ଅନ୍ତର୍ଜାତୀୟ

ଊର୍ଦ୍ଦୁ କବି ନାସିର ତୁରାବିଙ୍କ ପରଲୋକ

କରାଚୀ, ୧୨ା୧:ଭାରତ ଜନ୍ମିତ ପାକିସ୍ତାନର ଖ୍ୟାତାନାମା ଊର୍ଦ୍ଦୁ କବି ନାସିର ତୁରାବିଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୭୫ ବର୍ଷ ବୟସ ହୋଇଥିଲା। ହୃଦ୍‌ଘାତ ଯୋଗୁ ତାଙ୍କ ମୃତ୍ୟୁ ଘଟିଥିବା ‘ଦ ଡନ୍‌’ ଖବରକାଗଜରେ ପ୍ରକାଶ ପାଇଛି। ହାଇଦ୍ରାବାଦର ଡେକାନଠାରେ ସେ…

୪୦ ବର୍ଷ ପରେ ନ ଥିବ ଆମାଜନ

ବ୍ରାଜିଲିଆ, ୧୨ା୧: ବିଶ୍ୱର ସବୁଠାରୁ ବଡ଼ ଟ୍ରପିକାଲ ଜଙ୍ଗଲ ଆମାଜନ ଏବେ ବିପଦରେ। ବଦଳୁଥିବା ପାଣିପାଗ, ବ୍ୟାପକ ଗଛ କଟା ଯୋଗୁ ଏହି ଜଙ୍ଗଲର ଅସ୍ତିତ୍ୱ ଉପରେ ସଙ୍କଟ ଘନେଇଛି। ଏପରିକି ଆଗାମୀ ୪୦ ବର୍ଷ ପରେ ଆମାଜନ୍‌ ନିଜର ସତ୍ତା…

‘ଟ୍ରମ୍ପ୍‌ଙ୍କୁ ବହିଷ୍କାର ନ କଲେ ମହାଭିଯୋଗ’

ନ୍ୟୁୟର୍କ, ୧୨।୧(ଆଇଏଏନ୍‌ଏସ୍‌): ଆମେରିକା ଉପରାଷ୍ଟ୍ରପତି ମାଇକ୍‌ ପେନ୍ସ ଓ କ୍ୟାବିନେଟ ସାମ୍ବିଧାନିକ କ୍ଷମତାର ଉପଯୋଗ କରି ୨୪ ଘଣ୍ଟା ମଧ୍ୟରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ବହିଷ୍କାର କରନ୍ତୁ। ନଚେତ୍‌ ଟ୍ରମ୍ପ୍‌ଙ୍କ ବିରୋଧରେ ମହାଭିଯୋଗ ଅଣାଯିବ ବୋଲି ପ୍ରତିନିଧି ସଭା ସ୍ପିକର ନାନ୍ସି…

ସାଉଦି ସହରରେ ଚାଲିବନି କାର୍‌

ରିୟାଦ, ୧୨ା୧: ସାଉଦି ଆରବରେ ବିନା ରାସ୍ତାରେ ନୂଆ ସହର ନିର୍ମାଣ କରିବାକୁ ଯାଉଛନ୍ତି ପ୍ରିନ୍ସ ମହମ୍ମଦ ବିନ୍‌ ସଲମାନ। ଶୂନ କାର୍ବନ ଗ୍ୟାସ୍‌ ନିର୍ଗମନ ଲକ୍ଷ୍ୟରେ ଏହି ସହରରେ କୌଣସି କାର୍‌ ଚାଲିବନି ବୋଲି ପ୍ରୋଜେକ୍ଟର ଲକ୍ଷ୍ୟ ରହିଛି। ୨୬,୫୦୦…

କାଗଜ ଦବାଇଲେ ଚାର୍ଜ ହେବ ମୋବାଇଲ

ଆମେରିକୀୟ ବୈଜ୍ଞାନିକମାନେ ଏପରି ଏକ ଉପକରଣ ତିଆରି କରିଛନ୍ତି ଯାହା ସମ୍ପୂର୍ଣ୍ଣ ରୂପେ କାଗଜରେ ତିଆରି ହୋଇଛି। ଏହାକୁ ଦବାଇବା ଦ୍ୱାରା ବିଦ୍ୟୁତ ବାହାରୁଛି। ବୈଜ୍ଞାନିକମାନେ ଦାବି କରିଛନ୍ତି ଯେ, ଯଦି ଭବିଷ୍ୟତରେ ଲୋକେ ଏହିପରି ଉପକରଣଗୁଡ଼ିକୁ ସେମାନଙ୍କ ପାଖରେ ରଖନ୍ତି,…

କରୋନା ଯାଞ୍ଚ ପାଇଁ ଚାଇନା ଯିବ ଡବ୍ଲୁଏଚ୍‌ଓ

ବେଜିଂ,୧୧ ।୧: କରୋନା ଭାଇରସ କେଉଁଠୁ ଆସିଲା, ଏହାର ଉତ୍ପତି ସ୍ଥଳ କେଉଁଠି ଏହାର ଯାଞ୍ଚ କରିବାକୁ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚ୍‌ଓ)ର ଏକ ବିଶେଷଜ୍ଞ ଦଳ ପୁଣିଥରେ ଚାଇନା ଯିବେ ବୋଲି ଜଣାପଡିଛି । ସୋମବାର ଚାଇନା ପକ୍ଷରୁ ଏହି ସୂଚନା…

ବିଶ୍ୱବିଦ୍ୟାଳୟରେ ଟାଇଟ୍‌ ଜିନ୍ସ୍‌ ପିନ୍ଧିବା, ମେକ୍‌ ଅପ୍‌ ନେବା ମନା

ଇସଲାମାବାଦ,୧୧।୧: ପାକିସ୍ତାନର ହାଜାରା ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ନୂଆ ତୋଗଲକୀ ଆଇନ ଜାରି କରିଛନ୍ତି। ପସ୍ତୁନଖ୍ବା ପ୍ରଦେଶରେ ଥିବା ଏହି ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ପାଇଁ ନୂଆ ଡ୍ରେସ୍‌ କୋଡ୍‌ ଜାରି କରାଯାଇଛି। ଛାତ୍ରୀଛାତ୍ରଙ୍କୁ ଟାଇଟ୍‌ ଜିନ୍ସ୍‌ ଏବଂ ଟି-ସର୍ଟ ପିନ୍ଧିବାକୁ ବାରଣ କରାଯାଇଛି।…

ଜେମ୍ସ ବଣ୍ଡର ନିର୍ଦ୍ଦେଶକଙ୍କ ପରଲୋକ

ଲଣ୍ଡନ,୧୧ ।୧: ଜଣାଶୁଣା ଫିଲ୍ମ ନିର୍ମାତା, ନିର୍ଦ୍ଦେଶକ ଓ ଅଭିନେତା ମାଇକେଲ ଏପ୍ଟେଡଙ୍କ ୭୯ ବର୍ଷ ବୟସରେ ପରଲୋକ ହୋଇଛି । ଡାଇରେକ୍ଟର୍ସ ଗିଲ୍ଡ ଅଫ୍ ଆମେରିକା ଅନୁଯାୟୀ, ଜାନୁୟାରୀ ୭ରେ ତାଙ୍କର ପରଲୋକ ହୋଇଛି । ମୃତ୍ୟୁ ସମ୍ପର୍କିତ ସମସ୍ତ…

ଟ୍ରମ୍ପ୍‌ଙ୍କ ବିରୋଧରେ ମହାଭିଯୋଗ ପ୍ରକ୍ରିୟା ଆଜି

ଓ୍ବାଶିଂଟନ, ୧୧।୧(ଆଇଏଏନ୍‌ଏସ୍‌): ଆମେରିକାର କ୍ୟାପିଟୋଲ୍‌ ବିଲ୍ଡିଂରେ ୬ ତାରିଖରେ ଘଟିଥିବା ହିଂସା ପାଇଁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଦାୟୀ କରି ହାଉସ୍‌ ଅଫ୍‌ ରିପ୍ରେଜେଣ୍ଟେଟିଭ୍ସର ୩ ଜଣ ଡେମୋକ୍ରାଟ ସଦସ୍ୟ ସୋମବାର ତାଙ୍କ ବିରୋଧରେ ମହାଭିଯୋଗ ଆର୍ଟିକିଲ୍‌ ଆଗତ କରିବାକୁ ଯାଉଛନ୍ତି।…

ଆମେରିକାରେ ଗୁଳି: ୪ ମୃତ

ସିକାଗୋ, ୧୧।୧(ଆଇଏଏନ୍‌ଏସ୍‌): ଆମେରିକାର ଇଲିନୋଇସ୍‌ ରାଜ୍ୟରେ ଗୁଳିକାଣ୍ଡ ଘଟି ୪ ଜଣଙ୍କ ମୃତ୍ୟୁ ହେବା ସହ ଅନ୍ୟ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ପୋଲିସ ଗୁଳିରେ ସନ୍ଦିଗ୍ଧ ଆକ୍ରମଣକାରୀ ନିହତ ହୋଇଛନ୍ତି। ଶନିବାର ଅପରାହ୍ନରେ ସିକାଗୋର ଏକ ଔଷଧ କମ୍ପାନୀ…

ବର୍ଷେ ପରେ ବି ଫିଟିନି ରହସ୍ୟ

ଉହାନ,୧୧ା୧: ଚାଇନାରେ ପ୍ରଥମ କରୋନା ମୃତ୍ୟୁର ବର୍ଷେ ପରେ ମଧ୍ୟ ଏହି ଘାତକ ଭୂତାଣୁ ବୈଜ୍ଞାନିକମାନଙ୍କ ପାଇଁ ଏକ ରହସ୍ୟ ହୋଇ ରହିଛି। ଉହାନ ସହରକୁ କୋଭିଡ୍‌-୧୯ ଭାଇରସ୍‌ର ଉତ୍ପତ୍ତିସ୍ଥଳ ବୋଲି କୁହାଯାଉଥିଲେ ହେଁ ପ୍ରକୃତରେ ଏହା କେଉଁଠୁ ବାହାରିଛି ସେନେଇ…

ଦୁର୍ଘଟଣାଗ୍ରସ୍ତ ବିମାନର ମିଳିଲା ବ୍ଲାକ ବକ୍ସ

ଜାକର୍ତ୍ତା,୧୦।୧- ଦୁର୍ଘଟଣାର ସମ୍ମୁଖୀନ ହୋଇଥିବା ଇଣ୍ଡୋନେସିଆ ବିମାନର ବ୍ଲାକବକ୍ସ ରବିବାର ଠାବ ହୋଇଛି। ଦୁର୍ଘଟଣାଗ୍ରସ୍ତ ବିମାନରୁ ଦୁଇଟି ବ୍ଲାକ୍‌ ବକ୍ସର ସ୍ଥାନ ମିଳିସାରିଥିବା ଅଧିକାରୀମାନେ କହିଛନ୍ତି। ବ୍ଲାକ ବକ୍ସରେ ରେକର୍ଡ ହୋଇଥିବା ବିମାନର କକ୍‌ପିଟ୍‌ ଭିତରେ ପାଇଲଟ୍‌ଙ୍କ ମଧ୍ୟରେ ହୋଇଥିବା ଆଲୋଚନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri