ଅନ୍ତର୍ଜାତୀୟ

ଗ୍ରୀନଲ୍ୟାଣ୍ଡକୁ ନେଇ ଡାଭୋସରେ ଟ୍ରମ୍ପଙ୍କ ଚରମବାଣୀ: ୟୁରୋପରେ ଉତ୍ତେଜନା

ନୂଆଦିଲ୍ଲୀ।୧: ସ୍ୱିଜରଲ୍ୟାଣ୍ଡର ଡାଭୋସରେ ଆୟୋଜିତ ବିଶ୍ୱ ଅର୍ଥନୈତିକ ଫୋରମ (WEF) ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲ୍ୟାଣ୍ଡକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି। ଗ୍ରୀନଲ୍ୟାଣ୍ଡକୁ ଆମେରିକାର “ନିଜସ୍ୱ ଅଞ୍ଚଳ” ଭାବେ ଅଭିହିତ କରି ସେ କହିଛନ୍ତି ଯେ, ଆମେରିକା…

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର ସଫଳତା ଉପରେ ଆଲୋକପାତ କରିଥିଲେ । ତାଙ୍କୁ କୋଡିଏ ମିନିଟ୍ ସମୟ ଦିଆଯାଇଥିଲା, କିନ୍ତୁ…

ଭାରତର ୭ ବଡ଼ ବ୍ୟବସାୟୀ ଟ୍ରମ୍ପଙ୍କ ସହ କରିବେ ଡିନର୍‌, ଶକ୍ତି ପ୍ରଦର୍ଶନ କରିବ ଭାରତ

ନୂଆଦିଲ୍ଲୀ,୨୧।୧: ଡାଭୋସରେ ଚାଲିଥିବା ବିଶ୍ୱ ଅର୍ଥନୈତିକ ଫୋରମ (WEF) ସମୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନେକ ବଡ଼ ଭାରତୀୟ ବ୍ୟବସାୟୀଙ୍କୁ ଭେଟିବେ। NDTV ଅନୁଯାୟୀ, ଟାଟା ସନ୍ସର ଅଧ୍ୟକ୍ଷ ନଟରାଜନ ଚନ୍ଦ୍ରଶେଖରନ ଏବଂ ବିଶ୍ୱସ୍ତରୀୟ କାର୍ଯ୍ୟକ୍ରମରେ ଟ୍ରମ୍ପଙ୍କ ମୁଖ୍ୟ ଭାଷଣ…

ପୂର୍ବତନ ଜାପାନୀ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ, ୨୦୨୨ ରେ ବେକରେ ଲାଗିଥିଲା ଗୁଳି

ଟୋକିଓ,୨୧।୧: ପୂର୍ବତନ ଜାପାନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କୁ ହତ୍ୟା କରିଥିବା ବ୍ୟକ୍ତିଙ୍କୁ ଆଜୀବନ କାରାଦଣ୍ଡ ଦିଆଯାଇଛି। ବୁଧବାର ଜାପାନର ଏକ କୋର୍ଟ ଆବେଙ୍କ ହତ୍ୟା ମାମଲାର ବିଚାର ସମୟରେ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସିଞ୍ଜୋ ଆବେଙ୍କୁ ଜାପାନର ସବୁଠାରୁ…

ଜେଡି ଭାନ୍ସ ଆମେରିକାକୁ ଏମିତି ଖବର ଦେଲେ ଯେ ଖୁସି ହୋଇଗଲା ହ୍ବାଇଟ ହାଉସ, ଜାଣନ୍ତୁ କ’ଣ…

ଓ୍ବାଶିଂଟନ,୨୧।୧: ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏବଂ ତାଙ୍କ ପତ୍ନୀ ଉଷା ଭାନ୍ସ ଜୁଲାଇ ଶେଷ ଭାଗରେ ସେମାନଙ୍କର ଚତୁର୍ଥ ସନ୍ତାନ ଆଶା କରୁଛନ୍ତି। ଭାନ୍ସ ଦମ୍ପତି ଏକ ମିଳିତ ବିବୃତ୍ତିରେ କହିଛନ୍ତି, ‘ଆମେ ଏହି ଖବର ଜଣାଇ ବହୁତ ଖୁସି…

ବାଂଲାଦେଶକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୧: ବାଂଲାଦେଶର ବର୍ତ୍ତମାନର ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ମଙ୍ଗଳବାର (ଜାନୁଆରୀ ୨୦, ୨୦୨୬) ସେଠାରେ ନିଯୁକ୍ତ ଭାରତୀୟ ଅଧିକାରୀଙ୍କ ପରିବାରକୁ ଫେରାଇ ନେବାକୁ ନିଷ୍ପତ୍ତି ନେଇଛି। ଏହି ପଦକ୍ଷେପ ବାଂଲାଦେଶର ସଂସଦୀୟ ନିର୍ବାଚନର ମାତ୍ର ସପ୍ତାହ ପୂର୍ବରୁ ନିଆଯାଇଛି।…

‘ଯଦି କିଛି ହେବ ତେବେ ସମ୍ପୂର୍ଣ୍ଣ ଇରାନକୁ ଉଡାଇଦେବି’, କାହିଁକି ଏମିତି ଧମକ ଦେଲେ ଟ୍ରମ୍ପ? ଜାଣନ୍ତୁ ଏହା ପଛର ବଡ଼ କାରଣ

ଓ୍ବାଶିଂଟନ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ସରକାରୀ ଟେଲିଭିଜନରେ ପ୍ରସାରିତ ମୃତ୍ୟୁ ଧମକ ବିଷୟରେ ଉଲ୍ଲେଖ କରି କହିଛନ୍ତି ଯେ ‘ଯଦି କିଛି ହୁଏ ତେବେ ସେ ସମଗ୍ର ଇରାନକୁ ଉଡ଼ାଇ ଦେବେ।’ ମଙ୍ଗଳବାର ଅପରାହ୍ନରେ ରାଷ୍ଟ୍ରପତିଙ୍କୁ ଇରାନରୁ ହତ୍ୟା…

ଭାରତ-ପାକିସ୍ତାନ ପରମାଣୁ ଯୁଦ୍ଧ ନିକଟତର..ପୁଣି ବିଶ୍ୱରେ ଚହଳ ପକାଇଲା ଟ୍ରମ୍ପଙ୍କ ମନ୍ତବ୍ୟ

ଓ୍ବାଶିଂଟନ,୨୧।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ମିଛ ଦାବି କରିଛନ୍ତି। ସେ ୨୦୨୫ ମେ ମାସରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ ସମ୍ଭାବ୍ୟ ଯୁଦ୍ଧକୁ ରୋକିଥିବା ପୁଣି ଦୋହରାଇଛନ୍ତି। ହ୍ବାଇଟ ହାଉସରେ ଗଣମାଧ୍ୟମ ସହିତ କଥାବାର୍ତ୍ତା ସମୟରେ…

ସ୍ବିଜରଲାଣ୍ଡ ଯାଉଥିଲେ ଟ୍ରମ୍ପ, ଉଡ଼ାଣ ଆରମ୍ଭ ହେବାର କିଛି ସମୟ ପରେ ହଠାତ୍‌ ଖରାପ ହେଲା ବିମାନ, ତା’ପରେ..

ଓ୍ବାଶିଂଟନ୍‌,୨୧।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ଅର୍ଥନୈତିକ ଫୋରମରେ ଯୋଗଦେବା ପାଇଁ ସ୍ବିଜରଲାଣ୍ଡର ଡାଭୋସ ଅଭିମୁଖେ ଯାତ୍ରା କରୁଥିଲେ। କିନ୍ତୁ, ଉଡ଼ାଣ ଆରମ୍ଭ ହେବାର କିଛି ସମୟ ପରେ ତାଙ୍କର ସ୍ବତନ୍ତ୍ର ବିମାନ ଏୟାର ଫୋର୍ସ ୱାନରେ ବୈଦ୍ୟୁତିକ ତ୍ରୁଟି…

ଭାରତ ଉପରେ ଲାଗିବ ନାହିଁ ୫୦୦% ଟାରିଫ୍‌, ଟାର୍ଗେଟ୍‌ରେ ଏବେ ଏହି ଦେଶ, ବଡ଼ ଖୁଲାସା କଲେ…

ଓ୍ବାଶିଂଟନ୍‌,୨୧।୧: ଆମେରିକାର ଟ୍ରେଜେରୀ ସଚିବ ସ୍କଟ ବେସାଣ୍ଟ କହିଛନ୍ତି ଯେ ରୁଷୀୟ ତୈଳ କିଣୁଥିବା ଦେଶଗୁଡ଼ିକ ଉପରେ ୫୦୦% ଟାରିଫ୍‌ ଲାଗୁ କରିବା ପାଇଁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ସେନେଟ ଅନୁମୋଦନର ଆବଶ୍ୟକତା ନାହିଁ। ତଥାପି, ସେ ସ୍ପଷ୍ଟ କରିଛନ୍ତି ଯେ…

US Tariff:‘ପଦ ଛାଡିବେ ଫ୍ରାନ୍ସ ରାଷ୍ଟ୍ରପତି’, କାହିଁକି ଏମିତି କହିଲେ ଟ୍ରମ୍ପ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୨୦।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫରାସୀ ମଦ ଏବଂ ସାମ୍ପେନ ଉପରେ ୨୦୦ ପ୍ରତିଶତ ଶୁଳ୍କ ଲାଗୁ କରିବାକୁ ଧମକ ଦେଇଛନ୍ତି। ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ‘ବୋର୍ଡ ଅଫ ପିସ’ରେ ଯୋଗଦେବା ପାଇଁ ଟ୍ରମ୍ପଙ୍କ ନିମନ୍ତ୍ରଣକୁ ପ୍ରତ୍ୟାଖ୍ୟାନ କରିଛନ୍ତି,…

ଶହବାଜ-ମୁନିରଙ୍କୁ ମନାଇବାକୁ ପାକିସ୍ତାନ ଗସ୍ତ କରିବେ ସି ଜିନପିଙ୍ଗ

ବେଜିଂ,୨୦।୧: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ ସରିଫ ଘୋଷଣା କରିଛନ୍ତି ଯେ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଖୁବ ଶୀଘ୍ର ପାକିସ୍ତାନ ଗସ୍ତ କରିବେ। ଏହି ଗସ୍ତ ଏପରି ସମୟରେ ହୋଇଛି ଯେତେବେଳେ ପାକିସ୍ତାନ ଆମେରିକା ସହିତ ତା’ର ସମ୍ପର୍କକୁ ମଜବୁତ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?