ହଂକଂକୁ ସ୍ବତନ୍ତ୍ର ସୁବିଧା ବାତିଲ
ଓ୍ବାଶିଂଟନ,୧୬ା୭(ପି.ଟି.): ହଂକଂରେ ଚାଇନା ନୂଆ ଆଇନ ଲାଗୁ କରିବା ପରେ ଏବେ ଆମେରିକା ଏହି ସହରର ସ୍ବତନ୍ତ୍ର ମାନ୍ୟତାକୁ ଶେଷ କରିଦେଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ମଙ୍ଗଳବାର ହଂକଂ ସ୍ବାୟତ୍ତତା ଆଇନରେ ସ୍ବାକ୍ଷର କରିଛନ୍ତି। ଏହାସହ ହଂକଂକୁ ଆମେରିକାଠାରୁ ଅଗ୍ରାଧିକାର…
ଚାଇନାରୁ ଆମେରିକାରେ ପହଞ୍ଚିଲା ଏହି ରୋଗ, ଚିନ୍ତାରେ ବୈଜ୍ଞାନିକ
ନ୍ୟୁୟର୍କ,୧୫।୭:ଚାଇନାରୁ ଆରମ୍ଭ ହୋଇଥିବା କରୋନା ଭାଇରସ୍ ସାରା ବିଶ୍ୱରେ କାୟା ବିସ୍ତାର କରିଛି। ଏବେ ଚାଇନାରୁ ଆଉ ଏକ ରୋଗ ଆମେରିକା ମୁହାଁ ହୋଇଛି। ଆମେରିକାର କୋଲୋରାଡୋ ଏକ ଗୁଣ୍ଡୁଚି ମୂଷା ବ୍ୟୁବୋନିକ୍ ପ୍ଲେଗ୍ ରୋଗରେ ସଂକ୍ରମିତ ହୋଇଥିବା ଜଣାପଡିଛି। କରୋନା…
ଖୁସି ଖବର: କରୋନା ଟୀକା ପ୍ରସ୍ତୁତିରେ ଆମେରିକାକୁ ସଫଳତା
ଓ୍ବାଶିଂଟନ, ୧୫।୭: ଆମେରିକାରୁ ଖୁସି ଖବର ମିଳିଛି। କରୋନା ସଂକ୍ରମଣ ରୋକିବା ପାଇଁ ଆମେରିକା ଟୀକା ପ୍ରସ୍ତୁତିରେ ସଫଳତା ହାସଲ କରିଛି। ଏହାର ପ୍ରୟୋଗ ମନୁଷ୍ୟଙ୍କଠାରେ କରାଗଲେ ଶରୀରର ରୋଗ ପ୍ରତିଷେଧକ ଶକ୍ତି ବୃଦ୍ଧି ପାଉଥିବା କୁହାଯାଉଛି। ଆମେରିକା ନ୍ୟାଶନାଲ ଇନଷ୍ଟିଚ୍ୟୁଟ୍…
ଭାରତରେ ଅପପୁଷ୍ଟି କମୁଛି
ଜାତିସଂଘ,୧୫ା୭: ଭାରତରେ ୧୦ ବର୍ଷ ମଧ୍ୟରେ ଅପପୁଷ୍ଟିରେ ପୀଡ଼ିତଙ୍କ ସଂଖ୍ୟା ୬ କୋଟି ହ୍ରାସ ପାଇଛି। ଅନ୍ୟପକ୍ଷରେ ବୟସ୍କଙ୍କଠାରେ ମେଦବହୁଳତା ବୃଦ୍ଧି ପାଉଥିବା ଜାତିସଂଘ ରିପୋର୍ଟରେ କୁହାଯାଇଛି। ଜାତିସଂଘ ପକ୍ଷରୁ ସୋମବାର ପ୍ରକାଶ ପାଇଥିବା ବିଶ୍ୱରେ ଖାଦ୍ୟ ନିରାପତ୍ତା ଓ ପୋଷଣ…
ନିଜ ଯବାନଙ୍କ ଅନ୍ତିମ ସତ୍କାର କରୁନାହିଁ ଚାଇନା: ଲୋକମାନଙ୍କୁ ଦେଉଛି ଏଭଳି ଧମକ
ଚାଇନା ସରକାର ଗଲଓ୍ବାନ ଘାଟିରେ ପ୍ରାଣ ହରାଇଥିବା ନିଜ ଯବାନମାନଙ୍କ ଅନ୍ତିମ ସତ୍କାର କରିବାକୁ ମନା କରୁଛନ୍ତି। କେବଳ ଏତିକି ନୁହେଁ ଉକ୍ତ ଯବାନମାନଙ୍କ ପରିବାରଲୋକଙ୍କୁ ଏଭଳି କରିବାକୁ ମନା କରାଯିବା ସହ ତାଙ୍କ ସ୍ମୃତିରେ କୌଣସି ସମାରୋହ ଆୟୋଜନ ନ…
ଓଲିଙ୍କ ବିବାଦୀୟ ମନ୍ତବ୍ୟ: ଶ୍ରୀରାମ ନେପାଳୀ
କାଠମାଣ୍ଡୁ, ୧୪।୭: ନେପାଳର ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲିଙ୍କ ବିବାଦୀୟ ମନ୍ତବ୍ୟ ନେଇ ଚର୍ଚ୍ଚା ଜାରି ରହିଛି। ଚାଇନା ଏବଂ ପାକିସ୍ତାନର ସମର୍ଥକ ପାଲଟି ଥିବା ଓଲି ଏବେ ଭାରତୀୟଙ୍କୁ ଆଘାତ ଦେବାଭଳି କଥା କହିଛନ୍ତି। ଏଭଳି କରି ଓଲି ହରଡ଼ଘଣାରେ…
ବିନା ମାସ୍କରେ ବିମାନ ଯାତ୍ରା କଲେ ଆମେରିକୀୟ ସାଂସଦ; ଫଟୋ ଭାଇରାଲ
ଓ୍ବାଶିଂଟନ,୧୪।୭: ଆମେରିକୀୟ ସିନେଟର ଟେଡ କ୍ରୁଜ ଏବେ ଚର୍ଚ୍ଚାରେ। ଏବେ ସାରା ବିଶ୍ୱରେ କରୋନା ମହାମାରୀ ଦ୍ରୁତ ବେଗରେ ବଢି ଚାଲିଥିବା ବେଳେ ସମସ୍ତଙ୍କୁ ମାସ୍କ ପିନ୍ଧିବା ଜରୁରୀ ବୋଲି କୁହାଯାଉଛି। ହେଲେ ନିକଟରେ ଆମେରିକୀୟ ସିନେଟର ଟେଡ କ୍ରୁଜ ବିମାନ…
ଚାଇନାର ନାହିଁ ବିବେକ: ନିଜ ସୈନ୍ୟଙ୍କ ମୃତଦେହ ଚିହ୍ନିବାକୁ କଲା ମନା
ବେଜିଂ, ୧୪।୭: ଚାଇନାର ଯେ, ବିବେକ ନାହିଁ ତାହା ଏବେ ଜଣାପଡ଼ିଛି। ଗଲଓ୍ବାନ ଘାଟିରେ ଜୁନ୍ ୧୫ରେ ଭାରତ ଏବଂ ଚାଇନା ସୈନ୍ୟଙ୍କ ମଧ୍ୟରେ ହିଂସ୍ରକ ସଂଘର୍ଷ ଘଟିଥିଲା। ଏଥିରେ ୨୦ ଜଣ ଭାରତୀୟ ଯବାନ ଶହୀଦ୍ ହୋଇଥିଲେ। ତେବେ ଏହି…
ହିମନଦୀରୁ ମିଳିଲା ୫୪ ବର୍ଷ ତଳର ଭାରତୀୟ ଖବର କାଗଜ…
ଲଣ୍ଡନ, ୧୪।୭: ଫ୍ରାନ୍ସ୍ର ହିମନଦୀରୁ ୫୪ ବର୍ଷ ତଳର ଭାରତୀୟ ଖବର କାଗଜ ମିଳିଛି। ସ୍ଥାନୀୟ ମୋଣ୍ଟ୍ ବ୍ଲାଙ୍କ୍ ପର୍ବତଶ୍ରେଣୀର ବୋସନ୍ସ୍ ହିମନଦୀରୁ ନ୍ୟାଶନାଲ୍ ହେର୍ଲାଡ୍, ଇକୋନୋମିକ୍ସ୍ ଟାଇମ୍ସ, ଦି ହିନ୍ଦୁ, ଦି ଷ୍ଟେଟସ୍ ମ୍ୟାନ୍ ଆଦି ସମେତ ୧୨ରୁ ଅଧିକ…
କରୋନା ସଂକ୍ରମଣ ଅତି ଖରାପ ସ୍ଥିତିରେ ପହଞ୍ଚିବ: ଡବ୍ଲ୍ୟୁଏଚ୍ଓ
ଜେନେଭା, ୧୪।୭: ଆଗାମୀ ଦିନରେ ପୃଥିବୀରେ କରୋନା ସଂକ୍ରମଣ ଅତି ଖରାପ ସ୍ଥିତିରେ ପହଞ୍ଚିବ। ଏନେଇ ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍ଓ) ପକ୍ଷରୁ ସୂଚନା ଦିଆଯାଇଛି। ଡବ୍ଲ୍ୟୁଏଚ୍ଓ ମୁଖ୍ୟ ଟେଡ୍ରୋସ୍ ଏଡ଼ନୋମ୍ ଗେବ୍ରିୟେସସ୍ କହିଛନ୍ତି ଯେ, ଲୋକ ସଚେତନ ହେଉ ନ ଥିବାରୁ ଦିନକୁ…
ଆଣ୍ଡ୍ରେଜେଜ୍ ଡୁଡା ପୋଲାଣ୍ଡ ରାଷ୍ଟ୍ରପତି ନିର୍ବାଚିତ
ଓ୍ବାର୍ସ,୧୪ା୭ (ଆଇଏଏନ୍ଏସ୍): ଆଣ୍ଡ୍ରେଜେଜ୍ ଡୁଡା ପୋଲାଣ୍ଡ ରାଷ୍ଟ୍ରପତି ଭାବେ ଦ୍ୱିତୀୟ ଥର ପାଇଁ ନିର୍ବାଚିତ ହୋଇଛନ୍ତି। ସେ ତାଙ୍କର ପ୍ରତିଦ୍ୱନ୍ଦ୍ୱୀ ଓ୍ବାର୍ସ ମେୟର ରାଫାଲ ଟ୍ରାସ୍କୋସ୍କିଙ୍କଠାରୁ ଅଳ୍ପ ଭୋଟ ବ୍ୟବଧାନରେ ବିଜୟୀ ହୋଇଥିବା ଜାତୀୟ ନିର୍ବାଚନ କମିଶନଙ୍କ ପକ୍ଷରୁ କୁହାଯାଇଛି। ରବିବାର…
ନେପାଳରେ ବର୍ଷା ସହ ଭୂସ୍ଖଳନ
କାଠମାଣ୍ଡୁ,୧୪।୭: ନେପାଳରେ ଗତ ୪ ଦିନ ହେବ ଲଗାଣ ବର୍ଷା ଓ ଭୂସ୍ଖଳନ ଜାରି ରହିଛି। ଏଥିଯୋଗୁ ୬୦ ଜଣଙ୍କ ପ୍ରାଣହାନି ଘଟିଥିବା ବେଳେ ୪୧ ଜଣ ନିଖୋଜ ହୋଇଥିବା ଜଣାପଡ଼ିଛି। ପଶ୍ଚିମ ନେପାଳର ମିଆଗ୍ଡି ଜିଲା ସବୁଠାରୁ ଅଧିକ କ୍ଷତିଗ୍ରସ୍ତ…
Archives


