ଅନ୍ତର୍ଜାତୀୟ

ଖୋଜା ଚାଲିଛି କରୋନା ସଂକ୍ରମିତ ପ୍ରଥମ ବ୍ୟକ୍ତିଙ୍କୁ!

ବେଜିଂ,୯।୩: କରୋନା ଭାଇରସ ସାରା ବିଶ୍ୱରେ କାୟା ବିସ୍ତାର କରିଥିବା ବେଳେ ଏବେ ଚାଇନା କରୋନା ସଂକ୍ରମିତ ପ୍ରଥମ ବ୍ୟକ୍ତି ବା ଜିରୋ ପେସେଣ୍ଟଙ୍କୁ ଖୋଜୁଥିବା ଜଣାପଡିଛି। ଭାଇରସ ବା ବ୍ୟାକ୍ଟେରିଆରେ ସଂକ୍ରମିତ ପ୍ରଥମ ବ୍ୟକ୍ତିଙ୍କୁ ଜିରୋ ପେସେଣ୍ଟ ବୋଲି...

ପୁରୁଷଙ୍କ କ୍ଷେତ୍ରରେ କରୋନା ସଂକ୍ରମଣ ଅଧିକ: ରିପୋର୍ଟ !

ବେଜିଂ, ୯।୩: କରୋନା ସଂକ୍ରମଣ ଯୋଗୁ ପୃଥିବୀର ୧୦୧ ଦେଶରେ ଆତଙ୍କ ସୃଷ୍ଟି ହୋଇଛି। ବର୍ତ୍ତମାନ ସୁଦ୍ଧା ଚାଇନାରେ କରୋନା ଯୋଗୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଅଧିକ ପୁରୁଷ ରହିଥିବା ବେଳେ ଛୋଟ ପିଲା ଏବଂ...

ବାର୍ବି ଗର୍ଲକୁ ପୂରିଲା ୬୧ ବର୍ଷ: ଇନଷ୍ଟାଗ୍ରାମ୍‌ରେ ୨୦ ଲକ୍ଷରୁ ଅଧିକ ଫଲୋଅର୍ସ

ଓ୍ବାଶିଂଟନ,୯।୩: ଛାଟ ପିଲାଙ୍କ ଅତି ପ୍ରିୟ ଖେଳନା ବାର୍ବି ଗର୍ଲକୁ ସୋମବାର ୬୧ ବର୍ଷ ପୂରିଛି। ୧୯୫୯ ମାର୍ଚ୍ଚ ୯ରେ ଏହାର ବଜାର ପ୍ରବେଶ ହୋଇଥିଲା। ଆମେରିକା ମେଟାଲ କମ୍ପାନୀର ମାଲିକ ରୁଥ୍‌ ହ୍ୟାଣ୍ଡଲର ଛୋଟପିଲାଙ୍କ ପାଇଁ ଏହି ଖେଳନା...

ନିର୍ବାଚନ ପୂର୍ବରୁ ଜଳିଗଲା ୫୦ ହଜାର ଭୋଟିଂ ମେଶିନ

କାରାକାସ,୯।୩: ଭେନେଜୁଏଲାର ନିର୍ବାଚନ ପରିଷଦ ରବିବାର କହିଛନ୍ତି ରାଜଧାନୀ କାରାକାସରେ ଥିବା ଏକ ଗୋଦାମରେ ନିଆଁ ଲାଗିବା ଫଳରେ ଷ୍ଟୋରରେ ଥିବା ଅଧିକାଂଶ ଭୋଟିଂ ମେଶିନ ନଷ୍ଟ ହୋଇଯାଇଛି। ଭେନେଜୁଏଲାରେ ଆଗକୁ ଥିବା ନିର୍ବାଚନ ପାଇଁ ଏହା ଏକ ସମସ୍ୟା...

‘ସୌଦି ରାଜା ମୃତ କିମ୍ବା ମୃତ୍ୟୁଶଯ୍ୟାରେ’

ରିୟାଧ,୯ା୩(ଆଇଏଏନ୍‌ଏସ୍‌): ସୌଦି ଆରବରେ ବିଦ୍ରୋହ ଉଦ୍ୟମ ଅଭିଯୋଗରେ ରାଜ ପରିବାରର ୩ ଜଣଙ୍କୁ ଅଟକ ରଖାଯିବା ପରେ ୮୪ ବର୍ଷୀୟ ରାଜାଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ଫଳରେ ରବିବାର ରାଜା ସଲ୍‌ମାନଙ୍କ ଫଟୋ ଛଡ଼ାଯାଇଛି। ଫଟୋରେ ରାଜା...

କରୋନା ମୁକାବିଲା ପାଇଁ ଡବ୍ଲୁଏଚ୍‌ଓକୁ ୨୦ ନିୟୁତ ଡଲାର ସହାୟତା ଦେବ ଚାଇନା

ଜେନେଭା,୮।୩: ପୃଥିବୀର ୯୪ଟି ଦେଶରେ କରୋନା ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। କରୋନା ମୁକାବିଲା ପାଇଁ ଚାଇନା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲୁଏଚ୍‌ଓ)କୁ ୨୦ ନିୟୁତ ଡଲାର ଆର୍ଥିକ ସହାୟତା ଯୋଗାଇ ଦେବାକୁ ଘୋଷଣା କରିଛି। ଧୀରେଧୀରେ କରୋନା ବ୍ୟାପୁଥିବାରୁ ଅନ୍ତର୍ଜାତୀୟସ୍ତରରେ...

ଚାଇନାରେ କାହିଁକି କମୁଛି କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା

ବେଜିଂ,୮।୩: ଚାଇନାରେ ମହାମାରୀର ରୂପ ନେଇଥିବା କରୋନା ଭାଇରସ ଏବେ କଡ ଲେଉଟାଇଛି। ଗୋଟିଏ ଦିନରେ ଏଠାରେ ହଜାର ହଜାର ଲୋକ କରୋନା ଭାଇରସରେ ସଂକ୍ରମିତ ହୋଇଥିବା ବେଳେ ଏବେ ଏହି ସଂଖ୍ୟା ୧୦୦ରୁ ବି କମ୍‌ ହୋଇଯାଇଛି। ସାରା...

ଇନ୍ଧନ ଭରା ଟ୍ରକ ସହ ୨ ଯାତ୍ରୀବାହୀ ବସ ଧକ୍କା: ୩୦ ମୃତ

ଦମିଶ୍କ,୮।୩: ସିରିଆରେ ଏକ ଇନ୍ଧନ ଭରା ଟ୍ରକ ସହିତ ୨ ଯାତ୍ରୀବାହୀ ବସ ଧକ୍କା ହୋଇଛି। ଏଥିରେ ୩୦ ଜଣଙ୍କ ମୃତ୍ୟୁ ଘଟିଛି। ଦମିଶ୍କ-ହାମ୍ସ୍‌ ହାଇଓ୍ବେରେ ଏହି ଦୁର୍ଘଟଣା ଘଟିଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ କୁହାଯାଇଛି। ଏଥିରେ ଆହତ ହୋଇଥିବା...

ଭୁଶୁଡିଲା କରୋନା ସନ୍ଦିଗ୍ଧ ରହୁଥିବା ୮୦ ବଖରା ବିଶିଷ୍ଟ ହୋଟେଲ

ବେଜିଂ,୮।୩: ଚାଇନାରେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ଧୀରେ ଧୀରେ ହ୍ରାସ ପାଉଥିବା ବେଳେ ଏବେବି ସେଠାରେ କେତେଜଣଙ୍କୁ କରୋନା ଭାଇରସ ଥିବା ସନ୍ଦେହ କରି ପୃଥକ ଭାବେ ରଖାଯାଇଛି। ଫୁଜିଆନ ଅଞ୍ଚଳରେ ୮୦ ବଖରା ବିଶିଷ୍ଟ ଏକ ହୋଟେଲରେ...

ସଫାରି ପାର୍କରେ ଡାଇନୋସରସ୍‌ ମେଳରେ ବୁଲିବେ ଲୋକେ !

ଇଡେନବର୍ଗ,୮।୩: ଲକ୍ଷ ଲକ୍ଷ ବର୍ଷ ତଳେ ପୃଥିବୀ ପୃଷ୍ଠରୁ ଲୋପ ପାଇଥିବା ଡାନୋସରସ୍‌ଙ୍କ ମେଳରେ ବୁଲିବା ସେମାନଙ୍କର ଭୟଙ୍କର ଶବ୍ଦ ଶୁଣିବା ଏବେ ସମ୍ଭବ ହୋଇପାରିବ। କେନ୍ଦ୍ରୀୟ ସ୍କଟଲାଣ୍ଡର ଏକ ସଫାରି ପାର୍କରେ ବିଭିନ୍ନ ପ୍ରଜାତିର ଡାଇନୋସରସ୍‌ଙ୍କ ପ୍ରତିକୃତି ସ୍ଥାପନ...

କରୋନା ଆତଙ୍କ: କୋଟିଏ ୬୦ ଲକ୍ଷ ଘରେ ବନ୍ଦ; ବିବାହ-ଅନ୍ତିମ ସଂସ୍କାର ଉପରେ କଟକଣା

ରୋମ,୮।୩: ଚାଇନା ପରେ ଏବେ କରୋନା ଆତଙ୍କ ଗୋଟିଏ ପରେ ଗୋଟିଏ ଦେଶ ବ୍ୟାପିବାରେ ଲାଗିଛି। ଇତିମଧ୍ୟରେ ୯୪ଟି ଦେଶରେ କରୋନା ପହଞ୍ଚିସାରିଛି। ଇଟାଲିରେ କରୋନା ସଂକ୍ରମଣ ଭୟ ଯୋଗୁ କୋଟିଏ ୬୦ ଲକ୍ଷ ଲୋକଙ୍କୁ ଘରୁ ବାହାରିବାକୁ ବାରଣ...

କରୋନା ଭାଇରସର ନୂଆ ଠିକଣା ଇଟାଲି: ଗୋଟିଏ ଦିନରେ ୧,୨୪୭ ରୋଗୀ ଚିହ୍ନଟ

ରୋମ,୮।୩: କରୋନା ଭାଇରସ ଏବେ ପ୍ରାୟ ୯୪ ଦେଶକୁ ବ୍ୟାପିଥିବା ବେଳେ ସେ ତା’ର ଠିକଣା ବଦଳାଇ ଦେଇଛି ବୋଲି କୁହାଯାଉଛି। ଚାଇନାରେ କରୋନା ଭାଇରସ ସଂକ୍ରମଣରେ ସର୍ବାଧିକ ଲୋକ ଆକ୍ରାନ୍ତ ହୋଇଥିବା ବେଳେ ସର୍ବାଧିକ ଲୋକଙ୍କ ମୃତ୍ୟୁ ମଧ୍ୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri