ଅନ୍ତର୍ଜାତୀୟ

ବଲିଉଡ୍‌ ସହ ବାଇଡେନଙ୍କ ସମ୍ପର୍କ ରହିଛି ଏମିତି, ପ୍ରଚାର ମୈଦାନରେ ବାଜୁଥିଲା ଏହି ଫିଲ୍ମ ଗୀତ

ଓ୍ବାଶିଂଟନ/ନୂଆଦିଲ୍ଲୀ,୮ା୧୧: ଆମେରିକାର ରାଷ୍ଟ୍ରପତି ନିର୍ବାଚନ ଫଳାଫଳରେ ଡେମୋକ୍ରାଟିକ୍‌ ପ୍ରାର୍ଥୀ ଜୋ ବାଇଡେନ୍‌ ବିଜୟ ଲାଭ କରିଛନ୍ତି। ଏହି ନର୍ବାଚନ ଜିତିବା ପରେ ବାଇଡେନ ହେଉଛନ୍ତି ଆମେରିକାର ୪୬ତମ ରାଷ୍ଟ୍ରପତି। ତେବେ ଜାଣନ୍ତି କି ବାଇଡେନ୍‌ଙ୍କ ସହ ବଲିଉଡ୍‌ର ସମ୍ପର୍କ ରହିଛି। ଏମିତିରେ…

ଟ୍ରମ୍ପ୍‌ଙ୍କୁ ଛାଡ଼ପତ୍ର ଦେବେ ମେଲାନିଆ: ସୋସିଆଲ୍‌ ମିଡ଼ିଆରେ ଚର୍ଚ୍ଚା !

ଓ୍ବାଶିଂଟନ,୮।୧୧: ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପ୍‌ ପରାଜିତ ହୋଇଛନ୍ତି। ଟ୍ରମ୍ପ୍‌ଙ୍କ ତୃତୀୟ ସ୍ତ୍ରୀ ମେଲାନିଆ ଟ୍ରମ୍ପ୍‌ ଏବେ ତାଙ୍କୁ ଛାଡ଼ପତ୍ର ଦେବାକୁ ଯୋଜନା କରିଥିବା ନେଇ ସୋସିଆଲ୍‌ ମିଡ଼ିଆରେ ଚର୍ଚ୍ଚା ହେଉଛି। ରାଷ୍ଟ୍ରପତି ନିର୍ବାଚନର ଫଳାଫଳ ପରେ ମେଲାନିଆ ଏଭଳି…

ବାଇଡେନ୍‌ ରାଷ୍ଟ୍ରପତି ହେବା ପରେ ନାତୁଣୀ ଶେୟାର କଲେ ଫଟୋ, ଲେଖିଲେ ଏହି ବାର୍ତ୍ତା

ଓ୍ବାଶିଂଟନ,୮ା୧୧: ଆମେରିକାର ରାଷ୍ଟ୍ରପତି ଭାବେ ବିଜୟୀ ଲାଭ କରିଛନ୍ତି ଜୋ ବାଇଡେନ୍‌। ପେନ୍‌ସିଲଭାନିଆରେ ଯେତେବେଳେ ଜୋ ବାଇଡେନ୍‌ଙ୍କୁ ଆମେରିକାର ପରବର୍ତ୍ତୀ ରାଷ୍ଟ୍ରପତି ଭାବେ ଘୋଷଣା କରାଯାଇଥିଲା ସେତେବେଳେ ତାଙ୍କ ପରିବାର ସଦସ୍ୟମାନେ ଏକାଠି ହୋଇ ତାଙ୍କୁ ଆଲିଙ୍ଗନ କରିଥିଲେ। ଏହି ଶୁଭ…

ପାଞ୍ଚ ଲକ୍ଷ ଭାରତୀୟଙ୍କୁ ବାଇଡେନ ଦେବେ ଆମେରିକା ନାଗରିକତା!

ୱାଶିଂଟନ,୮ ।୧୧: ଜୋ ବାଇଡେନ ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ବିଜୟ ଲାଭ କରିବା ପରେ ସେ କହିଛନ୍ତି ମୁଁ ବାଣ୍ଟିବା ବା ଭାଙ୍ଗିବା ବାଲା ରାଷ୍ଟ୍ରପତି ନୁହେଁ । ବରଂ ଦେଶକୁ ଏକଜୁଟ କରିବା ରାଷ୍ଟ୍ରପତି । ଅନୁମାନ କରାଯାଉଛି କି…

ମ୍ୟାନମାର୍‌ରେ ନିର୍ବାଚନ: ଭୋଟିଂ ଆରମ୍ଭ, ସୁକିଙ୍କ ବିଜୟ ହେବା ନିଶ୍ଚିତ !

ୟାଙ୍ଗୁନ୍‌,୮।୧୧: ମ୍ୟାନମାର୍‌ରେ ସାଧାରଣ ନିର୍ବାଚନ ଲାଗି ରବିବାର ଭୋଟିଂ ଆରମ୍ଭ ହୋଇଛି। ଦେଶରେ ପୁଣିଥରେ ନୋବେଳ ପୁରସ୍କାର ବିଜେତା ଅଙ୍ଗ୍‌ ସାନ୍‌ ସୁକିଙ୍କ ନ୍ୟାଶନାଲ ଲିଗ୍‌ ଫର୍‌ ଡେମୋକ୍ରାସି ପୁଣି ଥରେ କ୍ଷମତା ଦଖଲ କରିବା ନିଶ୍ଚିତ ବୋଲି କୁହାଯାଉଛି। ଦେଶର…

ବାଇଡେନଙ୍କ ସହ “ଚ୍ୟାମ୍ପ-ମେଜର”ବି ଯାଇପାରନ୍ତି ହ୍ୱାଇଟ ହାଉସ: ସହଧର୍ମିଣୀ ଦେଇଥିଲେ ଉପହାର

ୱାଶିଂଟନ,୮ ।୧୧: ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ଡେମୋକ୍ରାଟିକ ପାର୍ଟି ଜୋ ବାଇଡେନଙ୍କ ବିଜୟ ପରେ ଏବେ ହ୍ୱାଇଟ ହାଉସକୁ କୁକୁରଙ୍କ ପ୍ରବେଶ ହୋଇପାରେ ବୋଲି ଅନୁମାନ କରାଯାଉଛି । ନ୍ୟୁୟର୍କ ପୋଷ୍ଟର ସୂଚନା ଅନୁଯାୟୀ, ଜୋ ବାଇଡେନ ଓ ତାଙ୍କ ସହଧର୍ମିଣୀ…

ବିଭାଜନ ନୁହେଁ ଏକତାକୁ ପ୍ରାଥମିକତା ଦିଆଯିବ: ବାଇଡେନ୍‌

ଓ୍ବାଶିଂଟନ,୮।୧୧: ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ୭୭ ବର୍ଷ ବୟସ୍କ ଡେମୋକ୍ରାଟିକ୍‌ ପାର୍ଟି ପ୍ରାର୍ଥୀ ଜୋ ବାଇଡେନ୍‌ଙ୍କର ବିଜୟ ହୋଇଛି। ବାଇଡେନ୍‌ ଦେଶର ୪୬ ତମ ରାଷ୍ଟ୍ରପତି ଭାବେ ୨୦ ଜାନୁୟାରୀ ୨୦୨୧ରେ ଶପଥ ନେବେ। ଆମେରିକାର ଜନସାଧାରଣ ତାଙ୍କ ଉପରେ ଆସ୍ଥା…

ଏବେବି ପରାଜୟ ସ୍ୱୀକାର କରିବାକୁ ପ୍ରସ୍ତୁତ ନାହାଁନ୍ତି ଟ୍ରମ୍ପ

ୱାଶିଂଟନ,୮ ।୧୧: ଆମେରିକା ରାଷ୍ଟ୍ରପତି ନିର୍ବାଚନ ସରିଥିବା ବେଳେ ଏଥିରେ ଡେମୋକ୍ରାଟିକ ଦଳର ପ୍ରାର୍ଥୀ ଜୋ ବାଇଡେନ ବିଜୟ ଲାଭ କରି ରାଷ୍ଟ୍ରପତି ପଦରେ ବସିବାକୁ ସଜବାଜ ହେଲେଣି । ହେଲେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେବି ନିଜର…

ଯେମିତି ଭଗବାନ ରାମ ରାବଣକୁ ହରାଇଥିଲେ ଆମେ ସେମିତି ଦୀପାବଳିରେ କରୋନାକୁ ହରାଇବୁ: ଜନସନ

ଲଣ୍ଡନ,୮ ।୧୧: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ କହିଛନ୍ତି ଯେମିତି ଭଗବାନ ରାମ ରାବଣକୁ ହରାଇ ପତ୍ନୀ ସୀତାଙ୍କ ସହ ଫେରିବା ସମୟରେ ଲକ୍ଷ ଲକ୍ଷ ଦୀପ ମାଧ୍ୟମରେ ତାଙ୍କର ସ୍ୱାଗତ କରାଯାଇଥିଲା, ଠିକ୍ ସେହିଭଳି ଭାବେ ଚଳିତ ବର୍ଷ ଦୀପାବଳିରେ…

ଉପରାଷ୍ଟ୍ରପତି ପଦରେ ମୁଁ ପ୍ରଥମ ମହିଳା କିନ୍ତୁ ଶେଷ ନୁହେଁ: କମଲା

ୱାଶିଂଟନ,୮ ।୧୧: ଆମେରିକାର ୪୬ତମ ରାଷ୍ଟ୍ରପତି ପାଇଁ ନିର୍ବାଚନ ସରିଥିବା ବେଳେ ଫଳାଫଳ ବି ଆସି ଯାଇଛି । ଏଥିରେ ଡେମୋକ୍ରାଟିକ୍ ପାର୍ଟିର ଜୋସେଫ ଆର୍ ବାଇଡେନ୍ ବା ଜୋ ବାଇଡେନ୍ ଆମେରିକାର ରାଷ୍ଟ୍ରପତି ଓ ଭାରତୀୟ ମୂଳ ବାସିନ୍ଦା କମଲା…

ବାଇଡେନ୍‌ଙ୍କୁ ନେଇ ବଢ଼ୁଛି ଉତ୍କଣ୍ଠା

ନୂଆଦିଲ୍ଲୀ, ୮।୧୧: ଡେମୋକ୍ରାଟିକ୍‌ ପାର୍ଟି ନେତା ଜୋ ବାଇଡେନ୍‌ ନିର୍ବାଚନ ଜିତି ଆମେରିକାର ପରବର୍ତ୍ତୀ ରାଷ୍ଟ୍ରପତି ହେବାକୁ ଯାଉଥିବା ବେଳେ ତାଙ୍କ ପ୍ରଶାସନର ଭାରତ ସହ କିଭଳି ସମ୍ପର୍କ ରହିବ ତାହାକୁ ନେଇ ଭାରତୀୟଙ୍କ ମଧ୍ୟରେ ଉତ୍କଣ୍ଠା ପ୍ରକାଶ ପାଇଛି। ବାରାକ…

ରାପର କିଙ୍ଗ୍‌ ଭୋନ୍‌ଙ୍କ ସମେତ ୩ ମୃତ

ଆଟଲାଣ୍ଟା,୮।୧୧: ଚିକାଗୋ ରାପର କିଙ୍ଗ ଆକା କିଙ୍ଗ ଭୋନ୍‌ ଓ ଅନ୍ୟ ଦୁଇଜଣ ଶୁକ୍ରବାର ଗୁଳିମାଡ଼ରେ ପ୍ରାଣ ହରାଇଛନ୍ତି। ଏକ ନାଇଟ କ୍ଲବ ବାହାରେ ଥିବାବେଳେ ଗୁଳିମାଡ଼ କରାଯାଇଥିଲା। ପାର୍କିଂ ଲଟ୍‌ରେ ଦୁଇଗୋଷ୍ଠୀ ମଧ୍ୟରେ ଯୁକ୍ତିତର୍କ ହେବା ପରେ ଗୁଳିମାଡ଼ କରାଯାଇଥିଲା।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri