ଅନ୍ତର୍ଜାତୀୟ

‘ଗେମ୍‌ ଅଫ୍‌ ଥ୍ରୋନ୍ସ’ ଡେଭେଲପରଙ୍କୁ ହତ୍ୟା

ବେଜିଂ, ୨୯ା୧୨: ଗେମ୍‌ ଡେଭେଲପର ୟୋଜୁର ସଭାପତି ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଲିନ୍‌ ଚିଙ୍କ ଖ୍ରୀଷ୍ଟମାସରେ ମୃତ୍ୟୁ ଘଟିଛି। ‘ଗେମ୍‌ ଅଫ୍‌ ଥ୍ରୋନ୍ସ’ ପାଇଁ ପରିଚିତ ଲିନ୍‌ଙ୍କୁ ଚା’ରେ ବିଷ ଦେଇ ହତ୍ୟା କରାଯାଇଥିବା ତଦନ୍ତରୁ ଜଣାପଡିଛି। ଅସୁସ୍ଥତା ଅନୁଭବ କରିବାରୁ…

ତିବ୍ବତ ନୀତିକୁ ଆମେରିକାର ମଞ୍ଜୁରୀ

ଓ୍ବାଶିଂଟନ୍‌, ୨୯ା୧୨: ତିବ୍ବତର ପରବର୍ତ୍ତୀ ଦଲାଇଲାମା ଚୟନ ପ୍ରକ୍ରିୟାରେ ହସ୍ତକ୍ଷେପ ନ କରିବାକୁ ଚାଇନାର ବାରମ୍ବାର ଧମକ ସତ୍ତ୍ୱେ ଏହାକୁ ଅଣଦେଖା କରିଛି ଆମେରିକା। ତିବ୍ବତରେ ଧାର୍ମିକ ସ୍ବାଧୀନତାକୁ ସର୍ମଥନ କରି ସମ୍ପୂର୍ଣ୍ଣ ସ୍ବଚ୍ଛ ପ୍ରକିୟାରେ ୧୫ତମ ଦଲାଇଲାମା ଚୟନ ପାଇଁ…

ଲୋରି ଲାଫଲିନ୍‌ଙ୍କୁ ୨ ମାସ ଜେଲ୍‌

ଡୁବ୍‌ଲିନ, ୨୯।୧୨ : କଲେଜରେ ନାମଲେଖା ଦୁର୍ନୀତିରେ ‘ଫୁଲ୍‌ ହାଉସ୍‌’ ଅଭିନେତ୍ରୀ ଲୋରି ଲାଫଲିନ୍‌ ୨ ମାସ ଜେଲ୍‌ରେ ସଜା କାଟିବା ପରେ ମୁକ୍ତ ହୋଇଛନ୍ତି। ସେ ତାଙ୍କର ଦୁଇଝିଅଙ୍କୁ କଲେଜରେ ନାମ ଲେଖାଇବା ଲାଗି ୫ ନିୟୁତ ଡଲାର ଲାଞ୍ଚ…

ପାକିସ୍ତାନରେ ଭୟାବହ ସ୍ଥିତି ଆଶଙ୍କା

ଡାର୍‌ ମାନ୍‌ଗି (ପାକିସ୍ତାନ), ୨୯।୧୨: ଆତଙ୍କବାଦୀ ଏବଂ ମୌଳବାଦୀ ସଙ୍ଗଠନ ଲାଗି କରୋନା ଟିକାକରଣ ପ୍ରଭାବିତ ହୋଇପାରେ। ବିଶେଷକରି ମୁସ୍‌ଲିମ୍‌ ବହୁଳ ଦେଶର ଏହି ଆଶଙ୍କା ବେଶି। ମାରାତ୍ମକ ପୋଲିଓ ପ୍ରତିଷେଧକ ଦିଆଯିବା ସମୟରେ ପାକିସ୍ତାନରେ ସଂଘଟିତ ବର୍ବରତାକୁ ବିଶ୍ୱ ଦେଖିସାରିଛି।…

ୟୁଟ୍ୟୁବ୍‌ରୁ ୨୧୭ କୋଟି କମାଇଲେ ଛାତ୍ରୀ

ନ୍ୟୁୟର୍କ, ୨୯ା୧୨: ଆମେରିକାର ଜଣେ ୯ ବର୍ଷୀୟା ଛାତ୍ରୀ ରିୟାନ କାଜି ଚଳିତ ବର୍ଷ ତାଙ୍କ ୟୁଟ୍ୟୁବ୍‌ ଚ୍ୟାନେଲରୁ ୨୧୭ କୋଟି ଟଙ୍କା ଆୟ କରିଛନ୍ତି। ‘ରିୟାନ ଓ୍ବାଲର୍‌ଡ’ ନାମରେ ଏକ ଚ୍ୟାନେଲ ଚଲାଉଥିବା ଏହି ଛାତ୍ରୀ ୟୁଟ୍ୟୁବ୍‌ରୁ ଏତେ ମାତ୍ରାରେ…

ଏହି ଦେଶରେ ଶିଶୁ ଜନ୍ମ ହେବା ପରେ ପରିବାରଠାରୁ ଅଲଗା ରହେ ମା’

ଶିଶୁ ଜନ୍ମ ହେବା ପରିବାରରେ ଅତ୍ୟନ୍ତ ଖୁସିର ବିଷୟ। ମାତ୍ର ବିଭିନ୍ନ ସମ୍ପ୍ରଦାୟରେ ଏହି ବିଶେଷ ଉତ୍ସବ ପାଳନର ଭିନ୍ନ ନିୟମ ରହିଛି। ବିଶ୍ୱର ଅନେକ ସମ୍ପ୍ରଦାୟରେ, ଶିଶୁ ଜନ୍ମ ହେବା ସମୟରେ ବିଭିନ୍ନ ପ୍ରକାର ରୀତିନୀତି କରାଯାଏ। ଆପଣ ଜାଣି…

କରୋନାର ଲାଇଭ୍ ରିପୋର୍ଟିଂ ପଡିଲା ମହଙ୍ଗା: ମହିଳା ଖବରଦାତାଙ୍କୁ ଜେଲ!

ବେଜିଂ,୨୮ ।୧୨: ପୁଣିଥରେ ସାମ୍ନାକୁ ଆସିଛି ଚାଇନାର ଅସଲ ରୂପ । ଚାଇନାରେ କରୋନାର କେନ୍ଦ୍ରବିନ୍ଦୁ କୁହାଯାଉଥିବା ଉହାନରେ କୋଭିଡ-୧୯କୁ ନେଇ ଖବର ସଂଗ୍ରହ କରିବା ଜଣେ ସିଟିଜନ ଜର୍ନାଲିଷ୍ଟଙ୍କୁ ମହଙ୍ଗା ପଡିଛି । ଝାଙ୍ଗ ଝାନ ନାମକ ଏହି ମହିଳା…

ଟିକାକରଣ: ପୃଥିବୀରେ ବୃଦ୍ଧି ପାଇବ ଆର୍ଥିକ-ସାମାଜିକ ପାର୍ଥକ୍ୟ

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୮।୧୨: କରୋନା ମହାମାରୀ ସଂକ୍ରମଣ ଲଢ଼େଇରେ ରୋକ ଲଗାଇବା ପାଇଁ ଏବେ ଟିକାକରଣ କାର୍ଯ୍ୟ ଉପରେ ଜୋର୍‌ ଦିଆଯାଉଛି। ଇତିମଧ୍ୟରେ କେତେକ ଦେଶରେ ସାର୍ବଜନୀକ ଟିକାକରଣ ଆରମ୍ଭ ମଧ୍ୟ ହୋଇସାରିଛି। ତେବେ ଧନୀ ଦେଶଗୁଡ଼ିକ ପାଖରେ ସହଜରେ ଟିକା ଉପଲବ୍ଧ ହେଉଥିବା…

୧୧ ଦେଶକୁ ବ୍ୟାପିଲାଣି ନୂଆ ଷ୍ଟ୍ରେନ୍‌

ଲଣ୍ଡନ, ୨୮।୧୨ : ଇଂଲଣ୍ଡରେ ପ୍ରଥମେ ଦେଖାଦେଇଥିବା କରୋନା ଭୂତାଣୁର ନୂଆ ରୂପ ଏବେ ଅନ୍ୟ ୧୧ଟି ଦେଶକୁ ବ୍ୟାପିସାରିଲାଣି। ସଂକ୍ରମଣ ରୋକିବାକୁ ସମସ୍ତ ଉଦ୍ୟମ ସତ୍ତ୍ୱେ ଏହା କାୟା ମେଲାଇ ଚାଲିଛି। ବିମାନ ଚଳାଚଳ ଓ ଯାତାୟାତ ବନ୍ଦ ସତ୍ତ୍ୱେ…

ଚାଇନାରେ ଛୁରୀ ଆକ୍ରମଣରେ ୭ ମୃତୁ

ବେଜିଂ,୨୭।୧୨: ଚାଇନାର ଉତ୍ତରାଞ୍ଚଳରେ ରବିବାର ଛୁରୀ ଆକ୍ରମଣରେ ଅତିକମ୍‌ରେ ୭ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ଆହତ ହୋଇଛନ୍ତି ସମାନ ସଂଖ୍ୟକ ବ୍ୟକ୍ତି। ଲିଆଓନିଙ୍ଗ୍‌ ପ୍ରଦେଶର କାୟୁଆନ ସହରରେ ଏକ ସାଧନା ଗୃହ ବାହାରେ ଏହି ଆକ୍ରମଣ ହୋଇଥିଲା। ଆକ୍ରମଣକାରୀଙ୍କ…

ମଝି ଆକାଶରେ ପାକିସ୍ତାନ ସୈନ୍ୟ ବାହିନୀ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ: ୪ ମୃତ

ମୁଲତାନ୍‌,୨୭।୧୨: ପାକିସ୍ତାନ ସୈନ୍ୟ ବାହିନୀର ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଘଟଣାରେ ୪ ଜଣଙ୍କ ମୃତ୍ୟୁ ଘଟିଛି। ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଥିବା ହେଲିକପ୍ଟର କୌଣସି ଯାନ୍ତ୍ରିକ ତ୍ରୁଟି ଯୋଗୁ ମଝି ଆକାଶରେ ଜଳି ଯାଇଥିବା ପାକିସ୍ତାନ ସୈନ୍ୟ ବାହିନୀ ପକ୍ଷରୁ…

ଗୋଟିଏ ନିଃଶ୍ୱାସରେ ୬୬୨ ଫୁଟ ଗଭୀର ପାଣିରେ ପହଁରିଲେ ଯୁବକ

ଡେନମାର୍କର ଜଣେ ସନ୍ତରଣକାରୀ କେବଳ ଗୋଟିଏ ନିଶ୍ୱାସରେ ୬୬୨ ଫୁଟ ୮.୭ ଇଞ୍ଚ ପାଣିରେ ପହଁରି ଗିନିଜ ୱାଲର୍‌ଡ ରେକର୍ଡ କରିଛନ୍ତି। ଷ୍ଟିଗ ନାମକ ଏହି ସନ୍ତରଣକାରୀ ପାଣିରେ ରେକର୍ଡ ଭାଙ୍ଗୁଥିବା ଦୂରତାକୁ ପହଁରିବା ପାଇଁ ମାତ୍ର ଗୋଟିଏ ନିଶ୍ୱାସ ନେଇଥିଲେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri