ଅନ୍ତର୍ଜାତୀୟ

୮ ବର୍ଷ ପୂର୍ବରୁ ହେଲିକପ୍ଟର ଦୁର୍ଘଟଣାରେ ବ୍ରାଏଣ୍ଟଙ୍କ ମୃତ୍ୟୁ ହେବ ବୋଲି ଟୁଇଟ୍‌ କରିଥିଲେ ଏହି ବ୍ୟକ୍ତି

କାର୍ଲିଫର୍ଣ୍ଣିଆ,୨୭।୧: ପ୍ରସିଦ୍ଧ ବାସ୍କେଟବଲ ଖେଳାଳି କୋବେ ବ୍ରାଏଣ୍ଟଙ୍କ ଏକ ହେଲିକପ୍ଟର ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ହଠାତ୍‌ ତାଙ୍କ ମୃତ୍ୟୁ ଖବର ଆସିବା ପରେ ଆମେରିକାରେ ଶୋକର ଛାୟା ଖେଳିଯାଇଛି। ହେଲିକପ୍ଟର ଦୁର୍ଘଟଣାରେ ତାଙ୍କ ମୃତ୍ୟୁ ହେବ ବୋଲି ୨୦୧୨ରେ ଜଣେ...

ୟୁରୋପୀୟ ସଂସଦରେ ସିଏଏକୁ ବିରୋଧ ପ୍ରସ୍ତାବ

ନୂଆଦିଲ୍ଲୀ/ବ୍ରୁସେଲସ୍ସ,୨୭।୧: ୟୁରୋପୀୟ ସଂସଦରେ ସୋସିଆଲିଷ୍ଟ ଓ ଡେମୋକ୍ରାଟସ୍‌ ଗ୍ରୁପ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ‘ଭେଦଭାବପୁର୍ଣ୍ଣ’ ଓ ‘ମାରାତ୍ମକ ରୂପରେ ବିଭାଜନକାରୀ’ ଦର୍ଶାଇ ଏକ ପ୍ରସ୍ତାବ ଉପସ୍ଥାପନ କରିଛନ୍ତି। ଯେଉଁଥିରେ ବିଶ୍ୱର ସବୁଠାରୁ ବଡ ନାଗରିକତା ବିହୀନ ସଙ୍କଟ ଉତ୍ପନ କରିବାର...

ହେଲିକପ୍ଟର ଦୁର୍ଘଟଣାରେ ପ୍ରସିଦ୍ଧ ବାସ୍କେଟବଲ ଖେଳାଳି କୋବେ ବ୍ରାଏଣ୍ଟ ମୃତ

କାଲିଫର୍ଣ୍ଣିଆ,୨୭।୧: ଆମେରିକାର କାଲିଫର୍ଣ୍ଣିଆ ସହରରେ ଏକ ବଡ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୯ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ପ୍ରସିଦ୍ଧ ବାସ୍କେଟବଲ ଖେଳାଳି କୋବେ ବ୍ରାଏଣ୍ଟ(୪୧) ଓ ତାଙ୍କର ୧୩ ବର୍ଷୀୟ ଝିଅ ଅଛନ୍ତି। ସ୍ଥାନୀୟ ସମୟ...

କରୋନା ସଂକ୍ରମିତଙ୍କ ଚିକିତ୍ସା ପାଇଁ ୬ ଦିନରେ ହଜାରେ ଶଯ୍ୟା ବିଶିଷ୍ଟ ହସ୍ପିଟାଲ ନିର୍ମାଣ କରୁଛି ଚାଇନା

ବେଜିଂ,୨୬।୧: କରୋନା ଭୁତାଣୁ ସଂକ୍ରମଣ ଯୋଗୁ ଇତିମଧ୍ୟରେ ଚାଇନାରେ ୫୬ ଜଣଙ୍କ ମୃତ୍ୟୁ ଘଟିଛି। ୨୩୭ ଲୋକ ଗୁରୁତର ଭାବେ ଏହାଦ୍ୱାରା ଆକ୍ରାନ୍ତ ହୋଇଛନ୍ତି। ସେହିପରି ୧,୯୬୫ ସନ୍ଦିଗ୍ଧଙ୍କ ମଧ୍ୟରୁ ୧,୨୮୭ ଜଣଙ୍କଠାରେ କରୋନା ଭୁତାଣୁ ଚିହ୍ନଟ ହୋଇଛି। ସର୍ବାଧିକ...

ଚାଇନାରେ ମୃତ୍ୟୁସଂଖ୍ୟା ୪୧

ବ୍ରାଜିଲ,୨୬ା୧: ଚାଇନାରେ କରୋନା ଭୂତାଣୁ ସଂକ୍ରମଣ ଜନିତ ମୃତ୍ୟୁସଂଖ୍ୟା ଶନିବାର ୪୧ରେ ପହଞ୍ଚତ୍ଛି। ୧୩୦୦ରୁ ଊର୍ଦ୍ଧ୍ୱ ଲୋକ ଏଥିରେ ଆକ୍ରାନ୍ତ ହୋଇଥିବା ଜଣାପଡିଛି। ସେମାନଙ୍କ ମଧ୍ୟରୁ ୨୩୭ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଅନ୍ୟ ୧୯୬୫ ଜଣଙ୍କ ଠାରେ ଏହି...

ଶେଷନାଗ ସହ ଟକ୍କର ଦେବାକୁ ପ୍ରସ୍ତୁତ ହେଉଛି ବିଭିନ୍ନ ଦେଶର ବରଫ କଳାକୃତି

ଓ୍ବାଶିଂଟନ,୨୫।୧: ଆମେରିକାର କଲରାଡୋରେ ଏବେ ଏକ ଭିନ୍ନ ଧରଣର ତଥା ପ୍ରାଚୀନ ପ୍ରତିଯୋଗୀତା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି ପ୍ରତିଯୋଗୀତା ହେଉଛି ବରଫ ଉପରେ ନିଜ ନିଜର ମନର ଭାବନାକୁ ପ୍ରକାଶ କରିବା। ବ୍ରେକନରିଜରେ ଆୟୋଜିତ ହେଉଥିବା ୩୦ତମ...

ଦମକଳ ବାହିନୀଙ୍କ ସହାୟତା ପାଇଁ ୩୩୮ ଫୁଟ ଲମ୍ବ ୯୦ କିଲୋ ପିଜା ତିଆରି କଲେ ଭଉଣୀ-ଭାଇ

ସିଡ୍‌ନୀ,୨୫।୧: ଅଷ୍ଟ୍ରେଲିଆରେ ଭୟଙ୍କର ଜଙ୍ଗଲ ନିଆଁରେ ଅନେକ କ୍ଷତି ହୋଇଛି। ଜଙ୍ଗଲ ନିଆଁ ଲିଭାଇବା ସମୟରେ ମୃତ୍ୟୁ ଘଟିଥିବା ଦମକଳ ବାହିନୀ କର୍ମଚାରୀଙ୍କ ଲାଗି ଅଷ୍ଟ୍ରେଲିଆରେ ୩୩୮ ଫୁଟ ଲମ୍ବ ୯୦ କିଲୋର ପିଜା ପ୍ରସ୍ତୁତ ହୋଇଛି। ପିଜା ବିକ୍ରିରୁ...

୧୬ ବର୍ଷ ଧରି କୌଣସି ଚିଠି ନ ବାଣ୍ଟି ଘରେ ଲୁଚାଇ ରଖିଲେ ପୋଷ୍ଟମ୍ୟାନ

ଟୋକିଓ,୨୫।୧: ଜାପାନରେ ଜଣେ ୬୧ ବର୍ଷ ବୟସ୍କ ଅବସର ପ୍ରାପ୍ତ ପୋଷ୍ଟମ୍ୟାନ୍‌ ୨୪ ହଜାରରୁ ଅଧିକ ଚିଠି ନ ବାଣ୍ଟି ପକାଇ ରହିଥିଲେ। ଏନେଇ ଜଣାପଡ଼ିବା ପରେ ପୋଷ୍ଟାଲ ଅଧିକାରୀ ଲୋକଙ୍କୁ କ୍ଷମା ମାଗିଛନ୍ତି। ସ୍ଥାନୀୟ ୟୋକୋହାମାରେ ଏଭଳି ଘଟଣା...

ଦ୍ରୁତ ଗତିରେ ବ୍ୟାପୁଛି କରୋନାଭାଇରସ

ପ୍ୟାରିସ,୨୫।୧: ଚାଇନାରେ ଆତଙ୍କ ସୃଷ୍ଟି କରିଥିବା କରୋନାଭାଇରସ ଏବେ ୟୁରୋପ ପହଞ୍ଚିଯାଇଥିବା ଜଣାପଡିଛି। ଶୁକ୍ରବାର ଫ୍ରାନ୍ସ ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ ଏବେ ୨ଜଣ କରୋନାଭାଇରସରେ ଆକ୍ରାନ୍ତ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ଜଣେ ଚାଇନାରୁ ଫେରିଥିବା ଜଣାପଡିଛି। ଏଥି ମଧ୍ୟରୁ...

ମହାକାଶରେ ୨ ଘଣ୍ଟାରେ ତିଆରି ହେଲା କୁକିଜ୍‌-ଚକୋଲେଟ୍‌-ଚିପ୍ସ୍‌

ହଷ୍ଟନ,୨୫।୧: ମହାକାଶଚାରୀମାନେ ପ୍ରଥମ ଥର ପାଇଁ ଅନ୍ତର୍ଜାତୀୟ ମହାକାଶ ଗବେଷଣା କେନ୍ଦ୍ରରେ ଖାଦ୍ୟ ପ୍ରସ୍ତୁତ କରିଛନ୍ତି। ଜିରୋ ଗ୍ରାଭିଟିରେ ମହାକାଶଚାରୀମାନେ ଦୀର୍ଘ ୨ ଘଣ୍ଟା ପରିଶ୍ରମ କରି କୁକିଜ୍‌,ଚକୋଲେଟ୍‌ ଓ ଚିପ୍ସ୍‌ ପ୍ରସ୍ତୁତ କରିଛନ୍ତି। ଖାଦ୍ୟ ତିଆରି କରିବା ଲାଗି...

ଲଗାତାର ୬୦ ଥର ଥରିଲା ତୁର୍କୀ: ଚାପି ହୋଇ ୧୮ଜଣଙ୍କ ଜୀବନ ଗଲା

ଆଙ୍କରା,୨୫।୧: ତୁର୍କୀରେ ଶୁକ୍ରବାର ବିଳମ୍ବିତ ରାତ୍ରରେ ଲଗାତାର ୬୦ ଥର ଭୂକମ୍ପ ଅନୁଭୁତ ହୋଇଛି। ସେଥିମଧ୍ୟରେ ୧୫ଥର ବଡ଼ ଧରଣର ଭୂକମ୍ପ ହୋଇଛି। ଏଥିରେ ୧୮ ଜଣ ଲୋକଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ଏଥିରେ ୫୦୦ରୁ ଅଧିକ ଲୋକ ଆହତ...

ବିଜ୍ଞାନ ବାର୍ତ୍ତାକୁ ଶୁଣୁ ଭାରତ

ଡାଭୋସ୍‌,୨୫ା୧: ‘ବିଜ୍ଞାନକୁ ଶୁଣ’। ଜଳବାୟୁ ପରିବର୍ତ୍ତନର ଭୟାବହତାରୁ ମୁକ୍ତିପାଇବା ପାଇଁ ଡାଭୋସ୍‌ ମଞ୍ଚରୁ ଶୁକ୍ରବାର ଭାରତକୁ ଏହି ବାର୍ତ୍ତା ଦେଇଛନ୍ତି ସ୍ବଳ୍ପବୟସ୍କା ପରିବେଶ କର୍ମୀ ଗ୍ରେଟା ଥନ୍‌ବର୍ଗ। ଅନ୍ୟପକ୍ଷରେ ବିଶ୍ୱ ଅର୍ଥନୈତିକ ମଞ୍ଚ (ଡବ୍ଲ୍ୟୁଇଏଫ୍‌)ରେ ଜଳବାୟୁ ପରିବର୍ତ୍ତନର ମୁକାବିଲା ପାଇଁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri