ଅନ୍ତର୍ଜାତୀୟ

କରତାରପୁର କୋରିଡୋର ଖୋଲିବ ପାକିସ୍ତାନ

ଇସଲାମାବାଦ୍‌, ୩।୧୦: କରୋନା ସଂକ୍ରମଣ କମିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି କରତାରପୁର କୋରିଡୋର ଖୋଲିବାକୁ ପାକିସ୍ତାନ ନିଷ୍ପତ୍ତି ନେଇଛି। ଏସମ୍ପର୍କରେ ପାକିସ୍ତାନର ଧାର୍ମିକ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଗତ ବର୍ଷ ଏହି କୋରିଡୋରର ଶୁଭାରମ୍ଭ କରାଯାଇଥିଲା। ଏହି…

ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର ମୁହାଁ ‘କଳ୍ପନା ଚାଓ୍ବଲା’

ଓ୍ବାଶିଂଟନ, ୩।୧୦: ନାସା ପକ୍ଷରୁ ଭାରତର ପ୍ରଥମ ମହିଳା ମହାକାଶ ଯାତ୍ରୀ କଳ୍ପନା ଚାଓ୍ବଲାଙ୍କ ନାମରେ ନିର୍ମିତ ହୋଇଥିବା ମହାକାଶ ଯାନ ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର ମୁହାଁ ଯାତ୍ରା ଆରମ୍ଭ କରିଛି। ମହାକାଶ ଯାନ ‘କଳ୍ପନା ଚାଓ୍ବଲା’ ୩ହଜାର ୬୨୮ କିଲୋଗ୍ରାମ୍‌…

କରୋନା ଭାଇରସ କେତେ ଭୟଙ୍କର ତାହା ଏବେ ଟ୍ରମ୍ପ ବୁଝିଯିବା ଉଚିତ: ବେଡେନ

ୱାଶିଂଟନ,୩ ।୧୦: ଠିକ୍ ରାଷ୍ଟପତି ନିର୍ବାଚନ ପୂର୍ବରୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ଫାଷ୍ଟ ଲେଡି ମେଲାନିଆ ଟ୍ରମ୍ପ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଏହି ସମୟରେ ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ଟ୍ରମ୍ପଙ୍କ ବିପକ୍ଷରେ ଲଢୁଥିବା ଡେମୋକ୍ରାଟିକ୍ ପାର୍ଟିର ପ୍ରାର୍ଥି…

୭ ଭାରତୀୟଙ୍କୁ ଅପହରଣ କଲେ ଆତଙ୍କବାଦୀ

ତ୍ରିପୋଲି, ୩।୧୦: ଭାରତରୁ ଳିବିୟାକୁ କାମ କରିବାକୁ ଯାଇଥିବା ୭ ଜଣ ଭାରତୀୟଙ୍କୁ ଆତଙ୍କବାଦୀମାନେ ଅପହରଣ କରି ନେଇଛନ୍ତି। ଆତଙ୍କବାଦୀମାନେ ଭାରତୀୟଙ୍କ ମୁଣ୍ଡ ଜାମିନ ରଖିଛନ୍ତି। ୨୦ ହଜାର ଡଲାର ଦେଲେ ଭାରତୀୟଙ୍କୁ ମୁକ୍ତ କରାଯିବ ବୋଲି ଆତଙ୍କବାଦୀ ସଂଗଠନ ପକ୍ଷରୁ…

ଅରୁଣାଚଳ ଭାରତର: ଆମେରିକା

ଓ୍ବାଶିଂଟନ, ୩।୧୦:ଭାରତ ଉପରେ ଚାଇନାର ଆକ୍ରମଣାତ୍ମକ ମନୋଭାବ ଏବଂ ସୀମାନ୍ତରେ ବିସ୍ତାରବାଦୀ ନୀତିକୁ ନେଇ କ୍ଷୁବ୍ଧ ହୋଇଛି ଆମେରିକା। ଦୀର୍ଘ ୬ ଦଶନ୍ଧି ଧରି ଲଦାଖ, ଅରୁଣାଚଳ ପ୍ରଦେଶ ଉପରେ ଚାଇନା କୁଦୃଷ୍ଟି ପକାଇଥିବାବେଳେ ବେଜିଂକୁ କଡ଼ା ଭାଷାରେ ଅକ୍ଷେପ କରିଛି…

କିଛିଦିନ ପାଇଁ ହସ୍ପିଟାଲରେ ରହିବେ ଟ୍ରମ୍ପ

ୱାଶିଂଟନ,୩ ।୧୦: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ତାଙ୍କ ସହଧର୍ମିଣୀ ତଥା ଆମେରିକାର ଫାଷ୍ଟ ଲେଡି ମେଲାନିଆ ଟ୍ରମ୍ପ କରୋନାରେ ଆକ୍ରାନ୍ତ ହେବା ପରେ ତାଙ୍କ ନିକଟକୁ ଏବେ ଶୀଘ୍ର ସୁସ୍ଥ ହେବାର ବାର୍ତ୍ତା ପହଞ୍ଚୁଛି । ପ୍ରଥମେ କୁହାଯାଉଥିଲା…

ଆମାଜନର ପାଖାପାଖି ୨୦ହଜାର କର୍ମଚାରୀ କରୋନା ପଜିଟିଭ

ନ୍ୟୁୟର୍କ,୨ ।୧୦: ଅନ୍ ଲାଇନ୍ ରିଟେଲ କମ୍ପାନୀ ଆମାଜନର ପାଖାପାଖି ୨୦ହଜାର ଫ୍ରଣ୍ଟ ଲାଇନ୍ ୟୁଏସ୍ ୱାର୍କର କରୋନାରେ ପୀଡ଼ିତ ହୋଇଥିବା ଜଣାପଡିଛି । ପ୍ରଥମଥର ଲାଗି ଆମାଜନ ଏହି ସଂଖ୍ୟା ପ୍ରକାଶ କରିଛି । ତେବେ ଆମେରିକା ଜନସଂଖ୍ୟା ତୁଳନାରେ…

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ, ସ୍ତ୍ରୀ ମେଲାନିଆଙ୍କୁ କରୋନା

ଓ୍ବାଶିଂଟନ,୨।୧୦: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ମେଲାନିଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ବ୍ୟକ୍ତିଗତ ପରାମର୍ଶଦାତା ହୋପ ହିକ୍ସ କରୋନା ପଜିଟିଭ୍‌ ଚିହ୍ନଟ ହେବାପରେ ଟ୍ରମ୍ପ ଏବଂ ତାଙ୍କ ସ୍ତ୍ରୀ ମେଲାନିଆ ନିଜକୁ କ୍ୱାରାଣ୍ଟାଇନ୍‌ ରଖି କରୋନା ଟେଷ୍ଟ କରାଇଥିଲେ।…

କ୍ୱାରାଣ୍ଟାଇନ୍‌ରେ ଆମେରିକା ରାଷ୍ଟ୍ରପତି

ଓ୍ବାଶିଂଟନ,୨।୧୦: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବ୍ୟକ୍ତିଗତ ପରାମର୍ଶଦାତା ହୋପ ହିକ୍ସ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ପରେ ଟ୍ରମ୍ପ ଏବଂ ତାଙ୍କ ସ୍ତ୍ରୀ ମେଲାନିଆ ନିଜକୁ କ୍ୱାରାଣ୍ଟାଇନ୍‌ ରଖିଛନ୍ତି। ହୋପଙ୍କ ସହ ରାଷ୍ଟ୍ରପତି ନିୟମିତ ଭାବେ ଯାତ୍ରା କରନ୍ତି। ନିକଟରେ…

ବିଗୁଡ଼ୁଛି ସ୍ଥିତି, ଚିନ୍ତାରେ ବିଶ୍ୱ ମହାଶକ୍ତି

ୟେରେବାନ/ବାକୁ, ୨।୧୦:ବିବାଦୀୟ କ୍ଷେତ୍ର ‘ନାଗୋର୍ନୋ କାରାବାଖ’କୁ କରାୟତ୍ତ କରିବାକୁ ଆର୍ମେନିଆ-ଆଜରବୈଜାନ ମଧ୍ୟରେ ଘମାଘୋଟ ଯୁଦ୍ଧ ଜାରି ରହିଛି। ରବିବାରଠାରୁ ଦୁଇ ରାଷ୍ଟ୍ର ସାମ୍ନାସାମ୍ନି ହୋଇଥିବାବେଳେ ଉଭୟ ପକ୍ଷରୁ ୧୦୦ରୁ ଊର୍ଦ୍ଧ୍ୱ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଅନ୍ୟପଟେ ଆଜରବୈଜାନକୁ ତୁର୍କୀ ଖୋଲାଖୋଲି…

ଯେଉଁ ଅଫିସ୍‌ରେ ସୁଇପର ଥିଲେ ଏହି ମହିଳା, ଏବେ ସମ୍ଭାଳିବେ ସେହି ଅଫିସ୍‌ର ଚୌକି

ମସ୍କୋ,୧ା୧୦: କରୋନା ସମୟରେ ଆମ ଦେଶର ବିହାର ବିଧାନସଭା ନିର୍ବାଚନକୁ ନେଇ ଜୋର୍‌ଦାର ଚର୍ଚ୍ଚା ହେଉଛି। ସେହିପରି ରୁଷିଆରେ ମଧ୍ୟ ଏକ ନିର୍ବାଚନ ଅନୁଷ୍ଠିତ ହୋଇଛି, ଯେଉଁଥିରେ ଜଣେ ମହିଳାଙ୍କ ଭାଗ୍ୟ ପରିବର୍ତ୍ତନ ହୋଇଯାଇଛି। ଯେଉଁ ଅଫିସରେ ମହିଳା ଜଣକ ଗତ…

ସୁପରଷ୍ଟାର ହେବାକୁ ଚାହୁଁଥିଲେ ଏହି ମଡେଲ, ପରେ ତାଙ୍କ ସହ ଘଟିଲା ଏମିତି କିଛି

ପୋଲାଣ୍ଡ,୧ା୧୦: ସାଡୋସ୍କା ରାପର୍‌ ପୋପେକଙ୍କ ପରି ସୁପରଷ୍ଟାର ହେବାକୁ ଚାହୁଁଥିଲେ ଜଣେ ମଡେଲ। ଏଥିପାଇଁ ସେ ଆଖିରେ ଟାଟୁ କରିବାକୁ ନିଷ୍ପତ୍ତି ନେଇଥିଲେ। ମାତ୍ର ଟାଟୁ ଡିଜାଇନରଙ୍କ ଭୁଲ୍‌ ଯୋଗୁ ସବୁଦିନ ପାଇଁ ଆଖି ଦୁଇଟିକୁ ସେ ହରାଇବସିଲେ। ଆଇବଲ ଟାଟୁଗୁଡ଼ିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri