ଅନ୍ତର୍ଜାତୀୟ

ଚଳିତ ବର୍ଷ ବି କମିବ ନାହିଁ କରୋନା: ଡବ୍ଲୁଏଚ୍‌ଓ

ଜେନେଭା,୨ ।୩: ସାରା ବିଶ୍ୱରେ କରୋନା ମହାମାରୀ ସଂକ୍ରମଣକୁ ବର୍ଷେ ପୂରିଲାଣି । ହେଲେ କିଛିଦିନ ହେବ ଏହି ସଂକ୍ରମଣ ମାତ୍ରା କମ୍ ଲକ୍ଷ୍ୟ କରାଯାଉଥିବା ବେଳେ ଗତ ୨ ସପ୍ତାହ ହେବ ପୁଣିଥରେ ଏହି ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଇଛି…

ମ୍ୟାନମାରରେ ସେନାକୁ ଆତଙ୍କବାଦୀ ସଂଗଠନ ଘୋଷଣା କରାଗଲା!

ନେପିତା,୨ ।୩: ଲୋକତନ୍ତ୍ର ଭାବେ ଦେଶରେ ଗଠନ କରାଯାଇଥିବା ସରକାରକଙ୍କୁ ଗାଦିଚ୍ୟୁତ କରିଥିବା ମ୍ୟାନମାର ସେନାଙ୍କ ବିରୋଧରେ ପ୍ରଦର୍ଶନ ଚତୁର୍ଥ ସପ୍ତାହରେ ପ୍ରବେଶ କରିଛି । ସୁରକ୍ଷାକର୍ମୀ ଦେଶର ବିଭିନ୍ନ ସ୍ଥାନରେ ବିରୋଧ ପ୍ରଦର୍ଶନ କରିବା ସହ ହିଂସା ପରିସ୍ଥିତି ସୃଷ୍ଟି…

ଦଳ ଗଢ଼ିବେନି ଟ୍ରମ୍ପ୍‌

ଓ୍ବାଶିଂଟନ, ୨।୩ (ପି.ଟି.): ହ୍ବାଇଟ୍‌ ହାଉସ୍‌ ଛାଡ଼ିବା ପରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ପ୍ରଥମ ଥର ପାଇଁ ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ ୨୦୨୪ରେ ନିଶ୍ଚୟ ନିର୍ବାଚନ ଲଢ଼ିବେ ବୋଲି କହିଛନ୍ତି। ଏଥିପାଇଁ ରିପବ୍ଲିକାନ୍‌ମାନେ ଏକତ୍ର କାର୍ଯ୍ୟ କରିବା…

କ୍ରାଉନ୍‌ ପ୍ରିନ୍ସଙ୍କୁ ଦଣ୍ଡ ମିଳୁ

ରିୟାଧ, ୨ା୩: ସାଉଦି ପତ୍ରକାର ଜମାଲ ଖାଶୋଗୀଙ୍କ ହତ୍ୟାକାଣ୍ଡରେ ସମ୍ପୃକ୍ତ ସାଉଦି ପ୍ରିନ୍ସ ମହମ୍ମଦ ବିନ୍‌ ସଲମାନଙ୍କୁ ଦଣ୍ଡ ଦେବାକୁ ଦାବି କରିଛନ୍ତି ଖାଶୋଗୀଙ୍କ ପ୍ରେମିକା ହାଟିସ୍‌ ସେଙ୍ଗିଜ୍‌। ଏହା ଦ୍ୱାରା କେବଳ ଖାଶୋଗୀଙ୍କୁ ନ୍ୟାୟ ମିଳିବ ତାହା ନୁହେଁ ବରଂ…

ମୁମ୍ବାଇକୁ ଅନ୍ଧାର କରିଥିଲା ଚାଇନା

ଓ୍ବାଶିଂଟନ୍‌, ୨ା୩ :ଚାଇନା ଟାର୍ଗେଟରେ ଭାରତର ଶକ୍ତି କ୍ଷେତ୍ର। ସାରା ଦେଶକୁ ଅନ୍ଧାର କରିବା ପାଇଁ ବେଜିଂ କରିଚାଲିଛି ସାଇବର ଆକ୍ରମଣ। ଗତ ବର୍ଷ ଲଦାଖ ସୀମା ଗଲ୍‌ଓ୍ବାନ ଘାଟିରେ ଦୁଇ ଦେଶର ସୈନ୍ୟ ମୁହାଁମୁହିଁ ହେବାରୁ ଶହୀଦ ହୋଇଥିଲେ ୨୦…

ଫ୍ରାନ୍ସର ପୂର୍ବତନ ରାଷ୍ଟ୍ରପତିଙ୍କୁ ବର୍ଷେ ଜେଲ

ପ୍ୟାରିସ,୧।୩ : ଦୁର୍ନୀତି ଓ ପେଡଲିଂ ଅଭିଯୋଗରେ ଏକ ଫ୍ରେଞ୍ଚ କୋର୍ଟରେ ସୋମବାର ଦୋଷି ସାବ୍ୟସ୍ତ ହୋଇଛନ୍ତି ଫ୍ରାନ୍ସର ପୂର୍ବତନ ରାଷ୍ଟ୍ରପତି ନିକୋଲାସ ସାର୍କୋଜି। ତାଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ ଦିଆଯାଇଛି, ଯେଉଁଥିରୁ ଦୁଇ ବର୍ଷ ବାତିଲ କରି ଦିଆଯାଇଛି।…

ହାଇଓ୍ବେରେ ମଶା ଝଡ଼: ଲୋକେ ଆତଙ୍କିତ

ବୁଇନୋସ୍‌ ଆରିସ୍‌,୧।୩: ସାଧାରଣତଃ ଧୂଳିଝଡ ଦେଖାଯାଇଥାଏ। ତେବେ ମଶା ଝଡ଼ ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। ଏଭଳି ଏକ ଝଡ଼ ଆର୍ଜେଣ୍ଟିନାର ହାଇଓ୍ବେ ନମ୍ବର ୭୪ରେ ଦେଖିବାକୁ ମିଳିଛି। ଏହା ଦୂରରୁ ଧୂଳିଝଡ଼ ଭଳି ଦେଖାଯାଉଥିବାବେଳେ ପାଖକୁ ଆସିବାରୁ…

ଟିକାର ଚମତ୍କାରିତା: କରୋନା ସହ ଭଲ ହେଉଛି ଅନ୍ୟସବୁ ରୋଗ

ଲଣ୍ଡନ,୧।୩: କରୋନା ଟିକା ଆସିବା ପରେ କେବଳ ଏହି ମାରାତ୍ମକ ରୋଗ ଯେ ଭଲ ହେଉଛି ତାହା ନୁହେଁ, ଏଥିସହ ଅନ୍ୟାନ୍ୟ ରୋଗ ମଧ୍ୟ ଭଲ ହେଉଛି। ଇଂଲଣ୍ଡରେ ରହୁଥିବା ଜୋଆନ ନାମକ ଜଣେ ୭୨ ବର୍ଷୀୟା ବୃଦ୍ଧା ୬ ମାସ…

ବିନା ଚାଳକରେ ବୋମା ବର୍ଷା କରିବ ଟ୍ୟାଙ୍କ

ମସ୍କୋ,୧।୩: ଧୀରେଧୀରେ ଯୁଦ୍ଧକୁ ଆଧୁନିକ କରାଯିବାର ପ୍ରୟାସ ଜାରି ରହିଛି। ଏହି ମର୍ମରେ ରଷିଆ ଏହାର ଟି-୧୪ ଆର୍ମଟା ଟ୍ୟାଙ୍କକୁ ସ୍ବୟଂଚାଳିତ କରିବା ଲାଗି ଯୋଜନା କରୁଛି। ଏଣିକି ଏହି ଟ୍ୟାଙ୍କ ବିନା ଚାଳକରେ ଯୁଦ୍ଧ କ୍ଷେତ୍ରରେ ଶତ୍ରୁ ଉପରେ ବୋମା…

୮୧ ବର୍ଷ ପରେ ଫୁଟିଲା ଦ୍ୱିତୀୟ ବିଶ୍ୱଯୁଦ୍ଧ ବୋମା

ଲଣ୍ଡନ,୧।୩: ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟର ଏକ ବୋମାକୁ ୮୧ ବର୍ଷ ପରେ ଫୁଟାଯାଇଛି। ବ୍ରିଟେନ୍‌ର ଏକ୍ସେଟର ସହରରେ ବୋମା ନିଷ୍କ୍ରିୟକାରୀ ଟିମ୍‌ ରବିବାର ପହଞ୍ଚି ରିମୋର୍ଟ କଣ୍ଟ୍ରୋଲର ସହାୟତାରେ ଏଭଳି କରିଛନ୍ତି। ସୁରକ୍ଷା ଦୃଷ୍ଟିରୁ ସହରକୁ ସମ୍ପୂର୍ଣ୍ଣ ଖାଲି କରି ଦିଆଯାଇଥିଲା।…

ଶିକ୍ଷା ବଜେଟ କମାଇଛନ୍ତି ୬୫% ଦେଶ

ନୂଆଦିଲ୍ଲୀ, ୧।୩: କରୋନା ମହାମାରୀ ପରେ ୬୫ ପ୍ରତିଶତ ନିମ୍ନ ଏବଂ ନିମ୍ନ-ମଧ୍ୟମ ଆୟକାରୀ ଦେଶ ସେମାନଙ୍କ ଶିକ୍ଷା ବଜେଟ ହ୍ରାସ କରିଛନ୍ତି। କେବଳ କମ୍‌ ଆୟକାରୀ ନୁହନ୍ତି, ଉଚ୍ଚ ଆୟକାରୀ ଦେଶ ମଧ୍ୟ ଶିକ୍ଷା ବାବଦ ଖର୍ଚ୍ଚ କମାଇଥିବା ଜଣାପଡ଼ିଛି।…

ମ୍ୟାନ୍‌ମାର ବିକ୍ଷୋଭକାରୀଙ୍କୁ ଗୁଳି: ୧୮ ମୃତ

ୟାଙ୍ଗୁନ୍‌, ୧।୩: ମ୍ୟାନ୍‌ମାରରେ ରବିବାର ସାମରିକ ଶାସନ ପ୍ରତିବାଦରେ ବିକ୍ଷୋଭ ଚାଲିଥିବାବେଳେ ବିଭିନ୍ନ ସହରରେ ପୋଲିସ ଗୁଳିରେ ୧୮ ଜଣଙ୍କ ମୃତ୍ୟୁ ହେବା ସହ ୩୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ୟାଙ୍ଗୁନ, ଦାଓ୍ବେଇ, ମାଣ୍ଡାଲେ, ମ୍ୟେଇକ୍‌, ବାଗୋ ଏବଂ ପୋକୋକ୍କୁ ସହରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?