତିସଂଘ ପକ୍ଷରୁ ସୂଚନା ଦିଆଯାଇଛି ଯେ,...
ଗଣମାଧ୍ୟମକୁ ଜରୁରୀ ସେବା ଘୋଷଣା କର: ସରକାରମାନଙ୍କୁ ୟୁନେସ୍କୋର ପରାମର୍ଶ
ଜାତିସଂଘ,୧୫ । ୪: ମହାମାରୀ କରୋନା ବିଶ୍ୱର ୨୦୯ ରାଷ୍ଟ୍ରକୁ ଗ୍ରାସ କରିଛି। ଏହାର ମୁକାବିଲା ପାଇଁ ଅଧିକାଂଶ ଦେଶରେ ଲକ୍ଡାଉନ୍ ଓ ଶଟଡାଉନ୍ ଘୋଷଣା କରାଯାଇଥିବାବେଳେ ସୃଷ୍ଟି ହୋଇଛି ଅଚଳାବସ୍ଥା। ଏପରି ସମୟରେ ଖବରକାଗଜ ସଂସ୍ଥାଗୁଡ଼ିକ ସର୍ବାଧିକ ପ୍ରଭାବିତ...
ଲକ୍ଡାଉନ: ଅନ୍ଲାଇନ ବିବାହରେ ସାମିଲ ହେଲେ ୨ଶହ ଅତିଥି
ଟେକ୍ସାସ,୧୪।୪: କରୋନା ସଂକ୍ରମଣକୁ ନେଇ ସାରା ବିଶ୍ୱ ଏକ ପ୍ରକାର ଲକ୍ଡାଉନ୍ ହୋଇ ଯାଇଛି କହିଲେ ଚଳେ। ଚାଇନାରୁ ଆରମ୍ଭ ହୋଇଥିବା କରୋନା ଭାଇରସ ସଂକ୍ରମଣ ଏବେ ୨ ଶହରୁ ଊର୍ଦ୍ଧ୍ୱ ଦେଶକୁ ବ୍ୟାପି ସାରିଲାଣି। ଏବେ ଏଥିରେ ବିଶେଷ...
ଖରାଦିନେ କରୋନା ସଂକ୍ରମଣ କମିବା ଆଶଙ୍କା କମ୍: ଭାରତ-ବ୍ରାଜିଲ୍ରେ ୨ ଗୁଣା ବେଗରେ ପାଉଛି ବୃଦ୍ଧି; ଶୀତପ୍ରଧାନ ଦେଶରେ ରଚିଥିଲା ୯୦ ଦିନର ମୃତ୍ୟୁ ତାଣ୍ଡବ !
ଓ୍ବାଶିଂଟନ,୧୪।୪: କରୋନା ସଂକ୍ରମଣ ଯୋଗୁ ପୃଥିବୀର ଆତଙ୍କ ଦେଖାଦେଇଛି। ଗତ ୯୦ ଦିନ ଧରି କରୋନା ପୃଥିବୀର ଶୀତପ୍ରଧାନ ଦେଶଗୁଡ଼ିକରେ ମୃତ୍ୟୁର ତାଣ୍ଡବ ରଚିଥିଲା। ଏବେ ଗତ ୧୨ ଦିନ ଧରି ଗ୍ରୀଷ୍ମପ୍ରଧାନ ଦେଶରେ କରୋନା ଆତଙ୍କ ସୃଷ୍ଟି କରିଛି।...
ପାକିସ୍ତାନର ୨୦ ଡାକ୍ତର କରୋନାରେ ସଂକ୍ରମିତ
ଇସ୍ଲାମାବାଦ,୧୪।୪: ପାକିସ୍ତାନରେ କରୋନା ତା’ର କାୟା ବିସ୍ତାର କରି ଚାଲିଥିବା ବେଳେ ଏବେ ସେଠାରେ ସଂକ୍ରମିତଙ୍କ ସଂଖ୍ୟା ୫ ହଜାର ଅତିକ୍ରମ କରି ସାରିଛି। ଏହାର ପଞ୍ଜାବ ଅଞ୍ଚଳରେ ସର୍ବାଧିକ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଗୁରୁତ୍ୱପୂର୍ଣ୍ଣ କଥା ହେଲା...
ଦିନକରେ ୪, ୧୬୮ ମୃତ
ଓ୍ବାଶିଂଟନ/ରୋମ୍/ଲଣ୍ଡନ,୧୪।୪: ମହାମାରୀ କରୋନା ବିଶ୍ୱରେ ଅସମ୍ଭାଳ ପରିସ୍ଥିତି ସୃଷ୍ଟିକରିଛି। ସୋମବାର ରାତି ୧୧ଟା ସୁଦ୍ଧା ୧,୧୮,୩୬୨ ବ୍ୟକ୍ତି ପ୍ରାଣ ହରାଇଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ୧୯,୦୩,୦୯୨ରେ ପହଞ୍ଚିଛି। ସବୁଠାରୁ ଆମେରିକା ଅଧିକ କ୍ଷତିଗ୍ରସ୍ତ ହୋଇଥିବା ବେଳେ ବ୍ରିଟେନ ସ୍ଥିତି...
Archives


