ଅନ୍ତର୍ଜାତୀୟ

ନେପାଳ ସାଜିଛି ଚାଇନା ହାତର କଣ୍ଢେଇ: କାଲାପାନିରେ ନିର୍ମାଣ କରୁଛି ମିଲିଟାରୀ ବାରାକ୍‌

କାଠମାଣ୍ଡୁ/ନୂଆଦିଲ୍ଲୀ, ୨୯।୯: ଭାରତ ଚାଇନା ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଏପରିସ୍ଥଳେ ଭାରତ ଏବଂ ଚାଇନା ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଥିବା ନେପାଳର କାର୍ଯ୍ୟଧାରାରେ ପରିବର୍ତ୍ତନ ହେବାରେ ଲାଗିଛି। ନେପାଳ ଚାଇନା ହାତର କଣ୍ଢେଇ ସାଜିଛି। ଚାଇନା ପରେ ଏବେ…

ମଙ୍ଗଳ ଗ୍ରହରେ ପାଣିର ସନ୍ଧାନ !

ଓ୍ବାଶିଂଟନ, ୨୯।୯: ମଙ୍ଗଳଗ୍ରହରେ ପାଣିର ସନ୍ଧାନ ମିଳିଛି। ଏନେଇ ନାସାର ମହାକାଶ ବିଜ୍ଞାନୀ ସୂଚନା ଦେଇଛନ୍ତି। ମଙ୍ଗଳରେ ୩ଟି ହ୍ରଦ ରହିଥିବା ନାସା ପକ୍ଷରୁ ଦାବି କରାଯାଇଛି। ୨ ବର୍ଷ ତଳେ ମଙ୍ଗଳର ଦକ୍ଷିଣ ଗୋଲାର୍ଦ୍ଧରେ ଲୁଣି ପାଣି ହ୍ରଦର ସନ୍ଧାନ…

ରାଜ କପୁର, ଦିଲ୍ଲିପ କୁମାରଙ୍କ ପୈତୃକ ଘର କିଣିବେ ପାକିସ୍ତାନ ସରକାର

ଇସଲାମାବାଦ,୨୮ ।୯: ପାକିସ୍ତାନର ଖେବର-ପଖତନୱା ଅଞ୍ଚଳରେ ଐତିହାସିକ ସ୍ମାରକର ସଂରକ୍ଷଣ କରିବାକୁ ଯାଇ ସରକାର ଏବେ ବଲିଉଡ୍‌ର ନାମୀ କଳାକାର ଅଭିନେତା ରାଜ କପୁର ଓ ଦିଲ୍ଲିପ କୁମାରଙ୍କ ପୈତୃକ ଘରକୁ କ୍ରୟ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଏବେ ଉଭୟ…

୨୧ ଆବର୍ଜନା କଣ୍ଟେନର ବ୍ରିଟେନ୍‌କୁ ଫେରାଇଲା ଶ୍ରୀଲଙ୍କା

କଲୋମ୍ବୋ, ୨୮।୯: ଶ୍ରୀଲଙ୍କା ବ୍ରିଟେନ୍‌କୁ ୨୧ ଆବର୍ଜନା କଣ୍ଟେନର ଫେରାଇ ଦେଇଛି। ବ୍ରିଟେନ୍‌ରୁ ରିସାଇକ୍ଲିଂ କରାଯିବା ଲାଗି ଏକ ଘରୋଇ କମ୍ପାନୀ ପକ୍ଷରୁ ବିଭିନ୍ନ ସାମଗ୍ରୀ ୨୬୩ କଣ୍ଟେନରରେ ଶ୍ରୀଲଙ୍କା ଆସିଥିଲା। ତେବେ ଯାଞ୍ଚ୍‌ ସମୟରେ ଶ୍ରୀଲଙ୍କା କଷ୍ଟମ ଅଧିକାରୀମାନେ ୨୧ଟି…

ଭାରତକୁ ଆଖି ଦେଖାଇଲା ନେପାଳ: ଚାଇନା ସହିତ ସମ୍ପର୍କ ଅତୁଟ

କାଠମାଣ୍ଡୁ, ୨୮।୯: ପୂର୍ବ ଲଦାଖର ଏଲ୍‌ଏସିରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ବଢିବାରେ ଲାଗିଛି। ଦୁଇପକ୍ଷ ସୀମାରେ ସମରସଜ୍ଜାରେ ବ୍ୟସ୍ତ ରହିଛନ୍ତି। ଏପରିସ୍ଥଳେ ନେପାଳ ଭାରତକୁ ଆଖି ଦେଖାଇଛି। ଚାଇନାରେ ଅବସ୍ଥାପିତ ଥିବା ନେପାଳର ରାଷ୍ଟ୍ରଦୂତ ମହେନ୍ଦ୍ର ବାହାଦୂର ପାଣ୍ଡେ ଗଣମାଧ୍ୟମକୁ…

ଟ୍ରମ୍ପଙ୍କ ଆୟକରକୁ ନେଇ ଉଠିଲା ବିବାଦ

ୱାଶିଂଟନ,୨୮ ।୯: ଆମେରିକା ରାଷ୍ଟ୍ରପତି ନିର୍ବାଚନ ପ୍ରଚାର ମଧ୍ୟରେ ରିପବ୍ଲିକାନ୍ ପାର୍ଟିର ପ୍ରାର୍ଥୀ ତଥା ବର୍ତ୍ତମାନର ରାଷ୍ଟ୍ରପତି ଡୋନାଲଡ ଟ୍ରମ୍ପଙ୍କ ଦ୍ୱାରା ଭରଣା କରାଯାଇଥିବା ଆୟକରକୁ ନେଇ ଏବେ ବିବାଦ ମୁଣ୍ଡ ଟେକିଛି । ଜଣାପଡିଛି ଯେ ଗତ ୧୫ ବର୍ଷ…

ଲୋକଙ୍କ ଜୀବନ ସହ ଖେଳୁଛି ଚାଇନା: ବିନା ଟ୍ରାଏଲରେ ୧୦ ହଜାର ଲୋକଙ୍କୁ ଦେଲା କରୋନା ଟିକା!

ବେଜିଂ,୨୮ ।୯: ଗୋଟିଏ ପଟେ କରୋନା ସଂକ୍ରମଣରେ ସାରା ବିଶ୍ୱ ଦୋହଲି ଯାଇଥିବା ବେଳେ ଅନ୍ୟପଟେ ଏହି ମହାମାରୀ କବଳରୁ ରକ୍ଷା ପାଇବାକୁ ଟିକା ପ୍ରସ୍ତୁତି କାମରେ ଲାଗି ପଡିଛନ୍ତି ପ୍ରାୟ ସମସ୍ତ ବିକାଶଶୀଳ ଦେଶ । ହେଲେ ଚାଇନାରୁ ଆସିଥିବା…

କରୋନା ଭାଇରସ ପରେ ଏବେ ଆମେରିକାବାସୀଙ୍କ ଚିନ୍ତା ବଢାଇଲାଣି ଏମିବା

ୱାଶିଂଟନ,୨୭ ।୯: କରୋନା ଭାଇରସ ସଂକ୍ରମଣ ଯୋଗୁ ଆମେରିକାବାସୀ ଭୟଭିତ ହୋଇଯାଇଥିବା ବେଳେ ଏବେ ପାନୀୟ ଜଳରେ ମସ୍ତିସ୍କକୁ କ୍ଷତି ପହଞ୍ଚାଉଥିବା ଏମିବା ଦେଖିବାକୁ ମିଳିଛି । ଏବେ ଏହାକୁ ନେଇ ୮ ସହରରେ ଆଲର୍ଟ ଜାରି କରାଯାଇଥିବା ଜଣାପଡିଛି ।…

ଫାଟିଗଲା ରେଡ୍‌ ଓ୍ବାଇନ ଟ୍ୟାଙ୍କର, ଆଉ ତା’ ପରେ…

ମାଡ୍ରିଡ୍‌,୨୭ା୯: ସୋସିଆଲ ମିଡିଆରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଯାହାକୁ ଦେଖିଲେ ଆଶ୍ଚର୍ଯ୍ୟ ହୋଇଯିବେ। ଏହି ଭିଡିଓରେ ରେଡ୍‌ ଓ୍ବାଇନ୍‌ ଟ୍ୟାଙ୍କର ଫାଟି ୫୦ ହଜାର ଲିଟର ରେଡ୍‌ ଓ୍ବାଇନ୍‌ ବା ନାଲି ମଦ ପାଣି ପରି ବହୁଛି।…

କରୋନା ଆକ୍ରାନ୍ତଙ୍କ ସ୍ମୃତିଶକ୍ତି ହ୍ରାସ ପାଉଛି, ମନରେ ସୃଷ୍ଟି ହେଉଛି ଭ୍ରମ !

ଆନାପୋଲିସ୍‌, ୨୭।୯: କରୋନା ଆକ୍ରାନ୍ତ ହୋଇ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କଠାରେ ଏବେ ବିଭିନ୍ନ ପ୍ରକାର ସମସ୍ୟା ଦେଖାଦେଉଛି। ଏନେଇ ମେରୀଲାଣ୍ଡର ଜନ୍‌ ହପକିନ୍ସ୍‌ ବିଶ୍ୱବିଦ୍ୟାଳୟର ଗବେଷକଙ୍କ ପକ୍ଷରୁ ହୋଇଥିବା ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି। କରୋନା ଯୋଗୁ ମସ୍ତିଷ୍କ ଉପରେ…

ପାକିସ୍ତାନ ସଡ଼କ ଦୁର୍ଘଟଣା: ୧୩ ମୃତ ୫ ଗୁରୁତର

କରାଚି,୨୭ ।୯: ପାକିସ୍ତାନରେ ହାଇଦ୍ରାବାଦରୁ କରାଚି ଆସୁଥିବା ଏକ ବସ୍ ଦୁର୍ଘଟଣା ଗ୍ରସ୍ତ ହେବା ଫଳରେ ୧୩ ଜଣଙ୍କ ମୃତ୍ୟୁ ହେବାସହ ୫ ଜଣ ଗୁରୁତର ଥିବା ସୂଚନା ମିଳିଛି । ତେବେ ବସ୍‌ଟି ଦ୍ରୁତ ଗତିରେ ଆସୁଥିବା ବେଳେ ସଡ଼କରେ…

‘ଜାତିସଂଘରେ ଭାରତର ନିର୍ଣ୍ଣାୟକ ଭୂମିକା କେବେ’

ନ୍ୟୁୟର୍କ,୨୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଜାତିସଂଘ ସାଧାରଣ ପରିଷଦ(ୟୁଏନ୍‌ଜିଏ)ର ୭୫ତମ ଅଧିବେଶନରେ ଉଦ୍‌ବୋଧନ ଦେଇ ବିଶ୍ୱବାସୀଙ୍କୁ ଚମକାଇ ଦେଇଛନ୍ତି। ଭିଡିଓ କନ୍‌ଫରେନ୍ସିଂ ଜରିଆରେ ସେ ହିନ୍ଦୀରେ ଉଦ୍‌ବୋଧନ ଦେଇ ଜାତିସଂଘରେ କେବେ ଆଉ ଭାରତ ନିର୍ଣ୍ଣାୟକ ଭୂମିକା ଗ୍ରହଣ କରିବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri