କ୍ଷମା ତାଲିକାରେ ରହିପାରନ୍ତି ଟ୍ରମ୍ପ୍
ଓ୍ବାଶିଂଟନ, ୯।୧(ପି.ଟି.):ଆମେରିକାର ଗଣତନ୍ତ୍ର ଇତିହାସରେ ବୁଧବାର ରାତିରେ ଏକ କଳଙ୍କିତ ଅଧ୍ୟାୟ ସୃଷ୍ଟି ହୋଇଥିଲା। ନିର୍ବାଚନ ହାରିବା ସତ୍ତ୍ୱେ କ୍ଷମତା ମୋହ ଛାଡ଼ିପାରି ନ ଥିବା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ୬ ତାରିଖ ରାତିରେ କ୍ୟାପିଟୋଲ ବିଲ୍ଡି (ଆମେରିକୀୟ ସଂସଦ ଭବନ)ରେ…
ଚାକିରି ହରାଉଛନ୍ତି କ୍ୟାପିଟୋଲ ଦଙ୍ଗାକାରୀ
ଓ୍ବାଶିଂଟନ,୮।୧: ଆମେରିକାର କ୍ୟାପିଟୋଲ ଦଙ୍ଗାରେ ଭାଗ ନେଇଥିବା ଦଙ୍ଗାକାରୀଙ୍କୁ ଗୋଟି ଗୋଟି କରି ଚିହ୍ନଟ କରାଯାଉଛି। ଆଉ ଚାକିରିରୁ ବିଦା କରାଯାଉଥିବା ଦର୍ଶାଇଛି ସିଏନ୍ଏନ୍ର ଏକ ରିପୋର୍ଟ। ଉକ୍ତ ରିପୋର୍ଟ ଅନୁଯାୟୀ, ଦଙ୍ଗାରେ ଭାଗ ନେଇଥିବା କର୍ମଚାରୀଙ୍କୁ ଛଟେଇ କରିଛି…
ଚାଳକ ବିହିନ ଇଲେକ୍ଟ୍ରିକ କାର ନିର୍ମାଣ ପାଇଁ ଆପଲକୁ ଲାଗିବ ୫ ବର୍ଷ
ଲଣ୍ଡନ,୮।୧- ବିଶ୍ୱର ଅନ୍ୟତମ ଟେକନୋଲୋଜି କମ୍ପାନୀ ଆପଲ ଚାଳକ ବିହିନ ଇଲେକ୍ଟ୍ରିକ୍ କାର ନିର୍ମାଣ କରିବା ଦିଗରେ କାର୍ଯ୍ୟ କରୁଛି। ଏହି କାର ନିର୍ମାଣ କରିବାକୁ ଆପଲକୁ ଅତିକମ୍ରେ ୫ ବର୍ଷ ଲାଗିବ। ବର୍ତ୍ତମାନ ଏହାର କାର୍ଯ୍ୟ ପ୍ରାରମ୍ଭିକ ପର୍ଯ୍ୟାୟରେ ରହିଛି।…
ପ୍ରୋ ଟ୍ରମ୍ପ ହିଂସାରେ ଭାରତୀୟ ପତାକା ଦେଖାଇଥିଲେ କୋଚୀର ବାସୀନ୍ଦା
କୋଚୀ,୮।୧- ଆମେରିକାର କ୍ୟାପିଟାଲ ହିଲ ସମ୍ମୁଖରେ ଭାରତୀୟ ପତାକା ଦେଖାଉଥିବା ଗୋଷ୍ଠୀର ନେତୃତ୍ୱ ନେଇଥିଲେ କେରଳର ଚମ୍ବାକାରା ଅଞ୍ଚଳର ଜଣେ ବାସୀନ୍ଦା। ତାଙ୍କ ନାମ ହେଉଛି ଭିନସେଣ୍ଟ ଜାଭିଅର ପାଲାଥିଙ୍ଗାଲ। ଓ୍ବାଶିଂଟନରୁ ଫୋନ ଯୋଗେ ସେ କହିଛନ୍ତି, ଇଣ୍ଡୋ-ଆମେରିକୀୟମାନେ ଟ୍ରମ୍ପଙ୍କ ପ୍ରତି…
ଖୁସି ଖବର: ବ୍ରିଟେନରେ ଦେଖାଦେଇଥିବା କରୋନା ନୂଆ ଷ୍ଟ୍ରେନ୍ରେ ବି କାମ କରିବ ଫାଇଜର ଟିକା
ଲଣ୍ଡନ,୮ ।୧: କରୋନା ଭ୍ୟାକ୍ସିନ ଓ ବ୍ରିଟେନରେ ଦେଖାଦେଇଥିବା କରୋନାର ନୂଆ ଷ୍ଟ୍ରେନକୁ ନେଇ ଆଶ୍ୱସ୍ତି ଦେଲାଭଳି ଏକ ଖବର ସାମ୍ନାକୁ ଆସିଛି । କରୋନା ଟିକା ପ୍ରସ୍ତୁତକାରୀ କମ୍ପାନୀ ଫାଇଜର କହିଛି ସେ ପ୍ରସ୍ତୁତ କରିଥିବା ଭ୍ୟାକ୍ସିନ ବ୍ରିଟେନ ଓ…
କ୍ୟାପିଟଲରେ ଦଙ୍ଗା: ବିଶ୍ୱ ସ୍ତବ୍ଧ
ଓ୍ବାଶିଂଟନ, ୮।୧:ସର୍ବପୁରାତନ ଗଣତାନ୍ତ୍ରିକ ଦେଶର ଇତିହାସରେ ଯୋଡ଼ିହୋଇଛି କଳଙ୍କିତ ଅଧ୍ୟାୟ। କ୍ଷମତା ଲୋଭ ପାଇଁ ଶକ୍ତିଶାଳୀ ଦେଶ ଆମେରିକା ବିଶ୍ୱ ଦରବାରରେ ନିନ୍ଦିତ ହୋଇଛି। ଶେଷ ମୁହୂର୍ତ୍ତ ଯାଏ ପରାଜୟ ସ୍ବୀକାର କରି ନ ଥିବା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କ ଉତ୍ତେଜନାପୂର୍ଣ୍ଣ…
କରୋନା ଭୟରେ ପୁଣି ଚାଇନାରେ ଲକ୍ଡାଉନ
ବେଜିଂ,୮ ।୧: କରୋନା ମହାମାରୀ ଏବେବି ବିଶ୍ୱବାସୀଙ୍କୁ ତା’ କବଳରେ ରଖିଛି । କରୋନାର ଉତ୍ପତି ସ୍ଥଳ ଚାଇନା ବି ଏଥିରୁ ବାଦ୍ ପଡିନାହିଁ । ଏବେ ସମସ୍ତଙ୍କ ଚିନ୍ତା ବଢାଇଛି କରୋନାର ନୂଆ ଷ୍ଟ୍ରେନ୍ । ଗତ ୫ ମାସ…
ଟ୍ରମ୍ପଙ୍କୁ ରାଷ୍ଟ୍ରପତି ପଦରୁ ହଟା ନ ଗଲେ ଆସିବ ମହାଭିଯୋଗ
ଓ୍ବାଶିଂଟନ୍,୮।୧: ଆମେରିକାର ରାଷ୍ଟ୍ରପତି ନିର୍ବାଚନର ଫଳାଫଳକୁ ନେଇ ରାଜନୈତିକ କନ୍ଦଳ ଦେଖାଯାଇଛି। ଆମେରିକାର କ୍ୟାପିଟାଲ ହିଲ ବିଲଡିଂ ବାହାରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସମର୍ଥକ ହିଂସା ସୃଷ୍ଟି କରିଛନ୍ତି। ଆମେରିକାର ନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ ଆମେରିକାର କ୍ୟାପିଟାଲ ବିଲଡିଂ (ଆମେରିକୀୟ…
ପୋଲିସ ଭୟରେ ଉଲଗ୍ନ ହୋଇ, ଗେଣ୍ଡା ଖାଇ ଏପରି ଭୟାନକ ସ୍ଥାନରେ ଲୁଚି ରହିଥିଲେ ବ୍ୟକ୍ତି
ଅଷ୍ଟ୍ରେଲିଆରେ ଜଣେ ପଳାତକ ଅପରାଧୀ ପୋଲିସକୁ ଭୟ କରି ଏପରି ଏକ ସ୍ଥାନରେ ଲୁଚି ରହିଥିଲେ ଯେଉଁଠାରେ ମୃତ୍ୟୁଛଡା ଆଉ କିଛି ନ ଥିଲା। ସେ ଅଷ୍ଟ୍ରେଲିଆର ଉତ୍ତରରେ ଥିବା ଏକ ଘଞ୍ଚ ଜଙ୍ଗଲର ଏକ ଆମ୍ବଗଛରେ ଲୁଚିଥିଲେ। ଗଛତଳେ ପାଣି…
ବିଶ୍ୱର ସବୁଠୁ ଧନୀ ବ୍ୟକ୍ତି ଏଲୋନ ମସ୍କ, ପଛରେ ପଡ଼ିଲେ ଜେଫ୍ ବେଜୋସ
ନୂଆଦିଲ୍ଲୀ,୭।୧- ଟେସ୍ଲା ମୁଖ୍ୟ ତଥା ବିଲିୟନେୟାର ଉଦ୍ୟୋଗୀ ଏଲୋନ ମସ୍କ ଗୁରୁବାର ବିଶ୍ୱର ସବୁଠୁ ଧନୀ ବ୍ୟକ୍ତି ହୋଇଛନ୍ତି। ସେ ଆମାଜନ ଡଟ୍ କମ୍ ଆଇଏନ୍ସିର ଜେଫ ବେଜୋସଙ୍କୁ ପଛରେ ପକାଇ ଦେଇଛନ୍ତି। ଟେସ୍ଲା ଶେୟାରରେ ଘଟିଥିବା ବୃଦ୍ଧିକୁ ମିଶାଇ ମସ୍କଙ୍କ…
ମାସୁଦ ଆଝାରଙ୍କ ନା’ରେ ଗିରଫ ଓ୍ବାରେଣ୍ଟ ଜାରି
ଲାହୋର,୭।୧: ଜୟଶ-ଇ-ମହମ୍ମଦ (ଜେଇଏମ୍) ମୁଖ୍ୟ ମାସୁଦ ଆଝାରଙ୍କୁ ଗିରଫ କରିବା ପାଇଁ ଗୁରୁବାର ଓ୍ବାରେଣ୍ଟ ଜାରି କରିଛନ୍ତି ପାକିସ୍ତାନର ଆଣ୍ଟି ଟେରରଜିମ୍ କୋର୍ଟ। ଆତଙ୍କବାଦୀ କାର୍ଯ୍ୟକଳାପକୁ ଆର୍ଥିକ ସହାୟତା ଯୋଗାଇବା ମାମଲାର ଶୁଣାଣି କରି ଆଣ୍ଟି ଟେରରିଜମ କୋର୍ଟ (ଏଟିସି)ର ବିଚାରପତି…
ମଣିଷଙ୍କ ପୂର୍ବରୁ ପ୍ରଥମେ ଏହି ଜୀବକୁ ଦିଆଯାଇଥିଲା କରୋନା ଟିକା
ଓ୍ବାଶିଂଟନ,୭।୧: କରୋନା ଟିକା ପାଇଁ ସମଗ୍ର ବିଶ୍ୱବାସୀ ଚାତକ ପରି ଚାହିଁ ରହିଛନ୍ତି। କିଛି ସ୍ଥାନରେ ଲୋକେ ଏହି ଟିକା ନେଲେଣି ମଧ୍ୟ। ମାତ୍ର ଜାଣନ୍ତି କି ମଣିଷକୁ କରୋନା ଟିକା ଦିଆଯିବା ପୂର୍ବରୁ ଏକ ଜୀବ ଦେହରେ ଦିଆଯାଇଥିଲା। ଏହି…
Archives


