୧୯୨ ଦେଶରେ କରୋନା: ୨୪ ଘଣ୍ଟାରେ ଆମେରିକାରେ ୧୦୦ ମୃତ
ଓ୍ବାଶିଂଟନ,୨୩।୩: କରୋନା ସଂକ୍ରମଣ ସାରା ପୃଥିବୀରେ ଆତଙ୍କ ସୃଷ୍ଟି କରିଛି। ଇତିମଧ୍ୟରେ ଏହା ୧୯୨ ଦେଶରେ ପହଞ୍ଚିଛି। କରୋନା ଯୋଗୁ ପୃଥିବୀରେ ମୃତ୍ୟୁ ସଂଖ୍ୟା ୧୪,୬୧୬ ହୋଇଥିବାବେଳେ ଇଟାଲିରେ ୫୦୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। ଆମେରିକାରେ ଧୀରେଧୀରେ କରୋନା...
‘ଲକ୍ଡାଉନ ଯଥେଷ୍ଟ ନୁହେଁ’
ନୂଆଦିଲ୍ଲୀ/ଲଣ୍ଡନ,୨୩ା୩: କରୋନା ମୁକାବିଲା ଲାଗି ଲକ୍ଡାଉନକୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍ଓ) ବିରୋଧ କରିଛି। ଏକସଙ୍ଗେ ଯଥେଷ୍ଟ ଜନସ୍ବାସ୍ଥ୍ୟଜନିତ ପଦକ୍ଷେପ ନିଆ ନ ଗଲେ ଏହି ଭୂତାଣୁ ପରେ ପୁଣି ସକ୍ରିୟ ହୋଇପାରେ ବୋଲି ଡବ୍ଲ୍ୟୁଏଚ୍ଓ କହିଛି। ଏହି ସଂସ୍ଥାର...
ରକ୍ତ ପରୀକ୍ଷା ସୂଚାଇବ କରୋନା ସଂକ୍ରମଣର ଭୟାବହତା
ନ୍ୟୁୟର୍କ,୨୨।୩: ପୃଥିବୀ ବ୍ୟାପି କରୋନା ସଂକ୍ରମଣ ନେଇ ଆତଙ୍କ ସୃଷ୍ଟି ହେବାରେ ଲାଗିଛି। କରୋନା କିଭଳି ସଂକ୍ରମଣ ହୋଇଥାଏ ଏନେଇ ଲୋକଙ୍କ ମଧ୍ୟରେ ନାନା ପ୍ରଶ୍ନ ଉଙ୍କି ମାରୁଛି। ତେବେ ନ୍ୟୁୟର୍କ ସିଟିରେ ଥିବା ଇସାହନ୍ ସ୍କୁଲ୍ ଅଫ୍ ମେଡ଼ିସିନ୍ର...
କରୋନା ଆଗରେ କେହି ନୁହନ୍ତି ଅଜେୟ: ଡବ୍ଲ୍ୟୁଏଚ୍ଓ
ଜେନେଭା,୨୨।୩ : କରୋନା ସଂକ୍ରମଣ ସାରା ପୃଥିବୀରେ ମହାମାରୀ ଭଳି ମାଡ଼ି ଚାଲିଛି। ଏହାକୁ ରୋକିବାରେ ସମସ୍ତ ଦେଶ ବିଫଳ ହୋଇଛନ୍ତି। ଏହାର ପ୍ରତିଷେଧକ ଟୀକା ଏପର୍ଯ୍ୟନ୍ତ ମଧ୍ୟ ବାହାର କରିବାକୁ ଆଧୁନିକ ବିଜ୍ଞାନ ଅସଫଳ ରହିଛି। ଦିନ ରାତି...
ବାଥ୍ ରୁମ୍ରେ ୯ ଦିନ ପର୍ଯ୍ୟନ୍ତ ସକ୍ରିୟ ରୁହେ କରୋନା ଭୂତାଣୁ
ଓ୍ବାଶିଂଟନ,୨୨।୩: କରୋନା ସଂକ୍ରମଣ ନେଇ ଏବେ ସାରା ପୃଥିବୀରେ ଲୋକଙ୍କ ମଧ୍ୟରେ ସଚେତନତା ବଢ଼ିବାରେ ଲାଗିଛି। ଏହି ଭୂତାଣୁ ବାଥ୍ ରୁମ୍ରେ ୯ ଦିନ ପର୍ଯ୍ୟନ୍ତ ସକ୍ରିୟ ରହିଥାଏ ବୋଲି ପ୍ରିନ୍ସ୍ ଟନ୍ ବିଶ୍ୱବିଦ୍ୟାଳୟର ଗବେଷକଙ୍କ ଦ୍ୱାରା ହୋଇଥିବା ଗବେଷଣା...
ମାସ୍କ୍ କରୋନାଠୁ କେତେଦୂର ଦେଇ ପାରିବ ସୁରକ୍ଷା
ଓ୍ବାଶିଂଟନ,୨୨।୩: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ସ୍ବାସ୍ଥ୍ୟ ବିଶେଷଜ୍ଞ ବିଭିନ୍ନ ଉପାୟ ସମ୍ପର୍କରେ ପରାମର୍ଶ ଦେଉଛନ୍ତି। ସେଥିମଧ୍ୟରୁ ମାସ୍କ୍ର ବ୍ୟବହାର କରିବା, ନିୟମିତ ଭାବେ ନିର୍ଦ୍ଧିଷ୍ଟ ସମୟ ବ୍ୟବଧାନରେ ହାତ ଧୋଇବା ଏବଂ ଆଖି, ନାକ, ପାଟିକୁ ବାରମ୍ବାର...
କରୋନା ଭାଇରସ: ବ୍ରିଟେନ୍ରେ ୧୫ ଲକ୍ଷ ଲୋକଙ୍କୁ ୩ ମାସ ଘରେ ରହିବାକୁ କୁହାଗଲା!
ଲଣ୍ଡନ,୨୨।୩: କରୋନା ଭାଇରସ ଚାଇନା ପରେ ଏବେ ୟୁରୋପରେ ତା’ର କାୟା ବିସ୍ତାର କରି ଚାଲିଛି। ଇଟାଲିରେ ତାଣ୍ଡବ ରଚିଥିବା କରୋନା ଫ୍ରାନ୍ସ, ଜର୍ମାନୀ ଓ ସ୍ପେନରେ ମଧ୍ୟ ତା’ର ଉଗ୍ର ରୂପକୁ ପ୍ରକାଶ କରିଛି। ସେହିପରି ବ୍ରିଟେନରେ ୫ହଜାର...
ଦକ୍ଷିଣ କୋରିଆ ତିଆରି କରୁଛି କରୋନା କିଟ୍: ୧୦ ମିନିଟ୍ରେ ମିଳିବ ରିପୋର୍ଟ !
ସିଓଲ,୨୨।୩: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଲୋକଙ୍କ ମଧ୍ୟରେ କୋକୁଆ ଭୟ ଦେଖାଦେଇଛି। କରୋନା ସଂକ୍ରମିତଙ୍କଠାରେ ଭୂତାଣୁ ଚିହ୍ନଟ ପାଇଁ କରାଯାଉଥିବା ପରୀକ୍ଷାରେ ଅଧିକ ସମୟ ଲାଗୁଛି। ଫଳରେ ଏହାକୁ ରୋକିବାରେ ବାଧା ସୃଷ୍ଟି ହେଉଛି। ତେବେ ଭୂତାଣୁ...
୪୫ ମିନିଟ୍ରେ ହେବ କରୋନା ଚିହ୍ନଟ: ଆମେରିକା ଦେଲା ଅନୁମତି
ଓ୍ବାଶିଂଟନ,୨୨।୩: ମହାମାରୀ କରୋନା ପୃଥିବୀରେ ଆତଙ୍କ ସୃଷ୍ଟି କରିଛି। ଏହାର ଚିହ୍ନଟ ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ଲାଗି ଆମେରିକା ଅନୁମତି ଦେଇଛି। ମାତ୍ର ୪୫ ମିନିଟ୍ ମଧ୍ୟରେ କରୋନା ସଂକ୍ରମଣ ସମ୍ପର୍କରେ ଏହି ରାପିଡ୍ ଟେଷ୍ଟ୍ ଦ୍ୱାରା ଜଣାପଡ଼ିବ। ଫଳରେ...
ଆଇସ୍ ଏଜ୍ରେ ମାମୋଥ୍ ହାଡ଼ରେ ଘର ନିର୍ମାଣ କରୁଥିଲା ମାନବ…
ମସ୍କୋ, ୨୨।୩: ଆଇସ୍ ଏଜ୍ରେ ମାନବ କିଭଳି ଘରେ ବାସ କରୁଥିଲା ସେନେଇ ପ୍ରମାଣ ମିଳିଛି। ୟୁକ୍ରେନ୍ ଏବଂ ରୁଷିଆର କେତେକ ଅଞ୍ଚଳର ଖନନ ସମୟରେ ମାଟି ତଳୁ ଗୋଲାକାର ଭାବେ ପୋତା ଯାଇଥିବା ମାମୋଥ୍ କଙ୍କାଳର ସନ୍ଧାନ ପ୍ରତ୍ନତତ୍ତ୍ୱବିତ୍ମାନେ...
କଫି କପ୍ ବି ବ୍ୟକ୍ତିଙ୍କ ସ୍ବଭାବ ସମ୍ପର୍କରେ ଦେଇଥାଏ ସୂଚନା…
ନ୍ୟୁୟର୍କ,୨୨।୩: କୌଣସି ବ୍ୟକ୍ତିଙ୍କ ସ୍ବଭାବ କିପରି ତାହା ସେ ବ୍ୟବହାର କରୁଥିବା କଫି କପ୍ରୁ ହିଁ ଜଣାପଡ଼ିଥାଏ। ଏହା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। ତେବେ ଏହା ସତ୍ୟ। ଏନେଇ ‘ଫୁଡ୍ କ୍ୱାଲିଟି ଆଣ୍ଡ ପ୍ରିଫରେନ୍ସ’ ପତ୍ରିକାରେ...
କ୍ୱାରାଣ୍ଟାଇନ୍କୁ ନମାନି ଜରିମାନା ଦେଲେ ୫୦ ହଜାରରୁ ଅଧିକ ଲୋକ
ରୋମ୍,୨୨।୩: ଇଟାଲିରେ କରୋନା ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। ଫଳରେ ସରକାରୀ ଆଇନକୁ ମାନି ସାଢ଼େ ୬ କୋଟି ଲୋକ ବାଧ୍ୟ ହୋଇ ଘରେ ରହିଛନ୍ତି। ତେବେ ୫୦ ହଜାର ୮୯୨ଲୋକ କ୍ୱାରାଣ୍ଟାଇନ୍କୁ ନମାନି ଜରିମାନା ଦେଇଛନ୍ତି। ପ୍ରତିଲୋକଙ୍କୁ ୧୬...
Archives


