ଇଟାଲିରେ ଏପ୍ରିଲ୍ ୩ରୁ ହଟିପାରେ ଲକ୍ଡାଉନ୍: ମୃତ୍ୟୁ ସଂଖ୍ୟା ଟପିଲା ୧୦ ହଜାର;୯୨,୪୭୨ ସଂକ୍ରମିତ
ରୋମ,୨୯।୩: ଇଟାଲିରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅସମ୍ଭାଳ ହୋଇଥିବାବେଳେ ସରକାର ଦେଶରେ ଜାରି ହୋଇଥିବା ଲକ୍ଡାଉନ୍କୁ ଏପ୍ରିଲ୍ ୩ରେ ହଟାଇବାର ଆଶା ରହିଛି। ଏଠାରେ ମାର୍ଚ୍ଚ ୯ଠାରୁ ଲକ୍ଡାଉନ୍ ଜାରି ହୋଇଥିଲା। ଶନିବାର ଏଠାରେ ୮୮୯ ଜଣଙ୍କ ମୃତ୍ୟୁ...
ପୃଥିବୀରେ ୩୦ ହଜାର ୮୭୩ ଲୋକଙ୍କ ଜୀବନ ନେଲାଣି କରୋନା: ୬ ଲକ୍ଷ ୬୩ ହଜାର ୫୪୧ ସଂକ୍ରମିତ
ନୂଆଦିଲ୍ଲୀ/ଓ୍ବାଶିଂଟନ,୨୯।୩: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ପ୍ରତିଦିନ ଲୋକଙ୍କ ମୃତ୍ୟୁ ଘଟି ଚାଲିଛି। ଫଳରେ ଲୋକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି। ବହୁ ଦେଶର ସରକାର ସଂକ୍ରମଣ ରୋକିବା ଲାଗି ଲକ୍ଡାଉନ୍ ଜାରି କରିଛନ୍ତି। ତେବେ କମ୍ୟୁନିଟି...
ଜୋତା-ଚପଲ ଦ୍ୱାରା ବି ହୋଇପାରେ କରୋନା ସଂକ୍ରମଣ !
ଓ୍ବାଶିଂଟନ,୨୯।୩: କରୋନା ସଂକ୍ରମଣଠାରୁ ଦୂରେଇ ରହିବା ପାଇଁ ସାରା ପୃଥିବୀରେ ବିଭିନ୍ନ ରାଷ୍ଟ୍ର ପକ୍ଷରୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଦ୍ୱାରା ଜାରି ହୋଇଥିବା ମାର୍ଗଦର୍ଶିକାକୁ ପାଳନ କରାଯାଉଛି। କରୋନା କିଭଳି ସଂକ୍ରମିତ ହେଉଛି ସେ ନେଇ ମଧ୍ୟ ଲୋକଙ୍କୁ ସଚେତନ...
କରୋନାକୁ ନେଇ ଭବିଷ୍ୟବାଣୀ କରିଥିଲେ ମାଇକେଲ ଜ୍ୟାକସନ!
ଲସ୍ ଆଞ୍ଜେଲସ୍,୨୯।୩: କରୋନା ଭାଇରସ ଏବେ ସାରା ବିଶ୍ୱର ମୁଣ୍ଡ ବିଗାଡିଥିବା ବେଳେ ଏହାକୁ ନେଇ ବିଭିନ୍ନ କଥା ଶୁଣିବାକୁ ପଡିଛି। ତେବେ ପପ୍ ଗାୟକ ମାଇକେଲ ଜ୍ୟାକସନଙ୍କ ପୂର୍ବତନ ବଡି ଗାର୍ଡ ମେଟ୍ ଫିଡସ୍ କହିଛନ୍ତି ମାଇକେଲ୍ ଜ୍ୟାକସନ୍...
କୋଭିଡ-୧୯ରେ ପୀଡ଼ିତ ପ୍ରଥମ ଶିଶୁଙ୍କ ମୃତ୍ୟୁ
ନ୍ୟୁୟର୍କ,୨୯।୩: କରୋନା ଭାଇରସ ଏବେ ସାରା ବିଶ୍ୱରେ କାୟା ବିସ୍ତାର କରି ସାରିଥିବା ବେଳେ ଆମେରିକାରେ ପ୍ରଥମ କରି ଜଣେ ଶିଶୁର ମୃତ୍ୟୁ ହୋଇଛି। ୧ବର୍ଷରୁ କମ୍ ବୟସର ଏହି ଶିଶୁର ମୃତ୍ୟୁ ପରେ ଏହାର କାରଣ ଖୋଜୁଛନ୍ତି ବିଶେଷଜ୍ଞ।...
ସେଲ୍ଫ ଆଇସୋଲେଶନରେ ରହି ସମସ୍ତଙ୍କୁ ଘରେ ରହିବାକୁ କହିଲେ ବ୍ରିଟେନ ପ୍ରଧାନମନ୍ତ୍ରୀ
ଲଣ୍ଡନ,୨୯।୩: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ୍ କରୋନା ଭାଇରସରେ ସଂକ୍ରମିତ ହୋଇ ଏବେ ସେଲ୍ଫ ଆଇସୋଲେଶନରେ ରହିଛନ୍ତି। ଏହି ସମୟରେ ବ୍ରିଟେନର ପ୍ରାୟ ୩୦ ମିଲିୟନ ଲୋକଙ୍କୁ ଘରେ ରହିବାକୁ କହିଛନ୍ତି ପ୍ରଧାନମନ୍ତ୍ରୀ ବୋରିସ। ସେ କହିଛନ୍ତି କରୋନାକୁ ନେଇ...
କରୋନା ଭାଇରସ: ରାଜ ପରିବାରର ପ୍ରଥମ ସଦସ୍ୟ ସ୍ପେନ ରାଜକୁମାରୀ ମାରିଆ ଟେରେସାଙ୍କ ମୃତ୍ୟୁ
ଓ୍ବାଶିଂଟନ,୨୯।୩: କରୋନା ଭାଇରସ ସଂକ୍ରମଣରେ ରାଜ ପରିବାରର ପ୍ରଥମ ସଦସ୍ୟଙ୍କ ମୃତ୍ୟୁ ହୋଇଛି। ବୋରବନ-ପରମା ସ୍ପେନର ରାଜକୁମାରୀ ମାରିଆ ଟେରେସାଙ୍କର କରୋନା ଭାଇରସ ସଂକ୍ରମଣ ଯୋଗୁ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ୮୬ ବର୍ଷୀୟା ରାଜକୁମାରୀ ମାରିଆ ରାଜା ଫେଲିପ...
କରୋନା ଭାଇରସ: ସମସ୍ତଙ୍କ ପାଇଁ ଉଦାହରଣ ପାଲଟିଲା ଇଟାଲୀର ଭୋ ସହର
ରୋମ,୨୮।୩: କରୋନା ଭାଇରସ ଏବେ ଇଟାଲୀର ମେରୁଦଣ୍ଡକୁ ଭାଙ୍ଗି ଦେଇଛି କହିଲେ ଚଳେ। ଏବେ ଏଠାରେ କରୋନା ମୃତ୍ୟୁ ସଂଖ୍ୟା ୯ହଜାର ଅତିକ୍ରମ କରିଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ୮୬ ହଜାରରୁ ଊର୍ଦ୍ଧ୍ୱ ହେଲାଣି। ଏହି କରୋନା ଭାଇରସ...
କରୋନାକୁ ହରାଇ ଘରକୁ ଫେରିଲେ ଅଭିନେତା ଟମ୍ ହଙ୍କସ୍-ସ୍ତ୍ରୀ ରୀଟା
ଓ୍ବାଶିଂଟନ୍,୨୮।୩: କରୋନା ସହିତ ଲଢ଼ି ବିଜୟୀ ହୋଇ ହଲିଉଡ୍ ଅଭିନେତା ଟମ୍ ହଙ୍କସ୍ ଏବଂ ସ୍ତ୍ରୀ ରୀଟା ଓ୍ବିଲସନ୍ ହୋଇ ଘରକୁ ଫେରିଛନ୍ତି। ସେମାନଙ୍କଠାରେ କରୋନା ଭୂତାଣୁ ଚିହ୍ନଟ ହୋଇଥିଲା। ସେମାନଙ୍କୁ ଆଇସୋଲେଶନରେ ରଖାଯାଇଥିଲା। ସୁସ୍ଥ ହେବାପରେ ସେମାନେ ଆମେରିକାର...
କରୋନା ସଂକ୍ରମିତ ପେଟେଇ ଶୋଇଲେ ନିଶ୍ୱାସପ୍ରଶ୍ୱାସ ନେବା ହେବ ସ୍ବାଭାବିକ !
ବେଜିଂ,୨୮।୩: କରୋନା ଭୂତାଣୁ ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଇତିମଧ୍ୟରେ ପୃଥିବୀର ୧୯୫ ଦେଶରେ କରୋନା ସଂକ୍ରମିତ ହୋଇସାରିଛି। ଗୁରୁତର କରୋନା ସଂକ୍ରମିତ ନିଶ୍ୱାସପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିଥାନ୍ତି। ଏଭଳି ସ୍ଥଳେ ଭେଣ୍ଟିଲେଟର ଆବଶ୍ୟକ ହୋଇଥାଏ।...
ବ୍ରିଟେନ ପ୍ରଧାନମନ୍ତ୍ରୀ ପଦର ଦାୟିତ୍ୱ ନେବେ ବିଦେଶ ସଚିବ
ଲଣ୍ଡନ,୨୮।୩: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନ୍ସନ୍ ଏବେ କରୋନାରେ ପୀଡିତ। ଶୁକ୍ରବାର ତାଙ୍କ ରିପୋର୍ଟରେ କରୋନା ପଜିଟିଭ୍ ଆସିବା ପରେ ସେ ସେଲ୍ଫ ଆଇସୋଲେଶନ୍ରେ ରହିଛନ୍ତି। ଏନେଇ ଟୁଇଟ କରି ସେ ସମସ୍ତଙ୍କୁ ଜଣାଇଥିଲେ। ତେବେ ସେ ସୁସ୍ଥ ହେବା...
ମାତ୍ର ୫ ମିନିଟରେ ଚିହ୍ନଟ ହେବେ କରୋନା ପଜେଟିଭ୍
ଓ୍ବାଶିଂଟନ,୨୮।୩: କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ପୃଥିବୀରେ ବଢ଼ିବାରେ ଲାଗିଛି। କରୋନା ପଜେଟିଭ୍ଙ୍କୁ ଚିହ୍ନଟ କରିବା ପାଇଁ ଲ୍ୟାବ୍ରେ କରାଯାଉଥିବା ସ୍ବାବ୍ ପରୀକ୍ଷାରେ ଅଧିକ ସମୟ ଲାଗୁଥିବାରୁ ଅସୁବିଧା ହେଉଛି। ତେବେ ଆମେରିକାର ଏବୋଟ୍ ଲ୍ୟାବ୍ ପକ୍ଷରୁ ଏକ...
Archives


