ପ୍ରାଥମିକ ସ୍କୁଲରେ ଆଖିବୁଜା ଗୁଳିମାଡ଼: ୮ ମୃତ, ୧୨ ଆହତ
ୟାଉଣ୍ଡେ, ୨୫।୧୦: ଆଫ୍ରିକୀୟ ଦେଶ କ୍ୟାମେରୁନ୍ରେ କେତେକ ଅଜଣା ବନ୍ଧୁକଧାରୀ ଏକ ପ୍ରାଥମିକ ସ୍କୁଲରେ ପଶି ଆଖିବୁଜା ଗୁଳିମାଡ଼ କରିଛନ୍ତି। ଏଥିରେ ୮ ଜଣ ପିଲାଙ୍କ ମୃତ୍ୟୁ ଘଟିଥିବାବେଳେ ୧୨ରୁ ଅଧିକ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ଲାଗି…
ଚାଇନାର ବନ୍ଧୁ ପଣିଆ: ନେପାଳର ୭ ଜିଲାରେ ଅବୈଧ କବ୍ଜା, ଭାରତୀୟ ସେନା ସତର୍କ
କାଠମାଣ୍ଡୁ, ୨୫।୧୦: ଚାଇନାର ବନ୍ଧୁ ପଣିଆ ଧରାପଡ଼ିଯାଇଛି। ନେପାଳ ସହିତ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ରଖିବା ଆଳରେ ଚାଇନା ସୀମାବର୍ତ୍ତୀ ୭ ଜିଲାରେ ଅବୈଧ କବ୍ଜା କରିଛି। ଏସବୁ ଜିଲାଗୁଡ଼ିକ ଭାରତୀୟ ସୀମାରେ ରହିଛି। ନେପାଳର ସୀମାବର୍ତ୍ତୀ ଜିଲାରେ କବ୍ଜା କରି ଚାଇନା…
ଜିିତିଲେ ମାଗଣା ଟିକା: ବିଡେନ୍
ଓ୍ବାଶିଂଟନ, ୨୫।୧୦: ନଭେମ୍ବର ୩ରେ ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ହେବାକୁ ଯାଉଛି। ଏନେଇ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଏବଂ ଡୋମୋକ୍ରାଟିକ୍ ଦଳର ପ୍ରାର୍ଥୀ ଜୋ ବିଡେନ୍ଙ୍କ ମଧ୍ୟରେ ବାକ୍ଯୁଦ୍ଧ ଜାରି ରହିଛି। ବିଡେନ୍ ଟ୍ରମ୍ପ୍ଙ୍କୁ ଟାର୍ଗେଟ୍ କରି କହିଛନ୍ତି ଯେ, ଆମେରିକା…
ଭାରତର ଏହି ଶତ୍ରୁ ଦେଶରେ ରହିଛି ଦେବୀ ଶକ୍ତିପୀଠ, ହିନ୍ଦୁ ସହିତ ମୁସ୍ଲିମ ବି କରନ୍ତି ପୂଜା
ଇସ୍ଲାମାବାଦ,୨୪ା୧୦: ଚଳିତବର୍ଷ କରୋନା ମହାମାରୀ ପୂଜାପାର୍ବଣ ଉପରେ ପ୍ରଭାବ ପକାଇଛି। ତେଣୁ ପାର୍ବଣ ଫିକା ପଡ଼ିଛି। ମାତ୍ର ଲୋକଙ୍କ ମନରୁ ଭକ୍ତିଭାବ ଦୂରେଇ ନାହିଁ। ଲୋକେ ଘରେ ରହି ମା’ଙ୍କୁ ଆରାଧନା କରୁଛନ୍ତି। ଏହି ସ୍ବତନ୍ତ୍ର ଉତ୍ସବରେ ଜାଣନ୍ତୁ କିଛି ଭିନ୍ନ…
ଆମେରିକା ଲୋକେ କରୋନା ସହିତ ବଞ୍ଚିବା ନୁହେଁ ମରିବା ଶିକ୍ଷା କରୁଛନ୍ତି: ବାଇଡେନ୍
ଓ୍ବାଶିଂଟନ, ୨୪।୧୦: ନଭେମ୍ବର ୩ରେ ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ହେବାକୁ ଯାଉଛି। ଏନେଇ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଏବଂ ଡୋମୋକ୍ରାଟିକ୍ ଦଳର ପ୍ରାର୍ଥୀ ଜୋ ବାଇଡେନ୍ଙ୍କ ମଧ୍ୟରେ ବାକ୍ ଯୁଦ୍ଧ ଜାରି ରହିଛି। ବାଇଡେନ୍ ଟ୍ରମ୍ପ୍ଙ୍କୁ ଟାର୍ଗେଟ୍ କରି କହିଛନ୍ତି ଯେ,…
ଥରିଲା ବାଂଲାଦେଶ
ଢାକା, ୨୪।୧୦: ବାଂଲାଦେଶରେ ଶନିବାର ସକାଳ ୮ଟା ୫୧ରେ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୧ ଥିଲା ବୋଲି ଭୂକମ୍ପ ଗବେଷଣା କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଭୂପୃଷ୍ଠର ୫୦ କିମି ତଳେ ଭୂକମ୍ପର କେନ୍ଦ୍ର ରହିଥିବା…
ର’ ମୁଖ୍ୟ-ଓଲିଙ୍କ ବୈଠକକୁ ନେଇ ବିବାଦ
କାଠମାଣ୍ଡୁ,୨୪ା୧୦: ରିସର୍ଚ୍ଚ ଆଣ୍ଡ ଆନାଲିସିସ୍ ଓ୍ବିଙ୍ଗ୍ (ର) ମୁଖ୍ୟ ସାମନ୍ତ କୁମାର ଗୋଏଲ ଓ ନେପାଳ ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲିଙ୍କ ମଧ୍ୟରେ ବୁଧବାର ହୋଇଥିବା ବୈଠକକୁ ନେଇ ପଡ଼ୋଶୀ ଦେଶରେ ବିବାଦ ସୃଷ୍ଟି ହୋଇଛି। ଶାସକ ନେପାଳ କମ୍ୟୁନିଷ୍ଟ ପାର୍ଟି…
ଭାରତକୁ ଅପରିଚ୍ଛନ୍ନ କହିଲେ ଟ୍ରମ୍ପ୍
ଓ୍ବାଶିଂଟନ,୨୪ା୧୦: ଭାରତ ଅପରିଚ୍ଛନ୍ନ। ଭାରତ, ଚାଇନା ଓ ରୁଷିଆ ସେମାନଙ୍କ ପ୍ରଦୂଷିତ ବାୟୁର ଯନତ୍ ନେଉନାହାନ୍ତି ବୋଲି ଗୁରୁବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ସମାଲୋଚନା କରିଛନ୍ତି। ଡେମୋକ୍ରାଟ ନୋମିନି ଜୋ ବିଡେନଙ୍କ ସହ ଦ୍ୱିତୀୟ ତଥା ଅନ୍ତିମ ପର୍ଯ୍ୟାୟ ବିତର୍କ…
ଭାକ୍ସିନ ନେଇ ୩୨ ମୃତ
ସିଓଲ୍,୨୪ା୧୦:ଦକ୍ଷିଣ କୋରିଆରେ ଫ୍ଲୁ’ଜନିତ ସ୍ବାସ୍ଥ୍ୟ ସଙ୍କଟ ଦୂର କରିବା ପାଇଁ ସରକାର ଟିକାକରଣ କାର୍ଯ୍ୟକ୍ରମ ଚଳାଇଥିବାବେଳେ ଆଉ ଏକ ବିପଦ ମାଡ଼ିଆସିଛି। ‘କୋଭିଡ୍-୧୯’ ଏବଂ ‘ଇନ୍ଫ୍ଳୁଏଞ୍ଜା’କୁ ଦେଶରେ ‘ଟ୍ବିନଡେମିକ୍’ ବା ଯଁାଳା ମହାମାରୀ ବୋଲି ଅଭିହିତ କରାଯାଉଛି। ଏହି ଟ୍ବିନଡେମିକ୍ର ଗୋଷ୍ଠୀ…
ଏହି ପଶୁର କ୍ଷୀରରୁ ତିଆରି ହେଉଛି ବିଶ୍ୱର ସବୁଠାରୁ ମହଙ୍ଗା ପନିର:ଏହି ଦାମ୍ରେ କିଣାଯାଇ ପାରିବ ସୁନା
ସାଧାରଣତଃ ଆମେ ଗାଈ କିମ୍ବା ମଇଁଷି କ୍ଷୀରରୁ ପନିର ତିଆରି କରିଥାଉ। ଯାହାର କିଲୋପ୍ରତି ଦାମ୍ ୩ଶହରୁ ୬ଶହ ଟଙ୍କା । ହେଲେ ଏମିତି ଏକ ପଶୁର କ୍ଷୀରରୁ ପନିର ତିଆରି ହେଉଛି ଯାହା ବିଶ୍ୱର ସବୁଠାରୁ ମହଙ୍ଗା ପନିର। ଏହି…
ବୟସ ୧୪, ଉଚ୍ଚତା ୭ ଫୁଟ
ବେଜିଂ,୨୩ା୧୦: ଦକ୍ଷିଣ ପଶ୍ଚିମ ଚାଇନାର ସିଚୁଆନ ରାଜ୍ୟ ଲେଶାନ ସିଟିର ଜଣେ ୧୪ ବର୍ଷର ବାଳକଙ୍କ ଉଚ୍ଚତା ୭ ଫୁଟ। ଏହି ବାଳକ ବିଶ୍ୱର ସବୁଠୁ ଡେଙ୍ଗା ବାଳକ ଭାବରେ ପରିଗଣିତ ହୋଇଛନ୍ତି। ତାଙ୍କ ନାମ ରେନ୍ କିୟୁ। ରେନ୍ ତାଙ୍କ…
କିଛି ସପ୍ତାହ ମଧ୍ୟରେ ଆସିବ କରୋନା ଟିକା: ଟ୍ରମ୍ପ
ଓ୍ବାଶିଂଟନ୍,୨୩।୧୦:ଚୁ ନଭେମ୍ବର ୩ରେ ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ଦୃଷ୍ଟିରେ ରଖି ରାଷ୍ଟ୍ରପତିଙ୍କ ପାଇଁ ଦ୍ୱିତୀୟ ତଥା ଶେଷ ବିତର୍କ ଶୁକ୍ରବାର ଦିନ ନାଶଭିଲରେ ଅନୁଷ୍ଠିତ ହୋଇଥିଲା। ଏଥିରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଡେମୋକ୍ରାଟ ରାଷ୍ଟ୍ରପତି ପ୍ରାର୍ଥୀ…
Archives


