କରୋନାରେ ବ୍ରିଟିଶ୍ ହାସ୍ୟାଭିନେତା ଏଡିଙ୍କ ମୃତ୍ୟୁ
ଲଣ୍ଡନ,୩ା୪: କରୋନା ସଂକ୍ରମଣରେ ବ୍ରିଟେନର ବର୍ଷୀୟାନ ହାସ୍ୟାଭିନେତା ଏଡି ଲାର୍ଜଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ହୋଇଥିଲା। ହସ୍ପିଟାଲରେ ତାଙ୍କର ହୃଦ୍ରୋଗ ଚିକିତ୍ସା ଚାଲିଥିବାବେଳେ କରୋନା ଭୂତାଣୁ ଦ୍ୱାରା ସଂକ୍ରମିତ ହୋଇଥିଲେ ବୋଲି ତାଙ୍କ ପୁଅ...
୧୦ଲକ୍ଷ ଟପିବ ସଂକ୍ରମିତଙ୍କ ସଂଖ୍ୟା: ଡବ୍ଲ୍ୟୁଏଚ୍ଓ
ଜେନେଭା,୩ା୪: ଦିନକୁ ଦିନ ପୃଥିବୀର ବିଭିନ୍ନ ରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି। ଇତିମଧ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୯ ଲକ୍ଷ ୩୫ ହଜାରରୁ ଅଧିକ ଥିବାବେଳେ ମୃତକଙ୍କ ସଂଖ୍ୟା ୪୭ ହଜାର ୨୦୫ ଛୁଇଁଛି। ୧ ଲକ୍ଷ ୯୪ ହଜାରରୁ...
ଶେନ୍ଜେନ୍ରେ ବିଲେଇ, କୁକୁର ଖାଇବାକୁ ବାରଣ
ଶେନ୍ଜେନ୍,୩ା୪: ଚାଇନାର ଦକ୍ଷିଣାଞ୍ଚଳ ସହର ତଥା ଟେକ୍ନୋଲୋଜିର ହବ୍ କୁହାଯାଉଥିବା ଶେନ୍ଜେନ୍ରେ ବିଲେଇ ଓ କୁକୁରଙ୍କ ମାଂସ ଖାଇବା ଉପରେ ନିଷେଧାଦେଶ ଜାରି କରାଯାଇଛି। ଆସନ୍ତା ମେ ୧ରୁ ଏହା କାର୍ଯ୍ୟକାରୀ ହେବ। ଚାଇନାର ଉହାନ ସହରରୁ କରୋନା ଭାଇରସ୍...
ଚାଇନାକୁ ପ୍ରଶଂସା କଲେ ଟ୍ରମ୍ପ
ଓ୍ବାଶିଂଟନ, ୩ା୪: କରୋନା ଭାଇରସ୍ ସ୍ଥିତି ବିଶ୍ୱରେ ଉଦ୍ବେଗଜନକ ରହିଥିବା ବେଳେ ଚାଇନାରେ ଏହା କେତେକାଂଶରେ ନିୟନ୍ତ୍ରଣାଧୀନ ରହିଛି। ପୂର୍ବାପେକ୍ଷା ଆକ୍ରାନ୍ତଙ୍କ ସଂଖ୍ୟା ସେଭଳି ଆଉ ନାହିଁ। ଫଳରେ ଚାଇନା ଅନ୍ୟ କରୋନା ଭାଇରସ୍ ସଂକ୍ରମିତ ଦେଶଗୁଡ଼ିକୁ ସହଯୋଗ କରିବା...
ମୃତ୍ୟୁସଂଖ୍ୟା ୫୦ ହଜାର ଟପିଲା
ଓ୍ବାଶିଂଟନ/ଲଣ୍ଡନ/ପ୍ୟାରିସ୍, ୩ା୪: ମହାମାରୀ କରୋନା ଭାଇରସ୍ ବିଶ୍ୱବ୍ୟାପୀ କାୟାବିସ୍ତାର କରିବାରେ ଲାଗିଛି। ପରିସ୍ଥିତି କ୍ରମଶଃ ଭୟଙ୍କର ହୋଇପଡ଼ିଛି। ବିଶ୍ୱର ୨୦୩ ଦେଶକୁ ସଂକ୍ରମିତ ହୋଇଥିବା ଏହି ଭୂତାଣ ଯୋଗୁ ଅଦ୍ୟାବଧି ୫୦,୬୯୧ ଜୀବନ ଗଲାଣି। ୯ ଲକ୍ଷ ୯୧ ହଜାର...
କରୋନା ସଂକ୍ରମଣରେ ମୂଳ ଭାରତୀୟ ବୈଜ୍ଞାନିକ ମୃତ: ଏଚ୍ଆଇଭି ଉପରେ କରିଥିଲେ ଗବେଷଣା
ନୂଆଦିଲ୍ଲୀ/ଡରବାନ୍,୨।୪: କରୋନା ସଂକ୍ରମଣରେ ମୂଳ ଭାରତୀୟ ଦକ୍ଷିଣ ଆଫ୍ରିକା ବୈଜ୍ଞାନିକ ପ୍ରଫେସର ଗୀତା ରାମ୍ଜେଙ୍କ ମୃତ୍ୟୁ ଘଟିଛି। ଡରବାନ୍ର ଏକ ହସ୍ପିଟାଲରେ ତାଙ୍କର ମଙ୍ଗଳବାର ମୃତ୍ୟୁ ହୋଇଛି। ଏନେଇ ଦକ୍ଷିଣ ଆଫ୍ରିକା ଉପରାଷ୍ଟ୍ରପତି ଡେଭିଡ୍ ମାବୁଜା ବୁଧବାର ସୂଚନା ଦେଇଥିଲେ।...
ଏବେ ବି ଉତ୍ତର କୋରିଆରେ ପହଞ୍ଚିନି କରୋନା ମହାମାରୀ !
ସିଓଲ,୨।୪: କରୋନା ଭୂତାଣୁ ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଇତିମଧ୍ୟରେ ଏହା ୨୦୫ଟି ଦେଶରେ ମହାମାରୀ ରୂପ ନେଇଛି। ତେବେ ଉତ୍ତରକୋରିଆ ଏବେ ବି କରୋନା ପହଞ୍ଚି ନାହିଁ। ଏସମ୍ପର୍କରେ ଉତ୍ତର କୋରିଆ ପକ୍ଷରୁ କୁହାଯାଇଛି। ଚାଇନା...
କରୋନା ପାଇବ ପାନେ: ଅଷ୍ଟ୍ରେଲିଆରେ ପ୍ରତିଷେଧକ ଟୀକା ପରୀକ୍ଷଣ ଆରମ୍ଭ !
ନୂଆଦିଲ୍ଲୀ/ମେଲବୋର୍ନ,୨।୪: ସାରା ପୃଥିବୀରେ କରୋନା ସଂକ୍ରମଣ ନେଇ ଭୟଙ୍କର ସ୍ଥିତି ଦେଖାଦେଇଛି। ଏପରିସ୍ଥଳେ ସାମାଜିକ ଦୂରତା, ହାତ ଧୋଇବା ଏବଂ ସାନିଟାଇଜର ବ୍ୟବହାର କରିବା ଉପରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ଗୁରୁତ୍ୱାରୋପ କରାଯାଇଛି। ତେବେ କରୋନାର ମୁକାବିଲା ପାଇଁ...
ଯୁବ ରୋଗୀଙ୍କୁ ଭେଣ୍ଟିଲେଟର ଦେଇ ଆଖି ବୁଜିଲେ ୯୦ ବର୍ଷୀୟା କରୋନା ସଂକ୍ରମିତ
ବ୍ରସେଲ୍ସ,୨।୪: କରୋନା ଭାଇରସ। ଏବେ ବିଶ୍ୱରେ ବେଶ୍ ପରିଚିତ। ଏହାର ସଂକ୍ରମଣ ଏବେ ଧନୀଠାରୁ ଗରିବ ସମସ୍ତଙ୍କୁ ଭୟଭିତ କରି ରଖିଛି। ଆମେରିକା ଭଳି ଶକ୍ତିଶାଳୀ ଦେଶବି ଆଜି କରୋନା ଭାଇରସ ନିକଟରେ ଯେମିତି ଅସହାୟ ପାଲଟି ଯାଇଛି। ନିକଟରେ...
ଚାଇନାକୁ ପଛରେ ପକାଇଲା ବ୍ରିଟେନ୍: ୧୦ ଦିନରେ ୪୦୦୦ ଶଯ୍ୟା ବିଶିଷ୍ଟ ନାଇଟେଙ୍ଗଲ୍ ହସ୍ପିଟାଲର ନିର୍ମାଣ ଶେଷ
ଲଣ୍ଡନ,୨।୪: କରୋନା ସଂକ୍ରମଣର ମୁକାବିଲା ପାଇଁ ଚାଇନାର ପ୍ରସ୍ତୁତିକୁ ବ୍ରିଟେନ୍ ପଛରେ ପକାଇ ଦେଇଛି। ଲଣ୍ଡନରେ ବ୍ରିଟେନ ସୈନ୍ୟ ବାହିନୀ ପକ୍ଷରୁ ୪୦୦୦ ଶଯ୍ୟା ବିଶିଷ୍ଟ ନାଇଟେଙ୍ଗଲ୍ ହସ୍ପିଟାଲର ନିର୍ମାଣ କାର୍ଯ୍ୟ ମାତ୍ର ୧୦ ଦିନରେ ଶେଷ ହୋଇଛି। ପୂର୍ବରୁ...
ରୁଷ ରାଷ୍ଟ୍ରପତିଙ୍କ ସହ ହାତ ମିଳାଇଥିବା ଡାକ୍ତର କରୋନା ପଜିଟିଭ
ମସ୍କୋ,୨।୪: ରୁଷ ରାଷ୍ଟ୍ରପତି ଭ୍ଲାଡିମୀର ପୁଟିନ ଏବେ ଆଶଙ୍କା ମଧ୍ୟରେ। କରୋନା ସଂକ୍ରମଣ ତାଙ୍କ ପର୍ଯ୍ୟନ୍ତ ପହଞ୍ଚିଥାଇ ପାରେ ବୋଲି ଏବେ ଅନୁମାନ କରାଯାଉଛି। କିଛିଦିନ ତଳେ ପୁଟିନ ଯେଉଁ ଡାକ୍ତରଙ୍କୁ ଭେଟିଥିଲେ ସେ ଏବେ କରୋନାରେ ପୀଡ଼ିତ ବୋଲି...
କରୋନା ମୃତ୍ୟୁ ସଂଖ୍ୟା ଖୁବ୍ ଶୀଘ୍ର ୫୦ ହଜାର ଟପିବାର ରହିଛି ଆଶଙ୍କା: ଡବ୍ଲ୍ୟୁଏଚ୍ଓ
ଜେନେଭା,୨।୪: ଦିନକୁ ଦିନ ପୃଥିବୀର ବିଭିନ୍ନ ରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି। ଇତିମଧ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୯ ଲକ୍ଷ ୩୫ ହଜାରରୁ ଅଧିକ ଥିବାବେଳେ ମୃତକଙ୍କ ସଂଖ୍ୟା ୪୭ ହଜାର ୨୦୫ ଛୁଇଁଛି। ୧ ଲକ୍ଷ ୯୪ ହଜାରରୁ...
Archives


