ଅନ୍ତର୍ଜାତୀୟ

ଅଷ୍ଟ୍ରାଜେନିକା କୋଭିଡ-୧୯ ଭ୍ୟାକ୍ସିନ ପରୀକ୍ଷଣ ପରେ ବ୍ରାଜିଲ ସ୍ୱେସ୍ଥାସେବୀଙ୍କ ମୃତ୍ୟୁ

ବ୍ରାସିଲିୟା,୨୨ ।୧୦: ବ୍ରାଜିଲର ସ୍ୱାସ୍ଥ୍ୟ ପ୍ରାଧିକରଣ ଏନୱିସା ବୁଧବାର ପ୍ରକାଶ କରିଛି ଯେ ଅଷ୍ଟ୍ରାଜେନିକା ଓ ଅକ୍ସୋଫୋର୍ଡ ବଶ୍ୱବିଦ୍ୟାଳୟ ଦ୍ୱାରା ବିକଶିତ କରାଯାଇଥିବା କୋଭିଡ-୧୯ ଭ୍ୟାକ୍ସିନର କ୍ଲିନିକାଲ ପରୀକ୍ଷଣ ବେଳେ ବ୍ରାଜିଲର ଜଣେ ସ୍ୱେଚ୍ଛାସେବୀଙ୍କ ମୃତ୍ୟୁ ହୋଇଛି । ହେଲେ ଏହାପରେ…

ଆଫଗାନିସ୍ତାନରେ ଆତଙ୍କବାଦୀ ଆକ୍ରମଣ: ୨୫ ସୁରକ୍ଷାକର୍ମୀ ମୃତ

କାବୁଲ,୨୧।୧୦: ଆଫଗାନସ୍ତାନରେ ବଡ ଧରଣର ତାଲିବାନ ଆତଙ୍କବାଦୀ ଆକ୍ରମଣ ହୋଇଛି। ଏଥିରେ ୨୫ ସୁରକ୍ଷାକର୍ମୀଙ୍କ ମୃତ୍ୟୁ ହୋଇଛି। ଆଫଗାନସ୍ତାନ ସୁରକ୍ଷା ଅଧିକାରୀଙ୍କ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।

ପାକିସ୍ତାନରେ ବିସ୍ଫୋରଣ: ୩ ମୃତ, ୧୫ ଆହତ

କରାଚି, ୨୧।୧୦: ପାକିସ୍ତାନରେ ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି। ଏଥିରେ ୩ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୧୫ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ପଟେଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସ୍ଥାନୀୟ ଗୁଲଶନ୍‌-ଇ-ଇକବାଲ୍‌ ଅଞ୍ଚଳରେ ଥିବା…

ପାକିସ୍ତାନରେ ବିଦ୍ରୋହ ସ୍ଥିତି: ସୈନ୍ୟ ବାହିନୀ-ପୋଲିସ ମୁହାଁମୁହିଁ

ଇସଲାମାବାଦ୍‌, ୨୧।୧୦: ପାକିସ୍ତାନରେ ଏବେ ବିଦ୍ରୋହ ସ୍ଥିତି ସୃଷ୍ଟି ହୋଇଛି। ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁଙ୍କୁ କ୍ଷମତା ଚ୍ୟୁତ କରିବା ଲାଗି ୧୧ଟି ବିରୋଧୀ ଦଳ ଏକଜୁଟ ହୋଇଛନ୍ତି। ସେହିପରି ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫ୍‌ଙ୍କ ଜ୍ୱାଇଁ ମହମ୍ମଦ ସଫଦରଙ୍କୁ ଗିରଫ କରାଯିବା…

ନିର୍ଣ୍ଣାୟକ ହେବେ ଭାରତୀୟ ବଂଶୋଦ୍ଭବ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୧ା୧୦: ୨୦୨୦ ଆମେରିକା ରାଷ୍ଟ୍ରପତି ନିର୍ବାଚନର ଫଳାଫଳ ୯ ଝୁଲା ରାଜ୍ୟ ଉପରେ ନିର୍ଭର କରେ। ତେଣୁ ରିପବ୍ଲିକାନ୍‌ ଡୋନାଲ୍ଡ ଟ୍ରମ୍ପ୍‌ ଓ ଡେମୋକ୍ରାଟ ଜୋ ବିଡେନଙ୍କ ରାଜନୈତିକ ଭାଗ୍ୟ ନିର୍ଦ୍ଧାରଣରେ ରାଜ୍ୟଗୁଡ଼ିକରେ ବସବାସ କରୁଥିବା ୧.୪ ନିୟୁତ ଭାରତୀୟ ବଂଶୋଦ୍ଭବଙ୍କ…

୬୭ ବର୍ଷ ପରେ ଆମେରିକାରେ ଜଣେ ମହିଳାଙ୍କୁ ଦିଆଯିବ ମୃତ୍ୟୁଦଣ୍ଡ

ଓ୍ବାଶିଂଟନ୍‌,୨୦।୧୦: ୧୯୫୩ ପରେ ପ୍ରଥମଥର ପାଇଁ ଆମେରିକାରେ ଜଣେ ବ୍ୟକ୍ତିଙ୍କୁ ମୃତ୍ୟୁଦଣ୍ଡ ଦିଆଯିବା ନେଇ ଘୋଷଣା କରାଯାଇଛି। ସେ ଜଣେ ମହିଳା। ତାଙ୍କ ନାମ ଲିସା ମଣ୍ଟଗୋମରୀ। ଅତ୍ୟନ୍ତ ନିଷ୍ଠୁର ଅପରାଧ ପାଇଁ ଡିସେମ୍ବର ୮ରେ ତାଙ୍କୁ ବିଷ ଇଞ୍ଜେକ୍ସନ ଦେଇ…

ବିସ୍କୁଟ ଖାଇଲେ ୪୦ ଲକ୍ଷ ଟଙ୍କା ଦରମା ଦେବ ଏହି କମ୍ପାନୀ: ଏମିତି କରିପାରିବେ ଆବେଦନ

ଚାକିରିରେ କେବଳ ବିସ୍କୁଟ ଖାଇଲେ ମିଳିବ ମୋଟା ଅଙ୍କର ଅର୍ଥ ରାଶି। ଲକ୍ଷେ କି ୨ ଲକ୍ଷ ନୁହେଁ ମିଳିବ ୪୦ ଲକ୍ଷ ଟଙ୍କା। ବିଶ୍ୱାସ ହେଉ ନ ଥିଲେ ମଧ୍ୟ ଏହା ସତ। ସ୍କଟଲାଣ୍ଡର ଏକ କମ୍ପାନୀ ଏହି ଅଫର…

ଟିକା ନେଲେ ବି କରୋନା ସଂକ୍ରମଣଠାରୁ ରହି ହେବନି ଦୂରେଇ

ଲଣ୍ଡନ, ୨୦।୧୦: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ନେଇ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ବ୍ରିଟେନ୍‌ର ବରିଷ୍ଠ ବୈଜ୍ଞାନିକ ପାଟ୍ରିକ୍‌ ଓ୍ବାଲେସ୍‌ଙ୍କ ମନ୍ତବ୍ୟ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ପାଟ୍ରିକ୍‌ କହିଛନ୍ତି ଯେ, ପ୍ରତିଷେଧକ ଟିକା ନେଲେ ବି କରୋନା ମହାମାରୀ…

ଭାରତରେ ଆତଙ୍କବାଦୀ ଆକ୍ରମଣ ପାଇଁ ହାଫିଜ୍‌ ସଇଦ୍‌-ସଲାଉଦିନ୍‌ଙ୍କୁ ବାଜଓ୍ବାଙ୍କ ଗୁପ୍ତ ନିର୍ଦ୍ଦେଶ

ଇସଲାମାବାଦ୍‌, ୨୦।୧୦: ଭାରତରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ଲାଗି ପାକିସ୍ତାନ ସୈନ୍ୟ ବାହିନୀ ମୁଖ୍ୟ କ୍ୱମର ଜାଭେଦ୍‌ ବାଜଓ୍ବା ଲଶ୍ମର-ଇ-ତୋଏବା ମୁଖ୍ୟ ହାଫିଜ୍‌ ସଇଦ୍‌ ଏବଂ ହିଜିବୁଲ ମୁଜାହିଦ୍ଦିନ୍‌ ପ୍ରମୁଖ ସଲାଉଦିନ୍‌ଙ୍କୁ ଗୁପ୍ତ ନିର୍ଦ୍ଦେଶ ଦେଇଛନ୍ତି। ଏଥିରେ ପାକିସ୍ତାନ ଗୋଇନ୍ଦା…

ସ୍କର୍ଟ, ହାଇ ହିଲ୍‌ ପିନ୍ଧି ଅଫିସ ଯାଆନ୍ତି ଏହି ବ୍ୟକ୍ତି: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଜଣେ ବ୍ୟକ୍ତିର ପୋଷାକରୁ ତାର ବ୍ୟକ୍ତିତ୍ୱ ବିଷୟରେ ଜଣାପଡ଼ିଥାଏ। ପ୍ୟାଣ୍ଟ-ସର୍ଟ ପିନ୍ଧୁଥିଲେ ପୁରୁଷ ଏବଂ ସାଲଓ୍ବାର, ସାଢ଼ୀ, ଜିନ୍ସ-ଟପ୍ସ କିମ୍ବା ସ୍କର୍ଟ ପିନ୍ଧୁଥିଲେ ମହିଳା ବୋଲି ଜଣାଯାଏ। ହେଲେ ଜର୍ମାନର ୬୧ ବର୍ଷୀୟ ବୃଦ୍ଧ ମାର୍କ ବ୍ରାୟନଙ୍କ ପୋଷାକକୁ ଦେଖିଲେ ଯେ…

ପୋଲିସ ନିଷ୍ଠୁରତା ବିରୋଧରେ ମହିଳାଙ୍କ ବିକ୍ଷୋଭ

ଲାଗୋସ୍‌, ୨୦ା୧୦: ନାଇଜେରିଆର ଲାଗୋସ୍‌ଠାରେ ପୋଲିସ ନିଷ୍ଠୁରତା ବିରୋଧରେ ମହିଳାମାନେ ରାଜରାସ୍ତାକୁ ଓହ୍ଲାଇ ବିକ୍ଷୋଭ କରିଛନ୍ତି। ସହସ୍ରାଧିକ ମହିଳା ଦେଶର ବିଭିନ୍ନ ସହରରେ ଏଭଳି ବିକ୍ଷୋଭ ଲାଗି ସଙ୍ଗଠିତ ହୋଇଛନ୍ତି। ଅକ୍ଟୋବର ୮ରୁ ସେମାନେ ଫେଡେରାଲ ସ୍ପେଶାଲ ଆଣ୍ଟି ରବ୍‌ରି ସ୍କ୍ବାଡ୍‌…

ଥରିଲା ଆମେରିକା: ୭.୫ ତୀବ୍ରତାର ଭୂକମ୍ପ ସହ ଆସିଲା ସୁନାମୀ

ଆଲାସ୍କା,୨୦ ।୧: ଆମେରିକାର ଆଲାସ୍କାରେ ସୋମବାର ଏକ ବଡ ଧରଣର ଭୂକମ୍ପ ଅନୁଭୁତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ରହିଥିଲା ୭.୫ । ଫଳରେ ସେଠାକାର ଘରଦ୍ୱାରା ଦୋହଲି ଯିବା ସହ ପାଣିପାଗ ବିଭାଗ ପକ୍ଷରୁ ସୁନାମୀ ସତର୍କତା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri