ପୃଥିବୀର ସର୍ବ ବୃହତ୍ ଆବାସିକ କଲୋନୀ: ୧୩୫୦୦ ଆପାର୍ଟମେଣ୍ଟରେ ରହିପାରିବେ ୩୦ ହଜାର ଲୋକ
କାହିରା,୪।୨: ମିଶରର ରାଜଧାନୀ କାହିରାରେ ପୃଥିବୀର ସର୍ବ ବୃହତ୍ ଆବାସିକ କଲୋନୀ ନିର୍ମାଣ କରାଯାଉଛି। ଏଠାରେ ନିର୍ମିତ ହେବାକୁ ଥିବା ୩୫୦୦ ଆପାର୍ଟମେଣ୍ଟରେ ୩୦ ହଜାର ଲୋକ ରହିପାରିବେ ବୋଲି କୁହାଯାଉଛି। ଏହି କଲୋନୀକୁ ଗିନିଜ୍ ରେକର୍ଡରେ ସ୍ଥାନୀତ କରାଯାଇଛି।...
ଇଣ୍ଡୋନେସିଆରେ ସୁଗ୍ରୀବଙ୍କ ନାମରେ ସ୍ଥାପିତ ହେବ ପ୍ରଥମ ହିନ୍ଦୁ ବିଶ୍ୱବିଦ୍ୟାଳୟ: ରାଷ୍ଟ୍ରପତି ଦେଲେ ମଞ୍ଜୁରୀ
ଜାକର୍ତ୍ତା, ୪।୨: ଇଣ୍ଡୋନେସିଆରେ ପ୍ରଥମ ହିନ୍ଦୁ ବିଶ୍ୱବିଦ୍ୟାଳୟ ସ୍ଥାପନ କରାଯିବ। ଏନେଇ ରାଷ୍ଟ୍ରପତି ଜୋକେ ଓ୍ବିଡୋଡୋ ମଞ୍ଜୁରୀ ଦେଇଛନ୍ତି। ଏହାକୁ ବାଲିର ଦେନପାସାରଠାରେ କାର୍ଯ୍ୟ କରିବ। ଏହାକୁ ଆଇ ଗୁଷ୍ଟି ବାଗୁସ୍ ସୁଗ୍ରୀବ ଷ୍ଟେଟ୍ ହିନ୍ଦୁ ୟୁନିଭରସିଟି ଭାବେ ନାମିତ...
ମାସ୍କ ପିନ୍ଧି ନ ଥିବାରୁ ମହିଳାଙ୍କୁ ଧରିଲା ପୋଲିସ
ବେଜିଂ,୪।୨: ଚାଇନାରେ କରୋନା ଭାଇରସ୍କୁ ନେଇ ଆତଙ୍କ ଖେଳିଯାଇଛି। ଏହି ଭୂତାଣୁ ସଂକ୍ରମଣରେ ଏପର୍ଯ୍ୟନ୍ତ ଚାଇନାରେ ୪୨୬ ଜଣଙ୍କ ମୃତ୍ୟୁ ଘଟିଲାଣି। ଚାଇନା ସରକାର ଏହି ଭୂତାଣୁ ନ ବ୍ୟାପିବା ପାଇଁ ବିଭିନ୍ନ ପ୍ରକାର ପଦକ୍ଷେପ ଗ୍ରହଣ କରୁଛନ୍ତି। ଏପରିକି...
କରୋନା ଭୂତାଣୁରେ ଚାଇନା ବାହାରେ ଦ୍ୱିତୀୟ ମୃତ୍ୟୁ
ହଂକଂ,୪।୨: କରୋନା ଭୂତାଣୁରେ ମୃତ ଓ ଆକ୍ରନ୍ତଙ୍କ ସଂଖ୍ୟା ଚାଇନାରେ ପ୍ରତି ଘଣ୍ଟାରେ ବଢି ଚାଲିଛି। ବିଶ୍ୱର ଅନ୍ୟ ଦେଶରେ ଚାଇନାରୁ ଫେରିଥିବା କେତେକ ଲୋକଙ୍କ ପାଖେ କରୋନା ଭୂତାଣୁ ପଜିଟିଭ ଥିବା ଦେଖାଯାଇଥିବା ବେଳେ ଏବେ ଚାଇନା ବାହାରେ...
୩ ବର୍ଷରେ ୨ ଯୁବକ ସମୁଦ୍ରରୁ ବାହାର କଲେ ୪ ହଜାର ଟନ୍ ପ୍ଲାଷ୍ଟିକ୍
ଓ୍ବାଶିଂଟନ,୪।୨: ସମୁଦ୍ରରେ ପ୍ଲାଷ୍ଟିକ୍ ବର୍ଜ୍ୟର ପରିମାଣ ବୃଦ୍ଧି ପାଇବାରେ ଲାଗିଛି। ଏନେଇ ପୃଥିବୀ ସାରା ସଚେତନତା ଅଭିଯାନ ଜାରି ରହିଛି। ଏହି ମର୍ମରେ ଆମେରିକା ଫ୍ଲୋରିଡ଼ାର ୨ ଜଣ ଯୁବକ ଗତ ୩ ବର୍ଷ ମଧ୍ୟରେ ସମୁଦ୍ରରୁ ୪ ହଜାର...
କରୋନା ମୃତ୍ୟୁ ସଂଖ୍ୟା ୪୨୬ ଛୁଇଁଲା: ୨୪ ଘଣ୍ଟାରେ ୬୫ ଜଣଙ୍କ ମୃତ୍ୟୁ
ବେଜିଂ,୪।୨: ଚାଇନାର କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଛି। ଇତିମଧ୍ୟରେ ଚାଇନାରେ କରୋନା ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟା ୪୨୬ ଛୁଇଁଛି। ଗତ ୨୪ ଘଣ୍ଟା ମଧ୍ୟରେ ଏହି ଭୁତାଣୁ ଯୋଗୁ ୬୫ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ୨୦ ହଜାର...
ଦଳାଚକଟାରେ ୧୩ ଶିଶୁଙ୍କ ଜୀବନ ଗଲା
ନାଇରୋବି,୪ା୨: କେନିଆର ଏକ ପ୍ରାଥମିକ ବିଦ୍ୟାଳୟରେ ଦଳାଚକଟା ଘଟି ୧୩ ଶିଶୁଙ୍କ ପ୍ରାଣହାନି ଘଟିଛି। ଏଥିରେ ଅନ୍ୟ ୨୦ ଜଣ ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସୋମବାର ଅପରାହ୍ନରେ କାକମେଗା ପ୍ରାଥମିକ ସ୍କୁଲ ଛୁଟି ହେଲାବେଳେ ପିଲାମାନଙ୍କ ମଧ୍ୟରେ...
ପାକିସ୍ତାନରେ ଦାହ ସଂସ୍କାର ହେଲା ମହଙ୍ଗା!
ଇସ୍ଲାମାବାଦ,୩।୨: ପାକିସ୍ତାନରେ ଥିବା ହିନ୍ଦୁଙ୍କର ଦାହ ସଂସ୍କାର କରିବା ଏବେ ମହଙ୍ଗା ହୋଇଛି। ଶୁଣିବାକୁ ମିଳିଛି କି ଏବେ ଏଠାରେ ଅଧିକାଂଶ ହିନ୍ଦୁ ମୃତଦେହ ଦାହ ନ କରିପାରି ପୋତି ଦେଉଛନ୍ତି। ଆଉ କେତେଜଣ ଅସ୍ଥି ବିସର୍ଜନ ପାଇଁ ଅପେକ୍ଷା...
ଭୂକମ୍ପରେ ଥରିଲା ଚାଇନା: ରିକ୍ଟର ସ୍କେଲରେ ତୀବ୍ରତା ୫.୧
ବେଜିଂ,୩।୨: ଗୋଟିଏ ପଟେ କରୋନା ଭାଇରସ୍ର ଆତଙ୍କ ଚାଇନାର ମୁଣ୍ଡ ବ୍ୟାଥାର କାରଣ ପାଲଟିଥିବା ବେଳେ ଏବେ ଏଠାରେ ଭୂକମ୍ପ ଅନୁଭୂତ ହୋଇଛି। ସୋମବାର ଦକ୍ଷିଣ-ପଶ୍ଚିମ ଚାଇନାର ଶିଚୁଆନ ପ୍ରାନ୍ତରେ ଥିବା କ୍ୟୁଇଙ୍ଗ୍ଓ୍ବାଇଜିଆଙ୍ଗ୍ ଜିଲାରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର...
ମେୟର ପଦବୀ: ନିର୍ବାଚନ ଲଢୁଛନ୍ତି ୨ କୁକୁର ଏବଂ ଛେଳି
ଓ୍ବର୍ମାଣ୍ଟୋ, ୩।୨: ମଣିଷ ନିର୍ବାଚନ ଲଢ଼ିଥାନ୍ତି। ତେବେ କୌଣସି ପ୍ରାଣୀ ନିର୍ବାଚନ ଲଢ଼ିବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। ଆମେରିକାର ଉତ୍ତର ପୂର୍ବରେ ଥିବା ଓ୍ବର୍ମାଣ୍ଟୋ ସହରରେ ମେୟର ପଦବୀ ପାଇଁ ୩ ପ୍ରାଣୀଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା...
ହଟାଗଲା ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟର ବୋମା: ୩୫୦୦ ଲୋକ ହେଲେ ସ୍ଥାନାନ୍ତର
ରୋମ୍,୩।୨: ଇଟାଲୀର ଭେନିସ୍ରେ ଏକ ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟର ବୋମାକୁ ହଟାଯାଇଛି। ଏଥିପାଇଁ ୩୫୦୦ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ବୋମାକୁ ନିଷ୍କ୍ରିୟ କରି ସମୁଦ୍ରରେ ଭସାଇ ଦିଆଯାଇଛି। ବୋମାକୁ ନିଷ୍କ୍ରିୟ କରିବା ସମୟରେ ସ୍ଥାନୀୟ ମାର୍କୋପୋଲୋ ବିମାନ...
ପୃଥିବୀର ୨୮ ଦେଶରେ ୧୬,୭୮୧ କରୋନା ସଂକ୍ରମିତ: ଭାରତରେ ୩
ନୂଆଦିଲ୍ଲୀ/ବେଜିଂ,୩।୨: ପୃଥିବୀର ୨୮ଟି ଦେଶରେ କରୋନା ଭୁତାଣୁ ଆତଙ୍କରେ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ଏହି ଭୁତାଣୁ ଦ୍ୱାରା ଚାଇନାରେ ସର୍ବାଧିକ ୧୬ ହଜାର ୬ ଶହ ଜଣ ଲୋକ ସଂକ୍ରମିତ ହୋଇଛନ୍ତି। ସେହିଭଳି ଚାଇନା ପଛକୁ ସଂକ୍ରମିତଙ୍କ ତାଲିକାରେ ଜାପାନ...
Archives


