ଅନ୍ତର୍ଜାତୀୟ

ମହାଭିଯୋଗ ଭୋଟିଂ ଆଜି

ଓ୍ବାଶିଂଟନ, ୧୩ା୧: ଆମେରିକାର କ୍ୟାପିଟୋଲ ବିଲ୍ଡିଂରେ ହିଂସାକାଣ୍ଡକୁ ଉସୁକାଇଥିବା ଅଭିଯୋଗରେ ବିଦାୟୀ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ବହିଷ୍କାର ପାଇଁ ନିମ୍ନ ସଦନରେ ମହାଭିଯୋଗ ଆଗତ ହୋଇସାରିଛି। ବୁଧବାର ଏହା ଉପରେ ଭୋଟିଂ କରାଯିବ। ତେବେ ସଂଶୋଧନ ୨୫କୁ ଅସ୍ତ୍ର କରି ଟ୍ରମ୍ପ୍‌ଙ୍କୁ…

ଦୁର୍ଘଟଣାଗ୍ରସ୍ତ ବିମାନର ମିଳିଲା ରେକଡର

ଜାକର୍ତ୍ତା, ୧୨ା୧- ଗତ ସପ୍ତାହରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଶ୍ରୀଓ୍ବିଜୟ ଏୟାର ପ୍ଲେନର ଭଗ୍ନାଂଶରୁ ରେକଡର ଠାବ କରିଛନ୍ତି ଇଣ୍ଡୋନେସିଆ ଅଧିକାରୀ। ବିମାନର ରେକର୍ଡିଂ ଡିଭାଇସକୁ ଜାକର୍ତ୍ତାର ପୋର୍ଟ ନିଆଯାଇଥିବା ନେଭିର ପକ୍ଷରୁ କୁହାଯାଇଛି। ସ୍ଥାନୀୟ ଗଣମାଧ୍ୟମରେ ଏକ ପ୍ଲାଷ୍ଟିକ ବକ୍ସରେ ଉକ୍ତ…

କୋଭିଡ୍‌-୧୯ରେ ଆକ୍ରାନ୍ତ ହେଲା ଗରିଲା

ସାନ ଡିଏଗୋ (କାଲିଫର୍ନିଆ) ,୧୨।୧: କାଲିଫର୍ନିଆର ସାନ ଡିଏଗୋ ସହରରେ ଥିବା ସାନ ଡିଏଗୋ ଜୁ ସଫାରି ପାର୍କରେ ରହୁଥିବା କିଛି ଗରିଲାଙ୍କ କୋଭିଡ୍‌-୧୯ ରିପୋର୍ଟ ପଜିଟିଭ୍‌ ଆସିଛି। ମଣିଷଙ୍କ ବ୍ୟତୀତ ଅନ୍ୟ କୌଣସି ପ୍ରାଣୀ କରୋନା ସଂକ୍ରମିତ ହେବା ଆମେରିକାରେ…

ବିଶାଳ ସମୁଦ୍ରଜୀବ ପିଠିରେ ଲେଖାଯାଇଛି ଟ୍ରମ୍ପଙ୍କ ନାମ: ଭିଡିଓ ଭାଇରାଲ ପରେ…

ଫ୍ଲୋରିଡା,୧୨।୧: ଆମେରିକାର ଫ୍ଲୋରିଡା ସହରରେ ଏକ ବିଶାଳ ସମୁଦ୍ର ଜୀବ ପିଠିରେ ପୂର୍ବ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମ ଲେଖାଯାଇଥିବା ଦେଖିବାକୁ ମିଳିଛି। ଘଟଣା ସମ୍ପର୍କିତ କିଛି ଭିଡିଓ ସାମ୍ନାକୁ ଆସିବା ପରେ ଦେଶର ଫିସ୍‌ ଆଣ୍ଡ ଓ୍ବାଇଲ୍ଡଲାଇଫ୍‌ ସର୍ଭିସ ମାମଲାର…

ଚାକିରି ଛାଡି, ଘର ବିକି ସ୍କୁଲ ବସ୍‌କୁ ସିଫ୍ଟ ହେଲେ ଏହି ଦମ୍ପତି

ଆମେରିକାରେ ରହୁଥିବା ଏକ ଦମ୍ପତି ସେମାନଙ୍କର ଚାରି ବଖରା ଘର, ସମ୍ପତ୍ତି ବିକ୍ରି କରି ଏକ ସ୍କୁଲ ବସରେ ରହିବାକୁ ନିଷ୍ପତ୍ତି ନେଇଛନ୍ତି। ଫ୍ଲୋରିଡାର ଏହି ଦମ୍ପତି ୧୪୦୦ ବର୍ଗଫୁଟ ଉପରେ ଥିବା ଘର ବିକି ଚାକିରି ଛାଡ଼ି ଏକ ଭିନ୍ନ…

ଆତଙ୍କବାଦ ପ୍ରାୟୋଜିତ ଦେଶ ତାଲିକାରେ କ୍ୟୁବାର ନାମ ସାମିଲ

ୱାଶିଂଟନ,୧୨ ।୧: ଆମେରିକା ପୁଣିଥରେ କ୍ୟୁବାକୁ ଆତଙ୍କବାଦ ପ୍ରାୟୋଜିତ ଦେଶ ତାଲିକାରେ ସାମିଲ କରିଛି । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ୱ୍ରମ୍ପଙ୍କ କାର୍ଯ୍ୟକାଳ ଶେଷ ହେବାର କିଛିଦିନ ପୂର୍ବରୁ ଏହି ନିଷ୍ପତ୍ତି ନିଆଯାଇଛି । ଆମେରିକାର ଏହି ତାଲିକାରେ କ୍ୟୁବାର ନାମ…

ସନ୍ତୁଳନ ହରାଉଛି ମଙ୍ଗଳ ଗ୍ରହ

ଓ୍ବାଶିଂଟନ,୧୨।୧: ମଙ୍ଗଳ ଗ୍ରହ ସମ୍ପର୍କରେ ମହାକାଶ ବିଜ୍ଞାନୀଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ମିଳିଛି। ଧୀରେଧୀରେ ମଙ୍ଗଳ ଗ୍ରହ ନିଜର ସନ୍ତୁଳନ ହରାଇ ବସୁଛି। ନିଜ ଅକ୍ଷ ଚାରିପଟେ ଘୂରିବା ସମୟରେ ଏଭଳି ଅନିୟମିତତା ସୃଷ୍ଟି ହେଉଛି। ତେବେ ଏଭଳି କେଉଁ କାରଣରୁ…

ହର୍ଡ ଇମ୍ୟୁନିଟି ପାଇଁ ଲାଗିବ ସମୟ

ଜେନେଭା,୧୨।୧: ପୃଥିବୀରେ କେତେକ ଦେଶରେ କରୋନା ମହାମାରୀ ସଂକ୍ରମଣ ପାଇଁ ପ୍ରତିଷେଧକ ଟିକାକରଣ ଜାରି ରହିଛି। ଏବେ ଭାରତରେ ସାର୍ବଜନୀକ ଟିକାକରଣ ଆରମ୍ଭ ହେବାକୁ ଯାଉଛି। ତେବେ ଟିକାକରଣ ସତ୍ତ୍ୱେ ହର୍ଡ ଇମ୍ୟୁନିଟି ସୃଷ୍ଟି ହେବାଲାଗି ସମୟ ଲାଗିବ। ହର୍ଡ ଇମ୍ୟୁନିଟି…

ଆମେରିକାରେ ୭୦ ହଜାରରୁ ଅଧିକ ଟୁଇଟର୍‌ ଆକାଉଣ୍ଟ ଉପରେ ସ୍ଥାୟୀ ପ୍ରତିବନ୍ଧକ

ଓ୍ବାଶିଂଟନ୍‌,୧୨।୧: କ୍ୟାପିଟୋଲ ହିଂସାକାଣ୍ଡ ପରେ ଆମେରିକାରେ ୭୦ ହଜାରରୁ ଅଧିକ ଟୁଇଟର୍‌ ଆକାଉଣ୍ଟ୍‌ ଉପରେ ସ୍ଥାୟୀ ପ୍ରତିବନ୍ଧକ ଲଗାଯାଇଛି। ଏସବୁ ଆକାଉଣ୍ଟ୍‌ରେ ଆପତ୍ତି ଜନକ କଣ୍ଟେଟ୍‌ ପୋଷ୍ଟ କରାଯାଇଥିବା ଅଭିଯୋଗ ହୋଇଛି। ସୁରକ୍ଷା ଦୃଷ୍ଟିରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଥିବା ଟୁଇଟର୍‌…

ପର୍ତ୍ତୁଗାଲ ରାଷ୍ଟ୍ରପତି କରୋନା ପଜିଟିଭ୍‌

ଲିସବନ୍‌,୧୨।୧: ପର୍ତ୍ତୁଗାଲ ରାଷ୍ଟ୍ରପତି ମାର୍କେଲୋ ରେବେଲୋ ଡେ ସୌସାଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ତାଙ୍କଠାରେ କୌଣସି ଲକ୍ଷଣ ପ୍ରକାଶ ପାଇ ନ ଥିବା ରାଷ୍ଟ୍ରପତି କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଗତକାଲି ତାଙ୍କର କେତେକ ପରୀକ୍ଷା କରାଯାଇଥିଲା।…

ଊର୍ଦ୍ଦୁ କବି ନାସିର ତୁରାବିଙ୍କ ପରଲୋକ

କରାଚୀ, ୧୨ା୧:ଭାରତ ଜନ୍ମିତ ପାକିସ୍ତାନର ଖ୍ୟାତାନାମା ଊର୍ଦ୍ଦୁ କବି ନାସିର ତୁରାବିଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୭୫ ବର୍ଷ ବୟସ ହୋଇଥିଲା। ହୃଦ୍‌ଘାତ ଯୋଗୁ ତାଙ୍କ ମୃତ୍ୟୁ ଘଟିଥିବା ‘ଦ ଡନ୍‌’ ଖବରକାଗଜରେ ପ୍ରକାଶ ପାଇଛି। ହାଇଦ୍ରାବାଦର ଡେକାନଠାରେ ସେ…

୪୦ ବର୍ଷ ପରେ ନ ଥିବ ଆମାଜନ

ବ୍ରାଜିଲିଆ, ୧୨ା୧: ବିଶ୍ୱର ସବୁଠାରୁ ବଡ଼ ଟ୍ରପିକାଲ ଜଙ୍ଗଲ ଆମାଜନ ଏବେ ବିପଦରେ। ବଦଳୁଥିବା ପାଣିପାଗ, ବ୍ୟାପକ ଗଛ କଟା ଯୋଗୁ ଏହି ଜଙ୍ଗଲର ଅସ୍ତିତ୍ୱ ଉପରେ ସଙ୍କଟ ଘନେଇଛି। ଏପରିକି ଆଗାମୀ ୪୦ ବର୍ଷ ପରେ ଆମାଜନ୍‌ ନିଜର ସତ୍ତା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri