ଅନ୍ତର୍ଜାତୀୟ

ବାଇଡେନ୍‌ଙ୍କ ଟିମ୍‌ରେ ମୂଳ ଭାରତୀୟ ବାସିନ୍ଦା ମାଲା ଅଡିଗାଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ସ୍ଥାନ

ୱାଶିଂଟନ,୨୧ ।୧୧: ଆମେରିକାର ଅଗାମୀ ରାଷ୍ଟ୍ରପତି ଜୋ ବାଇଡେନ୍ ତାଙ୍କ ଟିମ୍‌ରେ ଆଉ ଜଣେ ଭାରତୀୟ ମୂଳ ବାସିନ୍ଦା ଆମେରିକୀୟ ମାଲା ଅଡିଗାଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଦେଇଛନ୍ତି । ବାଇଡେନ୍ ତାଙ୍କ ସହଧର୍ମିଣୀ ଜିଲ ବାଇଡେନ୍‌ଙ୍କ ପାଇଁ ମାଲାଙ୍କୁ ନୀତି…

କ୍ୱାରାଣ୍ଟାଇନରେ ଟ୍ରମ୍ପଙ୍କ ବଡ଼ ପୁଅ

ୱାଶିଂଟନ,୨୧ ।୧୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ପୁଅ ଡୋନାଲ୍ଡ ଟ୍ରମ୍ପ ଜୁନିୟର କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି । ତାଙ୍କ ପ୍ରବକ୍ତା ଏହି ସୂଚନା ଦେଇଛନ୍ତି । ଟ୍ରମ୍ପଙ୍କ ପରିବାରରେ କରୋନା ସଂକ୍ରମିତ ହେବାରେ ସେ ହେଉଛନ୍ତି ଚତୁର୍ଥ…

ଅଲ୍‌ କାଏଦା ମୁଖ୍ୟ ଅଲ୍‌ ଜଓ୍ବାହରି ମୃତ

କାବୁଲ, ୨୧ା୧୧: ଆତଙ୍କବାଦୀ ସଙ୍ଗଠନ ଅଲ୍‌ କାଏଦାର ମୁଖ୍ୟ ଅଲ୍‌ ଜଓ୍ବାହରି ଆଫଗାନିସ୍ତାନରେ ମୃତ୍ୟୁବରଣ କରିଥିବା ଜଣାପଡ଼ିଛି। ଆରବ ନ୍ୟୁଜ୍‌ରେ ଏଭଳି ଖବର ପ୍ରକାଶ ପାଇଛି। ଗଜ୍‌ନିରେ ସେ ଆଜ୍‌ମା ଯୋଗୁ କଷ୍ଟ ସହି ନ ପାରି ମାସେ ହେବ ପ୍ରାଣ…

ଡବ୍ଲ୍ୟୁଏଚ୍‌ଓରେ ଯୋଗଦେବ ଆମେରିକା

ଓ୍ବାଶିଂଟନ, ୨୧।୧୧: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ)ରେ ଆମେରିକା ପୁନର୍ବାର ଯୋଗଦେବ ବୋଲି ନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍‌ କହିଛନ୍ତି। ଚାଇନା ଯେପରି ନିୟମ ଅନୁଯାୟୀ କାର୍ଯ୍ୟ କରିବ ସେଥିପାଇଁ ବ୍ୟବସ୍ଥା କରିବାକୁ ସେ ଚାହାନ୍ତି ବୋଲି କହିଛନ୍ତି। ଚାଇନାରେ କରୋନା…

ଡୌଗ୍‌ଲାସ୍‌ଙ୍କୁ ବୁକର

ଲଣ୍ଡନ, ୨୧।୧୧: ନ୍ୟୁୟର୍କରେ ରହୁଥିବା ସ୍କଟଲାଣ୍ଡ ଲେଖକ ଡୌଗ୍‌ଲାସ୍‌ ଷ୍ଟୁଆର୍ଟ ତାଙ୍କର ଆତ୍ମଜୀବନୀ ଆଧାରିତ ଉପନ୍ୟାସ ‘ଶୁଗି ବେନ୍‌’ ପାଇଁ ଚଳିତବର୍ଷର ମର୍ଯ୍ୟାଦାଜନକ ବୁକର୍‌ ପ୍ରାଇଜ୍‌ ମିଳିଛି। ପୁରସ୍କାର ଲାଗି ସଂକ୍ଷିପ୍ତ ତାଲିକାରେ ଥିବା ଭାରତୀୟ ବଂଶୋଦ୍ଭବ ଅବନୀ ଦୋଶୀଙ୍କ ସମେତ…

ଟ୍ରମ୍ପଙ୍କ ନିଷ୍ପତ୍ତିକୁ ବଦଳାଇଲେ ବାଇଡେନ୍‌, ଡବ୍ଲୁଏଚ୍‌ଓରେ ପୁଣିଥରେ ସାମିଲ ହେବ ଆମେରିକା!

ୱାଶିଂଟନ,୨୦ ।୧୧: ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିଷ୍ପତ୍ତିକୁ ବଦଳାଇବାକୁ ଯାଉଛନ୍ତି । ବାଇଡେନ୍ କହିଛନ୍ତି ଆମେରିକା ପୁଣିଥରେ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚ୍‌ଓ)ରେ ସାମିଲ ହେବ । ଏହା ପୂର୍ବରୁ ଟ୍ରମ୍ପ କରୋନା ଭାଇରସ…

୭୮ ବର୍ଷରେ ବାଇଡେନ୍‌: ଡେଟିଂରେ ଯାଇଥିବା ବେଳେ ପାଖରେ ବିଲ୍ ଭରିବାକୁ ଅର୍ଥ ନ ଥିଲା

ୱାଶିଂଟନ, ୨୦ ।୧୧: ଆମେରିକାର ଆଗାମୀ ରାଷ୍ଟ୍ରପତି ଜୋ ବାଇଡେନ୍ ୭୮ ବର୍ଷରେ ପଦାର୍ପଣ କରଛନ୍ତି । ସେ ବତ୍ତମାନ ଆମେରିକାର ସବୁଠାରୁ ଅଧିକ ବୟସର ରାଷ୍ଟ୍ରପତି । ଯାହାକୁ ନେଇ ରାଷ୍ଟ୍ରପତି ନିର୍ବାଚନ ସମୟରେ ଡୋନାଲ୍ଡ ଟ୍ରମ୍ପ ସ୍ଲିପି ଜୋ…

ପାକିସ୍ତାନକୁ ବଡ ଝଟ୍‌କା

ୟୁଏଇ,୨୦।୧୧: ସଂଯୁକ୍ତ ଆରବ ଏମିରେଟ୍‌ସ(ୟୁଏଇ) ପାକିସ୍ତାନ ସମେତ ୧୨ଟି ଦେଶର ଲୋକଙ୍କ ପାଇଁ ନୂତନ ଭିସା ପ୍ରଦାନ ଉପରେ ଅସ୍ଥାୟୀ ପ୍ରତିବନ୍ଧକ ଲଗାଇଛି। ପାକିସ୍ତାନର ବୈଦେଶିକ ମନ୍ତ୍ରଣାଳୟ ମଧ୍ୟ ଏହା ନିଶ୍ଚିତ କରିଛି। ୟୁଏଇର ଏହି ନିଷ୍ପତ୍ତି ପରେ ପାକିସ୍ତାନ ଆର୍ଥିକ…

ଆମେରିକାରେ ଝଡ଼ବାତ୍ୟା: ୩୫ ମୃତ

ସାନ୍‌ ସାଲ୍‌ଭାଡର, ୨୦ା୧୧:କେନ୍ଦ୍ରୀୟ ଆମେରିକାରେ ଝଡ଼ବାତ୍ୟା ଯୋଗୁ ୩୫ ଜଣଙ୍କ ପ୍ରାଣହାନି ଘଟିଛି। ସବୁଠାରୁ ଅଧିକ କ୍ଷତିଗ୍ରସ୍ତ ହୋଇଛି ନିକାରଗୁଆରେ। ଏଠାରେ ୧୮ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ହଣ୍ଡୁରାସ୍‌ରେ ୧୪ ଜଣ ପ୍ରାଣ ହରାଇଛନ୍ତି। ଦୁଇ ସପ୍ତାହ ପୂର୍ବରୁ ବାତ୍ୟା ‘ଇଟା’…

ନେପାଳରେ ତେଜିଲା ରାଜନୈତିକ ସଙ୍କଟ

ନୂଆଦିଲ୍ଲୀ, ୨୦ା୧୧(ପି.ଟି.):ଭାରତ-ନେପାଳ ମଧ୍ୟରେ ନିକଟ ଅତୀତରେ ଦେଖାଦେଇଥିବା ବିବାଦ ଯୋଗୁ ଦ୍ୱିପାକ୍ଷିକ ସମ୍ପର୍କ ପ୍ରଭାବିତ ହୋଇଥିଲା। ଏହାକୁ ସୁଧାରିବା ଲାଗି ଦୁଇଦେଶ ଉଦ୍ୟମ ଆରମ୍ଭ କରୁଥିବାବେଳେ ନେପାଳରେ ପୁଣି ରାଜନୈତିକ ସଙ୍କଟ ସୃଷ୍ଟି ହୋଇଛି। ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲିଙ୍କ ଇସ୍ତଫା…

ବିନା ସଂକ୍ରମଣରେ ଶିଶୁଙ୍କ ନିକଟରେ ଦେଖାଯାଉଛି ଆଣ୍ଟିବଡି, ଚିନ୍ତାରେ ବିଶେଷଜ୍ଞ

ମେଲବୋର୍ନ,୧୯ ।୧୧: ଅଷ୍ଟ୍ରେଲିଆରେ ଗୋଟିଏ ପରିବାରର ୩ ଶିଶୁ କରୋନାରେ ସଂକ୍ରମିତ ହୋଇ ନ ଥିଲେ ବି ଏମାନଙ୍କ ନିକଟରେ ଆଣ୍ଟିବଡି ଦେଖାଯାଇଛି । ଯାହାକୁ ଦେଖିବା ପରେ ବିଶେଷଜ୍ଞମାନେ ଚିନ୍ତାରେ ପଡି ଯାଇଛନ୍ତି । ଏହି ୩ ଶିଶୁଙ୍କ ମାତାପିତା…

୩୯ ଆଫଗାନୀଙ୍କୁ ହତ୍ୟା କରିଥିଲେ ଅଷ୍ଟ୍ରେଲିଆ ସୈନ୍ୟ

କାନବେରା,୧୯।୧୧: ଅଷ୍ଟ୍ରେଲିଆ ସୈନ୍ୟ ଅନ୍ୟାୟ ଭାବେ ୩୯ ଜଣ ଆଫଗାନିସ୍ତାନ ନାଗରିକଙ୍କୁ ହତ୍ୟା କରିଥିଲେ। ଗୁରୁବାର ଏସମ୍ପର୍କରେ ଅଷ୍ଟ୍ରେଲିଆ ପ୍ରତିରକ୍ଷା ବାହିନୀ ମୁଖ୍ୟ ଅଙ୍ଗସ କ୍ୟାମ୍ପ୍‌ବେଲ୍‌ ସୂଚନା ଦେଇଛନ୍ତି। ୨୦୦୫ରୁ ୨୦୧୬ ମଧ୍ୟରେ ଅଷ୍ଟ୍ରେଲିଆ ସୈନ୍ୟ ଏଭଳି କରିଥିବା ସେ କହିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri