ବିବାଦୀୟ ଦ୍ୱୀପକୁ ରୋହିଙ୍ଗ୍ୟା ସ୍ଥାନାନ୍ତର
କକ୍ସ ବଜାର, ୫।୧୨: ବାଂଲାଦେଶ ସରକାର ଶହ ଶହ ରୋହିଙ୍ଗ୍ୟା ଶରଣାର୍ଥୀଙ୍କୁ ଏକ ବିବାଦୀୟ ଦ୍ୱୀପକୁ ସ୍ଥାନାନ୍ତର କରିବା ଆରମ୍ଭ କରିଛନ୍ତି। ବାତ୍ୟା ଓ ବନ୍ୟାପ୍ରବଣ ନିମ୍ନ ଭୂମି ଦ୍ୱୀପକୁ ରୋହିଙ୍ଗ୍ୟାମାନଙ୍କୁ ସ୍ଥାନାନ୍ତର କରାଯାଉଥିବାରୁ ଏହାକୁ ନେଇ ଜାତିସଂଘ ଓ ଅଧିକାର…
ମଧ୍ୟପ୍ରାଚ୍ୟକୁ ଟପୁଛି ଆଫ୍ରିକା
ଲଣ୍ଡନ,୫ା୧୨: ସହେଲ ଅଞ୍ଚଳରେ ସ୍ଥିରତା ଆଣିବା ପାଇଁ ଜାତିସଂଘର ୧୫,୦୦୦ ବହୁରାଷ୍ଟ୍ରୀୟ ସୈନ୍ୟଙ୍କ ନେତୃତ୍ୱ ନେଉଛି ଫ୍ରାନ୍ସ। ଅପରେଶନ ନ୍ୟୁକମ୍ବେ ନାମରେ ଚାଲିଥିବା ଏହି ୩ ବର୍ଷିଆ ମିଶନରେ ବ୍ରିଟେନର ୩୦୦ ସୈନ୍ୟ ସାମିଲ ହୋଇଛନ୍ତି। ମାଲି ହେଉଛି ଅନେକ ସହେଲ…
ଆମେରିକୀୟଙ୍କୁ ୧୦୦ ଦିନ ମାସ୍କ ପିନ୍ଧିବାକୁ କହିବେ ବାଇଡେନ୍
ଓ୍ବାଶିଂଟନ,୫ା୧୨: କୋଭିଡ୍-୧୯ରେ ସର୍ବାଧିକ ପ୍ରଭାବିତ ହୋଇଥିବା ଆମେରିକାବାସୀଙ୍କୁ ଶହେ ଦିନ ପାଇଁ ମାସ୍କ ପିନ୍ଧିବାକୁ ପରାମର୍ଶ ଦେବେ ବୋଲି କହିଛନ୍ତି ନବ ନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍ ଯଦି ଆମେରିକାର ସମସ୍ତ ବାସିନ୍ଦା ମାସ୍କ ପିନ୍ଧିବାକୁ ପ୍ରାଥମିକତା ଦିଅନ୍ତି ତେବେ ସଂକ୍ରମଣ…
ବ୍ରିଟେନରେ ପହଞ୍ଚିଲା ଫାଇଜର ଟିକା
ଲଣ୍ଡନ, ୫ା୧୨: ବ୍ରିଟେନକୁ କୋଭିଡ୍-୧୯ ପାଇଁ ପ୍ରସ୍ତୁତ ଫାଇଜର ଟିକାର ପ୍ରଥମ ପର୍ଯ୍ୟାୟ ଯୋଗାଣ ହୋଇଛି। ଶୁକ୍ରବାର ଏହି ଟିକା ବ୍ରିଟେନରେ ପହଞ୍ଚିଛି। ଏକ ଅଜ୍ଞାତ ସ୍ଥାନରେ ଥିବା ସେଣ୍ଟ୍ରାଲ ହବ୍ରେ ଏହାକୁ ରଖାଯାଇଛି। ସେଠାରୁ ବିଭିନ୍ନ ହସ୍ପିଟାଲ ତଥା ଟିକାକରଣ…
ଚାଇନା କ୍ୟାମ୍ପରେ ଉଇଗର ମୁସଲମାନଙ୍କୁ ଦିଆଯାଉଛି ଘୁଷୁରି ମାଂସ
ବେଜିଂ,୪।୧୨ : ଧିରେ ଧିରେ ପଦାକୁ ଆସୁଛି ଉଇଗର ମୁସଲମାନଙ୍କ ପ୍ରତି ଚାଇନାର ଦମନକାରୀ ନୀତି। ଚାଇନାର ରି-ଏଜୁକେଶନ କ୍ୟାମ୍ପରେ ରହୁଥିବା ଉଇଗର ମୁସଲମାନଙ୍କୁ ଘୁଷୁରି ମାଂସ ଖାଇବାକୁ ବାଧ୍ୟ କରାଯାଉଛି। ତାହା ପୁଣି ପ୍ରତ୍ୟେକ ଶୁକ୍ରବାର। ମୁସଲମାନ ଧର୍ମରେ ଶୁକ୍ରବାରକୁ…
ପିଲାଟି ଜନ୍ମ ହେବା କ୍ଷଣି ଜଣାପଡ଼ିଲା ବୟସ ୨୭, ମା’ଠାରୁ ମାତ୍ର ଦେଢ଼ ବର୍ଷ ସାନ
ଓ୍ବାଶିଂଟନ,୪ା୧୨: ବିଜ୍ଞାନ ଯେ, ଅଗ୍ରଗତି କରିଛି ତାହା ଅସ୍ବୀକାର କରାଯାଇପାରେନା। କାରଣ ଆମେରିକାରେ ଏମିତି ଶିଶୁ ଜନ୍ମ ନେଇଛି ଯାହାର ବୟସ ୨୭ ବର୍ଷ। ଏପରିକି ସେ ତାଙ୍କ ମା’ଠାରୁ ମାତ୍ର ଦେଢ଼ ବର୍ଷ ସାନ। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ।…
ଓବାମା, ବୁଶ, କ୍ଲିଣ୍ଟନ କ୍ୟାମେରା ସାମ୍ନାରେ ନେବେ କରୋନା ଟିକା
ୱାଶିଂଟନ,୪ ।୧୨: କରୋନା ମହାମାରୀ ଆମେରିକାରେ ତାଣ୍ଡବ ରଚିଥିବା ବେଳେ ଏବେ ଏହାର ଭ୍ୟାକ୍ସିନକୁ ନେଇ ଚର୍ଚ୍ଚା ଯୋର ଧରିଛି । ସବୁ ବିକାଶଶୀଳ ଦେଶ କରୋନା ଭ୍ୟାକ୍ସିନ ତିଆରି କରିବାରେ ଲାଗି ପଡିଥିବା ବେଳେ ଏବେ କେତେକ ଦେଶରେ ଏହା…
ଇସ୍ରାଏଲର ନୂଆ ଯୁଦ୍ଧ ଜାହାଜ ଦେଖି ଇରାନ ଛାନିଆ
ଜେରୁଜେଲମ,୩ା୧୨: ଇସ୍ରାଏଲକୁ ଏହାର ଆଧୁନିକ ଯୁଦ୍ଧ ଜାହାଜ ମିଳିଛି। ଏହା ଆସିବା ପରେ ଇରାନ ସବୁଠୁ ଭୟଭୀତ ଏବଂ ଚିନ୍ତାଗ୍ରସ୍ତ ହୋଇପଡ଼ିଛି। ଇସ୍ରାଏଲ ଏହି ଯୁଦ୍ଧ ଜାହାଜକୁ ଜର୍ମାନୀରୁ ମଗାଇଛି। ଏହି ଜାହାଜକୁ ଜର୍ମାନୀରେ ‘ସିଲ’୍ଡ କୁହାଯାଏ। ଏବେ ଇସ୍ରାଏଲ ଏବଂ…
କରୋନା ଲଢ଼େଇ: ଶତ୍ରୁ ରାଷ୍ଟ୍ର ବି ପାଲଟିଲେ ମିତ୍ର
ଓ୍ବାଶିଂଟନ,୩।୧୨: କରୋନା ମହାମାରୀ ଲଢ଼େଇରେ ପୃଥିବୀର ବିଭିନ୍ନ ରାଷ୍ଟ୍ରର ବୈଜ୍ଞାନିକ ଔଷଧ ପ୍ରସ୍ତୁତି ପାଇଁ ଦିନରାତି ଲାଗି ରହିଛନ୍ତି। ପୃଥିବୀର କଲ୍ୟାଣ ପାଇଁ ଶତ୍ରୁ ରାଷ୍ଟ୍ର ବି କରୋନା ବିରୋଧରେ ମିତ୍ର ଭଳି କାମ କରିଛନ୍ତି। ଏମ୍-ଆର୍ଏନ୍ଏ(ଏମ୍-ରାଇବୋ ନ୍ୟୁକ୍ଲିକ୍ଏସିଡ୍) ଜ୍ଞାନକୌଶଳ କ୍ଷେତ୍ରରେ…
ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଜାଫରଉଲ୍ଲା ଜମାଲିଙ୍କ ପରଲୋକ
ଇସ୍ଲାମାବାଦ,୩ ।୧୨: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଜାଫରଉଲ୍ଲା ଜମାଲିଙ୍କ ୭୬ ବର୍ଷ ବୟସରେ ପରଲୋକ ହୋଇଛି । ରାୱଲପିଣ୍ଡିର ଏକ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ବୁଧବାର ସନ୍ଧ୍ୟାରେ ପରଲୋକ ହୋଇଥିବା ସୂଚନା ମିଳିଛି । ଏ ସମ୍ପର୍କରେ ତାଙ୍କ ସମ୍ପର୍କୀୟ…
ଭାଙ୍ଗିଗଲା ବିଶ୍ୱର ସବୁଠାରୁ ବଡ ଆଣ୍ଟେନା: ଏଲିଅନଙ୍କ ସମ୍ପର୍କରେ ମିଳି ପାରିବନି ସୂଚନା !
ଆରେକିବୋ,୩ ।୧୨: ବିଶ୍ୱର ସବୁଠାରୁ ବଡ ଟେଲିସ୍କୋପ ମଙ୍ଗଳବାର ବିଳମ୍ବିତ ରାତିରେ ଭାଙ୍ଗି ଯାଇଥିବା ସୂଚନା ମିଳିଛି । ଆଣ୍ଟେନା ଉପରେ ଟାୱାର ଓ କେବଲ୍ ପଡିଯିବା ଫଳରେ ଏହା ପାଖାପାଖି ୪୫୦ ଫୁଟ ତଳକୁ ପଡିଯାଇ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିବା…
ପ୍ରତିରକ୍ଷା ମନ୍ତ୍ରୀ ଚୟନ ନେଇ ଚାପରେ ବାଇଡେନ୍
ଓ୍ବାଶିଂଟନ,୩।୧୨: ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ବିଜୟୀ ହୋଇଥିବା ଡେମୋକ୍ରାଟିକ୍ ପାର୍ଟିର ଜୋ ବାଇଡେନ୍ ଏବେ ନୂଆ ପ୍ରତିରକ୍ଷା ମନ୍ତ୍ରୀ ଚୟନ କରିବା ନେଇ ଚିନ୍ତାରେ ପଡ଼ିଛନ୍ତି। ଦଳର ୨ ଗୋଷ୍ଠୀ ଏନେଇ ବାଇଡେନ୍ଙ୍କ ଉପରେ ଚାପ ପକାଯାଉଥିବା ଚର୍ଚ୍ଚା ହେଉଛି। ଗୋଟିଏ…
Archives


