ନେପାଳରେ ସେନା ମୁଖ୍ୟ: ଓଲିଙ୍କୁ ଭେଟିବେ
ନୂଆଦିଲ୍ଲୀ/କାଠମାଣ୍ଡୁ,୪।୧୧: ଭାରତୀୟ ସ୍ଥଳସେନା ମୁଖ୍ୟ ଜେନେରାଲ ମନୋଜ ମୁକୁନ୍ଦ ନରାଓ୍ବଣେ ବୁଧବାର ୩ ଦିନିଆ ଗସ୍ତରେ ନେପାଳରେ ପହଞ୍ଚିଛନ୍ତି। ତ୍ରିଭୁବନ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପୂର୍ବାହ୍ନ ୧୧ଟା ୩୦ରେ ସେ ପହଞ୍ଚିବା ପରେ ତାଙ୍କୁ ସ୍ବାଗତ କରାଯାଇଛି। ନେପାଳ ସୈନ୍ୟ ବାହିନୀ…
କିନ୍ନର ସରାହ ମକବ୍ରାଇଡ୍ ହେବେ ଆମେରିକାର ପ୍ରଥମ ସିନେଟ୍ ସଦସ୍ୟା
ଓ୍ବାଶିଂଟନ,୪।୧୧: ଆମେ ରାଷ୍ଟ୍ରପତି ନିର୍ବାଚନରେ ପ୍ରଥମ ଥର ପାଇଁ ଜଣେ ଜଣେ କିନ୍ନର ସିନେଟ୍ ସଦସ୍ୟା ହେବାକୁ ଯାଉଛନ୍ତି। ସେ ହେଉଛନ୍ତି ଡେମୋକ୍ରାଟିକ୍ ପାର୍ଟି ପ୍ରାର୍ଥୀ ସରାହ ମକବ୍ରାଇଡ୍। ମକବ୍ରାଇଡ୍ ଡେଲାଓ୍ବେୟରରୁ ବିଜୟୀ ହୋଇଛନ୍ତି। ସେ ରିପବ୍ଲିକାନ ପାର୍ଟିର ପ୍ରାର୍ଥୀ ଷ୍ଟିଭ୍…
ହ୍ବାଇଟ୍ ହାଉସ୍ ବାହାରେ ଫୁଟିଲା ଗୁଳି: ଟମ୍ପ୍ଙ୍କ ସମର୍ଥକ-ବିଏଲ୍ଏମ୍ ପ୍ରଦର୍ଶନକାରୀ ମୁହାଁମୁହିଁ
ଓ୍ବାଶିଂଟନ,୪।୧୧: ଆମେ ରାଷ୍ଟ୍ରପତି ନିର୍ବାଚନର ସମ୍ପୂର୍ଣ୍ଣ ଫଳାଫଳ ଆସିବା ପୂର୍ବରୁ ହ୍ବାଇଟ୍ ହାଉସ୍ ବାହାରେ ଗୁଳି ଫୁଟିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କ ସମର୍ଥକ ଏବଂ ବ୍ଲାକ୍ ଲାଇଭ୍ସ୍ ମ୍ୟାଟର( ବିଏଲ୍ଏମ) ପ୍ରଦର୍ଶନକାରୀ ମୁହାଁମୁହିଁ ହୋଇଛନ୍ତି। ଦୁଇପକ୍ଷଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିବା କୁହାଯାଉଛି।…
ମ୍ୟାଜିକ୍ ନମ୍ବର ମୁହାଁ ବାଇଡେନ୍
ଓ୍ବାଶିଂଟନ,୪।୧୧: ଆମେରିକା ରାଷ୍ଟ୍ରପତି ନିର୍ବାଚନ ଏବେ ରୋଚକ ମୋଡ଼ରେ ପହଞ୍ଚିଛି। ଇତିମଧ୍ୟରେ ୫୦ ରାଜ୍ୟ ମଧ୍ୟରୁ ୪୧ ରାଜ୍ୟର ଫଳାଫଳ ମିଳିଛି। ମିଳିଥିବା ଫଳାଫଳ ଅନୁସାରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କୁ ପଛରେ ପକାଇ ଡେମୋକ୍ରାଟିକ୍ ପାର୍ଟି ପ୍ରାର୍ଥୀ ଜୋ ବାଇଡେନ୍ ଆଗୁଆ…
ଚାଇନାକୁ ଦାୟିତ୍ୱ ଦେଲା ଡବ୍ଲ୍ୟୁଏଚ୍ଓ
ଜେନେଭା, ୪।୧୧:କରୋନା ମହାମାରୀ ସାରା ବିଶ୍ୱକୁ କାୟା ମେଲାଇ ଏବେ ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଆରମ୍ଭ କରିଥିବାବେଳେ ଏହି ଭୂତାଣୁର ଉତ୍ସ ସନ୍ଧାନ କରିବାରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍ଓ) ଚାଇନା ନିକଟରେ ଏକପ୍ରକାର ଆତ୍ମସମର୍ପଣ କରିଥିବା ଦେଖାଯାଇଛି। ସଂକ୍ରମଣ ଆରମ୍ଭ…
ନିଷ୍ପତ୍ତି ନେଲା ଆମେରିକା
ଓ୍ବାଶିଂଟନ/ନ୍ୟୁୟର୍କ,୪ା୧୧: ଆମେରିକାରେ ବହୁ ପ୍ରତୀକ୍ଷିତ ଚତୁଃ ବାର୍ଷିକ ନିର୍ବାଚନ ପାଇଁ ମତଦାନ ଜାରି ରହିଛି। ରିପବ୍ଲିକାନ୍ ପାର୍ଟିରୁ ପ୍ରେସିଡେନ୍ସିଆଲ ନୋମିନି ଭାବେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ପୁଣି ଥରେ ଭାଗ୍ୟ ପରୀକ୍ଷା କରୁଥିବାବେଳେ ତାଙ୍କ ବିପକ୍ଷରେ ଚ୍ୟାଲେଞ୍ଜର ରୂପେ ଉଭା ହୋଇଛନ୍ତି…
ଆମେରିକା ରାଷ୍ଟ୍ରପତି ନିର୍ବାଚନ: ଜୋ ବାଇଡେନ ଆଗରେ
ଓ୍ବାଶିଂଟନ୍,୪।୧୦: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ମତଦାନ ଶେଷ ହୋଇଛି। ଏବେ ଭୋଟ ଗଣନା ଜାରି ରହିଛି। ପ୍ରାରମ୍ଭିକ ଗଣତି ଅନୁଯାୟୀ, ଡେମୋକ୍ରାଟ୍ସ ପାର୍ଟିର ରାଷ୍ଟ୍ରପତି ପ୍ରାର୍ଥୀ ଜୋ ବାଇଡେନ ଅଗ୍ରଣୀ ଥିବାବେଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପଛରେ ପଡିଯାଇଛନ୍ତି। ବାଇଡେନ…
ଆମେରିକାରେ ହିଂସା ଆଶଙ୍କା, ହ୍ବାଇଟ୍ ହାଉସ୍ ସୁରକ୍ଷା ବଢିଲା
ଓ୍ବାଶିଂଟନ୍,୪।୧୦: ବିଶ୍ୱର ସବୁଠାରୁ ଶକ୍ତିଶାଳୀ ଦେଶ ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ଫଳାଫଳ ଆସିବା ଆରମ୍ଭ କରିଛି। ଟ୍ରେଣ୍ଡ ଅନୁଯାୟୀ ଡେମୋକ୍ରାଟିକ ପାର୍ଟି ପ୍ରାର୍ଥୀ ଜୋ ବାଇଡେନ ଆଗୁଆ ଅଛନ୍ତି। ବିଡେନ ନ୍ୟୁ ଜର୍ସିରେ ଜିତିଛନ୍ତି। ତେବେ ନିର୍ବାଚନ ଫଳଫଳ ଆସିବା ପରେ…
ଚାଇନାର କରୋନା ଟିକା ନେବା ପରେ ଏମିତି କହିଲେ ୟୁଏଇର ପ୍ରଧାନମନ୍ତ୍ରୀ
ଦୁବାଇ,୩।୧୧-ୟୁଏଇର ପ୍ରଧାନମନ୍ତ୍ରୀ ଶେଖ ମହମ୍ମଦ ବିନ ରଶିଦ ଅଲ ମକତୌମଙ୍କ ଉପରେ ଚାଇନା ପ୍ରସ୍ତୁତ କରିଥିବା କରୋନା ଟିକାକୁ ପ୍ରୟୋଗ କରାଯାଇଛି। ଏ ନେଇ ଶେଖ ମହମ୍ମଦ ନିଜେ ମଙ୍ଗଳବାର ଟୁଇଟ କରି ସୂଚନା ଦେଇଛନ୍ତି। ଏଥିସହ ସେ କରୋନା ଟିକାର…
ତୁର୍କି ଭୁକମ୍ପ: ୬୫ ଘଣ୍ଟା ପରେ ଜୀବନ୍ତ ଉଦ୍ଧାର ହେଲେ ୩ ବର୍ଷର ଶିଶୁ କନ୍ୟା
ଇସ୍ତାନବୁଲ,୩ ।୧୧: ତୁର୍କିିରେ ଆସିଥିବା ଭୁକମ୍ପ ଫଳରେ ଏବେ ପର୍ଯ୍ୟନ୍ତ ଶହେରୁ ଅଧିକ ଲୋକଙ୍କ ମୃତ୍ୟୁ ହେଲାଣି । ଏହାରି ଭିତରେ ଦୀର୍ଘ ୬୫ ଘଣ୍ଟା ପରେ ଭାଙ୍ଗିଯାଇଥିବା ଘର ମଧ୍ୟରୁ ଜଣେ ୩ ବର୍ଷର ଶିଶୁ କନ୍ୟାକୁ ଜୀବନ୍ତ ଉଦ୍ଧାର…
ଆତଙ୍କବାଦ ବିରୋଧରେ ଫ୍ରାନ୍ସ୍ର କଡ଼ା ପଦକ୍ଷେପ: ମାଲି ଏୟାର ଷ୍ଟ୍ରାଇକ୍ରେ ୫୦ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା
ପ୍ୟାରିସ୍,୩।୧୧: ଆତଙ୍କବାଦ ବିରୋଧରେ ଫ୍ରାନ୍ସ୍ କଡ଼ା ପଦକ୍ଷେପ ଗ୍ରହଣ କରିଛି। ଯୋଜନାବଦ୍ଧ ଭାବେ ସରକାରଙ୍କ ପକ୍ଷରୁ ମାଲିରେ ଏୟାର ଷ୍ଟ୍ରାଇକ୍ କରାଯାଇଛି। ଏଥିରେ ୫୦ ଅଲ୍-କାଏଦା ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ଏନେଇ ଫ୍ରାନ୍ସ୍ ପ୍ରତିରକ୍ଷା ମନ୍ତ୍ରୀ ଫ୍ଲୋରେନ୍ସ୍ ପାର୍ଲେ ସୂଚନା…
ଏଲ୍ଏନ୍ଜି ଟର୍ମିନାଲରେ ଅଗ୍ନିକାଣ୍ଡ: ୫ ମୃତ
ବେଜିଂ,୩।୧୧: ଚାଇନାର ଏକ ଏଲ୍ଏନ୍ଜି ଟର୍ମିନାଲରେ ଅଗ୍ନିକାଣ୍ଡ ଘଟି ୫ ଜଣଙ୍କ ମୃତ୍ୟୁ ଘଟିଛି। ଦକ୍ଷିଣ ଚାଇନାର ଗ୍ବାଙ୍ଗସୀ ଝୁଆଙ୍ଗ୍ସ୍ଥିତ ଏଲ୍ଏନ୍ଜି ଟର୍ମିନାଲରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଏଥିରେ କେତେକ ଲୋକ ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରି ଚିକିତ୍ସା…
Archives


