ଅନ୍ତର୍ଜାତୀୟ

ଖୁସି ଖବର: ଚଳିତ ମାସରେ ଭାରତରେ ଟ୍ରାଏଲ କରାଯିବ ରୁଷିଆ ଟିକା !

ମସ୍କୋ,୮।୯: ରୁଷିଆର କରୋନା ଭାଇରସ ଟିକା ସ୍ପୁଟନିକ-୫ର ଅନ୍ତିମ ପର୍ଯ୍ୟାୟର କ୍ଲିନିକାଲ ଟ୍ରାଏଲ ଚଳିତ ମାସରେ ଭାରତରେ ଆରମ୍ଭ କରାଯିବ ବୋଲି ଜଣାପଡିଛି। ତେବେ ଭ୍ୟାକ୍ସିନ ପ୍ରସ୍ତୁତ କରିବାକୁ ଅର୍ଥ ଯୋଗଇ ଦେଉଥିବା ଏଜେନ୍ସି ରଷିୟାନ ଡାଇରେକ୍ଟର ଇନଭେଷ୍ଟ ଫଣ୍ଡ(ଆର୍‌ଡିଆଇଏଫ୍‌)ର ସିଇଓ…

ବିଡେନଙ୍କ ଉପରେ ବର୍ଷିଲେ ଟ୍ରମ୍ପ

ଓ୍ବାଶିଂଟନ,୮।୯: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ଯେତେ ପାଖେଇ ଆସୁଛି ପରସ୍ପର ମଧ୍ୟରେ ପ୍ରତିଯୋଗୀତା ସେତେ ବୃଦ୍ଧି ପାଇବାରେ ଲାଗିଛି। ରାଷ୍ଟ୍ରପତି ନିର୍ବାଚନ ପ୍ରଚାର ସମୟରେ ପୁଣିଥରେ ବିପକ୍ଷ କରୋନା ଟିକାକୁ ନେଇ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟାର୍ଗେଟ କରିଛନ୍ତି। ଅନ୍ୟପଟେ କରୋନା…

ଚାଇନା ବିରୋଧରେ ପିଓକେରେ ମଶାଲ ରାଲି

ମୁଜାଫରବାଦ୍‌, ୮।୯: ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ)ରେ ଚାଇନା ବିରୋଧୀ ପ୍ରଦର୍ଶନ ଜାରି ରହିଛି। ସ୍ଥାନୀୟ ମୁଜାଫରବାଦ୍‌ରେ ନୀଲମ୍‌ ଏବଂ ଝେଲମ୍‌ ନଦୀରେ ନିର୍ମିତ ହେଉଥିବା ବନ୍ଧକୁ ସ୍ଥାନୀୟ ବାସିନ୍ଦା ବିରୋଧ କରି ମଶାଲ ରାଲି କରିଛନ୍ତି। ଏହି ବନ୍ଧ ଚାଇନା କମ୍ପାନୀ…

ଡବ୍ଲୁଏଚ୍‌ଓର ଚେତାବନୀ, ଆଉ ଗୋଟିଏ ମହାମାରୀ ପାଇଁ ପ୍ରସ୍ତୁତ ରହୁ ବିଶ୍ୱ

ଜେନେଭା,୮।୯: ସମଗ୍ର ବିଶ୍ୱ ଏବେ କରୋନା ମହାମାରୀ କବଳରେ ରହିଛି। କରୋନା ଯୋଗୁ ଅନେକ ଦେଶର ଅର୍ଥନୀତି ଖରାପ ଅବସ୍ଥାକୁ ଚାଲିଯାଇଛି। ଏଭଳି ପରିସ୍ଥିତିରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲୁଏଚ୍‌ଓ) ଚେତାବନୀ ଦେଇଛି ଯେ ପରବର୍ତ୍ତୀ ମହାମାରୀ ପାଇଁ ମଧ୍ୟ ବିଶ୍ୱ…

ମାଛି ମାରୁ ମାରୁ ଘର ଜାଳିଦେଲେ ବୃଦ୍ଧ

ନୂଆଦିଲ୍ଲୀ, ୭।୯: ଜଣେ ୮୦ ବର୍ଷୀୟ ବୃଦ୍ଧ ରାତ୍ରୀ ଭୋଜନ ପାଇଁ ବସିଥିଲେ। ଏହି ସମୟରେ ଗୋଟିଏ ମାଛି ତାଙ୍କ ଖାଇବା ଚାରିପାଖେ ଘୂରି ବୁଲିବା ସହ ଗୁଞ୍ଜରଣ ସୃଷ୍ଟି କରିଥିଲା। ଫଳରେ ଏଥିରେ ବିରକ୍ତି ପ୍ରକାଶ କରି ବୃଦ୍ଧ ଜଣଙ୍କ…

ଦେଖିବାକୁ ମିଳିଲା ସୂର୍ଯ୍ୟଙ୍କର ସବୁଠାରୁ ସ୍ବଚ୍ଛ ଛବି!

ମ୍ୟାଡ୍ରିଡ,୭।୯: ୟୁରୋପରେ ଥିବା ଏକ ଟେଲିସ୍କୋପ ସୂର୍ଯ୍ୟଙ୍କର ବର୍ତ୍ତମାନ ପର୍ଯ୍ୟନ୍ତ ନିଆଯାଇଥିବା ସବୁଠାରୁ ସ୍ବଚ୍ଛ ଚବି ଉଠାଇବାରେ ସଫଳ ହୋଇଥିବା କୁହାଯାଉଛି। ସୂର୍ଯ୍ୟଙ୍କର ଉକ୍ତ ଛବିଟି ଯେତିକି ଆଶ୍ଚର୍ଯ୍ୟକର ଲାଗୁଛି ସେତିକି ଭୟ ମଧ୍ୟ ଜାତ କରୁଛି। ସ୍ପେନ ମହାକାଶରେ ନଜର…

ଖୁସି ଖବର: କରୋନା ସଂକ୍ରମିତ ଫୁସ୍‌ଫୁସ୍‌ ଆପଣାଛାଏଁ ହେବ ସୁସ୍ଥ

ଲଣ୍ଡନ,୭।୯: କରୋନା ଭାଇରସ ଦ୍ୱାରା ଅଧିକ ପରିମାଣରେ କ୍ଷତିଗ୍ରସ୍ତ ବ୍ୟକ୍ତିଙ୍କ ନିକଟରେ ଫୁସ୍‌ଫୁସ୍‌ ଜନିତ ସମସ୍ୟା ଦେଖାଯିବ ଆଶଙ୍କା ରହିଛି। କାରଣ ଏହି ଭୂତାଣୁ ପ୍ରଥମେ ଗଳା ଓ ପରେ ଫୁସ୍‌ଫୁସ୍‌କୁ ସଂକ୍ରମଣ କରି ଏହାକୁ କ୍ଷତି ପହଞ୍ଚାଇଥାଏ। ତେଣୁ କରୋନାରେ…

ଆଉ ଚାରିଦିନ ପରେ ପାକିସ୍ତାନରେ ଖୋଲିବ ସିନେମା ହଲ୍‌

ଇସ୍‌ଲାମାବାଦ,୭।୯: ସାରା ବିଶ୍ୱରେ ଏବେସୁଦ୍ଧା ୨କୋଟି ୭୨ ଲକ୍ଷ ୩୪ ହଜାର ୮୯୨ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇ ସାରିଲାଣି। ଏମାନଙ୍କ ମଧ୍ୟରେ ୧ କୋଟି ୯୩ ଲକ୍ଷ ୧୩ ହଜାର ୨୬ ଜଣ ସୁସ୍ଥ ହୋଇ ସାରିଲେଣି। ଅନ୍ୟପଟେ ୮…

ଏହି ହାତୀକୁ ୩୫ ବର୍ଷ ଧରି ଗୋଟିଏ ସ୍ଥାନରେ ଏକାକୀ ରଖିଥିଲା ପାକିସ୍ତାନ

କାମ୍ବୋଡିଆ,୬ା୯: ପାକିସ୍ତାନର ପ୍ରାଣୀ ଉଦ୍ୟାନରେ ଏକ ହାତୀକୁ ୩୫ ବର୍ଷ ଧରି ଏକ ସ୍ଥାନରେ ଏକାକୀ ରଖାଯାଇଥିଲା। କାର୍ଯ୍ୟକର୍ତ୍ତାଙ୍କ ଦୀର୍ଘ ଉଦ୍ୟମ ପରେ, ବର୍ତ୍ତମାନ ଏହି ହାତୀ ସ୍ବାଧୀନତା ପାଇବାକୁ ଯାଉଛି। ଏହାକୁ ବିଶ୍ୱର ଏକାକୀ ହାତୀ ମଧ୍ୟ କୁହାଯାଉଛି। ଏହି…

ପ୍ରୀତି ସୁଦନ ଡବ୍ଲୁଏଚ୍‌ଓର ସ୍ବତନ୍ତ୍ର ଦଳରେ ସାମିଲ

ଜେନେଭା/ନୂଆଦିଲ୍ଲୀ, ୬।୯: ପୂର୍ବତନ ସ୍ବାସ୍ଥ୍ୟ ସଚିବ ପ୍ରୀତି ସୁଦନ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲୁଏଚ୍‌ଓ) ସ୍ବତନ୍ତ୍ର ଦଳରେ ସାମିଲ ହୋଇଛନ୍ତି। କରୋନା ମହାମାରୀର ପ୍ରସ୍ତୁତି ଏବଂ ପ୍ରତିକ୍ରିୟା ସମ୍ପର୍କରେ ଏହି ସ୍ବତନ୍ତ୍ର ଦଳ କାର୍ଯ୍ୟ କରିବ। ଏହି ୧୧ ଜଣିଆ ଦଳକୁ ନ୍ୟୁଜିଲାଣ୍ଡର…

ରାଜକୁମାରୀ ଡାଏନାଙ୍କ ଉପରେ ନିର୍ମାଣ ହେବ ଫିଲ୍ମ: ନେଟଫ୍ଲିକ୍ସ ସହ ହେବ ଚୁକ୍ତି !

ଲଣ୍ଡନ,୬।୯: ପ୍ରିନ୍ସ ହ୍ୟାରି ଓ ତାଙ୍କ ସହଧର୍ମିଣୀ ମେଗନ ମାର୍କେଲ ରାଜକୁମାରୀ ଡାଏନାଙ୍କ ଜୀବନିକୁ ନେଇ ଏକ ଡକ୍ୟୁମେଣ୍ଟାରୀ ଫିଲ୍ମ ନିର୍ମାଣ କରିବାକୁ ଚିନ୍ତା କରିଛନ୍ତି। ଏଥିପାଇଁ ନେଟଫ୍ଲିକ୍ସ ସହ କଥା ହେବାକୁ ସେମାନେ ପ୍ରସ୍ତୁତ ହୋଇ ସାରିଲେଣି। ଏହି ଡକ୍ୟୁମେଣ୍ଟାରୀ…

ପାକିସ୍ତାନରେ ସୁରକ୍ଷିତ ନୁହେଁ ଖବରଦାତା

ଇସ୍‌ଲାମାବାଦ,୬।୯: ପାକିସ୍ତାନରରେ ଶନିବାର ଜଣେ ମହିଳା ଖବରଦାତାଙ୍କୁ ଗୁଳି କରି ହତ୍ୟା କରାଯାଇଥିବା ସୂଚନା ମିଳିଛି। ଶାହିନା ଶାହିନ ବଲୋଚ ନାମକ ଉକ୍ତ ଖବରଦାତା ଜଣକ ଏକ ସରକାରୀ ଟେଲିଭିଜନ ଚ୍ୟାନେଲରେ ଖବରଦାତା ସହ ଆଙ୍କର ଭାବେ କାମ କରୁଥିଲେ। କିଛିଦିନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri