କରୋନାର ମୃତ୍ୟୁ ତାଣ୍ଡବ: ଘଣ୍ଟାଏରେ ନେଉଛି ୨୪୭ ଜଣଙ୍କ ଜୀବନ
ଓ୍ବାଶିଂଟନ, ୫।୮: ପୃଥିବୀରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଛି। କରୋନାର ମୃତ୍ୟୁ ତାଣ୍ଡବ ଥମିବାର ନାଁ ଧରୁନି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରଏଟର୍ସର ସୂଚନା ଅନୁସାରେ କରୋନା ସଂକ୍ରମଣ ଯୋଗୁ ପ୍ରତିଘଣ୍ଟାରେ ୨୪୭…
ଗୋଦାମରେ ବଡ଼ ଧରଣର ବିସ୍ଫୋରଣ: ୭୮ରୁ ଅଧିକ ମୃତ, ୪ ହଜାରରୁ ଅଧିକ ଆହତ
ବେରୁଟ, ୫।୮: ଲେବାନନ୍ର ରାଜଧାନୀ ବେରୁଟରେ ବଡ଼ ଧରଣର ବିସ୍ଫୋରଣ ଘଟିଛି। ଏଥିରେ ୭୦ରୁ ଅଧିକ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୪ହଜାରରୁ ଅଧିକ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପ୍ରଧାନମନ୍ତ୍ରୀ ହସନ ଦିଆବ…
ନେପାଳ ରାସ୍ତାରେ ପାକିସ୍ତାନ: ଭାରତର ଏସବୁ ଅଞ୍ଚଳକୁ କହିଲା ନିଜର; ଜାରି କଲା ନୂଆ ମାନଚିତ୍ର
ନୂଆଦିଲ୍ଲୀ,୪।୮: ନେପାଳର ପଥ ଅନୁସରଣ କରୁଛି ପାକିସ୍ତାନ। ପାକିସ୍ତାନର ଇମ୍ରାନ ଖାନ ସରକାର ଦେଶର ବିବାଦୀୟ ମାନଚିତ୍ରକୁ ଅନୁମୋଦନ କରିଛନ୍ତି। ମାନଚିତ୍ରରେ ପାକିସ୍ତାନ କାଶ୍ମୀରକୁ ନିଜର ବୋଲି ଦର୍ଶାଇଛି। ପୂର୍ବରୁ ପାକିସ୍ତାନ କେବଳ ପିଓକେ(ପାକିସ୍ଥାନ ଅଧିକୃତ କଶ୍ମୀର)କୁ ଏହାର ଅଂଶ ବୋଲି…
ଟିକ୍ଟକ୍ ସେପ୍ଟେମ୍ବର ୧୫ ସୁଦ୍ଧା ହେବ ବିକ୍ରି: ଚାଇନାର ବଢ଼ିଲା ଚିନ୍ତା
ଓ୍ବାଶିଂଟନ, ୪।୮: ଶର୍ଟ ଭିଡ଼ିଓ ମେକିଂ ଆପ୍ ଟିକ୍ଟକ୍କୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଦେଇଥିବା ମନ୍ତବ୍ୟ ଯୋଗୁ ଚାଇନାର ଚିନ୍ତା ବଢ଼ିବାରେ ଲାଗିଛି। ଟ୍ରମ୍ପ୍ କହିଛନ୍ତି ଯେ, ଟିକ୍ ଟକ୍ ସେପ୍ଟେମ୍ବର ୧୫ ସୁଦ୍ଧା ବିକ୍ରି ହେବ। ଯଦି…
୧୬ ବର୍ଷ ଧରି ପ୍ରେମ କରିବା ପରେ ବିବାହ କଲେ ପ୍ରଧାନମନ୍ତ୍ରୀ, ଅଛି ଗୋଟିଏ ସନ୍ତାନ
ହେଲସିନିକ୍,୪।୮: ବିଶ୍ୱର ସବୁଠୁ କମ୍ ବୟସରେ ପ୍ରଧାନମନ୍ତ୍ରୀ ହୋଇଥିବା ସନା ମାରିନ୍(୩୪) ଶେଷରେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଫିନଲାଣ୍ଡ ପ୍ରଧାନମନ୍ତ୍ରୀ ଥିବା ସନା ଦୀର୍ଘ ଦିନର ପ୍ରେମିକ ମାର୍କ୍ସ ରାଇକୋନେନଙ୍କୁ ବିବାହ କରିଛନ୍ତି। ରାଇକୋନେନ୍ ପୂର୍ବତନ ଫୁଟବଲ୍ ଖେଳାଳି ଅଟନ୍ତି।…
ମଞ୍ଜି ପ୍ୟାକେଟରେ କରୋନା ଭୂତାଣୁ: ଲୋକେ ଆତଙ୍କିତ !
ଓ୍ବାଶିଂଟନ, ୪।୮: ଚାଇନା କରୋନା ସଂକ୍ରମଣର ଏନ୍ତୁଡ଼ିଶାଳ ପାଲଟିଥିତ୍ବାବେଳେ ଏବେ ଏହାର ପ୍ରତିଟି କାର୍ଯ୍ୟ ସନ୍ଦେହ ଜନକ ରହୁଥିବାରୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହେଉଛି। ସମ୍ପ୍ରତି ଚାଇନା ଆମେରିକାକୁ କିଛି ମଞ୍ଜିି ପ୍ୟାକେଟ ପଠାଇଛି। ଏସବୁ ସାଧାରଣ ମଞ୍ଜିଠାରୁ ଭିନ୍ନ…
ଧନୀ ଦେଶଗୁଡ଼ିକ କରିସାରିଛନ୍ତି କରୋନା ଟୀକା ବୁକିଂ…
ଓ୍ବାଶିଂଟନ/ନୂଆଦିଲ୍ଲୀ, ୪।୮: କରୋନା ସଂକ୍ରମଣ ନେଇ ପୃଥିବୀରେ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏଭଳି ସ୍ଥଳେ ବହୁ ଦେଶରେ କରୋନା ପ୍ରତିଷେଧକ ଟୀକା ଟ୍ରାଏଲ୍ ଜାରି ରହିଛି। ତେବେ ଏବେ ପ୍ରଶ୍ନ ଉଠୁଛି ପ୍ରଥମେ କ’ଣ ଧନୀ ଦେଶ ଗୁଡ଼ିକରେ ଏହା…
୪୦ ହଜାରରୁ ଅଧିକ ଆତଙ୍କବାଦୀ ପାକିସ୍ତାନରେ ଲୁଚି ବସିଛନ୍ତି
ଜେନେଭା, ୪।୮: ଭାରତରେ ଆକ୍ରମଣ କରିବା ଲାଗି ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍ଆଇ ଷଡ଼ଯନ୍ତ୍ର ରଚିଛି। ପାକିସ୍ତାନରେ ଏନେଇ ୪୦ ହଜାରରୁ ଅଧିକ ଆତଙ୍କବାଦୀ ଲୁଚି ବସିଛନ୍ତି। ଏସମ୍ପର୍କରେ ଜାତିସଂଘରେ ଭାରତର ସ୍ଥାୟୀ ପ୍ରତିନିଧି ଥିବା ଟି.ଏସ୍.ତିରୁମୂର୍ତ୍ତି ସୂଚନା ଦେଇଛନ୍ତି। ପାକିସ୍ତାନ…
ଦେବାଳିଆ ଅବସ୍ଥାରେ ଏହି ଦେଶ, ଉପାସରେ ସୈନିକ
ବେରୁଟ୍,୪।୮: ଦେବାଳିଆ ଅବସ୍ଥାରେ ଲେବାନନ। ପରିସ୍ଥିତି ଏତେ ଖରାପ ହୋଇଯାଇଛି ଯେ ସେଠାରେ ଥିବା ସୈନିକମାନଙ୍କୁ ମଧ୍ୟ ଭୋକରେ ରହିବାକୁ ପଡୁଛି। ଲେବାନନର ଅର୍ଥନୈତିକ ଦେବାଳିଆ ଏବଂ ଅବ୍ୟବସ୍ଥା ଆଡକୁ ଗତି କରୁଛି। ଏଠାରେ ଅଧିକାଂଶ ଅଞ୍ଚଳରେ ୨୦-୨୦ ଘଣ୍ଟା ବିଦ୍ୟୁତ…
ଡବ୍ଲ୍ୟୁଏଚ୍ଓ ମୁଖ୍ୟଙ୍କ ମନ୍ତବ୍ୟ ନେଇ ଲୋକେ ଆତଙ୍କିତ: କେବେ ବି ଆସି ନ ପାରେ କରୋନା ଟୀକା !
ଜେନେଭା, ୪।୮: ପୃଥିବୀରେ କରୋନା ମହମାରୀ ସଂକ୍ରମଣ ନେଇ ଲୋକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି। ଏପରିସ୍ଥଳେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍ଓ) ମହାନିର୍ଦ୍ଦେଶକ ଡ. ଟେଡ୍ରୋସ୍ ଅଧୋନୋମ୍ ଗେବ୍ରିଏସସ୍ଙ୍କ ମନ୍ତବ୍ୟ ଲୋକଙ୍କୁ ଅଧିକ ଆତଙ୍କିତ କରିଦେଇଛି। ଗେବ୍ରିଏସସ୍ କହିଛନ୍ତି ଯେ,…
କୁଳଭୂଷଣଙ୍କ ଓକିଲ ନିଯୁକ୍ତି ପାଇଁ ଭାରତକୁ ଅନୁମତି
ଇସ୍ଲାମାବାଦ, ୪ା୮: ପାକିସ୍ତାନ ଜେଲ୍ରେ ବନ୍ଦୀ ଥିବା ଭାରତର ପୂର୍ବତନ ନୌସେନା ଅଧିକାରୀ କୁଳଭୂଷଣ ଯାଦବଙ୍କ ମାମଲାର ଶୁଣାଣି ସୋମବାର ଇସ୍ଲାମାବାଦ ହାଇକୋର୍ଟରେ ଅନୁଷ୍ଠିତ ହୋଇଥିଲା। ଅଦାଲତ ଶୁଣାଣି ସେପ୍ଟେମ୍ବର ୩ ପର୍ଯ୍ୟନ୍ତ ସ୍ଥଗିତ ରଖିବା ସହ ତାଙ୍କ ପାଇଁ ଓକିଲ…
କରୋନା ପରେ ନୂଆ ବିପଦ: ସଂକ୍ରମିତ ପିଆଜ ଖାଇ ଲୋକେ ଅସୁସ୍ଥ
ଓ୍ବାଶିଂଟନ, ୩।୮: ଆମେରିକାରେ କରୋନା ସଂକ୍ରମଣ ଯୋଗୁ ଅଚଳାବସ୍ଥା ସୃଷ୍ଟି ହୋଇଥିବାବେଳେ ଏବେ ବହୁ ଲୋକ ସଂକ୍ରମିତ ପିଆଜ ଖାଇ ଅସୁସ୍ଥ ହୋଇପଡ଼ିଛନ୍ତି। ଇତିମଧ୍ୟରେ ୬୦ରୁ ଅଧିକ ଲୋକଙ୍କୁ ଚିକିତ୍ସାଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା କୁହାଯାଉଛି। ପିଆଜରେ ଥିବା ସୈଲମୋନେଲା ବ୍ୟାକ୍ଟେରିଆ…
Archives


