ଅନ୍ତର୍ଜାତୀୟ

ଲକ୍‌ଡାଉନରେ କୁଇଜ୍‌ ପ୍ରତିଯୋଗିତା

ପ୍ୟାରିସ୍‌: ସବୁ ଦେଶରେ ଏବେ କରୋନାକୁ ହରାଇବା ପାଇଁ ଏକମାତ୍ର ଉପାୟ ଭାବେ ପାଳନ କରାଯାଉଛି ଲକ୍‌ଡାଉନ୍‌। ସେଥିପାଇଁ ଲୋକେ ଏବେ ଘର ଭିତରେ ସବୁବେଳେ ରହୁଛନ୍ତି। ତେବେ ପୂରାଦିନ ଘରେ ବସି ବସି ଅନେକ ବୋର୍‌ ହୋଇ ଯାଉଛନ୍ତି।...

କରୋନାରେ ଅଧିକ ମରୁଛନ୍ତି ଅଣଶ୍ୱେତାଙ୍ଗ ଆମେରିକୀୟ

ଓ୍ବାଶିଂଟନ,୧୧ା୪: ମହାମାରୀ କରୋନା ସଂକ୍ରମଣରେ ଯୁକ୍ତରାଷ୍ଟ୍ର ଆମେରିକା ସର୍ବାଧିକ ପ୍ରଭାବିତ ହୋଇଛି। ସେଠାରେ ସଂକ୍ରମିତଙ୍କ ସଂଖ୍ୟା ୪,୬୮,୮୯୫ରେ ପହଞ୍ଚତ୍ଥିବାବେଳେ ୧୬ ହଜାରରୁ ଅଧିକ ଲୋକଙ୍କ ଜୀବନ ଗଲାଣି। ସାଧାରଣତଃ ରୋଗ କେବେ ଜାତି,ଧର୍ମ, କଳା ଗୋରା ଭେଦଭାବ ଦେଖି ନ...

ନ୍ୟୁୟର୍କରେ ସର୍ବାଧିକ ସଂକ୍ରମିତ

ନ୍ୟୁୟର୍କ,୧୧ା୪: କରୋନା ଭାଇରସ୍‌ ସଂକ୍ରମିତଙ୍କ ସଂଖ୍ୟାରେ ବିଶ୍ୱର ସମସ୍ତ ଦେଶଠାରୁ ଆମେରିକାର ନ୍ୟୁୟର୍କ ପ୍ରଦେଶ ଟପିଯାଇଛି। କେବଳ ନ୍ୟୁୟର୍କରେ ଗୁରୁବାର ୧୦,୩୩୩ ଜଣ ସଂକ୍ରମିତ ହେବା ସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୬୦ ହଜାର ଛୁଇଁଛି। ଏହି...

ସର୍ଭିଲାନ୍ସ ଜରିଆରେ ପ୍ରିଭେସି ଉଲ୍ଲଂଘନ

ଅଦୃଶ୍ୟ ରାକ୍ଷସ କରୋନା ବିଶ୍ୱର ୨୦୯ ରାଷ୍ଟ୍ରକୁ କବଳିତ କରିଛି। ଏହି ଘାତକ ଭୂତାଣୁ ସଂକ୍ରମଣ ରୋକିବା ପାଇଁ ବିଭିନ୍ନ ଦେଶ ଭିନ୍ନ ଭିନ୍ନ ପନ୍ଥା ଆପଣାଇବାରେ ଲାଗିଛନ୍ତି। ଏହି କ୍ରମରେ ୨୫ଟି ଦେଶର ସରକାର କରୋନା ମୁକାବିଲା ଲାଗି...

ମୃତ୍ୟୁସଂଖ୍ୟା ଲକ୍ଷେ ଟପିଲା

ଓ୍ବାଶିଂଟନ/ରୋମ୍‌/ ଲଣ୍ଡନ,୧୧ା୪: କରୋନା ଭୂତାଣୁ ଯୋଗୁ ବିଶ୍ୱବ୍ୟାପୀ ମୃତ୍ୟୁସଂଖ୍ୟା ଲକ୍ଷେ ଟପିଛି। ୧୬.୫୦ ଲକ୍ଷ ଲୋକ ଏହି ଭୂତାଣୁ କବଳରେ ଅଛନ୍ତି। ଶୁକ୍ରବାର ମୋଟ ୪,୫୭୦ ଲୋକଙ୍କ ଜୀବନ ଯାଇଥିବା ବେଳେ ୪୪ ହଜାର ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି।...

ଗୁରୁତର ସଙ୍କଟରେ ଆମେରିକାର ଖବରକାଗଜ ଶିଳ୍ପ

ନ୍ୟୁୟର୍କ,୧୧ା୪: କରୋନା ଭାଇରସ୍‌ ସଂକ୍ରମଣ ଖବର ସାଉଁଟିବାକୁ ପ୍ରବଳ ଆଗ୍ରହ ଦେଖାଉଥିବା ଆମେରିକା ସାମ୍ବାଦିକଙ୍କ ପାଇଁ ଏବେ ବିପଦ ଘନେଇ ଆସିଛି। ଏହା ଖବରକାଗଜ ଶିଳ୍ପ ପ୍ରତି ଏକ ବଡ଼ ବିଡ଼ମ୍ବନା ବୋଲି କୁହାଗଲାଣି। ବର୍ତ୍ତମାନ ପରିପ୍ରେକ୍ଷୀରେ ପାଠିକାପାଠକଙ୍କ ନିକଟରେ...

ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସିବାରୁ ଆଇସିୟୁରୁ ବାହାରିଲେ ବ୍ରିଟେନ ପ୍ରଧାନମନ୍ତ୍ରୀ

ଲଣ୍ଡନ,୧୦।୪: କରୋନା ଭାଇରସ୍‌ରେ ସଂକ୍ରମିତ ହୋଇଥିବା ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ୍‌ଙ୍କ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସୁଛି। ସୁସ୍ଥ ହେବା ପରେ ଗୁରୁବାର ସନ୍ଧ୍ୟାରେ ତାଙ୍କୁ ଆଇସିୟୁରୁ ଓ୍ବାର୍ଡକୁ ଅଣାଯାଇଛି। ଏନେଇ ସରକାରୀ ମୁଖପାତ୍ର ଗୁରୁବାର ସୂଚନା ଦେଇଛନ୍ତି। ସେ କହିଛନ୍ତି,...

ଆମେରିକାରେ ସଂକ୍ରମଣର କେନ୍ଦ୍ରସ୍ଥଳ ପାଲଟିଛି ନ୍ୟୁୟର୍କ

ନୂଆଦିଲ୍ଲୀ/ଓ୍ବାଶିଂଟନ,୧୦।୪: କରୋନା ସଂକ୍ରମଣ ନେଇ ଆମେରିକାରେ ଆତଙ୍କ ଦେଖାଦେଇଛି। ଏଠାରେ କରୋନା ସଂକ୍ରମଣ ଯୋଗୁ ୧୧ ଜଣ ଭାରତୀୟଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରୁ ଅଧିକାଂଶ ନ୍ୟୁୟର୍କରେ ବାସ କରୁଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ଆମେରିକାରେ...

ନିଯୁକ୍ତି କ୍ଷେତ୍ରକୁ ଚରିଯିବ ଭାଇରସ୍‌

ଜେନେଭା,୧୦।୪: ମହାମାରୀ କରୋନା(କୋଭିଡ୍‌-୧୯) ଯୋଗୁ ଭାରତ ସମେତ ବିଶ୍ୱର ଅନେକ ଦେଶରେ ଚାଲିଛି ଲକ୍‌ଡାଉନ। ଏହି ଭାଇରସ୍‌ ମୁକାବିଲା ଯୋଗୁ ବ୍ୟାପକ ସଂଖ୍ୟାରେ ନିଯୁକ୍ତି ଦେଇଥିବା ଶିଳ୍ପ, କାରଖାନା, ବ୍ୟବସାୟ ପ୍ରତିଷ୍ଠାନ, ସେବାକ୍ଷେତ୍ର ଅଚଳ ହୋଇପଡ଼ିଛି। ଏହା ଅର୍ଥନୀତିକୁ ସର୍ବାଧିକ...

ଘରେ ପହଞ୍ଚୁଛି ଆଲ୍‌କୋହଲ

ଦୁବାଇ,୧୦।୪: କରୋନା ସଂକ୍ରମଣ ଭୟରେ ରାସ୍ତାଘାଟ ଶୂନ୍‌ଶାନ୍‌, ସବୁକିଛି ଠପ୍‌। ବ୍ୟବସାୟିକ କାରବାର ବନ୍ଦ ହୋଇଯାଇଥିବାରୁ ଅନ୍ୟ ଦେଶଗୁଡ଼ିକ ଭଳି ବିପୁଳ ରାଜସ୍ବ ହରାଇବାରେ ଲାଗିଛି ଉପସାଗରୀୟ ଦ୍ୱୀପପୁଞ୍ଜ ସଂଯୁକ୍ତ ଆରବ ଏମିରେଟସ୍ସ (ୟୁଏଇ)। ଏହି କ୍ଷତିର ଭରଣା ଏବେ...

ଡବ୍ଲ୍ୟୁଏଚ୍‌ଓ ମୁଣ୍ଡରେ ଦୋଷ ଲଦିଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୧୦।୪: କରୋନା ସାରା ବିଶ୍ୱକୁ କବଳିତ କରିଥିବାବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଏଥିପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ)କୁ ଦୋଷ ଦେଇଛନ୍ତି। ଡବ୍ଲ୍ୟୁଏଚ୍‌ଓ ମୁଖ୍ୟ ଚାଇନା ପକ୍ଷ ନେଇ କରୋନା ମହାମାରୀର ରାଜନୀତୀକରଣ କଲେ ବୋଲି ଟ୍ରମ୍ପ୍‌ ଅଭିଯୋଗ...

୨୦୯ ଦେଶ କଲବଲ

ଓ୍ବାଶିଂଟନ,୯।୪: ବିଶ୍ୱ ସ୍ଥିତି ଏବେ ଅସମ୍ଭାଳ ହୋଇପଡ଼ିଛି। ୨୦୯ ଦେଶରେ କରୋନା ଭୂତାଣୁର ରାଜୁତି ଚାଲିଛି। ମୁଣ୍ଡ ପରେ ମୁଣ୍ଡ ଗଡ଼ିଚାଲିଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ୧୫ ଲକ୍ଷ ୫୦ ହଜାର ଛୁଇଁଲାଣି। ଗୁରୁବାର ୩୨ ହଜାର ଲୋକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri