ଗୋଟିଏ ଦିନରେ ଆମେରିକାରେ ୧,୯୭୩ ଜଣଙ୍କ ମୃତ୍ୟୁ; ୩୩ ହଜାର ନୂଆ ସଂକ୍ରମିତ ଚିହ୍ନଟ
ଓ୍ବାଶିଂଟନ,୯।୪: କରୋନା ସଂକ୍ରମଣ ନେଇ ଆମେରିକାରେ ସଙ୍କଟ ସୃଷ୍ଟି ହୋଇଛି। ଏଠାରେ ଗୋଟିଏ ଦିନରେ କରୋନା ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟା ୧,୯୭୩ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟା ମଧ୍ୟରେ ଏଠାରେ ୩୩ ହଜାର ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ବର୍ତ୍ତମାନ...
କରୋନା ମହାମାରୀ ନେଇ ଆରୋପ ପ୍ରତ୍ୟାରୋପକୁ କ୍ୱାରାଣ୍ଟାଇନ୍ରେ ରଖ; ପ୍ରଥମେ ଜଳୁଥିବା ଘରକୁ ସୁରକ୍ଷିତ କର: ଡବ୍ଲ୍ୟୁଏଚ୍ଓ
ଓ୍ବାଶିଂଟନ,୯।୪: ସାରା ପୃଥିବୀରେ ଦେଖାଦେଇଥିବା କରୋନା ସଙ୍କଟର ମୁକାବିଲା ଲାଗି ପ୍ରସ୍ତୁତି ଜାରି ରହିଛି। ଏପରିସ୍ଥଳେ କରୋନା ମହାମାରୀ ନେଇ ଆମେରିକା ଏବଂ ଚାଇନା ମଧ୍ୟରେ ଆରୋପ ପ୍ରତ୍ୟାରୋପ ଜାରି ରହିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଓ ଚାଇନା...
ମୋଦିଙ୍କୁ ‘ଟେରିଫିକ୍’ ବୋଲି କହିଲେ ବିଶ୍ୱର ଶକ୍ତିଶାଳୀ ଦେଶର ରାଷ୍ଟ୍ରପତି
ଓ୍ବାଶିଂଟନ,୯।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଶଂସା କରି ‘ଟେରିଫିକ୍’ ବୋଲି କହିଛନ୍ତି। ଭାରତ ପକ୍ଷରୁ ଆମେରିକାକୁ ଆଣ୍ଟି ମ୍ୟାଲେରିଆ ଡ୍ରଗ ହାଇଡ୍ରୋକ୍ସିକ୍ଲୋରୋକୁଇନ୍ ଯୋଗାଇ ଦିଆଯାଇଥିବାରୁ ଟ୍ରମ୍ପ ମୋଦିଙ୍କର ଏହି ସାହାଯ୍ୟକୁ ନେଇ ତାଙ୍କୁ ଟେରିଫିକ୍ ବୋଲି...
କରୋନାର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନା ଏବେ ପ୍ରତିଷେଧକ ଟୀକା କରିବ ବିକ୍ରି !
ବେଜିଂ,୯।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଇତିମଧ୍ୟରେ ହଜାର ହଜାର ଲୋକଙ୍କ ମୃତ୍ୟୁ ଘଟିଛି। ସେହିପରି ଏଥିରେ ୧୪ ଲକ୍ଷରୁ ଅଧିକ ସଂକ୍ରମିତ ହୋଇଛନ୍ତି। କରୋନା ଭୂତାଣୁର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନାର ସ୍ଥିତି ଏବେ ସ୍ବାଭାବିକ ହେବାରେ ଲାଗିଛି।...
ବକେଟ୍ ଟ୍ରକ୍ରେ ଗଲେ ମା’ ପାଖକୁ
ଓହିଓ: ମା’ର ମମତାରେ ଏତେ ଆକର୍ଷଣ ଅଛି ଯେ, ବେଳେବେଳେ ଅସମ୍ଭବ ମନେ ହେଉଥିବା କାମ ବି ସହଜରେ ହୋଇଯାଏ। ଏହାର ଏକ ନିଛକ ଉଦାହରଣ ଦେଖିବାକୁ ମିଳିଛି ଆମେରିକାର ଓହିଓଠାରେ। ଏଠାରେ ୟଙ୍ଗ୍ସଟାଉନରେ ଥିବା ଚାର୍ଲି ଆଡାମ୍ସ ତାଙ୍କ...
ଆମେରିକାରେ ୪ ଲକ୍ଷ ଉପରେ ଆକ୍ରାନ୍ତ
ଓ୍ବାଶିଂଟନ/ରୋମ୍/ଲଣ୍ଡନ,୯।୪: ବିଶ୍ୱ ଏବେ କରୋନା କବଳିତ। ଚାରିଆଡ଼େ ତ୍ରାହି ତ୍ରାହି ଡାକ। ମୁଣ୍ଡ ପରେ ମୁଣ୍ଡ ଗଡ଼ିଚାଲିଥିଲେ ବି ଏଭଳି ଯମଯନ୍ତ୍ରଣାରୁ ମୁକୁଳିବା ଲାଗି ଅଣ୍ଟା ସଳଖ କରିପାରୁନି କୌଣସି ଦେଶ। ସବୁଠାରୁ ବିତ୍ତଶାଳୀ ଦେଶ ଆମେରିକା ଅଣନିଃଶ୍ୱାସୀ ହୋଇପଡ଼ିଲାଣି।...
କରୋନା ସଂକ୍ରମଣରେ ମୂଳ ଭାରତୀୟ ଗଣମାଧ୍ୟମ ପ୍ରତିନିଧିଙ୍କ ମୃତ୍ୟୁ: ମୋଦି କଲେ ଶୋକ ପ୍ରକାଶ
ନୂଆଦିଲ୍ଲୀ/ଓ୍ବାଶିଂଟନ,୮।୪: ଆମେରିକାରେ ବାସ କରୁଥିବା ମୂଳ ଭାରତୀୟ ଗଣମାଧ୍ୟମ ପ୍ରତିନିଧି ବ୍ରହ୍ମା କାଞ୍ଚିବୋଟଲାଙ୍କର କରୋନା ସଂକ୍ରମଣରେ ମୃତ୍ୟୁ ଘଟିଛି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍ କରି ଶୋକ ପ୍ରକାଶ କରିଛନ୍ତି। ଭାରତ ଏବଂ ଆମେରିକାକୁ ନିକଟତର କରିବାରେ କାଞ୍ଚିବୋଟଲାଙ୍କର...
କରୋନା ଭୂତାଣୁ ଡିପ୍ ଫ୍ରିଜରରେ ବି ବଞ୍ଚିରୁହେ ୨୮ ଦିନ !
ନୂଆଦିଲ୍ଲୀ/ଓ୍ବାଶିଂଟନ,୮।୪: କରୋନା ସଂକ୍ରମଣ ଦେଇ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଖାଦ୍ୟ ସାମଗ୍ରୀ, ପନିପରିବା ଆଦିକୁ ସତେଜ ରଖିବା ପାଇଁ ଘରେ ସଭିଏଁ ଫ୍ରିଜର ବ୍ୟବହାର କରିଥାନ୍ତି। ସେହିପରି ବିଭିନ୍ନ ମଲ୍ ଏବଂ ଖାଦ୍ୟ ସାମଗ୍ରୀ ଷ୍ଟୋରରେ ମଧ୍ୟ ଫିଜରର...
ସଙ୍କଟ ସମୟରେ ହନୁମାନଙ୍କ ଭଳି ମୋଦି ଆଣିଦେଲେ ସଞ୍ଜିବନୀ ବୁଟି: ବ୍ରାଜିଲ୍ ରାଷ୍ଟ୍ରପତି
ବ୍ରାସିଲିଆ,୮।୪: କରୋନା ସଂକ୍ରମଣ ଯୋଗୁ ବ୍ରାଜିଲ୍ରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବ୍ରାଜିଲ ରାଷ୍ଟ୍ରପତି ଜେୟର ଏମ୍. ବୋଲସାନାରୋ ଭାରତର ପ୍ରଧାମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ହାଇଡ୍ରୋକ୍ସିକ୍ଲୋରୋକ୍ୟୁଇନ୍ ଔଷଧ ଯୋଗାଇଦେବାକୁ ଅନୁରୋଧ କରିଥିଲେ। ମୋଦି ଏହାକୁ ଯୋଗାଇ ଦେବାରୁ ବୋଲସାନାରୋ...
୪୨୦ କୋଟି ଲୋକ ଘରେ ବନ୍ଦ ଥିବାବେଳେ କରୋନାର ଏନ୍ତୁଡ଼ିଶାଳ ଉହାନ ସହର ଉତ୍ସବ ମୁଖର !
ବେଜିଂ,୮।୪: ଚାଇନାର ହୁବେଇ ପ୍ରଦେଶର ଉହାନ ସହରର ମାଂସ ବଜାରରୁ କରୋନା ଭୂତାଣୁ ସଂକ୍ରମଣ ଆରମ୍ଭ ହୋଇଥିଲା। ପରେ ସୁରକ୍ଷା ଦୃଷ୍ଟିରୁ ସହରକୁ ଲକ୍ଡାଉନ୍ କରାଯାଇଥିଲା। ଏବେ ପୃଥିବୀର ୯୦ରୁ ଅଧିକ ଦେଶରେ ଲୋକ ଲକ୍ଡାଉନ୍ ଯୋଗୁ ୪୨୦ କୋଟିରୁ...
କରୋନା ଟୀକା ପ୍ରସ୍ତୁତି ଲାଗି ୨୦ ବିକଶିତ ଦେଶ ଦିଅନ୍ତୁ ୮ ଶହ କୋଟି ଡଲାର: ୧୬୫ ଜଣ ବିଶିଷ୍ଟ ବ୍ୟକ୍ତି ଲେଖିଲେ ଚିଠି
ଓ୍ବାଶିଂଟନ,୮।୪: ସାରା ପୃଥିବୀରେ ଦେଖାଦେଇଥିବା କରୋନା ସଙ୍କଟର ମୁକାବିଲା ଲାଗି ପ୍ରସ୍ତୁତି ଜାରି ରହିଛି। ଏପରିସ୍ଥଳେ କରୋନା ଟୀକା ପ୍ରସ୍ତୁତି ଲାଗି ୨୦ ବିକଶିତ ଦେଶକୁ ୧୬୫ ଜଣ ବିଶିଷ୍ଟ ବ୍ୟକ୍ତି ଚିଠି ଲେଖିଛନ୍ତି। ସେମାନଙ୍କ ମଧ୍ୟରେ ଜାତିସଙ୍ଘ ପୂର୍ବ...
କରୋନା ସଂକ୍ରମଣ ରୋକିବାକୁ ସକ୍ଷମ ହେବ ମର୍ସ ପ୍ରତିଷେଧକ ଟୀକା: ମୂଷାଠାରେ ସଫଳତାର ସହ ପରୀକ୍ଷଣ !
ଓ୍ବାଶିଂଟନ,୮।୪: ସାରା ପୃଥିବୀରେ କରୋନା ସଂକ୍ରମଣ ଦେଇ ଲୋକଙ୍କ ମଧ୍ୟରେ କୋକୁଆ ଭୟ ଦେଖାଦେଇଛି। କରୋନା ଭୂତାଣୁ ସଂକ୍ରମଣକୁ କିପରି ରୋକାଯିବ ସେନେଇ ବହୁ ପରୀକ୍ଷା ନିରୀକ୍ଷା ଜାରି ରହିଛି। ତେବେ ମର୍ସ (ମିଡିଲ୍ ଇଷ୍ଟ୍ ରେସୋପାରେଟୋରୀ ସିଣ୍ଡ୍ରମ୍)ପ୍ରତିଷେଧକ ଟୀକା...
Archives


